Home

ପ୍ରଥମ ଦିନିକିଆ ପୂର୍ବରୁ ଅନୁଷ୍କାଙ୍କ ସହ ବୁଲିଲେ କୋହଲି

ଗୁଆନା, ୮।୮: ବିଶ୍ୱକପ ପରେ ଭାରତ ପ୍ରଥମଥର ପାଇଁ ଦିନିକିଆ ମ୍ୟାଚ ଖେଳିବାକୁ ଯାଉଛି। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ରେ ଅବତୀର୍ଣ୍ଣ ହେବେ। ଟି୨୦ ସିରିଜରେ ୩-୦ରେ କ୍ଲିନ…

ଇନ୍ଦ୍ରାବତୀ ଜଳଭଣ୍ଡାରର ୨ଟି ଗେଟ୍‌ ଖୋଲିଲା

ତେନ୍ତୁଳିଖୁଣ୍ଟି,୮।୮(ଡି.ଏନ୍‌.ଏ.) : ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ଇନ୍ଦ୍ରାବତୀସ୍ଥିତ ଦେଓପାଲି ବନ୍ଧର ୨ଟି ଗେଟ୍‌ ଗୁରୁବାର ଅପରାହ୍ନରେ ଖୋଲାଯାଇଛି। ଉଭୟ ଗେଟ୍‌ ଖୋଲାଯିବା ପୂର୍ବରୁ ଜଳଭଣ୍ଡାରର ଜଳ ପତ୍ତନ ୬୩୯. ୮୦ ମିଟର ରହିଥିଲା। ପ୍ରଥମେ…

ଗିରଫ ହେଲେ ମରିୟମ

ଇସଲାମାବାଦ,୮।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ଝିଅ ମରିୟମ ନଓ୍ବାଜଙ୍କୁ ଗୁରୁବାର ଗିରଫ କରାଯାଇଥିବା କହିଛି ପାକିସ୍ତାନ ଗଣମାଧ୍ୟମ। ନ୍ୟାଶନାଲ ଆକାଉଣ୍ଟବିଲିଟି ବ୍ୟୁରୋ(ଏନ୍‌ଏବି) ତାଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ପୂର୍ବରୁ ତାଙ୍କ ପିତା ନଓ୍ବାଜ ଶରିଫ ଦୋଷୀ ସାବ୍ୟସ୍ତ ହୋଇ…

ସମ୍‌ଝୋତା ଏକ୍ସପ୍ରେସ୍‌ ଚଳାଚଳ ବନ୍ଦ କଲା ପାକିସ୍ତାନ

ଲାହୋର, ୮।୮: ପାକିସ୍ତାନ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏବେ ପ୍ରତିକ୍ରିୟାଶୀଳ ହୋଇ ଉଠିଛି। ବୁଧବାର ଭାରତ ସହିତ କୂଟନୈତିକ ତଥା ବ୍ୟବସାୟିକ ସମ୍ପର୍କ ଛିନ୍ନ କରିବା ପରେ ଗୁରୁବାର ପାକିସ୍ତାନ ଦୁଇ ଦେଶ ମଧ୍ୟରେ ଚଳାଚଳ କରୁଥିବା ସମ୍‌ଝୋତା ଏକ୍ସପ୍ରେସ୍‌କୁ…

ଜାତୀୟ କୃମି ନାଶକ ଦିବସ : ଗଞ୍ଜାମ ଜିଲାରେ ୭ ଲକ୍ଷ ୩୪ ହଜାର ଶିଶୁ ଖାଇବେ ଔଷଧ

ବ୍ରହ୍ମପୁର ଅଫିସ,୮।୮: ଗଞ୍ଜାମ ଜିଲା ଗୋଳନ୍ଥରାସ୍ଥିତ ବିଜୁ ଆଦର୍ଶ ବିଦ୍ୟାଳୟଠାରେ ଗୁରୁବାର ଜିଲାସ୍ତରୀୟ ଜାତୀୟ କୃମି ନାଶକ ଦିବସ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇଥିଲେ। ଔଷଧକୁ ନେଇ ଅଭିଭାବକଙ୍କ ମନରେ ନାନା ଦ୍ୱନ୍ଦ୍ୱ…

ପାକିସ୍ତାନ ଭଳି ପଡ଼ୋଶୀ କାହା ଭାଗ୍ୟରେ ନ ଜୁଟୁ: ରାଜନାଥ ସିଂ

ନୂଆଦିଲ୍ଲୀ,୮।୮: ଭାରତ ପ୍ରତି ପାକିସ୍ତାନର ଶତ୍ରୁତାପୂର୍ଣ୍ଣ ମନୋଭାବ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବଢ଼ିବାରେ ଲାଗିଛି। ଏହି ମର୍ମରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି ଯେ, ପାକିସ୍ତାନ ଭଳି ପଡ଼ୋଶୀ କାହା ଭାଗ୍ୟରେ ନ ଜୁଟୁ। ଏଭଳି ପଡ଼ୋଶୀ ରାଷ୍ଟ୍ର…

ଭୋକିଲାଙ୍କ ପେଟକୁ ଦାନା ନ ଦେଇ ଇମ୍ରାନ୍‌ଙ୍କ ମୁହଁତୋଡ଼

ଇସଲାମାବାଦ୍‌,୮।୮: ପାକିସ୍ତାନର ଆର୍ଥିକ ଅବସ୍ଥା ଏବେ ଦୟନୀୟ ହୋଇପଡ଼ିଛି। ଲୋକଙ୍କ ପାଖରେ ଖାଇବା ପାଇଁ ଦାନା ନାହିଁ। ଭୋକିଲାଙ୍କ ପେଟକୁ ଦାନା ନ ଦେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ଅଯଥାରେ ଭାରତର ଆଭ୍ୟନ୍ତରୀଣ ମାମଲାରେ ହସ୍ତକ୍ଷେପ କରୁଛନ୍ତି। ଇତିମଧ୍ୟରେ ଇମ୍ରାନ୍‌…

ରାଜ୍ୟ କ୍ରିକେଟ ଦଳ ଚୟନ ଶିବିରରେ ଗଞ୍ଜାମରୁ ୬ ଖେଳାଳି

ବ୍ରହ୍ମପୁର ଅଫିସ,୮।୮: କଟକଠାରେ ଶୁକ୍ରବାରଠାରୁ ଓଡ଼ିଶା ୧୬ ବର୍ଷରୁ କମ୍‌ କ୍ରିକେଟ ଦଳ ଚୟନ ପାଇଁ ଶିବିର ଆୟୋଜିତ ହେଉଛି। ଏହି ଶିବିରରେ ଭାଗ ନେବା ପାଇଁ ଗଞ୍ଜାମ ଦଳରୁ ୬ ଜଣ ଖେଳାଳି ମନୋନୀତ ହୋଇଛନ୍ତି। ସେମାନେ ହେଲେ ଆହ୍ବାନ…

ବଢୁଛି କାବିନି ଡ୍ୟାମର ଜଳସ୍ତର

କୋଡାଗୁ,୮।୮: କର୍ନାଟକରେ ବନ୍ୟା ପରିସ୍ଥିତି ବେଳକୁ ବେଳ ଗମ୍ଭୀର ହେବାରେ ଲାଗିଛି। ଗୁରୁବାର କାବିନି ଡ୍ୟାମର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ତେବେ ଡ୍ୟାମରୁ ପାଖାପାଖି ୪୦ ହଜାର କ୍ୟୁସେକ ଜଳ ନିଷ୍କାସନ ହୋଇଥିବା ଜଣାପଡିଛି। ଡ୍ୟାମର ସର୍ବୋଚ୍ଚ ଜଳଧାରଣ କ୍ଷମତା…

ଫ୍ୟାଟମ୍ୟାନ୍‌ ଅଗଷ୍ଟ ୯ରେ ନାଗାସାକୀରେ ରଚିଥିଲା ମୃତ୍ୟୁର ତାଣ୍ଡବ

ନୂଆଦିଲ୍ଲୀ/ଟୋକିଓ, ୮।୮: ଜାପାନର ନାଗାସାକୀ ସହରରେ ୭୪ ବର୍ଷ ତଳେ ପରମାଣୁ ବୋମା ତାଣ୍ଡବ ରଚିଥିଲା। ୧୯୪୫ ମସିହା ଅଗଷ୍ଟ ମାସ ୯ ତାରିଖ ପୂର୍ବାହ୍ନ ୧୧ଟା ୨ ମିନିଟରେ ସହର ଉପରେ ପରମାଣୁ ବୋମା ‘ଫ୍ୟାଟମ୍ୟାନ’ ପକାଯାଇଥିଲା। ନିମିଷକ ମଧ୍ୟରେ…

ଦରମା ମିଳିବାରେ ବିଳମ୍ବ : ଶିକ୍ଷକ ମହଲରେ ଅସନ୍ତୋଷ

ଦାରିଙ୍ଗବାଡ଼ି,୮।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ କାର୍ଯ୍ୟରତ ବିଭିନ୍ନ ବର୍ଗର ୧ ହଜାରରୁ ଊର୍ଦ୍ଧ୍ୱ ଶିକ୍ଷକଙ୍କ ଦରମା ମିଳୁ ନ ଥିବା ନେଇ ଅସନ୍ତୋଷ ପ୍ରକାଶ ପାଇଛି। ବିଇଓ କାର୍ଯ୍ୟାଳୟରୁ ମିଳିଥିବା ତଥ୍ୟ ଅନୁସାରେ, ୩୨୪ ଜଣ ଜେଡିପି ଶିକ୍ଷକଙ୍କ…

ଗୁଲାମ୍‌ନବୀ ଆଜାଦ୍‌ଙ୍କ କଶ୍ମୀର ଗସ୍ତ ବିଫଳ: ଶ୍ରୀନଗର ବିମାନ ବନ୍ଦରରେ ଅଟକ

ନୂଆଦିଲ୍ଲୀ,୮।୮: କଂଗ୍ରେସ ବରିଷ୍ଠ ନେତା ଗୁଲାମ୍‌ନବୀ ଆଜାଦ୍‌ ଗୁରୁବାର କଶ୍ମୀର ଗସ୍ତରେ ଯାଇଛନ୍ତି। ତେବେ ଏହା ବିଫଳ ହୋଇଛି। ତାଙ୍କୁ ଶ୍ରୀନଗର ବିମାନ ବନ୍ଦରରେ ଅଟକ ରଖାଯାଇଛି। ତାଙ୍କ ସହିତ ଜମ୍ମୁ-କଶ୍ମୀର କଂଗ୍ରେସ ଅଧ୍ୟକ୍ଷ ଗୁଲାମ୍‌ ଅହମ୍ମଦ୍‌ ମୀର୍‌ଙ୍କୁ ମଧ୍ୟ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?