Home

ସମଝୌତା ଏକ୍ସପ୍ରେସ୍‌କୁ ସୀମାରେ ଅଟକାଇଲା ପାକ୍‌

ଇସ୍‌ଲାମାବାଦ/ନୂଆଦିଲ୍ଲୀ,୯।୮:ଭାରତ ଓ ପାକିସ୍ତାନ ମଧ୍ୟରେ ଚଳାଚଳ କରୁଥିବା ସମଝୌତା ଏକ୍ସପ୍ରେସ୍‌ ଟ୍ରେନ୍‌ ସେବାକୁ ଇସ୍‌ଲାମାବାଦ ବାତିଲ କରିଦେଇଥିବା ଏହାର ରେଳମନ୍ତ୍ରୀ ଶେଖ୍‌ ରଶିଦ୍‌ ଗୁରୁବାର ଘୋଷଣା କରିଥିବାବେଳେ ଭାରତ ଏହାକୁ ଖଣ୍ଡନ କରିଛି। ଏନେଇ ଇସ୍‌ଲାମାବାଦ ପକ୍ଷରୁ କୌଣସି ଆନୁଷ୍ଠାନିକ ବିଜ୍ଞପ୍ତି…

ସୁବର୍ଣ୍ଣ ଜୟନ୍ତୀ ପାଳନ ସ୍ମୃତି ସମାରୋହ : ରାଷ୍ଟ୍ରପତି ଭବନକୁ ପଠାଗଲା ବିଦ୍ୟାଳୟ ଫଟୋ

ନିରାକାରପୁର,୯ା୮(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ରାମେଶ୍ୱର ପଞ୍ଚାୟତସ୍ଥିତ ରାମେଶ୍ୱର ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଉତ୍ସବକୁ ୨୦୧୫ ଅଗଷ୍ଟ ୭ରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଉଦ୍‌ଘାଟନ କରିଥିଲେ। ଏହି ଉପଲକ୍ଷେ ସେ ବିଦ୍ୟାଳୟ ପରିସରରେ ଏକ ବଉଳ ଚାରା ରୋପଣ କରିଥିଲେ।…

ଭାରତ କଶ୍ମୀର ନିଷ୍ପତ୍ତି ବଦଳାଇଲେ ପାକିସ୍ତାନ ପୁନର୍ବିଚାର କରିବ

ଇସ୍‌ଲାମାବାଦ, ୯।୮:ଭାରତ ଯଦି କଶ୍ମୀର ପ୍ରସଙ୍ଗରେ ନିଜର ନିଷ୍ପତ୍ତିରେ ପରିବର୍ତ୍ତନ କରେ ତେବେ ପାକିସ୍ତାନ ନେଇଥିବା ନିଷ୍ପତ୍ତିର ସମୀକ୍ଷା କରିବାକୁ ପ୍ରସ୍ତୁତ ବୋଲି ଏହାର ବହିର୍ବ୍ୟାପାର ମନ୍ତ୍ରୀ ଶାହ ମେହମୁଦ୍‌ କୁରେଶୀ ଗୁରୁବାର କହିଛନ୍ତି। ବୁଧବାର ପାକିସ୍ତାନ ଭାରତୀୟ ଉଚ୍ଚାୟୁକ୍ତଙ୍କୁ ବରଖାସ୍ତ…

‘ଆମେ ଶାନ୍ତିରେ ବଞ୍ଚତ୍ପାରିବା’

ଲଣ୍ଡନ,୯।୮:କଶ୍ମୀର ସମସ୍ୟାର ଶାନ୍ତିପୂର୍ଣ୍ଣ ସମାଧାନ ସମ୍ଭବ। ଆମେ ଶାନ୍ତିରେ ବଞ୍ଚତ୍ପାରିବା। କେହି କାହାକୁ ଆଘାତ ଦେବା ବା କ୍ଷତି ପହଞ୍ଚାଇବା ଅନାବଶ୍ୟକ ବୋଲି ନୋବେଲ ଶାନ୍ତି ପୁରସ୍କାର ବିଜୟିନୀ ତଥା ପାକିସ୍ତାନର ଶିକ୍ଷା ଅଧିକାର କର୍ମୀ ମଲାଲା ୟୁସୁଫ୍‌ଜାଇ ଗୁରୁବାର ଆଶାବ୍ୟକ୍ତ…

୧୯୪୭ ସ୍ମୃତି ଉଜ୍ଜୀବିତ

ଶ୍ରୀନଗର,୯।୮:ସମ୍ବିଧାନ ଅନୁଚ୍ଛେଦ ୩୭୦କୁ ବିଦାୟ ଦେଇ ଜମ୍ମୁ-କଶ୍ମୀର ଓ ଲଦାଖ ନାମରେ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନର ବାଟ ଫିଟାଇଛି ଗଣତନ୍ତ୍ରର ମନ୍ଦିର ପାର୍ଲାମେଣ୍ଟ। ଏହାକୁ ନେଇ ଦଙ୍ଗା ଘଟି ବ୍ୟାପକ ଜଳାପୋଡ଼ା, ଭଙ୍ଗାରୁଜା ଘଟିବାର ଆଶଙ୍କା ଥିବାରୁ ହଜାର ହଜାର…

୩୭୦ ମୃତ୍ୟୁରେ କଶ୍ମୀରୀଙ୍କ ଆଶାର ଜନ୍ମ

ନୂଆଦିଲ୍ଲୀ,୯।୮(ଆଇଏଏନ୍‌ଏସ୍‌):ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଉପତ୍ୟକାରେ ଶ୍ମଶାନ ନୀରବତା ଛାଇଯାଇଥିବାବେଳେ ଏକ ଚାପା ଉତ୍ତେଜନା ଲାଗିରହିଛି। ଏହାସତ୍ତ୍ୱେ କେନ୍ଦ୍ର ସରକାରଙ୍କ ଏହି ପଦକ୍ଷେପ ବହୁ କଶ୍ମୀରୀଙ୍କ ପାଇଁ ନୂଆ ଆଶାକୁ ଜନ୍ମ ଦେଇଛି। କାରଣ ଏବେ କଶ୍ମୀରବାସୀଙ୍କୁ ନିଜକୁ କଶ୍ମୀରୀ…

ଛତିଆ ଅଞ୍ଚଳରେ ପୁଣି ଲୁଟେରା ସକ୍ରିୟ : ବନ୍ଧୁକ ଦେଖାଇ ବ୍ୟାଙ୍କ କର୍ମଚାରୀଙ୍କଠାରୁ ଲୁଟ୍‌

ଛତିଆ,୯।୮(ଡିଏନ୍‌ଏ)- ଦୀର୍ଘଦିନର ନୀରବତା ପରେ ଛତିଆ ଅଞ୍ଚଳରେ ପୁଣି ସକ୍ରିୟ ହୋଇ ଉଠିଛନ୍ତି ଲୁଟେରା। ଗୁରୁବାର ଅପରାହ୍ନରେ ଲୁଟେରାମାନେ ବନ୍ଧୁକ ଦେଖାଇ ୩ଜଣ ବ୍ୟାଙ୍କ କର୍ମଚାରୀଙ୍କଠାରୁ ୮୧ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ପ୍ରକାଶ ଯେ, ବୈରୀସ୍ଥିତ ବନ୍ଧନ…

ବିନା ଛାତ୍ରୀଛାତ୍ରରେ ଚାଲିଛି ବିଦ୍ୟାଳୟ : ରାମକୃଷ୍ଣ ସଂସ୍କୃତ ଟୋଲ

ଯାଜପୁରଟାଉନ,୯।୮(ଡିଏନଏ): ଯାଜପୁର ସଦର ମହକୁମାଠାରୁ ମାତ୍ର ୫କି.ମି. ଦୂରତାରେ ଏଭଳି ଏକ ବିଦ୍ୟାଳୟ ଅଛି ଯେଉଁଠି ଶ୍ରେଣୀଗୃହ ଅଛି, ଶିକ୍ଷକ ଅଛନ୍ତି, ମାତ୍ର ଛାତ୍ରୀଛାତ୍ର ନାହାନ୍ତି। ଉକ୍ତ ବିଦ୍ୟାଳୟଟି ହେଉଛି ଯାଜପୁର ସହର ମନ୍ଦାରଖଣ୍ଡ ଗ୍ରାମରେ ୧୯୩୧ ମସିହାରେ ସ୍ଥାପିତ ହୋଇଥିବା…

ପାର୍କିଂ ଫି’ ଦେବେ କମ୍ପାନୀ କର୍ତ୍ତୃପକ୍ଷ

ଯାଜପୁର ରୋଡ,୯।୮(ନି.ପ୍ର): କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଦ୍ୱାର ଯାଜପୁର ରୋଡ ବା ବ୍ୟାସନଗର। ଶିଳ୍ପାଞ୍ଚଳର ୫୬ଟି ବସ୍‌ ଯାଜପୁର ରୋଡ ସହରରୁ ଦୈନିକ ଶିଳ୍ପାଞ୍ଚଳକୁ ଯାଉଛି। ସେମାନେ ପାର୍କିଂ ଫି’ ଦେଉ ନ ଥିଲେ। ଜିନ୍ଦଲ ଷ୍ଟିଲ, ରୋହିତ ଫେରୋଟେକ୍‌, ଟାଟା ଷ୍ଟିଲ,…

ବରୀ ବ୍ଲକ ଅଧ୍ୟକ୍ଷ ଉପନିର୍ବାଚନମୁଣ୍ଡ ପୂରାଇବ ନାହିଁ ବିଜେଡି: ବିଧାୟିକା

ବରୀ,୯।୮(ସ୍ବ.ପ୍ର): ବରୀ ବ୍ଲକ ଅଧ୍ୟକ୍ଷ ପଦବୀ ପାଇଁ ଆସନ୍ତା ୨୧ତାରିଖରେ ଉପନିର୍ବାଚନ ହେବାକୁ ଯାଉଥିବା କୁହାଯାଉଛି। ଏ ନେଇ ସରକାରୀ ଭାବେ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇ ନ ଥିଲେ ହେଁ ବରୀ ରାଜନୀତିରେ ଉଷ୍ମତା ଦେଖାଦେଇଛି।…

ମରାମତି ହୋଇପାରୁନି ନଦୀବନ୍ଧ : ଜଳସମ୍ପଦ ବିଭାଗର ଅର୍ଥ ଅଭାବ

ବିରିଡ଼ି,୯।୮(ଡି.ଏନ.ଏ.): ରାଜନୈତିକ ଇଚ୍ଛା ଶକ୍ତିର ଅଭାବ ଓ ଜଳ ସମ୍ପଦ ବିଭାଗର ଖାମଖିଆଲ ନୀତି ଯୋଗୁ ଜଗତ୍‌ସିଂହପୁର ଜଳସମ୍ପଦ ଡିଭିଜନ ଅଧୀନ ୨୨ ମୌଜା ଶଙ୍ଖାରିସାହି ସେକ୍ସନର ବିଲୁଆଖାଇ ଓ ଦେବୀ ନଦୀବନ୍ଧ ଦୀର୍ଘବର୍ଷ ହେଲା ମରାମତି ହୋଇପାରୁନାହିଁ। ଫଳରେ ଏହି…

ସିନାପାଲିରେ ବର୍ଷା ବିତ୍ପାତ, ବ୍ୟାପକ କ୍ଷୟକ୍ଷତି: ସିନାପାଲି ବିଡିଓ, ରାଜସ୍ବ ଅଧିକାରୀଙ୍କ ଅଞ୍ଚଳ ପରିଦର୍ଶନ

ସିନାପାଲି,୯।୮(ଡି.ଏନ.ଏ.)-ନୂଆପଡା ସିନାପାଲି ଅଞ୍ଚଳରେ ଗତ ୨ ଦିନର ଲଗାଣ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଅନେକ ଲୋକଙ୍କ ଘରଦ୍ୱାରା ଭୁଶୁଡି ପଡିଥିବା ବେଳେ ଚାଷଜମିଗୁଡିକରେ ହିଡ ଭାଙ୍ଗି ପୋତି ହୋଇଯାଇଛି। ଶହ ଶହ ଏକର ଜମି ବାଲିଚର ହୋଇଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?