ଟ୍ରମ୍ପଙ୍କ ବଡ଼ ପ୍ଲାନ, ଆଗାମୀ କିଛି ଘଣ୍ଟା ମଧ୍ୟରେ ଇରାନ ଉପରେ ଆକ୍ରମଣ କରିପାରେ ଆମେରିକା
ଆମେରିକା,୧୯ା୨: ଗତ କିଛି ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ପରମାଣୁ ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଜାରି ରହିଛି । ଏହି ଆଲୋଚନାରେ ଉଭୟ ଦେଶର ଅନେକ ବରିଷ୍ଠ ନେତା ଅଂଶଗ୍ରହଣ କରିଥିଲେ । ତଥାପି, ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…
ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…
ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ ଶୂନ୍ୟରେ ଆଉଟ ହୋଇଛନ୍ତି। ସେ ନେଦରଲ୍ୟାଣ୍ଡ୍ସ ବିପକ୍ଷ ମ୍ୟାଚ୍ରେ ମଧ୍ୟ ବିନା ସ୍କୋରରେ…
ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ
ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼ ହୋଇଛି । ଏହାପରେ ତାଙ୍କଠାରୁ ୫୦ ଲକ୍ଷ ଟଙ୍କାର ଗହଣା ଲୁଟ୍ କରି…
କେବଳ ୭ ମିନିଟ୍….ତେଜିଲା ଚାଷୀ ସମସ୍ୟା
ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା ସଦସ୍ୟ ସୁଧୀର ରଞ୍ଜନ ପାଟ୍ଟଯୋଶୀଙ୍କ ପ୍ରଶ୍ନର ଉତ୍ତର ରଖିବାକୁ ଡାକିଥିଲେ। ଏହି ସମୟରେ…
ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ
ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ ବଦଳିବାର ଆଶଙ୍କା ରହିଛି। ମତ୍ସ୍ୟଜୀବୀ ସମୁଦ୍ରକୁ ଯିବା ସମୟରେ ସତର୍କ ରହିବାକୁ ପରାମର୍ଶ…
ଏଆଇ ସମିଟ୍: ଚାଇନା ରୋବୋକୁ ନେଇ ବିବାଦ
ନୂଆଦିଲ୍ଲୀ,୧୯ା୨(ରଏଟର୍ସ/ପିଟି):ଭାରତ ସରକାରଙ୍କ ପକ୍ଷରୁ ଆୟୋଜିତ ଏଆଇ ଇମ୍ପାକ୍ଟ ସମିଟ୍ରେ ଚାଇନା ନିର୍ମିତ ଏକ ରୋବୋଟିକ୍ ଡଗ୍କୁ ବୁଧବାର ଘରୋଇ ବିଶ୍ୱବିଦ୍ୟାଳୟ ଗାଲ୍ଗୋଟିଆସ୍ ନିଜର ବୋଲି ଦର୍ଶାଇବା ନେଇ ବଡ଼ ବିବାଦ ମୁଣ୍ଡ ଟେକିଛି। ସ୍ବଦେଶୀ ସମିଟ୍ରେ ଚାଇନା ମାଲ୍କୁ ପୂରାଇ ନିଜର…
ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ
ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ । ଏହି ଆକ୍ରମଣରେ ବଡ଼ ଭାଇ ହରିଶ (୪୦)…
ଆଜିଠୁ ମାଟ୍ରିକ୍ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ
କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ। ଏକସଙ୍ଗେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ମଧ୍ୟ ଆରମ୍ଭ…
ଗର୍ଭବତୀଙ୍କୁ ହତ୍ୟାକଲେ ସିଏ ସ୍ବାମୀ, ପୋଲିସରୁ କହିଲେ ମିଛ କାହାଣୀ
ଚଣ୍ଡିଗଡ଼,୧୯।୨: ସ୍ବାମୀ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ) ଏବଂ ସ୍ତ୍ରୀ ହେଉଛନ୍ତି ଜଣେ ବ୍ୟାଙ୍କ ଅଧିକାରୀ। ସେମାନଙ୍କ ବିବାହକୁ ମାତ୍ର ୪ ମାସ ପୂରିଛି । ହେଲେ ଭାଲେଣ୍ଟାଇନ୍ସ ଡେ’ ପାଳନ କରିବା ପରେ ଏହି ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ସ୍ବାମୀ ତାଙ୍କ…
ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା
ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ ଥଇଥାନ ପାଇଁ ନୂତନ ସୁପର ମାର୍କେଟ୍ କମ୍ପ୍ଲେକ୍ସ ନିର୍ମାଣ ଲାଗି ଭିତ୍ତିପ୍ରସ୍ତର ସ୍ଥାପନ…
ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪
ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର ୪ ଆସନ ରହିଛି। ବୁଧବାର ଭାରତର ନିର୍ବାଚନ ଆୟୋଗ(ଇସିଆଇ)ଙ୍କ ପକ୍ଷରୁ ଏ ସଂକ୍ରାନ୍ତୀୟ…
ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି
ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ ଆଦିବାସୀ ସଂପ୍ରଦାୟ ଅନ୍ଧାରରେ ରହୁଛନ୍ତି । ଗାଁରେ ଭୁତ ବୁଲିଛି କହି ରାୟଗଡା…
Archives


