ହରିଶ୍ ସାଲଓ୍ବେଙ୍କୁ ଏକ ଟଙ୍କା ବକେୟା ନେବାକୁ ଡାକି ଦୁନିଆରୁ ଚାଲିଗଲେ ସୁଷମା
ନୂଆଦିଲ୍ଲୀ,୭।୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ମୃତ୍ୟୁର ଏକ ଘଣ୍ଟା ପୂର୍ବରୁ ଆଇନଜୀବି ହରିଶ୍ ସାଲେଓଙ୍କୁ ତାଙ୍କର ଏକ ଟଙ୍କା ବକେୟା ନେବା ପାଇଁ ଫୋନ୍ କରିଥିଲେ। ରାତି ୮ଟା ୫୦ରେ ହରିଶ୍ଙ୍କୁ ଫୋନ୍ କରି ବୁଧବାର ସନ୍ଧ୍ୟା ୬ଟାରେ…
ସ୍ବରାଜ କୌଶଳଙ୍କୁ ପ୍ରେମ ବିବାହ କରିବା ପାଇଁ ପିତାଙ୍କୁ ମନର କଥା ଖୋଲି କହିଥିଲେ ସୁଷମା
ନୂଆଦିଲ୍ଲୀ,୭।୮: ପୂର୍ବ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ପ୍ରେମ ବିବାହ କରିବା ପାଇଁ ନିଜ ମନର କଥା ପିତା ହରଦେବ ଶର୍ମାଙ୍କୁ ଖୋଲି କହିଥିଲେ। ପିତା ପ୍ରଥମେ ମନା କରିଥିଲେ ବି ଶେଷରେ ରାଜି ହୋଇଥିଲେ। ସ୍ବରାଜ କୌଶଳ ଏବଂ ସୁଷମା…
ଓକିଲ ସାଙ୍ଗକୁ ପ୍ରେମ ବିବାହ କରିଥିଲେ ସୁଷମା
ନୂଆଦିଲ୍ଲୀ,୭।୮: ସବୁଦିନ ପାଇଁ ଆଖି ବୁଜିଛନ୍ତି ପୂର୍ବତନ ବର୍ହିବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ। ଭାରତୀୟ ରାଜନୀତିରେ ଜଣେ ଦକ୍ଷ ନେତ୍ରୀ ଭାବେ ପରିଚିତ ଥିଲେ ସେ। ଜଣେ ଓକିଲରୁ ରାଜନୀତିରେ ପାଦ ଥାପିଥିଲେ। ସର୍ବଦଳ ନିର୍ବିଶେଷରେ ସେ ସମସ୍ତଙ୍କ ପ୍ରିୟ ନେତ୍ରୀ…
ଟୁଇଟରରେ ସୁଷମାଙ୍କୁ ଫଲୋ କରୁଥିଲେ କୋଟିଏ ୧୩ ଲକ୍ଷ
ନୂଆଦିଲ୍ଲୀ,୭।୮: ପୂର୍ବତନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ସୋସିଆଲ୍ ମିଡ଼ିଆରେ ବେଶ୍ ସକ୍ରିୟ ରହୁଥିଲେ। ଟୁଇଟରରେ ତାଙ୍କ ଫଲୋରର୍ସଙ୍କ ସଂଖ୍ୟା କୋଟିଏ ୧୩ ଲକ୍ଷ ଥିଲା। ତାଙ୍କୁ ଟୁଇଟ୍ କରି ସହାୟତା ଲୋଡୁଥିବା ବ୍ୟକ୍ତିଙ୍କୁ ସେ ତତ୍କ୍ଷଣାତ୍…
ସରକାରୀ ଯୋଜନାରୁ ସୁଫଳ ପାଉ ନାହାନ୍ତି ଜନଜାତି ଲୋକେ: ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ କରି ବିତାଉଛନ୍ତି ଜୀବନ
ଖଣ୍ଡପଡା,୭।୮(ସ୍ବ.ପ୍ର.)-ଖଣ୍ଡପଡା ନିର୍ବାଚନ ମଣ୍ଡଳୀର ୫ ନମ୍ବର ଜିଲା ପରିଷଦ ଜୋନ ଅଞ୍ଚଳରେ ବସବାସ କରୁଥିବା ଜନଜାତି ସମ୍ପ୍ରଦାୟର ଲୋକେ ନାନା ସମସ୍ୟା ମଧ୍ୟରେ ରହିଛନ୍ତି । ଦାରିଦ୍ର୍ୟ ସୀମାରେଖା ତଳେ ବସବାସ କରୁଥିବା ଜନଜାତିଙ୍କ ନିମନ୍ତେ କେନ୍ଦ୍ର ଓ ରାଜ୍ୟ ସରକାର…
ଗ୍ରାମୀଣ ଆବାସ ଯୋଜନା ବାଟବଣା : ଯୋଗ୍ୟହିତାଧିକାରୀଙ୍କ ପାଖରେ ପହଞ୍ଚୁନି ଯୋଜନା
ରଣପୁର,୭।୮(ସ୍ବ.ପ୍ର.)-ନୟାଗଡ଼ ଜିଲାର ରଣପୁର ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ବିଜୁ ପକ୍କାଘର ଯୋଜନା ପରି ଗ୍ରାମୀଣ ଆବାସ ଯୋଜନା ବାଟବଣା ହୋଇପଡିଛି । ବିଭିନ୍ନ ପଞ୍ଚାୟତରେ ୨୦ରୁ ୩୦ ହଜାର ଟଙ୍କା ନ ଦେଲେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ବିଜୁ ପକ୍କାଘର…
ଡାହୁକା ନଦୀରେ ନାହିଁ ଗାର୍ଡଓ୍ବାଲ୍ : ୧୦୦ରୁ ଊର୍ଦ୍ଧ୍ୱ ଘର ଭାସିଯିବା ଆଶଙ୍କା
ନୂଆଗାଁ,୭।୮(ଡି.ଏନ.ଏ.)-ନୟାଗଡ଼ ଜିଲା ନୂଆଗାଁ ବ୍ଲକ ପାରାଢିପି ପଞ୍ଚାୟତସ୍ଥ ଏହି ଗ୍ରାମକୁ ଲାଗି ପ୍ରବାହିତ ହେଉଛି ଡାହୁକା ନଦୀ। ତେବେ ଏହି ନଦୀରେ ଗାର୍ଡଓ୍ବାଲ ନ ଥିବାରୁ ବର୍ଷା ଯୋଗୁ ଅଧିକ ଜଳ ପ୍ରବାହିତ ହୋଇ ଧନଜୀବନ ନଷ୍ଟ ହେବାର ସମ୍ଭାବନାକୁ ଏଡାଇ…
ପରିଚୟପତ୍ର ପ୍ରଦାନ ଆଳରେ କୃଷକଙ୍କୁ ଶୋଷଣ
ରସୁଲପୁର,୭।୮(ଡି.ଏନ୍.ଏ.)- କାଳିଆ ଯୋଜନାକୁ ନେଇ ଚାଷୀ ଭୁଆଁ ବୁଲୁଥିବାବେଳେ ଚାଷୀଙ୍କୁ ନେଇ ଜାଲିଆତି ବନ୍ଦ ହେବାର ନାଁ ଧରୁନି। ଗାଁର ବୋକରୀ ଯୁବକ, ଅଣଭୋଟର କାଳିଆ ଟଙ୍କାରେ ମଉଜ ମଜିଲିସ୍ କରୁଛନ୍ତି। ମାତ୍ର ପ୍ରକୃତ ଚାଷୀଙ୍କ ଜମାଖାତାକୁ ଯୋଜନା ଟଙ୍କା ଆସିପାରୁ…
ବ୍ରହ୍ମବରଦା ଫାଣ୍ଡି ପାଇଁ ପରୀ ଯୋଜନା ମୂଲ୍ୟହୀନ: ଅପହରଣର ୫ମାସ ପରେ ବି ନାବାଳିକାଙ୍କ ମିଳୁନି ପତ୍ତା
ରସୁଲପୁର,୬।୮(ଡି.ଏନ୍.ଏ.)- ଧର୍ମଶାଳା ଥାନା ଅଧିନସ୍ଥ ରସୁଲପୁର ବ୍ଲକ ଅଞ୍ଚଳରେ ଅବସ୍ଥିତ ବ୍ରହ୍ମବରଦା ଫାଣ୍ଡି ପାଇଁ ପରୀ ଯୋଜନା ମୂଲ୍ୟହୀନ ହୋଇପଡ଼ିଛି। ୫ମାସ ତଳେ ଅପହରଣ ହୋଇଥିବା ଜନୈକା ନାବାଳିକାଙ୍କୁ ପୋଲିସ ଧରିବାରେ ବିଫଳ ହେବା ଘଟଣାରୁ ଏହା ପ୍ରମାଣିତ ହେଉଛି। ନିଖୋଜ…
ଗୋଟିଏ ବର୍ଷରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ହରାଇଲା ଦିଲ୍ଲୀ
ନୂଆଦିଲ୍ଲୀ, ୭।୮: ଗୋଟିଏ ବର୍ଷ ମଧ୍ୟରେ ଦିଲ୍ଲୀ ଏହାର ୩ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ହରାଇଛି। ୨୦୧୮ ଅକ୍ଟୋବରରୁ ବର୍ତ୍ତମାନ ସୁଦ୍ଧା ଏପରି ଘଟିଛି। ମଙ୍ଗଳବାର ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପୂର୍ବ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କ ପରଲୋକ ହୋଇଛି। ସେ…
ଯାଜପୁର-କେନ୍ଦୁଝରରୋଡ ଷ୍ଟେଶନ: ପ୍ରସ୍ତାବରେ ସୀମିତ ରେଲୱେ ଡିିଭିଜନ
ଯାଜପୁର ଅଫିସ,୭ା୮: ଯାଜପୁର ଜିଲାର ଅନ୍ୟତମ ପୌର ପରିଷଦ ବ୍ୟାସନଗର ଓ ଏହାର ପାରିପାର୍ଶ୍ୱିକ ବିକାଶ କେବଳ ପ୍ରତିଶ୍ରୁତିରେ ସୀମିତ ରହିଛି। ଏକାଧିକ ପ୍ରକଳ୍ପ ଅଧାରେ ଅଟକିଛି। ବହୁ ଗୁରୁତ୍ୱପୂର୍ଣ୍ଣ ଯାଜପୁର-କେନ୍ଦୁଝରରୋଡ ରେଲୱେ ଡିିଭିଜନ ଓ ଯାଜପୁରରୋଡକୁ ଉପଖଣ୍ଡ ମାନ୍ୟତା ପ୍ରସ୍ତାବ…
ପାରାଦୀପରେ ପ୍ରଦୂଷଣ ନିୟନ୍ତ୍ରଣ ଚିନ୍ତା : ରୁଦ୍ଧଦ୍ୱାର ବୈଠକରେ ହେଲା ସମୀକ୍ଷା
ପାରାଦୀପ,୭ା୮(ସ୍ବ.ପ୍ର.): ବନ୍ଦର ଭିତ୍ତିକ ଶିଳ୍ପ ସହର ପାରାଦୀପ ଦେଶର ଅତ୍ୟଧିକ ପ୍ରଦୂଷିତ ସହର ତାଲିକାରେ ରହିଛି। ପାରାଦୀପକୁ ଯୋଗାଣ ହେଉଥିବା ପାଣି ପିଇବା ଓ ଗାଧୋଇବା ଅନୁପଯୁକ୍ତ। ଏଠାରେ ଧୂଳି ଧୂଅଁା ଆସ୍ତରଣ ଧାର୍ଯ୍ୟ ପାରାମିଟର (ପିଏମ୍-୧୦)ଠାରୁ ଦଶଗୁଣା ଅଧିକ ବୋଲି…

