Home

ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିବେ ମୋଦି

ନୁଆଦିଲ୍ଲୀ,୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟାରେ ଏକ ସ୍ବତନ୍ତ୍ର ବେତାର କାର୍ଯ୍ୟକ୍ରମ ମାଧ୍ୟମରେ ଦେଶକୁ ସାମ୍ବୋଧିତ କରିବେ। ଏଥିରେ ମୋଦି ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଇବାକୁ ନେଇ ସରକାରଙ୍କ ପକ୍ଷ ରଖିବେ ବୋଲି ଅନୁମାନ କରାଯାଉଛି। ତେବେ ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ…

ମହିଳାଙ୍କ ପାଇଁ ଆଦର୍ଶ ଥିଲେ ସୁଷମା: ଇଭାଙ୍କା ଟମ୍ପ୍‌

ଓ୍ବାଶିଂଟନ୍‌, ୮।୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତ୍ରୀ ସୁଷମା ସ୍ବରାଜଙ୍କ ନିଧନରେ ଚାରିଆଡେ ଶୋକର ଛାୟା ଖେଳିଯାଇଛି। କେବଳ ଭାରତରେ ନୁହେଁ, ସାରା ବିଶ୍ୱ ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟମ୍ପଙ୍କ…

ଅଲୋଡା ଶିଶୁକନ୍ୟା: ଅନ୍ଧାର ରାତିରେ ଚାଳିଆରୁ ଉଦ୍ଧାର ହେଲା ନବଜାତକ

ସଜନାଗଡ଼, ୮।୮(ଡି.ଏନ.ଏ.)-ଶିଶୁ କନ୍ୟା ପ୍ରତି ଘୃଣା ଭାବ ପୋଷଣ ନ କରିବା ପାଇଁ ବିଭିନ୍ନ ପ୍ରକାର ସଚେତନତା କାର୍ଯ୍ୟକ୍ରମ କରାଯାଉଥିଲେ ମଧ୍ୟ ତାହା ସମ୍ପୂର୍ଣ୍ଣ ସଫଳ ହୋଇପାରିନି। ଏବେ ବି ଶିଶୁକନ୍ୟାକୁ ଅଲୋଡା ଭାବି ଅତି ନିର୍ଦ୍ଦୟ ଭାବେ ରାସ୍ତାକଡରେ ଛାଡି…

ମରୋଣତ୍ତର ଭାବେ ନାନାଜୀ ଦେଶମୁଖଙ୍କୁ ମିଳିବ ଭାରତ ରତ୍ନ

ନୂଆଦିଲ୍ଲୀ,୮।୮: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ପ୍ରଦାନ କରିବେ। ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ, ଆସାମ ଗାୟକ ଭୁପେନ ହଜାରିକା ଓ ସମାଜସେବୀ ନାନାଜୀ ଦେଶମୁଖଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ। ତେବେ ନାନାଜୀ…

ମଦ ଦୋକାନ ଉଚ୍ଛେଦ ଦାବି ଆନ୍ଦୋଳନରେ ବସିଥିବା ୬ ମହିଳା ଅସୁସ୍ଥ

ରାଜନଗର,୮।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର-ଭିତରକନିକା ମୁଖ୍ୟରାସ୍ତାର ଭିତରଗଡ଼ ପଞ୍ଚାୟତରେ ନୂତନ ଭାବେ ଖୋଲା ଯାଇଥିବା ବିଦେଶୀ ମଦ ଦୋକାନ ଉଚ୍ଛେଦ ଦାବିରେ ଭିତରଗଡ଼ ପଞ୍ଚାୟତର ଶତାଧିକ ମହିଳା ବୁଧବାରଠାରୁ ଆନ୍ଦୋଳନ ଚଳାଇଛନ୍ତି। ତେବେ ସେମାନଙ୍କ ମଧ୍ୟରୁ ଗୁରୁବାର ପୂର୍ବାହ୍ନରେ ୬ ଜଣ…

ଇମ୍ରାନଙ୍କ ଧମକ ପରେ ପଞ୍ଜାବରେ ସୁରକ୍ଷା ବ୍ୟବସ୍ଥା କଡାକଡି

ଜଳନ୍ଧର,୮।୮:ଭାରତ ସହ ସମସ୍ତ ପ୍ରକାର କୁଟନୈତିକ ଓ ବାଣିଜି୍ୟକ ସମ୍ପର୍କ ଛିନ୍ନ କରିଛି ପାକିସ୍ତାନ। ଭାରତରେ ପୁଣି ପୁଲଓ୍ବାମା ଭଳି ଆକ୍ରମଣ ହେବ ବୋଲି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଧମକ ଦେବା ପରେ ଭାରତରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।…

ହାତୀ ଆକ୍ରମଣରେ ଚାଷୀଙ୍କ ମୃତ୍ୟୁ

ବାଙ୍ଗିରିପୋଷି,୮।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ରେଞ୍ଜ ଅନ୍ତର୍ଗତ ଝାରପୋଖରୀଆ ଥାନା ଆମଡିହା ପଞ୍ଚାୟତର ଗୁଲୁବଣି ଠାରେ ଚାଷୀ ଦୁଗଡୁ ମାଝି (୫୫)ଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ରେଞ୍ଜର, ତହସିଲଦାର ଏବଂ ପୋଲିସ ପହଞ୍ଚି ତଦନ୍ତ ଚଳାଇଛନ୍ତି।

କାନ୍ଦିଲେ ଧର୍ମେନ୍ଦ୍ର

ଭାଜପାର ବରିଷ୍ଠ ନେତା ସୁଷମା ସ୍ବରାଜଙ୍କ ଆକସ୍ମିକ ମୃତ୍ୟୁ ସାରା ଦେଶକୁ ସ୍ତବ୍ଧ କରିଦେଇଛି। ନେତାଙ୍କଠାରୁ ଆରମ୍ଭ କରି ବଲିଉଡ ଅଭିନେତା ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି। ଏଥିରେ ସାମିଲ ହୋଇଛନ୍ତି ବିଗତ ଦିନର ଲୋକପ୍ରିୟ ଅଭିନେତା ଧର୍ମେନ୍ଦ୍ର। ତାଙ୍କୁ…

୧୮ ବର୍ଷ ମଧ୍ୟରେ ୨ଶହରୁ ଅଧିକ ଅଚିହ୍ନା ମୃତଦେହ ସଂସ୍କାର କଲେଣି ନବୀନ

ପାଟନା,୮।୮: ଅଚିହ୍ନା ମୃତଦେହର ସଂଗ୍ରହ କରି ସେଗୁଡ଼ିକର ଅନ୍ତିମ ସଂସ୍କାର କରିବା ହେଉଛି ବିହାର ପାଟନାର ଜଣେ ବ୍ୟକ୍ତିଙ୍କ ନିଶା। ସେ ହେଉଛନ୍ତି ନବୀନ ଶ୍ରୀବାସ୍ତବ। ଗତ ୧୮ ବର୍ଷ ମଧ୍ୟରେ ସେ ୨ଶହରୁ ଅଧିକ ଅଚିହ୍ନା ମୃତଦେହ ସଂସ୍କାର କରିଛନ୍ତି।…

ଏହି ଖେଳାଳିଙ୍କ ହାତ ଧରିବାକୁ ଯାଉଛନ୍ତି ବଜରଙ୍ଗ ପୁନିଆ

ଖୁବଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି ଭାରତୀୟ ରେସଲର୍‌ ବଜରଙ୍ଗ ପୁନିଆ। ସେ ଭାରତର ଲୋକପ୍ରିୟ ମହିଳା କୁସ୍ତି ଯୋଦ୍ଧା ସଙ୍ଗୀତା ଫୋଗଟ୍‌ଙ୍କୁ ବିବାହ କରିବାକୁ ଯାଉଛନ୍ତି। ବିବାହ ତାରିଖ ଏପର୍ଯ୍ୟନ୍ତ ନିର୍ଘଣ୍ଟ ହୋଇ ନ ଥିଲେ ମଧ୍ୟ ଉଭୟଙ୍କ…

ପଞ୍ଚାୟତ ଭବନର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମନ୍ତ୍ରୀ

ବରଗଡ଼ ଅଫିସ,୮।୮: ବରଗଡ଼ ପଞ୍ଚାୟତ ସମିତି ପରିସରରେ ଗୁରୁବାର ପଞ୍ଚାୟତ ଭବନର ଭିତ୍ତିପ୍ରସ୍ତର ସ୍ଥାପନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ମଞ୍ଜୁ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ…

ସାଧାରଣ ମଶାଠାରୁ ଭିନ୍ନ ଡେଙ୍ଗୁ ମଶା, କାମୁଡ଼ିବାର ୫ ଦିନ ପରେ ପଡ଼ିଥାଏ ଜଣା

ବର୍ଷାଋତୁରେ ଡେଙ୍ଗୁରୋଗର ଭୟ ବଢ଼ି ଯାଇଥାଏ। ଡେଙ୍ଗୁଜ୍ୱର ଜୁଲାଇରୁ ଅକ୍ଟୋବର ପର୍ଯ୍ୟନ୍ତ ହେବାର ଯଥେଷ୍ଟ ସମ୍ଭାବନା ରହିଛି। କାରଣ ଏହି ସମୟରେ ମଶାବଂଶ ବୃଦ୍ଧି ଘଟିଥାଏ। ତେଣୁ ଏଥିରୁ ରକ୍ଷା ପାଇବା ପାଇଁ ସବୁଠୁ ଅଧିକ ସତର୍କତା ଅବଲମ୍ବନ ଜରୁରୀ। କହିରଖୁଛୁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?