Home

ସମୟ ଗଡୁଛି, ସରୁନି ମାଷ୍ଟର ପ୍ଲାନ : ଅସଜଡ଼ା ଜଗତ୍‌ସିଂହପୁର ସହର

ଜଗତ୍‌ସିଂହପୁର ଅଫିସ,୭ା୮: ଦିନକୁ ଦିନ ଜଗତ୍‌ସିଂହପୁର ସହର ତା’ର କାୟା ବିସ୍ତାର କରିଚାଲିଛି। କିନ୍ତୁ ଏହା ଅସଜଡ଼ା ଭାବେ ସମ୍ପ୍ରସାରିତ ହେଉଥିବାରୁ ସମସ୍ୟା ସୃଷ୍ଟି ହେଉଛି। ଟ୍ରାଫିକଠାରୁ ଆରମ୍ଭ କରି ପରିମଳ ବ୍ୟବସ୍ଥା ପର୍ଯ୍ୟନ୍ତ ସବୁ ବିପର୍ଯ୍ୟସ୍ତ ହୋଇପଡୁଛି। ୨୦୧୭ରୁ ରାଜ୍ୟ…

୮ରେ ଜାତୀୟ କୃମିନାଶ ଦିବସ: ୧କୋଟିରୁ ଅଧିକ ପିଲାଙ୍କୁ ଦିଆଯିବ ବଟିକା

ଭୁବନେଶ୍ୱର, ୭ା୮(ବ୍ୟୁରୋ): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରତି ୬ମାସରେ ଥରେ ୧ବର୍ଷରୁ ୧୯ ବର୍ଷ ପର୍ଯ୍ୟନ୍ତ କୃମିନାଶ ଔଷଧ ଓ ୯ମାସରୁ ୫ବର୍ଷ ପର୍ଯ୍ୟନ୍ତ ପିଲାମାନଙ୍କୁ ଭିଟାମିନ୍‌ ‘ଏ’ର ଦ୍ରବଣ ଖାଇବାକୁ ଦିଆଯାଉଛି। ନିୟମିତ କୃମିନାଶ ଔଷଧ…

ଶ୍ରୀଜଗନ୍ନାଥ ବଲ୍ଲଭ ମଠ : ୧୬ କୋଟିର ଅନିୟମିତତା ଅଭିଯୋଗ

ପୁରୀ ଅଫିସ, ୭ା୮: ଶ୍ରୀମନ୍ଦିର ରୀତିନୀତି ସହିତ ଜଡ଼ିତ ଶ୍ରୀଜଗନ୍ନାଥ ବଲ୍ଲଭ ମଠ। ଏହି ମଠର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ବାବଦରେ ପ୍ରାୟ ୧୬କୋଟି ଟଙ୍କାର ଆର୍ଥତ୍କ ଅନିୟମିତତା ହୋଇଥିବା ନେଇ ମଙ୍ଗଳବାର ଭିଜିଲାନ୍ସ ନିର୍ଦ୍ଦେଶକଙ୍କ ନିକଟରେ ଅଭିଯୋଗ ହୋଇଛି। ପୁରୀ…

ଦୂରହେବ ଦୃଷ୍ଟିବାଧିତ ପିଲାଙ୍କ ପାଠପଢ଼ା ସମସ୍ୟା: ଜର୍ମାନୀରୁ ଆସିଲା ଉଚ୍ଚଶକ୍ତିସମ୍ପନ୍ନ ବ୍ରେଲ୍‌ ମେଶିନ

ଭୁବନେଶ୍ୱର, ୭ା୮(ବ୍ୟୁରୋ): ରାଜ୍ୟର ଦୃଷ୍ଟି ବାଧିତ ଛାତ୍ରୀଛାତ୍ରଙ୍କ ନିମନ୍ତେ ବ୍ରେଲ୍‌ ପାଠ୍ୟପୁସ୍ତକ ପାଇଁ ଉଚ୍ଚ କ୍ଷମତାବିଶିଷ୍ଟ ଅତ୍ୟାଧୁନିକ ବ୍ରେଲ୍‌ ମେଶିନ ଜର୍ମାନୀରୁ ଅଣାଯାଇଛି। ଏହି ମେଶିନ ଦ୍ୱାରା ମାଧ୍ୟମିକ ସ୍ତରରେ ପଢ଼ୁଥିବା ଦୃଷ୍ଟି ବାଧିତ ପିଲାଙ୍କ ନିମନ୍ତେ ପର୍ଯ୍ୟାପ୍ତ ପରିମାଣର ପାଠ୍ୟପୁସ୍ତକ…

ସ୍ୟାଟ୍‌ ଉଚ୍ଛେଦ ପ୍ରସଙ୍ଗ:  ହାଇକୋର୍ଟରେ ପିଟିଶନ, ଶୁଣାଣି ଆଜି

କଟକ ଅଫିସ,୭ା୮: ଓଡ଼ିଶା ପ୍ରଶାସନିକ ନ୍ୟାୟାଧିକରଣ (ସ୍ୟାଟ୍‌) ଉଚ୍ଛେଦ ସଂକ୍ରାନ୍ତରେ କେନ୍ଦ୍ର ସରକାର ଗତ ୨ ତାରିଖରେ ଏକ ଗେଜେଟ୍‌ ନୋଟିଫିକେଶନ ପ୍ରକାଶ କରିଛନ୍ତି। କେନ୍ଦ୍ର ସରକାରଙ୍କ ଏହି ନୋଟିଫିକେଶନକୁ ଚ୍ୟାଲେଞ୍ଜ କରି ମଙ୍ଗଳବାର କଟକ ସ୍ୟାଟ୍‌ ବାର ଆସୋସିଏଶନ ପକ୍ଷରୁ…

ଜମ୍ମୁ-କଶ୍ମୀରରେ ଲାଗୁହେବ ୧୦୬ କେନ୍ଦ୍ରୀୟ ଆଇନ

ନୂଆଦିଲ୍ଲୀ ,୭ା୮(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରରୁ କେନ୍ଦ୍ର ସରକାର ସମ୍ବିଧାନର ଧାରା ୩୭୦, ୩୫ଏ ହଟାଇବା ସହ ଏହାକୁ ଏକ କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିଛନ୍ତି। ତେଣୁ ଜମ୍ମୁ-କଶ୍ମୀର ଲାଗି ଭାରତ ସମ୍ବିଧାନର ସମସ୍ତ ବ୍ୟବସ୍ଥା ଲାଗୁ କରାଯିବ। ସମ୍ବିଧାନର ପଞ୍ଚମ ଅନୁଚ୍ଛେଦ ଅନୁଯାୟୀ…

୩୭୦କୁ ନେଇ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୭ା୮(ପି.ଟି.): ଜମ୍ମୁ-କଶ୍ମୀରକୁ ଦୁଇଭାଗ କରିବା ସହ କେନ୍ଦ୍ର ସରକାର ସମ୍ବିଧାନର ଧାରା ୩୭୦କୁ ଉଚ୍ଛେଦ କରିବା ଘଟଣାକୁ ନେଇ କଂଗ୍ରେସ ଦୁଇ ଭାଗ ହୋଇଯାଇଛି। କଂଗ୍ରେସର ବରିଷ୍ଠ ନେତାମାନେ କେନ୍ଦ୍ର ସରକାରଙ୍କ ପଦକ୍ଷେପକୁ ବିରୋଧ କରିଥିବାବେଳେ ଦଳର ଅନେକ ନେତା ଏହା…

ଶାହ ମିଛ କହୁଛନ୍ତି: ଫାରୁକ୍‌

ଶ୍ରୀନଗର/ନୂଆଦିଲ୍ଲୀ, ୭ା୮(ପି.ଟି./ଆଇଏଏନ୍‌ଏସ୍‌): ସମ୍ବିଧାନ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବ୍‌ଦୁଲ୍ଲା ମଙ୍ଗଳବାର କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ଶ୍ରୀନଗରସ୍ଥିତ ତାଙ୍କ ବାସଭବନରେ ଖବରଦାତାଙ୍କୁ ସମ୍ବୋଧିତ କରି ଫାରୁକ୍‌ କହିଛନ୍ତି, କେନ୍ଦ୍ର ଆମକୁ ହତ୍ୟା କରିବାକୁ ଚାହୁଁଛି।…

‘ପାକିସ୍ତାନଠାରୁ କଶ୍ମୀରକୁ ରକ୍ଷାକରିବା ଲାଗି ବିଜୁ ବାବୁ ଯୁଦ୍ଧବିମାନ ଉଡ଼ାଇଥିଲେ’

ନୂଆଦିଲ୍ଲୀ,୭ା୮(ପି.ଟି.): ଜମ୍ମୁ-କଶ୍ମୀରକୁ ପାକିସ୍ତାନ କବଳରୁ ରକ୍ଷାକରିବା ଲାଗି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଯୁଦ୍ଧବିମାନ ଉଡ଼ାଇଥିଲେ ବୋଲି ଲୋକ ସଭାରେ ବିଜେଡି ସଂସଦୀୟ ଦଳ ନେତା ପିନାକୀ ମିଶ୍ର କହିଛନ୍ତି। ଜମ୍ମୁ-କଶ୍ମୀରରୁ ୩୭୦ ଧାରା ଉେଚ୍ଛେଦକୁ ବିଜେଡି ପୂର୍ଣ୍ଣ ସମର୍ଥନ…

ଏନ୍‌କାଉଣ୍ଟର ପରେ ରବି ରାଓ ଗ୍ୟାଙ୍ଗ୍‌ ସଦସ୍ୟ ଜିଲାପାର୍‌: ଆହତ ଅବସ୍ଥାରେ ଅର୍ଜୁନଙ୍କୁ ଧରିଲା ପୋଲିସ

ଭୁବନେଶ୍ୱର,୭ା୮(ବ୍ୟୁରୋ): ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ଜିଲାରେ ଆତଙ୍କ ଖେଳାଉଥିବା ୧୧ଜଣିଆ ରବି ରାଓ ଗ୍ୟାଙ୍ଗ୍‌କୁ ଧରିବାକୁ କମିଶନରେଟ ପୋଲିସ ସିରିଜ ଏନ୍‌କାଉଣ୍ଟର କରିଥିଲା। ୪ଜଣଙ୍କୁ ଏନ୍‌କାଉଣ୍ଟର କରି ଧରିବା ପରେ ସହର ଛାଡ଼ିବାକୁ ପ୍ରସ୍ତୁତ ହେଉଥିବା ମାଷ୍ଟର ମାଇଣ୍ଡ୍‌ ରବି…

ସି.ଭି. ରମଣ ଛାତ୍ରୀଛାତ୍ରଙ୍କ ସଫଳତା

ଭୁବନେଶ୍ୱର,୭-୮: ପଣ୍ଡିଚେରୀଠାରେ ଅନୁଷ୍ଠିତ ଜାତୀୟ ସାଇବର ସିକ୍ୟୁରିଟି ହାକାଥନରେ ସି.ଭି. ରମଣ କଲେଜ ଅଫ୍‌ ଇଞ୍ଜିନିୟରିଂର ଛାତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି। ଜାତୀୟ ସାଇବର ସିକ୍ୟୁରିଟି ଷ୍ଟାଣ୍ଡାର୍ଡ ଅନୁଷ୍ଠାନ ଏବଂ ଏସ୍‌ଏମ୍‌ଭିଇ କଲେଜର ମିଳିତ ଉଦ୍ୟମରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ କଲେଜର…

ଲଦାଖ ପ୍ରସଙ୍ଗରେ ଚାଇନାର ବିରୋଧ

ବେଜିଂ/ନୂଆଦିଲ୍ଲୀ,୭ା୮(ପି.ଟି.): ଜମ୍ମୁ-କଶ୍ମୀରରୁ ଲଦାଖକୁ ଅଲଗା କରି ସ୍ବତନ୍ତ୍ର କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ପାଇଁ ଭାରତର ନିଷ୍ପତ୍ତିକୁ ନେଇ ମଙ୍ଗଳବାର ଆପତ୍ତି ଉଠାଇଛି ଚାଇନା। ଏହା ଚାଇନାର କ୍ଷେତ୍ରୀୟ ସାର୍ବଭୌମତ୍ୱକୁ ନୂ୍ୟନ କରୁଥିବାରୁ ସ୍ଥିତାବସ୍ଥା ବଜାୟ ରଖିବାକୁ ବେଜିଂ କହିଛି। ଅନ୍ୟପକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?