Home

ଜମ୍ମୁରୁ ହଟାଇ ଦିଆଗଲା ଧାରା ୧୪୪

ଶ୍ରୀନଗର,୯।୮:ଅନୁଚ୍ଛେଦ ୩୭୦ ଓ ୩୫(ଏ)କୁ ଜମ୍ମୁ-କଶ୍ମୀରରୁ ହଟାଇ ଦିଆଯିବ ପରେ ଏଠାରେ ୧୪୪ ଧାରା ଜାରି କରାଯାଇଥିଲା। ପ୍ରଧାନମନ୍ତ୍ରୀ ମୋଦି ସରକାରଙ୍କ ଏହି ଐତିହାସିକ ଘୋଷଣା ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ସେଠାରେ ୧୪୪ ଧାରା ଜାରି କରାଯାଇଥିଲା। ଏବେ ସେଠାରେ…

କପିଲ ଶେୟାର କଲେ ‘ବେବିମୁନ୍‌’ ସମୟର ଫଟୋ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ମୁମ୍ବାଇ: ବାପା ହେବାକୁ ଯାଉଛନ୍ତି କମେଡିଆନ କପିଲ ଶର୍ମା। ପରିବାରର ସଦସ୍ୟମାନେ ଗିନ୍ନିଙ୍କ ଯତ୍ନ ନେଉଥିବା ବେଳେ କପିଲ ନିଜେ ସ୍ତ୍ରୀଙ୍କ ମନକଥାକୁ ବୁଝିବାକୁ ପଛାଉନାହାନ୍ତି। ନିକଟରେ ସେ ବ୍ୟସ୍ତ ଶୁଟିଂ ସିଡ୍ୟୁଲ ଭିତରୁ ସମୟ ବାହାରି କରି କାନାଡ଼ା ଯାଇଛନ୍ତି…

କଂଗ୍ରେସ ଅଧ୍ୟକ୍ଷ ପଦ ଦୌଡ: ଆଗରେ ମୁକୁଲ

ନୂଆଦିଲ୍ଲୀ,୯।୮: ଆଉ ଗୋଟିଏ ଦିନ ପରେ କଂଗ୍ରେସ ଦଳକୁ ଅଧ୍ୟକ୍ଷ ମିଳିଯିବ ବୋଲି କୁହାଯାଉଛି। ଶୁକ୍ରବାର ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସହ ହୋଇଥିବା ଏକେ ବୈଠକରୁ ଯାହା ଅନୁମାନ କରାଯାଉଛି ଶନିବାର ସୁଦ୍ଧା କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ପ୍ରାର୍ଥୀ…

ସୁପରଷ୍ଟାର ମହେଶ ବାବୁଙ୍କ ଆଜି ଜନ୍ମଦିନ: ଜାଣନ୍ତୁ ବୟସରେ ବଡ଼ ନମ୍ରତାଙ୍କୁ କିପରିି ଦେଇଥିଲେ ସେ ମନ

ମୁମ୍ବାଇ: ଦକ୍ଷିଣ ଭାରତୀୟ ସୁପରଷ୍ଟାର ମହେଶ ବାବୁଙ୍କ ଆଜି ଜନ୍ମଦିନ। ମହେଶ କେବଳ ଯେ ଜଣେ ଲୋକପ୍ରିୟ ଅଭିନେତା ତାହା ନୁହେଁ ବରଂ ଜଣେ ପାରିବାରିକ ମଣିଷ ଭାବେ ପ୍ରଶଂସକଙ୍କ ମନରେ ତାଙ୍କର ଛବି ଭିନ୍ନ। ମାତ୍ର ଚାରି ବର୍ଷ ବୟସରେ…

ଟ୍ରାଫିକ ବ୍ୟବସ୍ଥା ସୁଧାର ନେଇ ଜିଲାପାଳଙ୍କ ବୈଠକ

ଯୋଡା,୯।୮(ଡି.ଏନ୍‌.ଏ.): ଯୋଡା ପୌରପାଳିକା ସଭାଗୃହରେ ଜିଲାପାଳ ଆଶିଷ ଠାକ୍‌ରେ ଓ ଚମ୍ପୁଆ ଉପଜିଲାପାଳଙ୍କ ଅଧ୍ୟକ୍ଷତାରେ ଟ୍ରାଫିକ୍‌ ବ୍ୟବସ୍ଥାରେ ସୁଧାର ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଭିନ୍ନ ଖଣି କମ୍ପାନୀ ଓ କାରଖାନା ପ୍ରତିନିଧିଙ୍କ ସହିତ ବ୍ୟାପକ ଆଲୋଚନା ହୋଇଥିଲା।…

ପାକିସ୍ତାନକୁ ଭାରତର ଜବାବ

ନୂଆଦିଲ୍ଲୀ,୯।୮: ମୋଦି ସରକାର ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଇବା ପରେ ଭାରତ ପାକିସ୍ତାନ ମଧ୍ୟରେ ତିକ୍ତତା ବଢିବାରେ ଲାଗିଛି। ପାକିସ୍ତାନ ଭାରତ ସହ ବ୍ୟବସାୟୀକ ସମ୍ପର୍କ ସହ ରେଳ ସେବା, ଆକାଶ ପଥ ମଧ୍ୟ ବନ୍ଦ କରି ଦେଇଛି। ପାକିସ୍ତାନର ଏହି…

ଶ୍ରୀନଗର ବିମାନବନ୍ଦରରେ ୟେଚୁରୀ, ଡି.ରାଜାଙ୍କୁ ଅଟକ ପ୍ରସଙ୍ଗ: ଓଡ଼ିଶା ରାଜ୍ୟ କମିଟିର ପ୍ରତିବାଦ

ଭୁବନେଶ୍ୱର,୯।୮(ବ୍ୟୁରୋ): ସିପିଆଇ(ଏମ୍‌) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ ଏବଂ ସିପିଆଇ ସାଧାରଣ ସମ୍ପାଦକ ଡି.ରାଜାଙ୍କୁ ଶ୍ରୀନଗର ବିମାନବନ୍ଦରରେ ଅଟକ ରଖିବାକୁ ବିରୋଧ କରିଛି ଦଳର ଓଡ଼ିଶା ରାଜ୍ୟ କମିଟି। ଏହା ଭାଜପାର ବେଆଇନ୍‌, ଅଗଣତାନ୍ତ୍ରିକତା, ଏକଛତ୍ରବାଦୀ ନୀତିକୁ ପ୍ରତିଫଳନ କରୁଛି ବୋଲି…

ସମଝୌତା ପରେ ଏବେ ଥର୍‌ ଏକ୍ସପ୍ରେସ୍‌କୁ ବନ୍ଦ କଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ,୯।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ପାକିସ୍ତାନ ଭାରତରୁ ଗୋଟିଏ ପରେ ଗୋଟିଏ ସମ୍ପର୍କ ଛିନ୍ନ କରିବାରେ ଲାଗିଛି। ଗୁରୁବାର ପାକିସ୍ତାନ ସମଝୌତା ଏକ୍ସପ୍ରେସ୍‌ ବନ୍ଦ କରିଥିବା ବେଳେ ଶୁକ୍ରବାର ଥର୍‌ ଏକ୍ସପ୍ରେସକୁ ବନ୍ଦ କରି ଦେଇଛି। ଯୋଧପୁରରୁ କରାଚି…

ଜାଣନ୍ତୁ..ଅଗଷ୍ଟ ୧୫ରେ କିଏ କେଉଁଠି ପତାକା ଉତ୍ତୋଳନ କରିବେ

ଭୁବନେଶ୍ୱର,୯।୮(ବ୍ୟୁରୋ): ଅଗଷ୍ଟ ୧୫, ସ୍ବାଧୀନତା ଦିବସ ଉପଲକ୍ଷେ ଶୁକ୍ରବାର ବିଭିନ୍ନ ସ୍ଥାନରେ ମନ୍ତ୍ରୀମାନଙ୍କ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଭୁବନେଶ୍ୱରସ୍ଥ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଉତ୍ତୋଳନ କରିବେ।…

ହସ୍‌ପିଟାଲରେ ଏଲ୍‌ଇଡି ଡିସ୍‌ପ୍ଲେ ବୋର୍ଡ ଉନ୍ମୋଚିତ, ମିଳିବ ସ୍ବାସ୍ଥ୍ୟ ସେବା ସମ୍ପର୍କିତ ସୂଚନା

ଭୁବନେଶ୍ୱର,୯।୮(ବ୍ୟୁରୋ): ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଜନସଚେତନତା ବୃଦ୍ଧି ତଥା ସ୍ବାସ୍ଥ୍ୟ ସେବା ସମ୍ପର୍କିତ ସମସ୍ତ ଅପ୍‌ଡେଟ୍‌ ସୂଚନା ଲୋକଙ୍କ ନିକଟରେ ପହଞ୍ଚିବ। ଏଥି ନିମନ୍ତେ କ୍ୟାପିଟାଲ୍‌ ହସ୍ପିଟାଲ ସମେତ ରାଜ୍ୟର ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ଅନ୍ୟ ଡାକ୍ତରଖାନା…

ଗାଡ଼ି ଚଳାଇବା ବେଳେ ମୋବାଇଲରେ କଥା ହେବା ହେଲା କାଳ: ଅଟୋ ଓଲଟି ୭ ଛାତ୍ରୀଛାତ୍ର ଆହତ, ଜଣେ ଗୁରୁତର

ଚନ୍ଦ୍ରଗିରି,୯।୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଜାଲିବାଡ଼ଇ ଗ୍ରାମ ନିକଟରେ ଶୁକ୍ରବାର ସକାଳେ ଏକ ଅଟୋ ଓଲଟି ପଡିବାରୁ ୮ ଛାତ୍ରୀଛାତ୍ର ଆହତ ହୋଇଥିବା ବେଳେ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ଗୁରୁତର ଛାତ୍ର ହେଲେ ଅଲିଫ ବୀର(୧୫)। ସେହିଭଳି ଆହତମାନେ…

ବିବାହ କରି ମଧ୍ୟ ଏହି ଅଭିନେତ୍ରୀଙ୍କ ପାଇଁ ପାଗଳ ଥିଲେ ଗାଙ୍ଗୁଲି

ଟିମ୍‌ ଇଣ୍ଡିଆରେ ‘ଦାଦା’ ନାମରେ ଜଣାଶୁଣା ପୂର୍ବତନ କ୍ରିକେଟ ଖେଳାଳି ସୌରଭ ଗାଙ୍ଗୁଲି ପଡିଆରେ ଯେତିକି ପ୍ରଭାବୀ, ବ୍ୟକ୍ତିଗତ ଜୀବନରେ ମଧ୍ୟ ସେତିକି ଲୋକପ୍ରିୟ। ଫେବୃୟାରୀ ୨୧, ୧୯୯୭ରେ ଓଡ଼ିଶୀ ନୃତ୍ୟ ଶିଳ୍ପୀ ଡୋନା ରାୟଙ୍କୁ ସେ ବିବାହ କରିଥିଲେ। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?