ଏମିତି ଏକ ମନ୍ଦିର, ଯେଉଁଠି ହ୍ବେଲ୍ ମାଛର କଣ୍ଟାକୁ କରାଯାଏ ପୂଜା
ଭାରତରେ ଦେବୀଦେବତାଙ୍କର ଅନେକ ମନ୍ଦିର ରହିଛି। କିନ୍ତୁ କିଛି ମନ୍ଦିର ବିଷୟରେ ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ଏଭଳି ଏକ ମନ୍ଦିର ରହିଛି ଗୁଜରାଟର ମଗୋଦ ଡୁଙ୍ଗରି ଗଁାରେ। ଏଠାରେ ରହିଛି ‘ମତ୍ସ୍ୟ ମାତାଜୀ’ଙ୍କ ମନ୍ଦିର; ଯେଉଁଠାରେ ହ୍ବେଲ୍ ମାଛର କଣ୍ଟାକୁ ପୂଜା…
ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କରିବାର ଅଧିକାର ବାଚସ୍ପତିଙ୍କ ନାହିଁ:ୟେଦୁରପ୍ପା
ବେଙ୍ଗାଲୁରୁ, ୧୪।୭: କର୍ନାଟକରେ ରାଜନୈତିକ ପାଣିପାଗ ବେଶ୍ ସରଗରମ ହୋଇପଡିଛି। ଗୋଟିଏ ପଟେ ମେଣ୍ଟରୁ ଇସ୍ତଫା ଦେଖିବା ବିଧାୟକ ମନାଇବାକୁ କଂଗ୍ରେସ-ଜେଡିଏସ ଲାଗିପଡିଥିଲାବେଳେ ଅନ୍ୟପଟେ ଭାଜପା ନେତା ବି.ଏସ.ୟେଦୁରପ୍ପା ସରକାରଙ୍କ ପାଖରେ ବହୁମତ ନାହିଁ ଏବଂ ତୁରନ୍ତ କୁମାରସ୍ବାମୀ ଇସ୍ତଫା ଦିଅନ୍ତୁ…
୯୫ ଶହ ବର୍ଷ ହେଲା ସମୁଦ୍ରରେ ବୁଡ଼ି ରହିଛି ଏହି ସହର…
ଭାରତର ଗୁଜରାଟ ଆନନ୍ଦ ଜିଲାର ଖମ୍ବାଟ ଉପକୂଳରେ ମାହି ନଦୀ ଉପତ୍ୟକା ଏବଂ ସମୁଦ୍ରର ସଙ୍ଗମ ସ୍ଥଳରେ ୯୫ ଶହ ବର୍ଷ ଧରି ଏକ ପୁରାତନ ସହର ପାଣିରେ ବୁଡ଼ି ରହିଛି। ଏଭଳି ସମୃଦ୍ଧ ସହର କାହିଁକି ସମୁଦ୍ରରେ ବୁଡ଼ିଗଲା ସେ…
ଭୁଶୁଡିଲା ଗେଷ୍ଟହାଉସ୍ କୋଠା, ୩୫ ଯବାନ ଫଶିଥିବା ଆଶଙ୍କା
ସିମଲା, ୧୪।୭: ହିମାଚଳପ୍ରଦେଶର ସୋଲନରେ ଏକ ଗେଷ୍ଟହାଉସ୍ କୋଠା ଭୁଶୁଡି ପଡିଛି। ଏହି କୋଠା ତଳେ ଅନେକ ଲୋକ ଚାପି ହୋଇଯାଇଥିବା ସୂଚନା ମିଳିଛି। ଭାରତୀୟ ସେନାର ୩୦ରୁ ୩୫ ଜଣ ଜବାନ କୋଠା ତଳେ ଚାପି ହୋଇଯାଇଥିବା କୁହାଯାଉଛି। ଯବାନମାନେ…
ଲଣ୍ଡନରେ ଛୁଟି କାଟୁଛନ୍ତି ବିରାଟ-ଅନୁଷ୍କା, ରାଗିଲେ ଫ୍ୟାନ୍
ଲଣ୍ଡନ, ୧୪।୭: ନ୍ୟୁଜିଲାଣ୍ଡଠାରୁ ପରାଜୟବରଣ କରି ଭାରତୀୟ ଦଳ ଚଳିତ ବିଶ୍ୱକପ ସେମିଫାଇନାଲରୁ ବିଦାୟ ନେଇଛି। ଭାରତର ପରାଜୟକୁ ନେଇ ଦେଶରେ ନିରାଶାର ମାହୋଲ ଖେଳିଯାଇଥିବାବେଳେ ଅଧିନାୟକ ବିରାଟ କୋହଲି ସ୍ତ୍ରୀ ଅନୁଷ୍କାଙ୍କୁ ଧରି ଲଣ୍ଡନରେ ଛୁଟି ମନାଉଛନ୍ତି। ବିଶ୍ୱକପ ଦଳରେ…
ବିଜୟଙ୍କ ରୋଡ୍ ଶୋ’ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମିଲ
ପାଟକୁରା,୧୪।୭(ଡି.ଏନ୍.ଏ.) : କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ରୋଡ୍ ଶୋ’ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମିଲ ହୋଇଛନ୍ତି। ବିଜୟ ମହାପାତ୍ର ରାଜ୍ୟର ଜଣେ ଟାଣୁଆ ନେତା। ସେ ନିର୍ବାଚିତ ହେଲେ ପାଟକୁରା ଅଞ୍ଚଳ ଅଧିକ ବିକଶିତ…
ଦୁର୍ଗମ କହମପଡ଼ି ଗାଁରେ ବିଧାୟକ ସାଲୁଗା
ଦାରିଙ୍ଗବାଡ଼ି,୧୪।୭(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ପଞ୍ଚାୟତର ଦୁର୍ଗମ ଗାଁ କହମପଡ଼ିକୁ ରବିବାର ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଗସ୍ତ କରିଛନ୍ତି। ଗାଁକୁ ସବୁଦିନିଆ ରାସ୍ତା ନାହିଁ କି ବର୍ଷାଦିନରେ ପିଇବା ପାଣି ମଧ୍ୟ ମିଳୁନାହିଁ। ମାତ୍ର ଗୋଟିଏ ଚୁଆ…
ରାସ୍ତା ସଫା କରୁଥିଲାବେଳେ ବେହୋସ ହୋଇପଡିଲେ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ
ଜଳନ୍ଧର, ୧୪।୭: ଆଜିକାଲି ପଞ୍ଜାବରେ ସ୍ବଚ୍ଛ ଭାରତ ଅଭିଯାନ ଚାଲିଛି। ରାଜନେତାଙ୍କଠାରୁ ଆରମ୍ଭ କରି ସେଲିବ୍ରିଟି ପର୍ଯ୍ୟନ୍ତ ଏହି ଅଭିଯାନରେ ସାମିଲ ହେଉଥିବା ନଜିର ରହିଛି। ରବିବାର ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ସ୍ତ୍ରୀ ପରିଣୀତି କୌର ରାସ୍ତା ସଫା କରୁଥିଲାବେଳେ…
ଝିଙ୍କ ଶିକାରକୁ ଯାଇ ଜଣଙ୍କ ମୃତ୍ୟୁ
ମାଲକାନଗିରି,୧୪।୭(ଡି.ଏନ୍.ଏ.) : ମାଲକାନଗିରି ଜିଲା ସଦର ବ୍ଲକ ଅନ୍ତର୍ଗତ ଝରାପାଲ୍ଲୀ ଗ୍ରାମର କେତେକ ବ୍ୟକ୍ତି ଶନିବାର ଝିଙ୍କ ଶିକାର କରିବା ପାଇଁ ନିକଟସ୍ଥ ଏକ ପାହାଡ଼କୁ ଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣଙ୍କର ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକଙ୍କ…
ରାସ୍ତା ସଂପ୍ରସାରଣ ପାଇଁ ଗଛକଟା, ବିରୋଧ ପରେ ବନ୍ଦ
ବ୍ରହ୍ମପୁର ଅଫିସ,୧୪।୭ : ବାତ୍ୟା ପ୍ରଭାବିତ ଗଞ୍ଜାମ ଜିଲାରେ ସବୁଜିମା ପାଇଁ ସରକାରୀ ଏବଂ ବେସରକାରୀସ୍ତରରେ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସ୍କୁଲ ପିଲାଙ୍କୁ ‘ପିଲାଟିଏ ଗଛଟିଏ’ କାର୍ଯ୍ୟକ୍ରମ ସହ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବୃକ୍ଷରୋପଣ ମଧ୍ୟ କରାଯାଉଛି। ମାତ୍ର ଜିଲା…
ବିଜୟ ମାଲ୍ୟାଙ୍କୁ ‘ବିଗ୍ବସ୍’ କହି ଟ୍ରୋଲ ହେଲେ ଗେଲ୍
ଲଣ୍ଡନ, ୧୪।୭: ପଳାତକ ଭାରତୀୟ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ଭେଟିଛନ୍ତି ଓ୍ବେଷ୍ଟଇଣ୍ଡିଜର ଦୁର୍ଦ୍ଧଶ ବ୍ୟାଟ୍ସମ୍ୟାନ୍ କ୍ରିସ୍ ଗେଲ୍। ଫର୍ମୁଲା-୧ ବ୍ରିଟିଶ ଗ୍ରାଁ ଫ୍ରି ମୈଦାନରେ ମାଲ୍ୟାଙ୍କ ସହ ଏକ ଫଟୋ ଉଠାଇ ନିଜ ଟୁଇଟରରେ ସେ ପୋଷ୍ଟ କରିଛନ୍ତ। ଏହାସହ ସେ…
ସରକାରୀ ବୈଠକରେ ବାରମ୍ବାର ନିଶରେ ହାତ ମାରୁଥିବା ସାମାଜିକ ସୁରକ୍ଷା ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
ନୂଆଦିଲ୍ଲୀ,୧୪।୭: ନିଶକୁ ନେଇ ଭାରତରେ ନାନା ପ୍ରକାର ବିଶ୍ୱାସ ପ୍ରଚଳିତ। କେତେକ ନିଶ ରଖିବାକୁ ସମ୍ମାନ ବୋଲି ମନେ କରନ୍ତି। ମାତ୍ର ରାଜସ୍ଥାନ ଜୟପୁରର ଏକ ସରକାରୀ ବୈଠକରେ ବାରମ୍ବାର ନିଶରେ ହାତ ମାରୁଥିବା ଜଣେ ସାମାଜିକ ସୁରକ୍ଷା ଅଧିକାରୀଙ୍କୁ ସମ୍ପୃକ୍ତ…
Archives


