ବର୍ଷାରେ ଜୀବନଜୀବିକା
କେନ୍ଦୁଝର,୯।୮(ସ୍ବ.ପ୍ର.)-କେନ୍ଦୁଝରରେ ଲଗାଣ ବର୍ଷାରେ ରାସ୍ତାଘାଟ, ହାଟବଜାର ଆଦିରେ ବିଭିନ୍ନ ରକମର ଛତୁ ଓ ଚୁନା ମାଛ ଅନେକ ସ୍ଥାନରେ ମିଳୁଛି। ଏହି ପାହାଡି ଇଲାକାରେ ଏହି ସମୟରେ ବିଭିନ୍ନ ପ୍ରକାରର ଛତୁ ଫୁଟିଥାଏ। କେତେକ ଜଙ୍ଗଲରୁ ଛତୁକୁ ସଂଗ୍ରହ କରି ନିଜେ…
ରାସ୍ତାରେ ପୁଣି ପଡ଼ୁଛି ପିଲେଟ: ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର; ପ୍ରତିଦିନ ଟ୍ରକ, ଡମ୍ପରରେ ହେଉଛି ପରିବହନ
ଯୋଡ଼ା, ୯।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହର ଦେଇ ଯାଇଥିବା ରାଜ୍ୟ ରାଜପଥ ନଂ ୨ ମୁଖ୍ୟ ରାସ୍ତାରେ ଟ୍ରକ, ଡମ୍ପର ଦ୍ୱାରା ପରିବହନ ହେଉଥିବା ଲୁହାପଥର ଗୋଲି ପିଲେଟ୍ ରାସ୍ତାରେ ପଡୁଥିବାରୁ ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା…
ଫଳକରେ ଶହୀଦ ପୀଠ ଭାଗ୍ୟ
ବାସୁଦେବପୁର, ୯।୮ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ରକ୍ତତୀର୍ଥ ଇରମ ଶହୀଦ ପୀଠର ଉନ୍ନତୀକରଣ କେବଳ ରାଜ୍ୟ ସଂସ୍କୃତି ପର୍ଯ୍ୟଟନ ବିଭାଗର ଫଳକରେ ଅଟକି ରହିଛି। ବିଭିନ୍ନ ସମୟରେ ବିବାଦରେ ଛନ୍ଦି ହୋଇଥିବାରୁ ଶହୀଦ ପୀଠ ଉନ୍ନତୀକରଣ ଦିଗରେ…
ଦ୍ୱାରଶୁଣି ଘାଟିରେ ୫୦ ଫୁଟ ତଳକୁ ଖସିଲା ଟ୍ରକ
ବାଙ୍ଗିରିପୋଷି,୯ା୮(ଡି.ଏନ୍.ଏ.)- ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଦ୍ୱାରଶୁଣି ଘାଟିର ପ୍ରଥମ ବାଙ୍କରେ କଲିକତା ଅଭିମୁଖେ ଯାଉଥିବା ଏକ ସ୍ପଞ୍ଜ ରୋଲ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ରାସ୍ତାରୁ ୫୦ ଫୁଟ ତଳକୁ ଖସି ପଡିଛି ା ଏହି ଦୁର୍ଘଟଣାରେ ଟ୍ରକ ଚାଳକ ଗୁରୁତର…
ଗ୍ରାମୀଣ ଗୃହ ନିର୍ମାଣ ଯୋଜନା ଦିଗହରା: ଭଙ୍ଗା ଘରେ ଅସହାୟ ମହିଳା
କପ୍ତିପଦା,୯ା୮(ଡ଼ି.ଏନ୍.ଏ.)- ସରକାର ଦାରିଦ୍ର୍ୟ ସୀମାରେଖା ତଳେ ଥିବା ହିତାଧିକାରୀମାନଙ୍କୁ ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ପକ୍କା ଘର ଯୋଗାଇ ଦେବାକୁ ନିୟମ କରିଛନ୍ତି। ପ୍ରକୃତ ହିତାଧିକାରୀ କିପରି ଏହି ଯୋଜନାରେ ସାମିଲ ହେବେ ସେଥିନେଇ ପ୍ରତି ପଞ୍ଚାୟତରେ ଗ୍ରାମସଭା ଓ ପଲ୍ଲିସଭା…
‘ମିଶନ ବିୟୁଟି ସିଟି’ ତ୍ୱରାନ୍ବିତ: ଓଟି ରୋଡ୍ରୁ ହଟିଲା ଜବରଦଖଲ
ବାଲେଶ୍ୱର ଅଫିସ, ୯।୮-ବାଲେଶ୍ୱର ସହରରେ ବିଭିନ୍ନ ସ୍ଥାନରେ ଜବରଦଖଲ ଓ ହୋର୍ଡ଼ିଂ ଉଚ୍ଛେଦ ଗତ ଜୁଲାଇ ୨୨ତାରିଖରୁ ଆରମ୍ଭ ହୋଇଥିବା ବେଳେ ଗୁରୁବାର ପୂର୍ବାହ୍ନ ୧୧ଟାରେ ରେମୁଣା ତହସିଲଦାର ସଞ୍ଜୟ କୁମାର ରାଉତଙ୍କ ତତ୍ତ୍ୱାବଧାନରେ ଓଟି ରୋଡ୍ର ତାମୁଳିଆ ଫାଟକଠାରୁ ଲକ୍ଷ୍ମୀନାରାୟଣ…
ମଧ୍ୟାହ୍ନଭୋଜନ ଚାଉଳ ଚୋରି ଅଭିଯୋଗ
ରେମୁଣା, ୯।୮(ଡି.ଏନ.ଏ.)-ବିଦ୍ୟାଳୟରେ ଦିଆଯାଉଥିବା ମଧ୍ୟାହ୍ନଭୋଜନ ପାଇଁ ଯୋଗାଇ ଦିଆଯାଉଥିବା ୫୦ କିଲୋ ଚାଉଳ ବ୍ୟାଗ୍ରୁ ୫ରୁ ୧୦ କିଲୋ ପର୍ଯ୍ୟନ୍ତ ଯୋଗାଣକାରୀ ସଂସ୍ଥା ଦ୍ୱାରା ହେରଫେର ହେଉଥିବା ବିଭିନ୍ନ ସମୟରେ ଅଭିଯୋଗ ହୋଇଆସୁଥିଲା। ଗୁରୁବାର ବାଲେଶ୍ୱର ଜିଲା ରେମୁଣା ଥାନା ମନ୍ଦାରପୁର…
ନାବାଳକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ନିରପେକ୍ଷ ତଦନ୍ତ ଦାବି କଲେ କେନ୍ଦ୍ରମନ୍ତ୍ରୀ
ବାଲିଆପାଳ, ୯ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ଇଡକୋଛକ ସ୍ଥିତ ରାଜଧାନୀ ଢାବାରେ ନାବାଳକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ସମ୍ପୃକ୍ତ ଢାବା ମାଲିକ ସାବୁଦ୍ଦିନ ଶାହାଙ୍କୁ ପୋଲିସ ଗିରଫ ନ କରିବା ବିଡମ୍ବନା। ଏହି ଘଟଣାରେ ସମ୍ପୃକ୍ତ ନ ଥିବା ନିରୀହ ଲୋକଙ୍କୁ ପୋଲିସ…
ପୃଥ୍ବୀ ଶ’ ଡୋପିଂ ମାମଲା: ବିସିସିଆଇର କାର୍ଯ୍ୟଧାରାକୁ ସମାଲୋଚନା
ନୂଆଦିଲ୍ଲୀ, ୯|୮ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଗୁରୁବାର ପୃଥ୍ବୀ ଶ’ ଡୋପିଂ ଉଲ୍ଲଂଘନ ମାମଲା ଉପରେ ଏହାର ଟାଇମ୍ ଲାଇନ୍ ପ୍ରକାଶ କରିଛି। ୧୯ ବର୍ଷୀୟ ଓପନରଙ୍କଠାରୁ ସାମ୍ପଲ ସଂଗ୍ରହ ଏବଂ ନ୍ୟାଶନାଲ ଡୋପ୍ ଟେଷ୍ଟିଂ ଲାବରେଟୋରି…
ଭାରତୀୟ ଆର୍ଚେରୀ ଆସୋସିଏଶନ ସସ୍ପେଣ୍ଡ
କୋଲକାତା, ୯ା୮ (ପି.ଟି.)-ବିଶ୍ୱ ଆର୍ଚେରି (ଡବ୍ଲ୍ୟୁଆଇ) ଗୁରୁବାର ଭାରତୀୟ ଆର୍ଚେରି ଆସୋସିଏଶନ (ଏଏଆଇ)କୁ ସସ୍ପେଣ୍ଡ କରିଛି। ଏଏଆଇରେ ଦୁଇ ପରସ୍ପର ବିରୋଧୀ ଗୋଷ୍ଠୀ ସମାନ୍ତରାଳ ନିର୍ବାଚନ କରିବା ଦ୍ୱାରା ବିଶ୍ୱ ଆର୍ଚେରିର ଗାଇଡ୍ଲାଇନ୍ ଭଙ୍ଗହୋଇଛି। ନିଷ୍ପତ୍ତି ସୋମବାରଠାରୁ କାର୍ଯ୍ୟକାରୀ ହେବ। କିନ୍ତୁ…
ପୁମା ସହ ଦୂତୀଙ୍କ ଚୁକ୍ତି
ନୂଆଦିଲ୍ଲୀ,୯।୮(ପି.ଟି.)-ଦେଶର ଦ୍ରୁତତମ ମହିଳା ଧାବିକା ତଥା ସ୍ପ୍ରିଣ୍ଟ କୁଇନ୍ ଦୂତୀ ଚାନ୍ଦ ଗ୍ଲୋବାଲ ସ୍ପୋଟର୍ସ କମ୍ପାନୀ ପୁମା ସହ ଚୁକ୍ତି କରିଛନ୍ତି। ଗୁରୁବାର ଏ ନେଇ ପୁମା ତରଫରୁ ଘୋଷଣା କରାଯାଇଛି। ପ୍ରଥମଥର ପାଇଁ ଦୂତୀ ଏଭଳି ବିଶ୍ୱସ୍ତରୀୟ ବ୍ରାଣ୍ଡ ସହ…
ଚାଇନାରେ କ୍ରିକେଟ ଲାଗି ରହିଛି ଗୋଟିଏ ଘାସ ପିଚ୍
ସାଙ୍ଘାଇ,୯।୮(ଏଏଫ୍ପି)- ଚାଇନାରେ ପ୍ରାୟ ନାଗରିକଙ୍କୁ କ୍ରିକେଟ କ୍ରୀଡ଼ା ବିଷୟରେ ଜଣାନାହିଁ। ୧.୪ ବିଲିୟନ ଜନସଂଖ୍ୟାଙ୍କ ଲାଗି ଗୋଟିଏ ଘାସ ପିଚ୍ ରହିଛି। ଏବେ ସେମାନେ ଫୁଟ୍ବଲ ପିଚ୍ରେ ପ୍ଲାଷ୍ଟିକ୍ ଉଇକେଟ ସହ ଖେଳିବା ଆରମ୍ଭ କରିଛନ୍ତି। ସେଠାରେ କ୍ରିକେଟ ଲାଗି ରହିଛି…

