Home

ସମବାୟ ସମିତିରୁ ୫ ଲକ୍ଷ ହଡ଼ପ ଅଭିଯୋଗ: ପୂର୍ବତନ ସମ୍ପାଦକ ଗିରଫ

ତିହିଡ଼ି, ୧୨।୭ (ଡି.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଗୁଆମାଳ ସେବା ସମବାୟ ସମିତିରୁ ୫ ଲକ୍ଷ ଟଙ୍କା ହଡ଼ପ ହୋଇଛି। ସମିତିର ଉପସଭାନେତ୍ରୀ ଚୁମାରାଣୀ ଜେନା ଗୁରୁବାର ଏ ସମ୍ପର୍କରେ ତିହିଡ଼ି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏହି…

ହରିବୋଲ କ୍ଷେତ୍ରକୁ ବାହୁଡ଼ିଲେ ତିନିଠାକୁର

ତିହିଡ଼ି, ୧୨।୭ (ଡି.ଏନ.ଏ.): ପବିତ୍ର ବାହୁଡ଼ାଯାତ୍ରାରେ ଶୁକ୍ରବାର ଶ୍ରୀଗୁଣ୍ଡିଚା ମନ୍ଦିରରୁ ହରିବୋଲ କ୍ଷେତ୍ରକୁ ତିନିଠାକୁର ବାହୁଡ଼ିଛନ୍ତି। ତିହିଡ଼ି ବ୍ଲକ ଗୁଆମାଳ ପଞ୍ଚାୟତ ମୋଡ଼ସାହିସ୍ଥିତ ଶ୍ରୀଗୁଣ୍ଡିଚା ମନ୍ଦିରରୁ ମହାବାହୁ କେଶପୁରସ୍ଥିତ ହରିବୋଲ କ୍ଷେତ୍ରକୁ ଫେରି଼ଛନ୍ତି। ଭାଇଭଉଣୀଙ୍କ ସହ ୯ ଦିନ ମାଉସୀଘରେ ରହିବା…

ଜାତୀୟ କୃମିନାଶକ ଦିବସ ପାଇଁ ସମନ୍ବୟ କମିଟି ବୈଠକ: ଅଗଷ୍ଟ ୮ରେ ପିଲାଙ୍କୁ ଦିଆଯିବ କୃମିନାଶକ ଔଷଧ

ଭୁବନେଶ୍ୱର, ୧୨ା୭(ବ୍ୟୁରୋ): ମାଟିରୁ ଶରୀରକୁ କୃମି ସଂକ୍ରମଣ ହୋଇଥାଏ। ବିଶ୍ୱରେ ୨୪୧ ନିୟୁତରୁ ଅଧିକ ଶିଶୁ କୃମିଦ୍ୱାରା ଆକ୍ରାନ୍ତ ହେଉଛନ୍ତି। ଓଡ଼ିଶାରେ ପ୍ରାୟ ୩୬ ପ୍ରତିଶତ ଶିଶୁ ଏଥିରେ ପୀଡ଼ିତ। ଶିଶୁଙ୍କ ଶରୀରରୁ କୃମି ନାଶ ପାଇଁ ଅଗଷ୍ଟ ୮ କୃମିନାଶକ…

ରଶିଦ ଆଫଗାନିସ୍ତାନ କ୍ରିକେଟ ଦଳର ନୂଆ ଅଧିନାୟକ

କାବୁଲ, ୧୨ା୭ (ପି.ଟି.): ଷ୍ଟାର ସ୍ପିନର ରଶିଦ ଖାଁଙ୍କୁ ଶୁକ୍ରବାର ଆଫଗାନିସ୍ତାନ କ୍ରିକେଟ ଦଳର ସମସ୍ତ ଫର୍ମାଟ ପାଇଁ ନୂଆ ଅଧିନାୟକ ଭାବେ ନିଯୁକ୍ତି ମିଳିଛି। ବିଶ୍ୱକପ୍‌ ପୂର୍ବରୁ ଅଧିନାୟକ ପଦବୀରୁ ବହିଷ୍କୃତ ହୋଇଥିବା ଅସଘର ଆଫଗାନଙ୍କୁ ତାଙ୍କ ଡେପୁଟି କରାଯାଇଛି।…

ବାର୍ସିଲୋନାରେ ଜାପାନ ମିଡ୍‌ ଫିଲ୍ଡର ଆବେ

ଟୋକିଓ, ୧୨ା୭ (ଏଏଫ୍‌ପି): ଜାପାନର ଆଟାକିଂ ମିଡ୍‌ ଫିଲ୍ଡର ହିରୋକି ଆବେ ଏଫ୍‌ସି ବାର୍ସିଲୋନାରେ ଯୋଗ ଦେବେ। ଶୁକ୍ରବାର ସେ ନିଜେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଲା’ ଲିଗାର ଦୁଇଟି ପ୍ରମୁଖ କ୍ଲବ ମଧ୍ୟରୁ ଗୋଟିଏ ଦଳରେ ଯୋଗ ଦେବାରେ…

ମାନହାନି ମାମଲାରେ ରାହୁଲଙ୍କୁ ମିଳିଲା ଜାମିନ

ଅହମ୍ମଦାବାଦ,୧୨।୭: ମାନହାନିର ଆଉ ଏକ ମାମଲାରେ ଅହମ୍ମଦାବାଦ କୋର୍ଟ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଶୁକ୍ରବାର ଅହମ୍ମଦାବାଦ ମେଟ୍ରୋପଲିଟାନ କୋର୍ଟରେ ଏହି ମାମଲାର ଶୁଣାଣି ହୋଇଛି। ରାହୁଲଙ୍କ ବିରୋଧରେ ଅହମ୍ମଦାବାଦ ଡିଷ୍ଟ୍ରିକ୍ଟ କୋଅପରେଟିଭ ବ୍ୟାଙ୍କ(ଡିସିବି) ଅଧ୍ୟକ୍ଷ…

ଏଚ୍‌ଆଇଭି ପୀଡ଼ିତ ଛାତ୍ରଙ୍କୁ ସରକାରୀ ସ୍କୁଲରେ ମିଳିଲାନି ନାମଲେଖା ଅନୁମତି

ଚେନ୍ନାଇ,୧୨।୭: ତାମିଲନାଡୁର ପେରାମ୍ବୁଲୁର ଜିଲାର ଏକ ସରକାରୀ ହାଇସ୍କୁଲରେ ଜଣେ ଏଚ୍‌ଆଇଭି ପୀଡ଼ିତ ଛାତ୍ରଙ୍କୁ ନାମଲେଖାର ସୁଯୋଗ ଦିଆଯାଇନାହିଁ। ଏହାପରେ ଶୁକ୍ରବାର ତାମିଲନାଡୁ ଶିକ୍ଷା ବିଭାଗ ଏହି ମାମଲାର ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ସ୍କୁଲ ଶିକ୍ଷା ନିର୍ଦ୍ଦେଶକ ଏସ୍‌.…

ଯୁବତୀଙ୍କ ବେକରୁ ଚେନ୍‌ ଝାମ୍ପି ଫେରାର ହେଉଥିବା ବେଳେ ଦୁର୍ଘଟଣା: ୨ ଲୁଟେରା ଗୁରୁତର, ଭଦ୍ରକ ଚିକିତ୍ସାଳୟରେ ଭର୍ତ୍ତି

ଭଣ୍ଡାରିପୋଖରୀ,୧୨।୭(ଡି.ଏନ୍‌.ଏ.): ସ୍କୁଟିରେ ଯାଉଥିବା ଯୁବତୀଙ୍କ ବେକରୁ ଚେନ୍‌ ଝାମ୍ପି ନେଇ ଫେରାର ହେବାକୁ ଚେଷ୍ଟା କରିବା ବେଳେ ଦୁର୍ଘଟଣାର ଶିକାର ହେଲେ ଦୁଇ ଲୁଟେରା। ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ୧୬ନଂ ଜାତୀୟ ରାଜପଥର କୁଶଗଡ଼ିଆ…

ପତଳା ହେବାର ସୁଯୋଗ ଉଠାଇ ଜେଲ୍‌ର ବନ୍ଦୀଶାଳାରୁ ଖସିପଳାଇଲେ କଏଦୀ

ସୁକ୍ରେ,୧୨।୭: ବଲିଭିଆରୁ ଏକ ଆଶ୍ଚର୍ଯ୍ୟକର ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଲିସ ଚୋରି ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରି ଜେଲ୍‌କୁ ପଠାଇଥିଲା। ଆଉ ସେଠାରେ ସେ ପତଳା ହେବାର ସୁଯୋଗ ଉଠାଇ ଜେଲ୍‌ର ବନ୍ଦୀଶାଳାରୁ ଫେରାର ହୋଇଯାଇଥିବା ଘଟଣା ସମସ୍ତଙ୍କୁ…

ନାବାଳିକା ଛାତ୍ରୀ ବଳାତ୍କାର ଘଟଣା: ଛାତ୍ରୀନିବାସରେ ନୁହେଁ ପଡ଼ୋଶୀଙ୍କ ଦ୍ୱାରା ଛାତ୍ରୀ ଗର୍ଭବତୀ ହୋଇଥିବା କହିଲେ ମନ୍ତ୍ରୀ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ଅନୁସୂଚିତ ଜାତି ଏବଂ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ହେଉଥିବା ସରକାରୀ ଛାତ୍ରୀନିବାସରେ ରହୁଥିବା ଆଦିବାସୀ ଛାତ୍ରୀମାନେ ସୁରକ୍ଷିତ ନାହାନ୍ତି। ବିଭିନ୍ନ ସମୟରେ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର କରାଯାଉଛି। ଖୋଦ ଭୁବନେଶ୍ୱରର ଏକ ଛାତ୍ରୀନିବାସରେ ନାବାଳିକାଙ୍କୁ ବଳାତ୍କାର…

ଆଇକନିକ୍‌ ଡେଷ୍ଟିନେଶନରୁ ଓଡ଼ିଶା ଗାଏବ: ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): କେନ୍ଦ୍ର ସରକାର ସମଗ୍ର ଦେଶରେ ୧୭ଟି ପର୍ଯ୍ୟଟନ ସ୍ଥଳକୁ ଆଇକନିକ୍‌ ଡେଷ୍ଟିନେଶନ ମାନ୍ୟତା ଦେଇଛନ୍ତି। ମାତ୍ର ଦୁର୍ଭାଗ୍ୟର ବିଷୟ ଯେ, ବିଶ୍ୱପ୍ରସିଦ୍ଧ ପୁରୀ ଓ କୋଣାର୍କକୁ ଏଥିରେ ସ୍ଥାନ ଦିଆଯାଇ ନାହିଁ। ଏହାଛଡ଼ା ରାଜ୍ୟର କୌଣସି ସ୍ଥାନକୁ ଏଥିରେ…

ପଶ୍ଚିମ ଓଡ଼ିଶାରେ ଧାନର ଅଭାବୀ ବିକ୍ରି ନେଇ ବିଧାନସଭାରେ ଉଦ୍‌ବେଗ: ପଦକ୍ଷେପ ନେବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): ଧାନ ଅମଳ ହୋଇ ବାହାରେ ପଡ଼ି ପଡ଼ି ଗଜା ହେଲାଣି। ଧାନ ରଖିବା ପାଇଁ ମଣ୍ଡିର କୌଣସି ବ୍ୟବସ୍ଥା ନାହିଁ। ଚାଷୀଙ୍କଠାରୁ ସରକାର ଧାନ କିଣୁ ନ ଥିବାରୁ ଅବସ୍ଥା ସାଂଘାତିକ ହେଲାଣି। ବଲାଙ୍ଗୀର, ବରଗଡ଼, କଳାହାଣ୍ଡି, ସୋନପୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri