ବିପଦ ସୃଷ୍ଟି କରୁଛି ବାଡ଼ା ବିହୀନ ପୋଲ
ବାଲିଆ,୯।୮: ଜଳସେଚନ ବିଭାଗର ବେପରୁଆ ନୀତି ଓ ଠିକାଦାରଙ୍କ ମନମୁଖି କାର୍ଯ୍ୟ ଯୋଗୁ ଜନସାଧାରଣ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାର ଉଦାହରଣ ଦେଖିବାକୁ ମିଳିଛି ଜଗତ୍ସିଂହପୁର ଜଳସେଚନ ବିଭାଗ ଅଧୀନ ମାଛଗାଁ ମୁଖ୍ୟ କେନାଲର କଇଜଙ୍ଗା ସେକ୍ସନ ଅନ୍ତର୍ଗତ ଧ୍ୟାନକୁଦ…
କର୍ଲାମୁଣ୍ଡା ବ୍ଲକ: ଲଗାଣ ବର୍ଷାରେ ବ୍ୟାପକ କ୍ଷୟକ୍ଷତି
କର୍ଲାମୁଣ୍ଡା,୯।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମଙ୍ଗଳବାର ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ଲଗାଣ ବର୍ଷା ହୋଇଛି। ଏଥିଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଜଣାପଡ଼ିଛି । ବୁଧବାର ୮୭ ମି.ମି. ବର୍ଷା ରେକର୍ଡ ହୋଇଥିବା ବେଳେ ଗୁରୁବାର ସକାଳ ସୁଦ୍ଧା ୩୦୯.୨ ମି.ମି.…
ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ, ଧର୍ମଗଡ ବିଧାୟକ
କଲମପୁର,୯।୮(ଡି.ଏନ.ଏ.)-୩ ଦିନ ଧରି ଲଗାଣ ବର୍ଷାରେ କଳାହାଣ୍ଡି ଜିଲା କଲମପୁର ବ୍ଲକ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ଅଞ୍ଚଳର ନଈକୂଳିଆ ଟେମରା, ପୋରୁଆଗୁଡା, ଖଙ୍ଗାରଗୁଡା, ସାନକୁଟ୍ରୁ, ବିରିପୁର, ମାଟିଖାଲ, ଜାମପଡା, କର୍ମେଲଡଙ୍ଗରୀଗୁଡା, କର୍ମେଲ, ବାଲିଛଡା, ଖଣ୍ଡିଡଙ୍ଗରୀଗୁଡା, ବଙ୍କାପଲା ଆଦି ଗଁାର ଲୋକେ…
ହାତୀ ନଦୀରେ ବନ୍ୟା: ୭୫ ହଜାର ଲୋକ ପ୍ରଭାବିତ; ୫୫୩୨ ହେକ୍ଟର ଚାଷ ଜମି ଜଳମଗ୍ନ
ଜୁନାଗଡ,୯।୮(ଡି.ଏନ.ଏ.)ମଙ୍ଗଳବାର, ବୁଧବାର ଉପରମୁଣ୍ଡାରେ ଲଗାଣ ବର୍ଷା ଓ ମଙ୍ଗଳପୁର ବ୍ୟାରେଜରୁ ୫ଟି ଗେଟ୍ରେ ପାଣି ଛଡାଯିବା ପରେ କଳାହାଣ୍ଡି ଜିଲାରେ ପ୍ରବାହିତ ହାତୀନଦୀରେ ମଙ୍ଗଳବାର ବିଳମ୍ବିତ ରାତିରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ମଙ୍ଗଳପୁର ହାତୀ ବ୍ୟାରେଜର ୫ଟି ଗେଟରୁ ବର୍ତ୍ତମାନ…
ସାତ୍ସପନ ହେଇଛେ ପକାଘର:ଭଂଗା କୁରିଆରେ ବିତୁଛେ ୪ ପରାନୀର ଜୀବନ୍
ପୁରୁଣାକଟକ, ୯ା୮(ଡି.ଏନ୍.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକରେ ଲଘୁଚାପ ବରଷା ଲାଗିରହିଛେ। ବରଷାରେ ପୁରୁଣାକଟକ ଗଁାର ତଳସାହିର ବିଶ୍ୱନାଥ ବେହେରାକଁର ଘରର କଁାଥି ଭାଂଗିଯାଇଛେ। ହେଲେ ସଉଭାଏଗ୍କେ କୁଟୁମବସିଆ ଗୁଟେ ବଡ଼ ବିପତିରୁ ବରତି ଯାଇଛନ୍। ସୂଚନା ଅନ୍ସାରେ ବୁଧୁବାର ରାତି…
ଗାଁ ଦାଣ୍ଡରେ ଶାଶୁଙ୍କୁ ଘୋଷାଡ଼ି ପିଟିଲେ ବୋହୂ
ପରଜଙ୍ଗ, ୯।୮(ଡି.ଏନ.ଏ.)-ଢେଙ୍କାନାଳ ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ଗେହ୍ଲେଇକାଟେଣୀ ଗ୍ରାମର ଜଣେ ମହିଳା ତାଙ୍କ ବୃଦ୍ଧା ଶାଶୁଙ୍କୁ ଗଁା ଦାଣ୍ଡରେ ଘୋଷାଡ଼ି ନିସ୍ତୁକ ମାଡ଼ ମାରୁଥିବା ଭିଡ଼ିଓ ଭାଇରାଲ ହୋଇଛି। ଏ ନେଇ ଥାନାରେ ବିଧିବଦ୍ଧ ଭାବେ ଅଭିଯୋଗ ହୋଇନାହିଁ। ଅନ୍ୟପଟେ…
ଜିଲାକୁ ଫାଇଲେରିଆ ମୁକ୍ତ କରିବା ଲକ୍ଷ୍ୟ: ‘ସାମୂହିକ ଔଷଧ ସେବନ ଲାଭଦାୟକ’
ଢେଙ୍କାନାଳ ଅଫିସ, ୯।୮-ଢେଙ୍କାନାଳକୁ ଫାଇଲେରିଆ ମୁକ୍ତ କରିବାକୁ ଜିଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ଗୁରୁବାରଠାରୁ ଆରମ୍ଭ ହୋଇଛି ସାର୍ବଜନୀନ ଔଷଧ ସେବନ କାର୍ଯ୍ୟକ୍ରମ। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ବଟିକା ଖାଇ ଏହାର ଶୁଭାରମ୍ଭ କରିଥିଲେ। ସାମୂହିକ ଔଷଧ ସେବନ ରୋଗ…
ମୃତଦେହ ଦାହ ପାଇଁ ହଇରାଣ ହେଉଛନ୍ତି ସହରବାସୀ: ଶ୍ମଶାନ, ବିଦ୍ୟୁତ୍ ଚୁଲା ବ୍ୟବସ୍ଥା ଦାବି
ଅନୁଗୋଳ ଅଫିସ, ୯।୮-ଅନୁଗୋଳ ସହରରେ ନାହିଁ ଶ୍ମଶାନ ସୁବିଧା। ଅଧିକାଂଶ ଶ୍ମଶାନ ଜମିକୁ ଜବରଦଖଲକାରୀ ମାଡ଼ି ବସିଥିବାବେଳେ ଅନେକ ଅବହେଳିତ ହୋଇ ପଡ଼ିରହିଛି। ହେମସୁରପଡ଼ାରେ ପୌରପାଳିକାର ଶ୍ମଶାନ ନିର୍ମାଣ ଲୋକଙ୍କ ବିରୋଧ ପାଇଁ ଆଗେଇ ପାରି ନାହିଁ। ଏପରିସ୍ଥଳେ କରଡ଼ାଗାଡ଼ିଆ ଶ୍ମଶାନ…
ରାଇଗୋଡ଼ା ଗ୍ରାମ ପୁନଃସ୍ଥାପନ କାର୍ଯ୍ୟ ସମୀକ୍ଷା: ୨୦ ମଧ୍ୟରେ ମିଳିବ ଅନୁକମ୍ପା ଅର୍ଥ
ଅନୁଗୋଳ ଅଫିସ, ୯।୮-ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟର କୋର୍ ଅଞ୍ଚଳରୁ ସାରୁଆଳିକୁ ବିସ୍ଥାପିତ ହୋଇଥିବା ନୂଆ ରାଇଗୋଡ଼ା ଗ୍ରାମବାସୀଙ୍କ ପାଇଁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟ ଅଗ୍ରଗତିର ସମୀକ୍ଷା କରିଛନ୍ତି ଜିଲାପାଳ ମନୋଜ କୁମାର ମହାନ୍ତି। ସାରୁଆଳି ଠାରେ ପୁନଃସ୍ଥାପନ ହୋଇଥିବା…
ସମସ୍ୟା ଘେରରେ ପିବିକେ ଉଚ୍ଚ ବିଦ୍ୟାଳୟ: ୬୪୪ ଛାତ୍ରୀଛାତ୍ରଙ୍କୁ ୮ ଶ୍ରେଣୀଗୃହ
ବଅଁରପାଳ,୯।୮ (ଡିି.ଏନ୍.ଏ.)-ବଅଁରପାଳ ବ୍ଲକ ଅଫିସ ନିକଟରେ ଥିବା ପିବିକେ ଉଚ୍ଚ ବିଦ୍ୟାଳୟ ବିଭିନ୍ନ ସମସ୍ୟାରେ ଗତି କରୁଛି। ଛାତ୍ରୀଛାତ୍ରଙ୍କ ତୁଳନାରେ ଶିକ୍ଷକ ନ ଥିବା ବେଳେ ଆବଶ୍ୟକ ଶ୍ରେଣୀ ଗୃହ ବି ନାହିଁ। ଏପରି କି ବେଞ୍ଚ ଓ ଡେସ୍କ ଅଭାବରୁ…
ବିଦ୍ୟାଳୟ ମିଶ୍ରଣକୁ ୨ ମାସ ବିତିଲା: ଶିକ୍ଷକ ଅଭାବ, ନିଯୁକ୍ତି ନାହିଁ
ଛେଣ୍ଡିପଦା, ୯।୮(ସ୍ବ.ପ୍ର.)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୁଶକିଳା ଗ୍ରାମରେ ଥିବା ପାନ୍ଥେଶ୍ବରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ କୁଶକିଳା ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣକୁ ୨ ମାସ ବିତିଲାଣି। ହେଲେ ସେଠାରେ ଆବଶ୍ୟକ ଶିକ୍ଷକ ନିଯୁକ୍ତି ହେଉନାହିଁ। ଏଥିସହ ଶ୍ରେଣୀଗୃହର ଅଭାବ ଓ ଅନ୍ୟାନ୍ୟ…
ଗଳୁଛି ପାଣି, ଛତାଧରି ପଢ଼ିଲେ ଛାତ୍ରୀଛାତ୍ର
ଫୁଲବାଣୀ ଅଫିସ, ୯ା୮- କନ୍ଧମାଳ ଜିଲା କ. ନୂଆଗଁ। ବ୍ଲକ ସାଇନପଡ଼ା ପଞ୍ଚାୟତର ତିଲକପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବେ ଅସୁରକ୍ଷିତ। ସାମାନ୍ୟ ବର୍ଷା ହେଲେ ଶ୍ରେଶୀ ଗୃହରେ ପାଣି ଗଳୁଛି। ପିଲାମାନେ ପଢ଼ିବାକୁ ହଇରାଣ ହେଉଛନ୍ତି। ପ୍ରାୟ ୬ ବର୍ଷ…

