Home

୨୦ ବର୍ଷ ପରେ ଏକାଠି ହେବେ ରାଣୀ-ଅଭିଷେକ: ଆସିଲା ବଡ଼ ଅପଡେଟ୍‌

ବଲିଉଡ୍‌ ବାଦଶାହ ଶାହରୁଖ ଖାନଙ୍କୁ ବଡ଼ ପରଦାରେ ଦେଖିବାକୁ ଦୀର୍ଘଦିନ ହେଲାଣି ଅପେକ୍ଷା କରିଛନ୍ତି ପ୍ରଶଂସକ। ୨୦୨୩ ଡିସେମ୍ବର ପରଠାରୁ ଶାହରୁଖଙ୍କ କୌଣସି ନୂଆ ଫିଲ୍ମ ରିଲିଜ ହୋଇନାହିଁ। ଏବେ ତାଙ୍କ ଆଗାମୀ ଫିଲ୍ମ ‘କିଙ୍ଗ’କୁ ନେଇ ଚର୍ଚ୍ଚା ଜୋର ଧରିଛି।…

ଅନ୍ତେବାସୀଙ୍କ ହଷ୍ଟେଲ ଛାଡିବା ଘଟଣାକୁ ମାସେ, ଆଜି ବି ଶ୍ରେଣୀ ଗୃହରେ ଚାଲିଛି ଛାତ୍ରାବାସ

ଝରିଗାଁ,୭।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଅନ୍ତେବାସୀଙ୍କ ହଷ୍ଟେଲ ଛାଡିବା ଘଟଣାକୁ ଏହାରି ମଧ୍ୟରେ ମାସେ ବିତିଯାଇଛି । ତଥାପି ଜିଲା ପ୍ରଶାସନ ପକ୍ଷରୁ ଅନ୍ତେବାସୀଙ୍କ ମୌଳିକ ସୁବିଧା ପାଇଁ…

ଉପନିର୍ବାଚନ ଘୋଷଣା: ଏହି ସିଟ୍‌ରୁ ନିର୍ବାଚନ ଲଢିବେ ମମତା ବାନାର୍ଜୀ! ରାଜନୀତିରେ ଚହଳ

କୋଲକାତା,୭।୯: ୪ଟି ରାଜ୍ୟର ୬ଟି ଆସନରେ ଉପନିର୍ବାଚନନ ପାଇଁ ନିର୍ବାଚନ କମିଶନ ଘୋଷଣା କରିଛନ୍ତି। ଏହି ଆସନଗୁଡ଼ିକରେ ଅକ୍ଟୋବର ୬ ତାରିଖରେ ଭୋଟଗ୍ରହଣ ହେବ ଏବଂ ଅକ୍ଟୋବର ୯ ତାରିଖରେ ଭୋଟ ଗଣତି କରାଯିବ। ଏଥିରେ ଶୁଭେନ୍ଦୁ ଅଧିକାରୀ ଛାଡ଼ିଥିବା ନନ୍ଦୀଗ୍ରାମ…

ଶିକ୍ଷାଦାନକୁ ବ୍ରତ କରିଥିବା ନିଆରା ମଣିଷ ମହେଶ୍ୱର

ଖଡ଼ିଆଳ,୭ା୯(ସୁଜିତ କୁମାର ପ୍ରଧାନ): ଶିକ୍ଷାଦାନକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିବା ଜଣେ ନିଆରା ମଣିଷ ହେଉଛନ୍ତି ମହେଶ୍ୱର ରାଉତରାଏ। ଖଡ଼ିଆଳ ବ୍ଲକ ଡୁଆଝର ଗ୍ରାମର ମହେଶ୍ୱର ବିନା ପାରିଶ୍ରମିକରେ ଦୀର୍ଘ ବର୍ଷ ଧରି ଭୀମାଖୋଲ ଗାଁର ପିଲାମାନଙ୍କୁ ପଢାଇ ଆସୁଛନ୍ତି।…

ନିର୍ବାଚନ କମିଶନଙ୍କ ବଡ଼ ଘୋଷଣା: ୬ ଆସନରେ ହେବ ଉପନିର୍ବାଚନ; ଜାଣନ୍ତୁ କେବେ, କେଉଁଠି…

ନୂଆଦିଲ୍ଲୀ,୭।୯: ଦେଶର ୬ଟି ଆସନରେ ଉପନିର୍ବାଚନନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ୪ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫ଟି ବିଧାନସଭା ଆସନ ଓ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହେବ। ଆସନ୍ତା ୬ ଅକ୍ଟୋବର…

ଅମୂଲ୍ୟଙ୍କ ଦୁଃଖ ଶୁଣିଲେ ଜିଲାପାଳ: ବଢ଼ାଇଲେ ସହାୟତାର ହାତ

ଭଞ୍ଜନଗର,୭।୯(ବାବୁଲା ପ୍ରଧାନ): ଅସହାୟଙ୍କ ପାଖରେ ପହଞ୍ଚିଲା ପ୍ରଶାସନ। ମାନବିକତାର ଏକ ବଡ଼ ଉଦାହରଣ ସୃଷ୍ଟି କରିଛନ୍ତି ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି। ଭଞ୍ଜନଗର ଉପଖଣ୍ଡ ସାନକୋଦଣ୍ଡା ପଞ୍ଚାୟତ ଅନ୍ତର୍ଗତ ଗମ୍ଭାରୀଗୋଛା ଗ୍ରାମର ଶଯ୍ୟାଶାୟୀ ଅମୂଲ୍ୟ ଗୌଡ଼ଙ୍କ ସମସ୍ୟା ସମ୍ପର୍କରେ ଅବଗତ…

ଦିଗପହଣ୍ଡି NAC କାର୍ଯ୍ୟାଳୟରେ ପିସିସି ସମ୍ପାଦକଙ୍କୁ ସମ୍ବର୍ଦ୍ଧନା, କହିଲେ…

ଦିଗପହଣ୍ଡି,୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ତଥା ନବନିଯୁକ୍ତ ପିସିସି ସାଧାରଣ ସମ୍ପାଦକ ପ୍ରଫୁଲ୍ଲ ପଣ୍ଡାଙ୍କୁ ସୋମବାର ଅପରାହ୍ନରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ନଗର କଂଗ୍ରେସ କମିଟି ପକ୍ଷରୁ ସମ୍ବର୍ଦ୍ଧନା କରାଯାଇଛି । ପ୍ରଫୁଲ୍ଲଙ୍କ ସାଙ୍ଗଠନିକ ଦକ୍ଷତା…

ଖମ୍ବରେ ଝୁଲୁଛି ମୃତଦେହ: ଅଞ୍ଚଳରେ ବଢୁଛି ଚର୍ଚ୍ଚା

ବରୀ, ୭।୯ (ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ, ରାମଚନ୍ଦ୍ରପୁର ଥାନା ଅଧୀନସ୍ଥ ଗୋଳକୁଣ୍ଡ ପଞ୍ଚାୟତର ମେଣ୍ଢ ନିକଟରେ ଅର୍ଦ୍ଧନିର୍ମିତ ବ୍ରାହ୍ମଣୀ ସେତୁର ଏକ ଖମ୍ବରେ ଝୁଲନ୍ତା ଅବସ୍ଥାରେ ଥିବା ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହକୁ ବରି ପୋଲିସ ଉଦ୍ଧାର କରିଛି।…

ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ

ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର ପ୍ରସାଦ ଡିଆରେ ସ୍ଥାୟୀ ସେତୁ ନିର୍ମାଣ, କୁମ୍ଭୀର ଉପଦ୍ରବରୁ ଜନଜୀବନର ସୁରକ୍ଷା ଏବଂ…

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର ଦୁଇ ରାଜସ୍ୱ ଅଧିକାରୀଙ୍କୁ ୩୫ ହଜାର ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ ଧରିଛି…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ କରିବାକୁ ଅଧିକାରୀଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ତୁରନ୍ତ ବ୍ଲକ ଏବଂ ପୌର ଅଧିକାରୀଙ୍କୁ…

ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର

ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର ବୁକ୍‌ କରିବାର ୪୫ ଦିନ ପରେ ହିଁ ଦ୍ୱିତୀୟ ସିଲିଣ୍ଡର ବୁକ୍‌ କରାଯାଇପାରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?