ଉତ୍ତରାଧିକାରୀ ନିଷ୍ପତ୍ତି ନେବେ ଦଲାଇଲାମା
ଧର୍ମଶାଳା,୧୬ା୭(ଆଇଏଏନ୍ଏସ୍)-ତିବ୍ବତର ଆଧ୍ୟାତ୍ମିକ ନେତା ଦଲାଇଲାମା ନିଜେ ତାଙ୍କର ଉତ୍ତରାଧିକାରୀ ସମ୍ପର୍କରେ ନିଷ୍ପତ୍ତି ନେବେ ବୋଲି କହିଛନ୍ତି। ତାଙ୍କର ଉତ୍ତରାଧିକାରୀ ଜଣେ ସୁନ୍ଦରୀ ମହିଳା ହେବ ବୋଲି କିଛିଦିନ ପୂର୍ବେ ମନ୍ତବ୍ୟ ଦେଇ ଦଲାଇଲାମା ବିବାଦ ଘେରକୁ ଆସିଥିଲେ। ପରେ ସେ ଏଥିପାଇଁ…
ଆଶାରାମଙ୍କ ଜାମିନ ଆବେଦନ ଖାରଜ
ନୂଆଦିଲ୍ଲୀ,୧୬ା୭(ପି.ଟି.)-ବଳାତ୍କାର ମାମଲାରେ ଜେଲରେ ଥିବା ଆଶାରାମ ବାପୁଙ୍କ ଜାମିନ ଆବେଦନକୁ ସୋମବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଗୁଜରାଟ ସରକାରଙ୍କ ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କୋର୍ଟରେ ହାଜର ହୋଇ କହିଥିଲେ, ମାମଲାର ବିଚାର ପ୍ରକ୍ରିୟା ଜାରି ରହିଛି ଏବଂ ଏବେବି…
ଅକ୍ଟୋବର ୨ରେ ‘ଓ୍ବାର’ ରିଲିଜ
ମୁମ୍ବାଇ: ଟାଇଗର ଶ୍ରଫ୍ ଓ ହ୍ରିତିକ୍ ରୋଶନଙ୍କ ଅପ୍କମିଂ ଆକ୍ସନ ଫିଲ୍ମ ‘ଓ୍ବାର’ ଅକ୍ଟୋବର ୨ରେ ରିଲିଜ ହେବାକୁ ଯାଉଛି। ଏହା ହିଟ୍ ହେବା ବହୁ ସମ୍ଭାବନା ଅଛି ବୋଲି ଏହାର ନିର୍ମାତା ସୋମବାର ଘୋଷଣା କରିଛନ୍ତି। ୟଶରାଜ ଫିଲ୍ମସ ବ୍ୟାନରରେ…
ପିଓକେରେ ବନ୍ୟା: ୨୩ ମୃତ
ଇସ୍ଲାମାବାବାଦ,୧୬ା୭: ପାକିସ୍ତାନ ଅଧିକୃତ କଶ୍ମୀରର ନୀଲମ୍ ଉପତ୍ୟକାରେ ମୂଷଳ ଧାରାରେ ବର୍ଷା ହେବା ସହ ବନ୍ୟା ପରିସ୍ଥିତି ଦେଖାଦେଇଛି। ଅଦ୍ୟାବଧି ୨୩ ଲୋକ ପ୍ରାଣ ହରାଇଥିବାବେଳେ କେତେକେ ନିଖୋଜ ଥିବା ଜଣାପଡ଼ିଛି। ଲସଓ୍ବା ଅଞ୍ଚଳରେ ଲଗାଣ ବର୍ଷା ଓ ଭୂସ୍ଖଳନ ଯୋଗୁ…
ଚନ୍ଦ୍ରୟାନ-୨ ଉତ୍କ୍ଷେପଣ ନିଷ୍ପତ୍ତି ବୁଧବାର
ବେଙ୍ଗାଲୁର,୧୬।୭: ଚନ୍ଦ୍ରୟାନ-୨ର ପରବର୍ତ୍ତୀ ଉତ୍କ୍ଷେପଣ ତାରିଖ ସଂକ୍ରାନ୍ତ ନିଷ୍ପତ୍ତି ବୁଧବାର ଘୋଷଣା କରାଯିବା ସମ୍ଭାବନା ଅଛି ବୋଲି ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ ସୂଚନା ମିଳିଛି। ଲଞ୍ଚ୍ ଭେଇକିଲ୍ ସିଷ୍ଟମ୍ରେ ତ୍ରୁଟି ସୁଧାର କାର୍ଯ୍ୟ ସମ୍ପନ୍ନ ହେବାପରେ ଯାହା…
୮୨ କୋଟି ଲୋକ ଭୋକିଲା
ଜାତିସଂଘ,୧୬ା୭(ପି.ଟି.): ବିଶ୍ୱରେ ୮୨କୋଟିରୁ ଊର୍ଦ୍ଧ୍ୱ ଲୋକ କ୍ଷୁଧା, ଖାଦ୍ୟାଭାବ ଏବଂ ଅପପୁଷ୍ଟିର ଶିକାର ହୋଇଥିବା ଜାତିସଂଘ ରିପୋର୍ଟରେ ପ୍ରକାଶ ପାଇଛି। ୨୦୧୫ରୁ ଖାଦ୍ୟ ଅଭାବ ବୃଦ୍ଧି ପାଇବାରେ ଲାଗିଛି। ୨୦୩୦ ସୁଦ୍ଧା ଜାତିସଂଘର ପୋଷଣୀୟ ଉନ୍ନୟନ ଲକ୍ଷ୍ୟ ପୂରଣକୁ ଦୃଷ୍ଟିରେ ରଖିଲେ…
ସରୋଗେସୀ ବିଲ୍ ଆଗତ
ନୂଆଦିଲ୍ଲୀ,୧୬ା୭(ପି.ଟି.): ବ୍ୟବସାୟିକ ସରୋଗେସୀକୁ ନିଷିଦ୍ଧ କରିବା ଲାଗି ବିଲ୍ ସୋମବାର ଲୋକ ସଭାରେ ଆଗତ ହୋଇଛି। ଏହି ବିଲ୍ ଆଇନରେ ପରିଣତ ହେଲେ ନିଃସନ୍ତାନ ଦମ୍ପତିଙ୍କ ପାଇଁ କେବଳ ଘନିଷ୍ଠ ସମ୍ପର୍କୀୟଙ୍କୁ ସରୋଗେଟ ମାଆ ହେବାର ଅନୁମତି ମିଳିବ। ସରୋଗେସୀ (ନିୟାମକ)…
ଅବକାରୀ ଭ୍ୟାନ୍କୁ ଧକ୍କା ଲଗାଇ ଖସିଗଲେ ମଦ ବେପାରୀ, ଡ୍ରାଇଭର
ଭଦ୍ରକ ଅଫିସ, ୧୬।୭ – କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗର ଏକ ସ୍ବତନ୍ତ୍ର ଟିମ୍ ସୋମବାର ଭୋର ସମୟରେ ଚଢ଼ାଉ କରି ୧୬ ନମ୍ବର ଜାତୀୟ ରାଜପଥର ରାଣୀତାଲ ନିକଟରୁ ୧୨୫୦ ଲିଟର ଦେଶୀମଦ ବୋଝେଇ ଏକ ଗାଡ଼ିକୁ ଜବତ କରିଛି।…
ବାବ୍ରୀ ମସ୍ଜିଦ ଭଙ୍ଗ ମାମଲା: ସୁପ୍ରିମକୋର୍ଟଙ୍କୁ ଅଧିକ ସମୟ ମାଗିଲେ ବିଚାରପତି
ନୂଆଦିଲ୍ଲୀ, ୧୬ା୭: ବାବ୍ରୀ ମସ୍ଜିଦ ଭଙ୍ଗ ମାମଲାର ଶୁଣାଣି କରୁଥିବା ସ୍ବତନ୍ତ୍ର ବିଚାରପତି ଏସ୍.କେ. ଯାଦବ ଶୁଣାଣି ଶେଷ କରିବା ଲାଗି ସୁପ୍ରିମକୋର୍ଟଙ୍କୁ ଅଧିକ ସମୟ ମାଗିଛନ୍ତି। ଏହି ମାମଲାରେ ଭାଜପାର ବରିଷ୍ଠ ନେତା ଏଲ୍.କେ. ଆଡଭାନୀ, ମୁରଲୀ ମନୋହର ଜୋଷୀ,…
ହାଫିଜ୍ଙ୍କୁ ମିଳିଲା ଆଗୁଆ ଜାମିନ
ଲାହୋର,୧୬ା୭: ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ଜାମାତ୍ ଉଦ୍ ଦାଓ୍ବା (ଜେୟୁଡି) ମୁଖ୍ୟ ହାଫିଜ୍ ସଇଦ ଓ ତାଙ୍କର ୩ ସହଯୋଗୀଙ୍କୁ ପାକିସ୍ତାନର ଲାହୋର ଆତଙ୍କ ନିରୋଧୀ ଅଦାଲତ ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ବେଆଇନଭାବେ ଏହି ନିଷିଦ୍ଧ ସଙ୍ଗଠନ…
ଜଷ୍ଟିସ୍ ସିକ୍ରି ସିଙ୍ଗାପୁର ଅନ୍ତର୍ଜାତୀୟ ବାଣିଜ୍ୟ କୋର୍ଟର ବିଚାରପତି
ନୂଆଦିଲ୍ଲୀ,୧୬ା୭(ପି.ଟି.): ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ଏ.କେ. ସିକ୍ରି ସିଙ୍ଗାପୁର ଅନ୍ତର୍ଜାତୀୟ ବାଣିଜ୍ୟ କୋର୍ଟ (ଏସ୍ଆଇସିସି)ର ବିଚାରପତି ନିଯୁକ୍ତ ହୋଇଛନ୍ତି। ସେ ଅଗଷ୍ଟ ୧ରୁ ଜଣେ ଅନ୍ତର୍ଜାତୀୟ ବିଚାରପତି ଭାବେ କାର୍ଯ୍ୟଭାର ଗ୍ରହଣ କରିବେ। ତାଙ୍କର କାର୍ଯ୍ୟକାଳ ୨୦୨୧ ଜାନୁୟାରୀ ୪ରେ…
ଏସ୍ପି ନେତା ନୀରଜ ଶେଖରଙ୍କ ଇସ୍ତଫା
ନୂଆଦିଲ୍ଲୀ,୧୬ା୭: ସମାଜବାଦୀ ପାର୍ଟି ନେତା ନୀରଜ ଶେଖର ସୋମବାର ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପତ୍ରକୁ ଗୃହର ଅଧ୍ୟକ୍ଷ ଏମ୍. ଭେଙ୍କୟା ନାଇଡ଼ୁ ଗ୍ରହଣ କରିନେଇଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ପୁଅ ନୀରଜ ଭାଜପାରେ ଯୋଗଦେବା…
Archives


