Home

ଆଇସିସି ବିଶ୍ୱକପ୍‌ : ପ୍ରଥମ ଟାଇଟଲ ଲକ୍ଷ୍ୟରେ ଇଂଲଣ୍ଡ, ନ୍ୟୁଜିଲାଣ୍ଡ

ଲଣ୍ଡନ,୧୪ା୭(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ଦ୍ୱାଦଶ ସଂସ୍କରଣ ଅନ୍ତିମ ସୋପାନରେ ପହଞ୍ଚିଛି। ରବିବାର ଐତିହାସିକ ଲଡର୍‌ସ ଷ୍ଟାଡିୟମରେ ବିଶ୍ୱକପ୍‌ର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଫାଇନାଲରେ ପ୍ରବେଶ କରିଥିବା ଆୟୋଜକ ଇଂଲଣ୍ଡ ଓ ଗତଥରର ରନର୍ସଅପ୍‌ ନ୍ୟୁଜିଲଣ୍ଡ ଟାଇଟଲ ପାଇଁ…

ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ କାର୍ଯ୍ୟ ନିମ୍ନମାନର: ଚାରିଦିନ ନ ଯାଉଣୁ ରାସ୍ତାରୁ ଉଠିଲା ପିଚୁ

ନୂଆଗାଁ,୧୪ା୭ (ଡି.ଏନ.ଏ.): ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନୂଆଗାଁ ବ୍ଲକରେ ହେଉଥିବା ରାସ୍ତାକାର୍ଯ୍ୟ ନିମ୍ନମାନର ଯୋଗୁ ଜନ ଅସନ୍ତୋଷ ବଢିବାରେ ଲାଗିଛି। କୋରଡା ପଞ୍ଚାୟତ ରକ୍ତପଟାଠାରୁ ମୀନାଗାଡିଆ ଓ କାପ୍ତାପଲ୍ଲୀ ପଞ୍ଚାୟତର କଣବାଙ୍କଠାରୁ କାପ୍ତାପଲ୍ଲୀ ପର୍ଯ୍ୟନ୍ତ ରାସ୍ତାକାର୍ଯ୍ୟ ନିମ୍ନମାନର ହୋଇଥିବା ନେଇ…

ଜୁନାଗଡ ବ୍ଲକରେ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ : ଡାକ୍ତର ଅଭାବ, ଫାର୍ମସିଷ୍ଟ ଦେଖୁଛନ୍ତି ରୋଗୀ

ଜୁନାଗଡ,୧୪।୭(ଡି.ଏନ.ଏ.) – କଳାହାଣ୍ଡି ଜିଲା ଜୁନାଗଡ ବ୍ଲକରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ଜୁନାଗଡ ବ୍ଲକବାସୀଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ଜୁନାଗଡ ସହରରେ ଏକ ଗୋଷ୍ଠୀ ସ୍ବାସ୍ଥ୍ୟସ୍ବାସ୍ଥ୍ୟ (ସିଏଚ୍‌ସି)ଓ ପିପିସି ରହିଥିବାବେଳେ ଚିଲଗୁଡାରେ ମଧ୍ୟ ଏକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରହିଛି। ସେହିପରି ଗ୍ରାମାଞ୍ଚଳରେ…

ସକାଳେ ଏଥିରୁ ଅଧାଗ୍ଲାସେ ରଖେ କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ…

ସକାଳୁ ନିତ୍ୟକର୍ମ ସାରି ଅଙ୍ଗୁର ଜୁସ୍‌ ପିଇଲେ ସ୍ବାସ୍ଥ୍ୟ ଲାଗି ଖୁବ୍‌ ଭଲ। କିଡ୍‌ନୀ ଷ୍ଟୋନରୁ ଦୂରେଇ ରହିବା ପାଇଁ ପ୍ରତିଦିନ ସକାଳେ ଅଧାଗ୍ଲାସେ ଅଙ୍ଗୁର ଜୁସ୍‌ ପିଇଲେ ସୁଫଳ ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଅଙ୍ଗୁରରେ ପୋଟାସିୟମ ସହିତ…

ବିଭିନ୍ନ ପ୍ରତିଷ୍ଠାନ, ବ୍ୟାଙ୍କ କର୍ମଚାରୀଙ୍କ ସହ ପୋଲିସର ବୈଠକ: ସିସିଟିଭି ଲଗାଅ, ସନ୍ଦିଗ୍ଧଙ୍କ ସୂଚନା ଦିଅ

ଅନୁଗୋଳ ଅଫିସ, ୧୪।୭ – ଅନୁଗୋଳରେ ଡକାୟତି, ଲୁଟ୍‌ପାଟ ବୃଦ୍ଧି ଏବେ ପୋଲିସ ମୁଣ୍ଡବିନ୍ଧାର କାରଣ ପାଲଟିଛି। ଜିଲା ଏପରିକି ରାଜ୍ୟ ବାହାରର ଲୁଟେରା ଏଠାକୁ ଆସି ସହଜରେ ଲୁଟ୍‌ପାଟ କରି ଚମ୍ପଟ ମାରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଶନିବାର ଅନୁଗୋଳ…

ଗୋଧି ଗିଳୁଥିବା ଅହିରାଜକୁ ଗୁଳି ଘଟଣା: ଶିକାରୀଙ୍କୁ ଘଣ୍ଟ ଘୋଡ଼ାଇବାକୁ ରାଜନୈତିକ ଚାପ ଚର୍ଚ୍ଚା

ବନ୍ତଳା,୧୪ା୭(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ରେଞ୍ଜ ବାରଗୌଣିଆସ୍ଥିତ ପାଣ୍ଡୁରୀଶୁଣି ପାହାଡ଼ରେ ଗତ ୧୦ ତାରିଖରେ ଗୋଧି ଗିଳୁଥିବା ଏକ ଅହିରାଜକୁ ଶିକାରୀମାନେ ଗୁଳି କରିଥିବା ଚର୍ଚ୍ଚାର ବିଷୟ ହୋଇଥିଲା। ଗ୍ରାମବାସୀଙ୍କ ସୂଚନାକୁ ଆଧାର କରି ବନ ବିଭାଗ ସାପର ମୃତଦେହ…

ଗ୍ରାହକଙ୍କୁ ଲୁଟିବାକୁ ସୁଯୋଗ ଦେଉଛନ୍ତି ସରକାର

ବ୍ରହ୍ମପୁର ଅଫିସ୍‌,୧୪ା୭-ରାଜ୍ୟର ୪ ଡିସ୍‌କମ୍‌(ବିଦ୍ୟୁତ୍‌ ବିତରଣ ସଂସ୍ଥା) ଯଥା ସାଉଥ୍‌କୋ, ସେସୁ, ନେସ୍‌କୋ ଏବଂ ୱେସ୍‌କୋକୁ ସମ୍ପୂୂର୍ଣ୍ଣ ଭାବେ ଘରୋଇ ସଂସ୍ଥା ହାତକୁ ଟେକିଦେବା ପାଇଁ ରାଜ୍ୟ ସରକାର ମସୁଧା କରୁଛନ୍ତି। ଏନେଇ ଖୁବ୍‌ ଶୀଘ୍ର ଟେଣ୍ଡର ପ୍ରକ୍ରିୟା ଚାଲିବ ।…

ଯୁକ୍ତ ୨ ନାମଲେଖା : ପ୍ରକାଶ ପାଇଲା ଦ୍ୱିତୀୟ ମେଧା ତାଲିକା

ବ୍ରହ୍ମପୁର ଅଫିସ୍‌,୧୪ା୭-ଯୁକ୍ତ ୨ରେ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ଶନିବାର ପ୍ରକାଶ ପାଇଛି। କଟ୍‌ଅଫ୍‌ ଉଭୟ ବିଜ୍ଞାନ ଏବଂ ବାଣିଜ୍ୟ ବିଷୟରେ ନୀଳକଣ୍ଠନଗର ସରସ୍ବତୀ ବିଦ୍ୟା ମନ୍ଦିର ଜିଲାରେ ଟପ୍‌ରେ ରହିଛି । ଏଠାରେ ବିଜ୍ଞାନରେ କଟ୍‌ ଅଫ୍‌…

ଅଗଷ୍ଟରୁ ବଦଳିବ ବ୍ରହ୍ମପୁର ଟ୍ରାଫିକ ବ୍ୟବସ୍ଥାର ଚିତ୍ର : କାର୍ଯ୍ୟକ୍ଷମ ହେବ ଇଣ୍ଟିଗ୍ରେଟେଡ ଟ୍ରାଫିକ ସିଷ୍ଟମ

ବ୍ରହ୍ମପୁର ଅଫିସ,୧୪ା୭-ବ୍ରହ୍ମପୁରରେ ସୁଧୁରିବ ଟ୍ରାଫିକ ବ୍ୟବସ୍ଥା । ଅଗଷ୍ଟରୁ ବଦଳିବ ଏହାର ଚିତ୍ର । ଅଗଷ୍ଟ ଶେଷ ସୁଦ୍ଧା ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ଇଣ୍ଟିଗ୍ରେଟେଡ ଟ୍ରାଫିକ ମ୍ୟାନେଜମେଣ୍ଟ ସିଷ୍ଟମ (ଆଇଟିଏମଏସ) କାର୍ଯ୍ୟକ୍ଷମ ହେବ ।ଏନେଇ ବିଏମ୍‌ସି କମିଶନର ଚକ୍ରବର୍ତ୍ତୀ ସିଂ…

ଅଧା ବାଟରେ ଶ୍ରୀଜୀଉ

ନୀଳଗିରି, ୧୪।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରିର ପ୍ରସିଦ୍ଧ ବାହୁଡ଼ା ଯାତ୍ରାରେ ଶନିବାର ରଥରେ ବିଜେ ଶ୍ରୀଜୀଉ ଭକ୍ତଙ୍କ ଗହଳରେ ବଡ଼ଦାଣ୍ଡରେ ଆସି ଅଧାବାଟରେ ଅଟକିଛନ୍ତି। ରବିବାର ଯଥା ରୀତିକ୍ରାନ୍ତି ପରେ ଶ୍ରୀଜୀଉ ମନ୍ଦିରର ରତ୍ନସିଂହାସନରେ ବିଜେ କରିବେ ବୋଲି ସହକାରୀ ପୂଜକ ହରିବନ୍ଧୁ…

ଶାମୁକାର ବି ଅଭାବୀ ବିକ୍ରୀ

ବାଲେଶ୍ୱର ଅଫିସ,୧୪।୭(ମାନସ ବିଶ୍ୱାଳ)-ବାଲେଶ୍ୱର ଜିଲା ସମୁଦ୍ର ବେଳାଭୂମିରେ ମିଳୁଥିବା ବିଭିନ୍ନ ପ୍ରଜାତିର ଶାମୁକା ଉପକୂଳବର୍ତ୍ତୀ ଅଞ୍ଚଳରେ ବସବାସ କରୁଥିବା ଗରିବ ଶ୍ରମଜୀବୀଙ୍କ ଜୀବନଜୀବିକା ପାଲଟିଛି। ବେଳାଭୂମି ସମେତ ଅଗଭୀର ସମୁଦ୍ର ଜଳରାଶିରୁ ସେମାନେ ଶାମୁକା ସଂଗ୍ରହ କରି ବେପାରୀଙ୍କୁ ବିକି ତେଲ…

ନୂଆ ଗାଡ଼ି ପାଇଁ ନେବାକୁ ହେବ ଲମ୍ବା ଅବଧିର ବୀମା ପଲିସି: ଆଇଆର୍‌ଡିଏ

ନୂଆଦିଲ୍ଲୀ,୧୩-୭: ନୂଆ ଗାଡ଼ି କିଣୁଥିବା ବ୍ୟକ୍ତିବିଶେଷଙ୍କୁ ଲମ୍ବା ଅବଧିର ବୀମା ପଲିସି କିଣିବାକୁ ହେବ। ଏହା ବାଧ୍ୟତାମୂଳକ ହୋଇଛି। ତେବେ ପୂର୍ବରୁ ଗାଡ଼ି ପଲିସି ଥିବା ବ୍ୟକ୍ତିମାନେ ପ୍ରତିବର୍ଷ ଏହାର ନବୀକରଣ କରିବାକୁ ହେବ ବୋଲି ଭାରତୀୟ ବୀମା ନିୟାମକ ପ୍ରାଧିକରଣ(ଆଇଆର୍‌ଡିଏ)…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri