Home

ପଞ୍ଚଭୂତରେ ବିଲୀନ ହେଲେ ସୁଷମା, ଝିଅ ଦେଲେ ମୁଖାଗ୍ନିି

ନୂଆଦିଲ୍ଲୀ,୭।୮: ବଧୂ ବେଶରେ ସଜେଇ ହୋଇ ପଞ୍ଚଭୂତରେ ଲୀନ ହୋଇଛନ୍ତି ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ। ରାଜକୀୟ ଢଙ୍ଗରେ ତାଙ୍କୁ ବିଦାୟ ଦିଆଯାଇଛି। ଝିଅ ବାଂଶୁରୀ ତାଙ୍କୁ ମୁଖାଗ୍ନି ଦେଇଥିଲେ। ତାଙ୍କ ଅବର୍ତ୍ତମାନରେ ଭାରତୀୟ ରାଜନୀତିର ଏକ ଯୁଗର ଅବସାନ…

ସୁଷମାଙ୍କ ବିୟୋଗକୁ ନେଇ ଶୋକରେ ବଲିଉଡ୍‌

ମୁମ୍ବାଇ: ପୁର୍ବତନ ବର୍ହିବ୍ୟାପାର ମନ୍ତ୍ରୀ ତଥା ଭାରତୀୟ ରାଜନୀତିର ଜଣେ କିମ୍ବଦନ୍ତୀ ମହିଳା ନେତା ସୁଷମା ସ୍ବରାଜଙ୍କ ମୃତ୍ୟୁକୁ ନେଇ ଶୋକରେ ବଲିଉଡ୍‌। କଳାକାରମାନେ ସୋସିଆଲ ମିଡିଆରେ ଭାବବିହ୍ବଳ ପୋଷ୍ଟ ଲେଖି ସୁଷମାଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି। ଅମିତାଭ ବଚ୍ଚନ ସୁଷମାଙ୍କ ସହ…

ସୁଷମାଙ୍କ ମୃତ୍ୟୁରେ ଭାଙ୍ଗିପଡିଛନ୍ତି ସ୍ବାମୀ କୌଶଳ, ଝିଅ ବାଂଶୁରୀ

ନୂଆଦିଲ୍ଲୀ, ୭।୮:ସବୁଦିନ ପାଇଁ ଆଖି ବୁଜିଛନ୍ତି ପୂର୍ବତନ ବର୍ହିବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ। ଏ ଘଟଣା ଅନେକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛି। ଦଳମତ ନିର୍ବିଶେଷରେ ସମସ୍ତ ନେତା ତାଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି। ସବୁଠୁ ଅଧିକ ଭାଙ୍ଗି ପଡିଛନ୍ତି ସୁଷମାଙ୍କ…

ଶେଷକୃତ୍ୟ ପୂର୍ବରୁ ବଧୂ ବେଶରେ ସଜେଇ ହେଲେ ସୁଷମା

ନୂଆଦିଲ୍ଲୀ, ୭।୮: ଅନ୍ତିମ ଯାତ୍ରାରେ ବାହାରିବା ପୂର୍ବରୁ ବଧୂ ବେଶରେ ସଜେଇ ହୋଇଛନ୍ତି ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜ୍‌। ମଥାରେ ବଡ ବିନ୍ଦି, ଲାଲ ଓଢଣୀରେ ତାଙ୍କୁ ସଜେଇ ଦେଇଛନ୍ତି ଏକମାତ୍ର ଝିଅ ବାଂଶୁରୀ। ସୁଷମା ସବୁବେଳେ ଭାରତୀୟ ନାରୀର…

ଘର ଭାଙ୍ଗିଲା, ଫସଲ ଉଜାଡ଼ିଲା ହାତୀ

ବଡ଼ଗାଁ,୭।୮(ଡି.ଏନ୍‌.ଏ.) : ସୁନ୍ଦରଗଡ଼ ଜିଲା ବଡ଼ଗାଁ ବନଖଣ୍ଡ ଅଧୀନ ଜଙ୍ଗଲକୁ ଆସିଥିବା ୧୪ଟି ହାତୀ ଶନିବାର ଉପଦ୍ରବ କରିଥିବା ବେଳେ ମଙ୍ଗଳବାର ରାତିରେ ଏମାନଙ୍କ ମଧ୍ୟରୁ ଗୋଟିଏ ହାତୀ କୁତ୍ରା ବ୍ଲକ ଅନ୍ତର୍ଗତ ସିଆଲଯୋର ଗ୍ରାମର ପବିତ୍ର ଭୋଇଙ୍କ ଘରକୁ ଭାଙ୍ଗି…

ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକଙ୍କ ଜୀବନ ଗଲା

ମୁନିଗୁଡ଼ା,୭।୮(ଡି.ଏନ୍‌.ଏ.) : ରାୟଗଡ଼ା ଜିଲା ମୁନିଗୁଡ଼ାଠାରେ ବୁଧବାର ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ପ୍ରକାଶ ଯେ, ଥାନା ପଛପଟ ଦେଇ ଯାଇଥିବା ଖମଣ ସାହି ରାସ୍ତାରେ ଥିବା ଏକ ବିଦ୍ୟୁତ ଟ୍ରାନ୍ସଫର୍ମର ବ୍ୟାରିକେଟ୍‌ ସଂସ୍ପର୍ଶରେ ଆସି ଖମଣ…

ବରିଷ୍ଠ ଆଇପିଏସ୍‌ ବି.କେ. ଶର୍ମାଙ୍କୁ ଇନ୍‌ଚାର୍ଜ ଡିଜିପି ଦାୟିତ୍ୱ

ଭୁବନେଶ୍ୱର, ୭।୮(ବ୍ୟୁରୋ): ୧୯୮୬ ବ୍ୟାଚର ବରିଷ୍ଠ ଆଇପିଏସ୍‌ ବିଜୟ କୁମାର ଶର୍ମାଙ୍କୁ ବୁଧବାର ଇନ୍‌ଚାର୍ଜ ଡିଜିପି ଭାବେ ନିଯୁକ୍ତି ଦିଆଯାଇଛି। ତେବେ ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କୁ ନୂତନ ନିଯୁକ୍ତି ଦିଆଯିବା ହେତୁ ବିଜୟଙ୍କୁ ଭାରପ୍ରାପ୍ତ ଅଧିକାରୀ ଭାବେ ଦାୟିତ୍ୱ ମିଳିଛି।…

ସୁଷମାଙ୍କ ଅନ୍ତିମ ଯାତ୍ରା ଆରମ୍ଭ, ରାଜନାଥ-ନଡ୍ଡା ଦେଲେ କାନ୍ଧ

ନୂଆଦିଲ୍ଲୀ, ୭।୮: ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜଙ୍କର ପରଲୋକ ହୋଇଯାଇଛି। ତାଙ୍କ ମୃତ୍ୟୁରେ ଚାରିଆଡେ ଶୋକର ଛାୟା ଖେଳିଯାଇଛି। ଭାଜପା କାର୍ଯ୍ୟାଳୟରୁ ତାଙ୍କ ମୃତ୍ୟୁ ଶରୀରକୁ ଅନ୍ତିମ ଯାତ୍ରାରେ ନିଆଯାଇଛି। ତାଙ୍କ ମୃତଦେହକୁ କାନ୍ଧ ଦେଇଛନ୍ତି ଭାଜପା ନେତା ରାଜନାଥ…

ଉନ୍ନାଓ ପୀଡ଼ିତାଙ୍କ ସ୍ବାସ୍ଥ୍ୟବସ୍ଥା ଏବେ ବି ଗମ୍ଭୀର, ଓକିଲ କୋମାରେ

ନୂଆଦିଲ୍ଲୀ,୭।୮: ଦିଲ୍ଲୀ ଏମ୍ସରେ ଜୀବନ ସହ ସଂଘର୍ଷ କରୁଛନ୍ତି ଉନ୍ନାଓ ବଳାତ୍କାର ପୀଡ଼ିତା। ଏବେ ବି ତାଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ରହିଛି ବୋଲି ଦିଲ୍ଲୀ ଏମ୍ସ ପକ୍ଷରୁ ଜାରି କରାଯାଇଥିବା ମେଡିକାଲ ବୁଲେଟିନ୍‌ ଜାରି କରାଯାଇଛି। ପୀଡ଼ିତାଙ୍କ ରକ୍ତଚାପ ମଧ୍ୟ ଅନିୟନ୍ତ୍ରିତ…

ହଂସରାଳି, ୧୦ ଛୁଆ ଉଦ୍ଧାର

ଭୁବନେଶ୍ୱର,୭।୮(ବ୍ୟୁରୋ): କଟକ ଜିଲା ବାଙ୍କୀ ଗଡ଼ର କୃଷ୍ଣଚନ୍ଦ୍ର ବେହେରାଙ୍କ ଘରୁ ଗୋଟିଏ ହଂସରାଳି ମା’ ଏବଂ ୧୦ଟି ଛୁଆକୁ ବୁଧବାର ସ୍ନେକ୍‌ ହେଲ୍ପ ଲାଇନ ସଦସ୍ୟ ଉଦ୍ଧାର କରିଛନ୍ତି। ସେମାନଙ୍କୁ ଅରାଚଣ୍ଡୀ ପାଟରେ ଛାଡ଼ି ଦିଆଯାଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ମଙ୍ଗଳବାର କୃଷ୍ଣଚନ୍ଦ୍ରଙ୍କ…

ଲଗାଣ ବର୍ଷାରେ ଧୋଇଗଲା ଅସ୍ଥାୟୀ କଲଭର୍ଟ, କଳାହାଣ୍ଡି-କନ୍ଧମାଳ ଯୋଗାଯୋଗ ବିଚ୍ଛିନ୍ନ

ବାଲିଗୁଡ଼ା,୭।୮(ଡି.ଏନ୍‌.ଏ.): ଲଗାଣ ବର୍ଷାରେ କନ୍ଧମାଳ ଜିଲାର ବାଲିଗୁଡ଼ା ଅଞ୍ଚଳ ବେହାଲ ହୋଇପଡ଼ିଛି। ଲଗାଣ ବର୍ଷା ଯୋଗୁ ମଙ୍ଗଳବାରଠାରୁ ବାଲିଗୁଡ଼ା ବ୍ଲକ ବାଟାଗୁଡା ୫୯ ନଂ ଜାତୀୟ ରାଜପଥର ଅସ୍ଥାୟୀ କଲଭର୍ଟ ଉପରେ ପ୍ରବଳ ପାଣି ଚାଲିଛି। ଫଳରେ ଯାତାୟାତରେ ଘୋର ଅସୁବିଧା…

ସୁଷମାଙ୍କୁ ଭାଜପା ଦେଲା ଅନ୍ତିମ ବିଦାୟ: ଦଳୀୟ ପତାକା ଢ଼ାଙ୍କିଲେ ଶାହ

ନୂଆଦିଲ୍ଲୀ,୭।୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କୁ ଭାଜପା କାର୍ଯ୍ୟାଳୟରେ ଅନ୍ତିମ ବିଦାୟ ଦିଆଯାଇଛି। ଏହି ଅବସରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସୁଷମାଙ୍କ ମରଶରୀର ଉପରେ ଦଳୀୟ ପତାକା ଢ଼ାଙ୍କିଛନ୍ତି। ଉପସ୍ଥିତ ସମସ୍ତ ଦଳୀୟ ସଦସ୍ୟ ସୁଷମାଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?