ଉତ୍ତର-ପୂର୍ବ ରାଜ୍ୟରେ ବନ୍ୟା ବିତ୍ପାତ
ନୂଆଦିଲ୍ଲୀ,୧୬ା୭: ପ୍ରବଳ ବର୍ଷା ଯୋଗୁ ଉତ୍ତର-ପୂର୍ବ ରାଜ୍ୟରେ ବନ୍ୟା ବିଭୀଷିକା ଭୟଙ୍କର ରୂପ ଧାରଣ କରିଛି। କେବଳ ବିହାରରେ ସୋମବାର ସୁଦ୍ଧା ୪୪ଜଣ ମୃତ୍ୟୁବରଣ କରିଥିବାବେଳେ ୭୦ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ଆସାମର ୩୦ ଜିଲାରେ ବନ୍ୟା ଦ୍ୱାରା ୩୦…
‘ରାଜ୍ୟ ପୋଲିସର ସ୍ବାୟତ୍ତତା ସ୍ପଷ୍ଟ ହେଉ’
ନୂଆଦିଲ୍ଲୀ,୧୬ା୭: ଏନ୍ଆଇଏ (ସଂଶୋଧନ) ବିଲ୍କୁ ବିଜୁ ଜନତା ଦଳ (ବିଜେଡି) ସମର୍ଥନ ଜଣାଇଛି। ଦଳ ପକ୍ଷରୁ ବରିଷ୍ଠ ନେତା ଭର୍ତ୍ତୃହରି ମହତାବ ଆଲୋଚନାରେ ଅଂଶଗ୍ରହଣ କରି କହିଥିଲେ, ରାଜ୍ୟ ପୋଲିସର ବିନା ପରାମର୍ଶରେ ସମ୍ପୃକ୍ତ ରାଜ୍ୟରେ ତଦନ୍ତ ପ୍ରସ୍ତାବ ଉପରେ କେନ୍ଦ୍ର…
ଏନ୍ଆଇଏକୁ ମିଳିବ ଅଧିକ କ୍ଷମତା
ନୂଆଦିଲ୍ଲୀ,୧୬ା୭(ପି.ଟି.): ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍ଆଇଏ)କୁ ଅଧିକ କ୍ଷମତା ଦେବା ଲାଗି ସଂଶୋଧିତ ବିଲ୍ ଲୋକ ସଭାରେ ସୋମବାର ଗୃହୀତ ହୋଇଛି। ଏନ୍ଆଇଏ ସଂଶୋଧନ ବିଲ୍ ଆଇନରେ ପରିଣତ ହେଲେ ଉକ୍ତ ତଦନ୍ତକାରୀ ସଂସ୍ଥା ଭାରତୀୟ ଏବଂ ବିଦେଶରେ ଥିବା ଭାରତୀୟ…
ଆଜି ଚନ୍ଦ୍ରଗ୍ରହଣ: ଅପରାହ୍ନ ୪ଟା ୩୨ରେ ପାକତ୍ୟାଗ
ଭୁବନେଶ୍ୱର(ବ୍ୟୁରୋ)/ପୁରୀ ଅଫିସ୍, ୧୬ା୭: କେତୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ ମଙ୍ଗଳବାର ଆଷାଢ଼ ପୂର୍ଣ୍ଣିମାରେ ସଂଘଟିତ ହେବ। ସାମନ୍ତ ଚନ୍ଦ୍ରଶେଖର ପଞ୍ଜିକା ଅନୁସାରେ ପୁରୀକୁ ଭାରତୀୟ ସମୟ ଅନୁସାରେ- ରାତ୍ରି ୦୧ା୩୨ରେ ଗ୍ରହଣ ସ୍ପର୍ଶ, ରାତ୍ରି ୦୩ା୦୧ରେ ଗ୍ରହଣ ମଧ୍ୟ ଏବଂ ରାତ୍ରି ୦୪ା୩୦ରେ…
ରତ୍ନସିଂହାସନରେ ଚତୁର୍ଦ୍ଧାବିଗ୍ରହ
ପୁରୀ ଅଫିସ,୧୬ା୭: ଶେଷ ହୋଇଛି ଘୋଷଯାତ୍ରା। ବଡ଼ଦାଣ୍ଡ ଓ ଜନ୍ମବେଦିରେ ଲୀଳାଖେଳା ସାରି ସୋମବାର ରତ୍ନସିଂହାସନକୁ ବିଜେ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଦେବସ୍ନାନ ପୂର୍ଣ୍ଣିମାଠାରୁ ଶୂନ୍ୟ ପଡ଼ିଥିବା ରତ୍ନବେଦି କୋଳ ପୂର୍ଣ୍ଣ ହୋଇଛି। ମହାପ୍ରଭୁଙ୍କ ଆଗମନ ପରେ ମଙ୍ଗଳବାର ଠାରୁ ପୁଣି ଚଳଚଞ୍ଚଳ…
ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ
ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟରେ ଅରାଜକତା ଦେଖାଦେଇଛି। ଆଇନ କାନୁନ ବୋଲି କିଛି ନାହିଁ। ଦିନ ଦ୍ୱିପ୍ରହରରେ ଅପରାଧୀମାନେ ଗୋଡ଼ାଇ ଗୋଡ଼ାଇ ହତ୍ୟା କରୁଛନ୍ତି। ବଳାତ୍କାର, ଚୋରି, ଡକାୟତି ସୀମା ସରହଦ ପାର କଲାଣି। ରବିବାର ୩୧୬ ନମ୍ବର ଜାତୀୟ ରାଜପଥ ପଟ୍ଟନାୟିକିଆ ଛକରେ…
ପୃଥକ ବିଦ୍ୟୁତ୍ ଦୁର୍ଘଟଣା: ଲାଇନ୍ମ୍ୟାନ୍ ମୃତ, ଶ୍ରମିକ ଗୁରୁତର
ନୟାଗଡ଼ ଅଫିସ,୧୬ା୭-ନୟାଗଡରେ ସୋମବାର ପୃଥକ ସ୍ଥାନରେ ବିଦ୍ୟୁତ୍ ଦୁର୍ଘଟଣାରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଦ୍ୟୁତ୍ ସଂସ୍ପର୍ଶରେ ଆସି ନୟାଗଡ଼ ପୁରୁଣା ସହରର ଜଣେ ଲାଇନ୍ମ୍ୟାନ୍ଙ୍କ ମୃତ୍ୟୁ ଘଟିଥିବାବେଳେ ଶରଣକୁଳ ଥାନା ଗୋଡ଼ିପଡ଼ା ଧୁସୁମା ଗ୍ରାମର ଜଣେ ଶ୍ରମିକ ଗୁରୁତର ହୋଇଛନ୍ତି।…
ଇଣ୍ଡିଗୋ ବିବାଦରେ ନୂଆ ମୋଡ;ପ୍ରମୋଟର ଗଙ୍ଗଓ୍ବାଲଙ୍କୁ ଜେରା କରିବ ବୋର୍ଡ
ନୂଆଦିଲ୍ଲୀ,୧୬-୭: ଇଣ୍ଡିଗୋ ଏୟାରଲାଇନ୍ ପ୍ରମୋଟରଙ୍କ ବିବାଦ ଏବେ ନୂଆ ମୋଡ ନେଇଛି। ଅସନ୍ତୁଷ୍ଟ ଜଣେ ପ୍ରମୋଟରଙ୍କ ପତ୍ରରୁ ସୃଷ୍ଟି ହୋଇଥିବା ଏହି ବିବାଦ ଏବେ ଗମ୍ଭୀର ରୂପ ଧାରଣ କଲାଣି। କମ୍ପାନୀର ଦୁଇ ପ୍ରମୋଟର ରାକେଶ ଗଙ୍ଗଓ୍ବାଲ ଓ ରାହୁଲ ଭାଟିୟାଙ୍କ…
୨୩ ମାସର ସର୍ବନିମ୍ନ ସ୍ତରରେ ପାଇକାରୀ ମୁଦ୍ରାସ୍ଫୀତି
ନୂଆଦିଲ୍ଲୀ,୧୬-୭: ମୋଦି ସରକାରଙ୍କୁ ମୁଦ୍ରାସ୍ଫୀତି କ୍ଷେତ୍ରରେ ଆଶ୍ୱସ୍ତି ମିଳିଛି। ପାଇକାରୀ ମୂଲ୍ୟ ସୂଚକାଙ୍କ ଆଧାରିତ ମୁଦ୍ରାସ୍ଫୀତି ତଥ୍ୟ ସୋମବାର ଜାରି କରାଯାଇଛି। ଜୁନ୍ରେ ମୁଦ୍ରାସ୍ଫୀତି ୨.୦୨ ପ୍ରତିଶତ ରହିଛି। ଗତ ମାସରେ ଏହା ୨.୪୫% ରହିଥିଲା। ଏପରି ଦେଖିଲେ ଗୋଟିଏ ମାସ…
ଶିକ୍ଷୟିତ୍ରୀଙ୍କ ନିଲମ୍ବନ ବିରୋଧରେ ତାଲା
ଅନୁଗୋଳ ଅଫିସ, ୧୬।୭ ଅନୁଗୋଳ ସହର ପଶ୍ଚିମ ବଜାରପଡ଼ା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପ୍ରଣତି ମିଶ୍ର ଓ ସହକାରୀ ଶିକ୍ଷୟିତ୍ରୀ ପ୍ରୀତିମଞ୍ଜରୀ ଦ୍ୱିବେଦୀଙ୍କୁ ଶିକ୍ଷାଦାନରେ ଅବହେଳା କାରଣରୁ ସସ୍ପେଣ୍ଡ କରାଯାଇଥିଲା। ଏହାକୁ ବିରୋଧ କରି ସ୍କୁଲ ପରିଚାଳନା କମିଟିର ସୁଲେଖା…
ଓ୍ବେଷ୍ଟଇଣ୍ଡିଜ ଟୁର୍ ପାଇଁ ଦଳ ଚୟନ ୧୯ରେ
ନୂଆଦିଲ୍ଲୀ, ୧୬ା୭ (ପି.ଟି.)-ଆସନ୍ତାମାସରେ ଓ୍ବେଷ୍ଟଇଣ୍ଡିଜ ଟୁର୍ ପାଇଁ ଭାରତୀୟ କ୍ରିକେଟ ଦଳ ଚୟନ ଚଳିତ ମସ ୧୯ ତାରିଖରେ ହେବ। ଅଗଷ୍ଟ ୩ରୁ ଆୟୋଜକ ଦେଶ ବିପକ୍ଷ ସୀମିତ ଓଭର ସିରିଜରେ ମହେନ୍ଦ୍ର ସିଂ ଧୋନୀ ଖେଳିବେ କି ନା ସେ…
ରାଜ୍ୟଗୋଷ୍ଠୀ ଟିଟି: ଆସିବନି ପାକିସ୍ତାନ
କଟକ ଅଫିସ,୧୬ା୭- ବୁଧବାରଠାରୁ ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଆରମ୍ଭ ହେବାକୁ ଥିବା ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ (ଟିଟି) କ୍ରୀଡ଼ାର ୨୧ତମ ସଂସ୍କରଣରୁ ଏବେ ସୁଦ୍ଧା ୫ ଦଳ ବାଦ ପଡ଼ି ସାରିଲେଣି । ପୂର୍ବରୁ ଉଗାଣ୍ଡା ଓ ଜର୍ସି ଭିଜା…
Archives


