Home

ଖବର ଦେବାକୁ ଡରୁଛି ଓସିଏ

କଟକ ଅଫିସ,୯ା୮-ଖବର ଦେବାକୁ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ଡରୁଛି। ବୟସ ଜାଲିଆତିଠାରୁ ଆରମ୍ଭ କରି ବାରମ୍ବାର ବେନିୟମ ଓ ଦୁର୍ନୀତିର ଅଭିଯୋଗ ଯୋଗୁ ଏହାର ଅଧିକାରୀମାନେ ବୋଧହୁଏ ଖବରଦାତାଙ୍କଠାରୁ ଦୂରତା ବଜାୟ ରଖୁଛନ୍ତି। ଲୁଚାଛପାରେ ସମସ୍ତ କାର୍ଯ୍ୟ ଆଗେଇ ନେଉଛନ୍ତି, ଫଳରେ…

ଭିଜା ଲାଗି ସାହାଯ୍ୟ ଲୋଡିଲେ ଦୂତୀ

ନୂଆଦିଲ୍ଲୀ,୯।୮(ପି.ଟି.):ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଯୋଗ୍ୟତା ହାସଲ ପାଇଁ ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦ ୟୁରୋପରେ କେତୋଟି ରେସ୍‌ରେ ଭାଗ ନେବା ପାଇଁ ଇଚ୍ଛା ପ୍ରକାଶ କରିଛନ୍ତି। ତେବେ ଏଥିପାଇଁ ଭିଜା ପାଇବାରେ ସମସ୍ୟା ଉପୁଜିଛି। ଫଳରେ ସେ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌.…

ଅମ୍‌ଲାଙ୍କ ସନ୍ନ୍ୟାସ

ଜୋହାନ୍ସବର୍ଗ,୯।୮- ଦକ୍ଷିଣ ଆଫ୍ରିକା ଦଳର ଓପନିଂ ବ୍ୟାଟ୍ସମ୍ୟାନ ହାସିମ ଅମ୍‌ଲା ଅନ୍ତର୍ଜାତୀୟ କ୍ରିକେଟର ସମସ୍ତ ଫର୍ମାଟରୁ ଗୁରୁବାର ଅବସର ଘୋଷଣା କରିଛନ୍ତି। ଏଥିସହ ତାଙ୍କ ୧୫ ବର୍ଷର ଲମ୍ବା କ୍ୟାରିୟର ଶେଷ ହୋଇଛି। ପ୍ରଥମତଃ ମୋତେ ଦକ୍ଷିଣ ଆଫ୍ରିକା ଦଳ ପକ୍ଷରୁ…

୩ ଲକ୍ଷ କୋଟିର ରାଷ୍ଟ୍ରାୟତ୍ତ ସମ୍ପତ୍ତି ବିକ୍ରି ଯୋଜନା

ନୂଆଦିଲ୍ଲୀ,୯-୮: କେନ୍ଦ୍ର ସରକାର ବ୍ୟବହାରରେ ଆସୁ ନ ଥିବା ପ୍ରାୟ ୩ ଲକ୍ଷ କୋଟି ଟଙ୍କାର ରାଷ୍ଟ୍ରାୟତ୍ତ ସମ୍ପତ୍ତି ବିକ୍ରି କରିବାକୁ ପ୍ରସ୍ତୁତି ଚଳାଇଛନ୍ତି। ଟ୍ରାନ୍ସମିଶନ ଲାଇନ, ଟେଲିକମ ଟାଓ୍ବାର, ଗ୍ୟାସ୍‌ ପାଇପଲାଇନ, ଏୟାରପୋର୍ଟର ସମ୍ପତ୍ତ ବିକ୍ରି କରାଯିବ। ବିଭିନ୍ନ ମନ୍ତ୍ରଣାଳୟ…

ଏଫ୍‌ପିଆଇଙ୍କ ସରଚାର୍ଜ ପ୍ରତ୍ୟାହାର ନେଇ ବିଚାର

ନୂଆଦିଲ୍ଲୀ,୯-୮: ବଜେଟରେ ସରଚାର୍ଜ ଘୋଷଣା ପରେ ବିଦେଶୀ ନିବେଶକ(ଏଫ୍‌ପିଆଇ) ଦେଶରୁ ନିଜର ନିବେଶ ପ୍ରତ୍ୟାହାର କରିବା ଆରମ୍ଭ କରିଛନ୍ତି। ଭାରତୀୟ ଷ୍ଟକ୍‌ ବଜାର ପାଇଁ ଏହା ଶୁଭସଙ୍କେତ ହୋଇ ନଥିବାରୁ ଏଫ୍‌ପିଆଇଙ୍କ ଉପରୁ ସରଚାର୍ଜ ପ୍ରତ୍ୟାହାର ପାଇଁ ଦାବି ହୋଇ ଆସୁଥିଲା।…

ସେନ୍‌ସେକ୍ସ ବୃଦ୍ଧି: ନିବେଶକ ମାଲାମାଲ୍‌

ମୁମ୍ବାଇ ୯-୮: କେନ୍ଦ୍ର ସରକାର ଫରେନ ପୋର୍ଟଫୋଲିଓ ଇନ୍‌ଭେଷ୍ଟର୍ସ(ଏଫ୍‌ପିଆଇ)ଙ୍କ ନିବେଶ ଉପରେ ବୃଦ୍ଧି କରିଥିବା ସରଚାର୍ଜକୁ ପ୍ରତ୍ୟାହାର କରିନେବେ ବୋଲି ବିଚାର କରୁଥିବା ସୂଚନା ମିଳିବା ପରେ ଗୁରୁବାର ଷ୍ଟକ୍‌ ମାର୍କେଟରେ ଉଭୟ ସେନ୍‌ସେକ୍ସ ଓ ନିଫ୍ଟିରେ ବୃଦ୍ଧି ଘଟିଥିଲା। ବମ୍ବେ…

ମହଙ୍ଗା ହେବ ରେଳ ଯାତ୍ରା; ଇ-ଟିକେଟିଂ ଉପରେ ଆଦାୟ ହେବ ସର୍ଭିସ ଚାର୍ଜ

ନୂଆଦିଲ୍ଲୀ,୯-୮: ଭାରତୀୟ ରେଳବାଇ ଅନ୍‌ଲାଇନ ରିଜର୍ଭେଶନ ବ୍ୟବସ୍ଥା ଇ-ଟିକେଟିଂ ଉପରେ ପୁନର୍ବାର ସର୍ଭିସ ଚାର୍ଜ ଆଦାୟ କରିବାକୁ ଯାଉଛନ୍ତି। ଫଳରେ ଆଗାମୀ ଦିନରେ ରେଳଯାତ୍ରା ମହଙ୍ଗା ହେବାକୁ ଯାଉଛି। ଅଗଷ୍ଟ ୩ରେ ମନ୍ତ୍ରଣାଳୟ ପକ୍ଷରୁ ଏକ ପତ୍ର ଜାରି କରାଯାଇଛି। ଏଥିରେ…

ଦୈନିକ ରେକର୍ଡ ଭାଙ୍ଗୁଛି ସୁନା ଦର;ମହଙ୍ଗା ହୋଇଚାଲିଛି ରୁପା

ନୂଆଦିଲ୍ଲୀ,୯-୮: ସୁନା ଦର ଦୈନିକ ରେକର୍ଡ ପରେ ରେକର୍ଡ ଭାଙ୍ଗି ଚାଲିଛି। ସେହିପରି ରୁପା ମଧ୍ୟ ମହଙ୍ଗା ହେବାରେ ଲାଗିଛି। ଦିଲ୍ଲୀ ସର୍ରାଫା ବଜାରରେ ଗୁରୁବାର ସୁନା ମୂଲ୍ୟ ପ୍ରତି ୧୦ ଗ୍ରାମ ୫୫୦ ଟଙ୍କା ବୃଦ୍ଧି ପାଇ ୩୮,୪୭୦ ଟଙ୍କାରେ…

ଶିଳ୍ପ ଜଗତ ଚାହୁଁଛି ୧ ଲକ୍ଷ କୋଟି ଟଙ୍କାର ପ୍ୟାକେଜ

ନୂଆଦିଲ୍ଲୀ,୯-୮: ଦେଶରେ ଅର୍ଥନୀତିରେ ମାନ୍ଦାବସ୍ଥା ଯୋଗୁ ବିଭିନ୍ନ ଶିଳ୍ପ କ୍ଷେତ୍ର ପ୍ରଭାବିତ ହୋଇଛି। ନିବେଶ ଧାରାକୁ ପ୍ରୋତ୍ସାହିତ କରିଲେ ଏହା ଔଦ୍ୟୋଗିକ ଅଭିବୃଦ୍ଧି ସହ ଅର୍ଥନୈତିକ ଧାରାକୁ ତ୍ୱରାନ୍ବିତ କରିବ ବୋଲି ଦେଶର ଶିଳ୍ପ ଜଗତ ଆଶା ପ୍ରକଟ କରିଛି। ବିକାଶ…

ବଢ଼ିଚାଲିଛି ମାନ୍ଦାବସ୍ଥା ପ୍ରଭାବ; ଅଟୋ ସେକ୍ଟରକୁ ବଞ୍ଚାଇ ପାରିବ ୧୦% ଜିଏସ୍‌ଟି ହ୍ରାସ

ନୂଆଦିଲ୍ଲୀ,୯-୮: ଅଟୋ ସେକ୍ଟରରେ ମାନ୍ଦାବସ୍ଥା ମାଡି ଆସିଛି। ଗତ କିଛି ମାସ ହେବ ଏହି ସେକ୍ଟରର ଅବସ୍ଥା ସଙ୍ଗୀନ ହୋଇଛି। କାର୍‌, ଦୁଇଚକିଆ ଯାନ ସମେତ ସମସ୍ତ ପ୍ରକାର ଗାଡି ବିକ୍ରି କ୍ରମାଗତ କମିବାରେ ଲାଗିଛି। ଗତ ଏକ ବର୍ଷ ହେବ…

ହରମୋନ୍‌ସ୍ତରରେ ସନ୍ତୁଳନ ରକ୍ଷା କରେ ଯୋଗ…

ଯୋଗ ମାଧ୍ୟମରେ ବିଭିନ୍ନ ରୋଗ ଭଲ ହେଉଛି। ତେଣୁ ନିଜକୁ ଫିଟ୍‌ ଓ ରୋଗମୁକ୍ତ କରିବା ପାଇଁ ଅନେକ ସକାଳୁ ସକାଳୁ ଯୋଗ କଲେ ମିିଳିଥାଏ ସୁଫଳ। ତେବେ ଯୋଗ କରିବା ପୂର୍ବରୁ ଓ ପରେ କେତେ ସମୟ ବ୍ୟବଧାନରେ ଖାଦ୍ୟ…

ବେଶ୍‌ ଉପକାରୀ ତୁଳସୀ ଚେର

ତୁଳସୀ ଏକ ଔଷଧୀୟ ବୃକ୍ଷ। ଏହାର ପ୍ରତିଟି ଅଂଶ ବିଭିନ୍ନ ପ୍ରକାର ରୋଗର ନିଦାନ କରିବାରେ ସହାୟକ ହୋଇଥାଏ। ଅଧିକାଂଶ ଲୋକେ ତୁଳସୀ ପତ୍ରର ଫାଇଦା ସମ୍ପର୍କରେ ଜାଣିଥାନ୍ତି, କିନ୍ତୁ ଏହାର ଚେର ଯେ କେତେ ଉପକାରୀ ତାହା କାହାକୁ ମାଲୁମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?