Home

ଆଇନଜୀବୀରୁ ବହିର୍ବ୍ୟାପାର ମନ୍ତ୍ରୀ

ନୂଆଦିଲ୍ଲୀ, ୭ା୮: ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କ ମଙ୍ଗଳବାର ରାତି ୧୧ଟାରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୁଧବାର ନୂଆଦିଲ୍ଲୀସ୍ଥିତ ଲୋଧିରୋଡ ଶବଦାହ ଗୃହରେ ଅନ୍ତିମ ସଂସ୍କାର କରାଯିବ। ଗାନ୍ଧୀଙ୍କ ପରେ ଦେଶର ଦ୍ୱିତୀୟ ମହିଳା…

ସୁଷମା ସ୍ବରାଜଙ୍କ ପରଲୋକ

ନୂଆଦିଲ୍ଲୀ,୭ା୮(ପି.ଟି.)- ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ସୁଷମା ସ୍ବରାଜ ଆଉ ନାହାନ୍ତି। ନୂଆଦିଲ୍ଲୀସ୍ଥିତ ଏମ୍ସରେ ମଙ୍ଗଳବାର ରାତିରେ ହୃଦ୍‌ଘାତରେ ତାଙ୍କର ପରଲୋକ ଘଟିଛି। ୬୭ ବର୍ଷୀୟା ସ୍ବରାଜଙ୍କୁ ଗୁରୁତର ଅବସ୍ଥାରେ ରାତି ୧୦ଟା ୧୫ ମିନିଟରେ ଏମ୍ସର…

୧୨ନଂ ୱାର୍ଡବାସୀ ହୀନସ୍ତା

ଫୁଲବାଣୀ ଅଫିସ, ୭ା୮-ଗ୍ରାମାଞ୍ଚଳ ନୁହେଁ ସହରରେ ବି ଲୋକଙ୍କୁ ପାଣି ମିଳୁନି। ୬ ବର୍ଷ ହେଲା ପାଣି ଟାଙ୍କି ନିର୍ମାଣ ହୋଇଛି। ଖାଲି ରଙ୍ଗ ଲଗାଯାଇ ବିଲ୍‌ କରାଯାଉଛି। ହେଲେ ଲୋକେ କିପରି ପାଣି ପାଇବେ ସେଥିପ୍ରତି ଦୃଷ୍ଟି ଦିଆଯାଉନାହିଁ। ବାଲିଗୁଡା…

ରୋଗୀଙ୍କ ପାଇଁ ହେବ ସ୍ବତନ୍ତ୍ର ପ୍ରତୀକ୍ଷା ଗୃହ

ଛତ୍ରପୁର,୭ା୮(ଡି.ଏନ.ଏ.) -ପ୍ରତ୍ୟେକ ଡାକ୍ତରଖାନାରେ ରୋଗୀଙ୍କ ପାଇଁ ସ୍ବତନ୍ତ୍ର ପ୍ରତୀକ୍ଷା ଗୃହ ନିର୍ମାଣ କରାଯିବ। ଗୃହ ସଂଲଗ୍ନ ଶୌଚାଳୟ ରହିବ। ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥା ହେବ। ଏଥିରେ ଆବଶ୍ୟକ ପଙ୍ଖା ଓ ଟେଲିଭିଜନ ବ୍ୟବସ୍ଥା କରାଯିବା ସହ ରୋଗୀଙ୍କୁ ନେଇ ଆସୁଥିବା…

ଆସିଲା ଡେଙ୍ଗୁ, ଏଡିଶ ମଶାକୁ ଭୟ

ବ୍ରହ୍ମପୁର ଅଫିସ,୭ା୮-ବର୍ଷା ଆଗମନରେ ଆସିଯାଇଛି ଡେଙ୍ଗୁ ଋତୁ। ଜିଲାବାସୀଙ୍କୁ ଏବେ ଘାରିଛି ଚିନ୍ତା। ବିଶେଷକରି ବ୍ରହ୍ମପୁର ସହରରେ ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥା ଯୋଗୁ ଚିନ୍ତା ଆହୁରି ବଢିଯାଇଛି। କେଉଁଠି ନାଳ ଚୋକ ହୋଇ ରହିଛି ତ ଆଉ କେଉଁଠି ଅଳିଆ ଆବର୍ଜନା…

ଟାଟାଷ୍ଟିଲ କାର୍ଯ୍ୟାଳୟରେ ଜମିହରା ଗ୍ରାମବାସୀଙ୍କ ଦାବି ନେଇ ଆଲୋଚନା: ପ୍ରଶାସନ ନ ଆସିବାରୁ ହେଲାନି ସମାଧାନ

ଯୋଡ଼ା, ୭।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଟାଟାଷ୍ଟିଲ କମ୍ପାନୀର ଯୋଡା ଇଷ୍ଟ ଲୁହାପଥର ଖଣି ସମ୍ମୁଖରେ ଯୋଡା ଭୂୟଁା ବସ୍ତିର ଜମିହରା ମାନେ ବିଭିନ୍ନ ଦାବି ନେଇ ଜୁଲାଇ ୪ ତାରିଖରେ ଆନ୍ଦୋଳନ କରିଥିଲେ। ତେବେ ଏହାକୁ ସ୍ଥଗିତ କରାଯାଇଥିଲା। ଅଗଷ୍ଟ ୬ ତାରିଖରେ…

ନିମ୍ନମାନର ଚାଉଳ ଯୋଗାଣ ଓ ପରିଚାଳନା ସମସ୍ୟା ନେଇ ସ୍କୁଲରେ ତାଲା: ୪ଦିନ ବିତିଲା, ସମାଧାନ ନାହିଁ

ଝୁମ୍ପୁରା, ୭।୮ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ବଡନେଉଳି ଉଚ୍ଚ ବିଦ୍ୟାଳୟର ସମସ୍ୟା ନେଇ ଅଭିଭାବକ ଓ ଗ୍ରାମବାସୀ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା ଦେବା ଘଟଣାକୁ ୪ଦିନ ବିତିଲାଣି। ୩୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ବିଦ୍ୟାଳୟ ମୁଖ୍ୟ ଫାଟକ…

କ୍ୟାମ୍ପସ ସଫେଇ କରୁଛନ୍ତି ଅଧ୍ୟାପିକା ଅଧ୍ୟାପକ

ତିହିଡ଼ି,୭ା୮(ଡି.ଏନ.ଏ.)-ଅଧ୍ୟାପିକା ଅଧ୍ୟାପକମାନେ କ୍ୟାମ୍ପସରେ ଉପସ୍ଥିତ ରହି ଅବସର ସମୟରେ ଗବେଷଣା କାର୍ଯ୍ୟ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଭଦ୍ରକ ଜିଲା ତିହିଡ଼ି ବ୍ଲକ ପାଳିଆବିନ୍ଧାସ୍ଥିତ ବିରଞ୍ଚତ୍ନାରାୟଣ ମାଧବ ଅର୍ଜୁନ କଲେଜର ଗବେଷଣା ଲାଗି ଆବଶ୍ୟକ ସୁବିଧା ଓ ଭିତ୍ତିଭୂମି ନ ଥିବାରୁ…

ଖୋଲିଲା ସବୁ ଦିନିଆ ଅଭିଯୋଗ ପ୍ରକୋଷ୍ଠ

ବାରିପଦା ଅଫିସ,୭।୮- ଆୟତନ ଦୃଷ୍ଟିରୁ ମୟୂରଭଞ୍ଜ ରାଜ୍ୟର ସର୍ବ ବୃହତ ଜିଲା। ଏହି ଜିଲାରେ ୨୬ଟି ବ୍ଲକ, ୨ଟି ମ୍ୟୁନିସିପାଲିଟି ଓ ୨ଟି ଏନଏସି ରହିଛି। ଆଦିବାସୀ ଅଧ୍ୟୁଷିତ ଜିଲା ହୋଇଥିବାରୁ ବିକାଶର ଚିହ୍ନ ଗ୍ରାମାଞ୍ଚଳରେ ପହଞ୍ଚି ପାରୁ ନ ଥିବା…

ବର୍ଷାଦିନେ ରାସ୍ତା କାମ, ନାଳ ଖୋଳା

ଖଇରା, ୭।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରଟିଣା ସବ୍‌ମାଇନର କେନାଲରେ ରାସ୍ତା ନିର୍ମାଣ ଓ ନାଳ ଖୋଳା କାର୍ଯ୍ୟକୁ ଚାଷୀ ଓ ଗ୍ରାମବାସୀ ବିରୋଧ କରି ମଙ୍ଗଳବାର କାର୍ଯ୍ୟ ବନ୍ଦ କରିଛନ୍ତି ା ବର୍ଷା ସମୟରେ ଏଭଳି ନିର୍ମାଣ କାର୍ଯ୍ୟ…

‘ଭିଜି’ ଟ୍ରଫି :ମୁମ୍ବାଇ ଦଳରେ ଅର୍ଜୁନ ତେନ୍ଦୁଲକର

ମୁମ୍ବାଇ, ୭ା୮ (ପି.ଟି.)-ଆଗାମୀ ‘ଭିଜି’ ଟ୍ରଫି ପାଇଁ କ୍ରିକେଟ ଆଇକନ ସଚିନ ତେନ୍ଦୁଲକରଙ୍କ ପୁତ୍ର ଅର୍ଜୁନ ତେନ୍ଦୁଲକର ୧୫ ଜଣିଆ ମୁମ୍ବାଇ ଦଳରେ ସ୍ଥାନ ପାଇଛନ୍ତି। ଭିଜି ଟ୍ରଫି ଆନ୍ଧ୍ର ପ୍ରଦେଶରେ ଅଗଷ୍ଟ ୨୨ରୁ ଖେଳାଯିବ। ଅର୍ଜୁନ ହେଉଛନ୍ତି ଜଣେ ବାମହାତୀ…

ଡୁ’ପ୍ଲେସି ଦକ୍ଷିଣ ଆଫ୍ରିକା ଟେଷ୍ଟ ଅଧିନାୟକ

ଜୋହାନ୍ସ ବର୍ଗ, ୭ା୮(ଏଏଫ୍‌ପି)-ଅକ୍ଟୋବରରେ ଖେଳାଯିବାକୁଥିବା ଭାରତ ବିପକ୍ଷ ଟେଷ୍ଟ ସିରିଜରେ ଫାଫ୍‌ ଡୁ’ପ୍ଲେସି ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳର ଅଧିନାୟକ ଦାୟିତ୍ୱ ତୁଲାଇବେ। କ୍ରିକେଟ ସାଉଥ୍‌ ଆଫ୍ରିକା (ସିଏସ୍‌ଏ)ର ନୂଆ କାର୍ଯ୍ୟକାରୀ ନିର୍ଦ୍ଦେଶକ (କ୍ରିକେଟ) କୋରି ଭାନ୍‌ ଜାଇଲ ମଙ୍ଗଳବାର ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?