ବିପଦର ସମ୍ମୁଖୀନ ହେଉଛନ୍ତି ସାର୍କ
ବାଲେଶ୍ୱର ଅଫିସ, ୧୫।୭-ବାଲେଶ୍ୱର ନୋସି ବିଜିନେସ୍ ପାର୍କର ଉତ୍କଳା ମଞ୍ଚରେ ପାଳିତ ହୋଇଛି ‘ସାର୍କ ଦିବସ’। ସାର୍କ କେତେ ଗୁରୁତ୍ୱପୂର୍ଣ୍ଣ ତାହା ଉପରେ ଶିକ୍ଷା ଦେବା ଏବଂ ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ। ସାମୁଦ୍ରିକ…
ମଦ ସହ ସ୍କୁଟି ଜବତ, ୩ ଗିରଫ
ବଇଣ୍ଡା,୧୫।୭ (ଡି.ଏନ.ଏ.)-ହଣ୍ଡପା ପୋଲିସ ରବିବାର ରାତିରେ ବିଭିନ୍ନ ଗ୍ରାମରେ ଚଢାଉ କରି ମଦ ସହିତ ସ୍କୁଟି ଗାଡ଼ି ଜବତ କରିଛି। ଏଥିରେ ସମ୍ପୃକ୍ତି ଅଭିଯୋଗରେ ୩ ଜଣଙ୍କୁ ଗିରଫ କରାଯାଇଛି। ଲୁହାମୁଣ୍ଡା ଗ୍ରାମର ନରେନ୍ଦ୍ର ସ୍ବାଇଁ ବଇଣ୍ଡାରୁ ଏକ ସ୍କୁଟିରେ ୧୨ଟି…
ଯାନବାହନକୁ ନିଜ ଆଡ଼କୁ ଟାଣି ନିଏ ଏହି ପାହାଡ଼…
ଭାରତର ଲଦାଖର ଲେହ ଅଞ୍ଚଳରେ ରହିଛି ଏକ ଚମତ୍କାର ପାହାଡ଼। ଏହି ପାହାଡ଼ ଦେଇ ଯାଇଥିବା ରାସ୍ତାରେ କୌଣସି ଯାନବାହନ ଗଲେ ଏକ ବିଚିତ୍ର ଅନୁଭୁତି ହୋଇଥାଏ। ଯାନବାହନକୁ ନିଜ ଆଡ଼କୁ ଘଣ୍ଟା ପ୍ରତି ୨୦ କିଲୋମିଟର ବେଗରେ ପାହାଡ଼ ଟାଣିଥାଏ।…
ସ୍ମରଣ ଶକ୍ତି ବଢାଏ ସୁଖ ନିଦ୍ରା
ରାତିର ଅଧୁରା ନିଦ ଅନେକ ରୋଗର କାରଣ ସାଜିଥାଏ। ଏବେ ସ୍ନାୟୁ ବୈଜ୍ଞାନିକ ଦାବି କରିଛନ୍ତି, ରାତିର ସୁନିଦ୍ରା ସ୍ବାସ୍ଥ୍ୟକୁ ସୁସ୍ଥ ରଖିବା ସହ ସ୍ମରଣ ଶକ୍ତି ବୃଦ୍ଧି କରିଥାଏ। ନିଦ୍ରାରେ ବ୍ୟାଘାତ ସୃଷ୍ଟି ହେବା ଦ୍ୱାରା ଆଲଝେମିୟର୍ ଭଳି ରୋଗର…
ଦାଦାବଟିକୁ କେନ୍ଦ୍ର କରି ଆକ୍ରମଣ: ଦୁର୍ବୃତ୍ତମାନଙ୍କ ଇଟା ମାଡ଼ରେ ଜଣେ ଆହତ, ସିସିଟିଭି ଯାଞ୍ଚ କରୁଛି ପୋଲିସ
ପୁରୀ ଅଫିସ,୧୫।୭: ଦାଦାବଟିକୁ କେନ୍ଦ୍ର କରି ଟାଉନ୍ ଥାନା ଅନ୍ତର୍ଗତ ନରେନ୍ଦ୍ରକୋଣସ୍ଥିତ ଏକ ଶୋ’ରୁମ୍ରେ ଦୁର୍ବୃତ୍ତମାନେ ବ୍ୟାପକ ଭଙ୍ଗାରୁଜା କରିଛନ୍ତି। ମାରଣାସ୍ତ୍ରରେ ଶୋ’ରୁମ୍ର ଝରକା କାଚ ଭାଙ୍ଗିବା ସହ କର୍ମଚାରୀଙ୍କୁ ଧମକଚମକ ଦେଇଛନ୍ତି। ଏଥିସହ ରାସ୍ତା ଉପରୁ ଇଟା ମାଡ଼ କରିବା…
ଗୋରୁ ବ୍ୟବସାୟୀଙ୍କୁ ଆକ୍ରମଣ କରି ଲୁଟ୍: ପୋଲିସ-ଅପରାଧୀ ମୁହାଁମୁହିଁ; ବିସ୍ଫୋରଣରେ ଡକାୟତ ମୃତ
ଭଞ୍ଜନଗର/ଆସିକା,୧୬।୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କଣ୍ଟେଇପଲ୍ଲୀ ଜଙ୍ଗଲ ରାସ୍ତାରେ ସୋମବାର ସକାଳେ ଜଣେ ଗୋରୁ ବ୍ୟବସାୟୀଙ୍କୁ ଆକ୍ରମଣ କରି ୧ଲକ୍ଷ ୧୦ ହଜାର ଟଙ୍କା ଲୁଟ୍ ହୋଇଥିଲା। ଏହି ମାମଲାରେ ଜଡ଼ିତ ୭ଜଣ ଅପରାଧୀ ଗଞ୍ଜାମ କନ୍ଧମାଳ ଜିଲା ସୀମାବର୍ତ୍ତୀ…
ନେପାଳ, ବାଲାଂଦେଶରେ ବନ୍ୟା: ୬୫ ମୃତ, ଲକ୍ଷାଧିକ ବିସ୍ଥାପିତ
କାଠମାଣ୍ଡୁ/ଢାକା,୧୫।୭: ଭାରତର କିଛି ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ଦେଖାଦେଇଥିବାବେଳେ ପଡୋଶୀ ଦେଶ ନେପାଳ ଏବଂ ବାଲାଂଦେଶରେ ମଧ୍ୟ ଜଳପ୍ରଳୟ ଲାଗିରହିଛି। ବନ୍ୟା ଏବଂ ଭୁସ୍ଖଳନ ଯୋଗୁ ଏହି ଦୁଇ ଦେଶରେ ପ୍ରାୟ ୬୫ ଜଣ ଲୋକଙ୍କ ମୃତ୍ୟୁ ହେଲାଣି। ୩୦…
ଏଣିକି ଡ୍ରାଇଭରଙ୍କୁ ଶୋଇବାକୁ ଦେବ ନାହିଁ ଇସ୍ରାଏଲ ସେନ୍ସର ଡିଭାଇସ୍
ଲକ୍ଷ୍ନୌ,୧୫।୭: ରାଜ୍ୟରେ ବୃଦ୍ଧି ପାଇଥିବା ସଡ଼କ ଦୁର୍ଘଟଣାରୁ ବର୍ତ୍ତିବା ପାଇଁ ଉତ୍ତରପ୍ରଦେଶ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଗତ କିଛି ଦିନ ତଳେ ଯମୁନା ଏକ୍ସପ୍ରେସ ହାଇଓ୍ବେରେ ହୋଇଥିବା ଦୁର୍ଘଟଣା ଯୋଗୁ ଉତ୍ତରପ୍ରଦେଶ ପରିବହନ ବିଭାଗ ହରଡ଼ଘଣାରେ ପଡ଼ିଯାଇଥିଲା।…
ନିଆରା ମଣିଷ, ଟ୍ରାଫିକ୍ରେ ଛିଡା ହୋଇ ଜନହିତକର ସନ୍ଦେଶ ବାଣ୍ଟୁଛନ୍ତି କ୍ରିଷ୍ଣା
ଆଜିର ଜଞ୍ଜାଳମୟ ଜୀବନ ଭିତରେ ମଣିଷ ଏବେ ସ୍ବାର୍ଥପର ହୋଇଯାଇଛି। ନିଜ କଥା ବ୍ୟତୀତ ଆଉ କାହା ବିଷୟରେ ଚିନ୍ତା କରିବାକୁ ତା’ପାଖରେ ସମୟ ନାହଁି। କିନ୍ତୁ ଏଭଳି ଭିଡ଼ ଭିତରେ କିଛି ମଣିଷ ଥାନ୍ତି, ଯେଉଁମାନେ ଅନ୍ୟର ସୁଖଦୁଃଖ, ବିପଦଆପଦରେ…
ଆଇନ ଶୃଙ୍ଖଳାକୁ ନେଇ ବିଧାନସଭାରେ ହଙ୍ଗାମା: ସରକାରଙ୍କୁ ହରଡ଼ଘଣାରେ ପକାଇଲେ ବିରୋଧୀ; ମୁଖ୍ୟମନ୍ତ୍ରୀଙ୍କ ବିବୃତି ଦାବି
ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ ଅରାଜକତା ଦେଖାଦେଇଛି। ଆଇନ କାନୁନ ବୋଲି କିଛି ନାହିଁ। ଦିନ ଦ୍ୱିପ୍ରହରରେ ଲୋକଙ୍କୁ ଅପରାଧୀମାନେ ଗୋଡ଼ାଇ ଗୋଡ଼ାଇ ହତ୍ୟା କରୁଛନ୍ତି। ବଳାତ୍କାର, ଚୋରି, ଡକାୟତି ସୀମା ସରହଦ ପାର କଲାଣି। ରବିବାର ୩୧୬ ନଂ ଜାତୀୟ ରାଜପଥ ପଟ୍ଟନାୟିକିଆ…
ମୃତଦେହ ଦାହ ପାଇଁ ଚାଲିଥିଲା ପ୍ରସ୍ତୁତି, ହଠାତ୍ କୋକେଇରୁ ଉଠିପଡି ପାଣି ମାଗିଲେ ଯୁବକ
ଲକ୍ଷ୍ନୌ, ୧୫।୭: ଉତ୍ତର ପ୍ରଦେଶର ଅମିନାବାଦରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ସ୍ଥାନୀୟ ଡାକ୍ତରଖାନାରେ ମୃତ ଘୋଷିତ ହୋଇଥିବା ଜଣେ ଯୁବକ କୋକେଇରୁ ଉଠିପଡି ପାଣିମାଗି ପିଇବା ପରେ ତାଙ୍କୁ ପରିବାର ଲୋକେ ଡାକ୍ତରଖାନାକୁ ନେଇଥିଲେ। ଡାକ୍ତର ସେଠାରେ ତାଙ୍କୁ…
ହ୍ରିତିକ ଭର୍ସେସ ଟାଇଗର: ରିଲିଜ୍ ହେଲା ଫିଲ୍ମ ‘ଓ୍ବାର’ର ଟିଜର
ମୁମ୍ବାଇ: ଲମ୍ବା ସମୟରୁ ସିଲଭର ସ୍କ୍ରିନରେ ବଲିଉଡ୍ ଅଭିନେତା ହ୍ରିତିକ ରୋଶନ ଓ ଟାଇଗର ଶ୍ରୋଫଙ୍କୁ ଏକାଠି ଦେଖିବାକୁ ଦର୍ଶକ ଅପେକ୍ଷା କରି ରହିଥିବା ବେଳେ ଏବେ ତା’ର ଅନ୍ତ ଘଟିଛି। ସୋମବାର ୟଶରାଜଙ୍କ ଅପ୍ କମିଂ ଫିଲ୍ମ ‘ଓ୍ବାର’ର ଟିଜର…
Archives


