Home

ସରିଲା ଛେରାପହଁରା: ଚାରମାଳ ଫିଟା ଆରମ୍ଭ

ପୁରୀ ଅଫିସ, ୧୨।୭: ଶୁକ୍ରବାର ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା। ପହଣ୍ଡି ଶେଷ ହେବାପରେ ରଥାରୂଢ଼ ହୋଇଛନ୍ତି ଚତୁର୍ଦ୍ଧାବିଗ୍ରହ। ଏହାପରେ ଛେରାପହଁରା କାର୍ଯ୍ୟ ଅନୁଷ୍ଠିତ ହୋଇଛି। ଗଜପତି ମହାରାଜ ଦିବ୍ୟସିଂହ ଦେବ ପ୍ରଥମେ ତାଳଧ୍ୱଜ ପରେ ନନ୍ଦିଘୋଷ ରଥରେ ଛେରାପହଁରା କରିବା ପରେ ଶେଷରେ…

‘କବିର ସିଂହ’ର ‘ଶିବା’ ଚରିତ୍ର ଆଣିଦେଇଛି ସଫଳତା, ଚର୍ଚ୍ଚାରେ ସୋହମ୍‌

ମୁମ୍ବାଇ: ଚଳଚ୍ଚିତ୍ରର କାହାଣୀ ସାଙ୍ଗକୁ ନାୟିକା-ନାୟକଙ୍କ ଅଭିନୟ ଦର୍ଶକଙ୍କ ମନରେ ଗଭୀର ଛାପ ଛାଡ଼ିଥାଏ। ଏଥିରୁ ଫିଲ୍ମଟି କେତେ ସଫଳ ତାହା ବାରି ହୋଇପଡେ। ଏମାନଙ୍କୁ ଛାଡ଼ି ଦେଲେ ଚଳଚ୍ଚିତ୍ରରେ ଏଭଳି କିଛି ଚରିତ୍ର ଥାଏ ତାହା ସବୁଦିନ ପାଇଁ ମନେ…

ଆଗରେ ବିରାଟ ପଛରେ ଅନୁଷ୍କା, ଏମିତି ହୋଟେଲ ଛାଡିଲେ ଭାରତୀୟ ଖେଳାଳି

ଲଣ୍ଡନ, ୧୨।୭: ନ୍ୟୁଜିଲାଣ୍ଡଠାରୁ ପରାଜୟବରଣ କରି ଭାରତୀୟ ଦଳ ଚଳିତ ବିଶ୍ୱକପ ସେମିଫାଇନାଲରୁ ବିଦାୟ ନେଇଛି। ୨୦୧୪ ପରେ ପଞ୍ଚମ ଥର ପାଇଁ କୌଣସି ଆଇସିସି ଇଭେଣ୍ଟର ସେମିଫାଇନାଲ କିମ୍ବା ଫାଇନାଲକୁ ଉନ୍ନୀତ ହୋଇଥିଲେ ମଧ୍ୟ ଟାଇଟଲ ହାତେଇବାରେ ବିଫଳ ରହିଛି…

ଆଶାରାମ ବାପୁଙ୍କ ଜାମିନ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୨।୭: ନାବାଳିକା ବଳାତ୍କାର ଅଭିଯୋଗରେ ଆତ୍ମଘୋଷିତ ବାବା ଆଶାରାମ ବାପୁଙ୍କୁ ପୁଣି ଝଟକା। ତାଙ୍କ ଜାମିନ ଆବେଦନ ଶୁକ୍ରବାର ଖାରଜ କରିଦେଇଛନ୍ତି ସୁପ୍ରିମକୋର୍ଟ। ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଜେଲ ଦଣ୍ଡାଦେଶ ଭୋଗୁଥିବା ଆଶାରାମ ଜାମିନ ପାଇଁ କୋର୍ଟରେ…

ମୋବାଇଲ ନିଶାରେ ପଡିଥିବା ବ୍ୟକ୍ତିଙ୍କର ଏଠାରେ ହେବ ଚିକିତ୍ସା

ଅମୃତସର,୧୨।୭: ପଞ୍ଜାବ ଅମୃତସରରେ ଏକ ହସ୍ପିଟାଲରେ ମୋବାଇଲ ଡି-ଆଡିକଶନ ସେଣ୍ଟର ଖୋଲିଛି। ମୋବାଇଲ ନିଶାରୁ ମୁକ୍ତ କରିବା ପାଇଁ ଏହି କେନ୍ଦ୍ର ଖୋଲା ଯାଇଛି। ଏହା ରାଜ୍ୟର ପ୍ରଥମ ମହିଳା ନିଶାମୁକ୍ତି କେନ୍ଦ୍ର ବୋଲି ମଧ୍ୟ କୁହାଯାଉଛି। ଏହି ସେଣ୍ଟରେ ୭…

ଏହି ଫଳ ଖାଇଲେ ଦୂର ହୁଏ ନାନା ସମସ୍ୟା

ନାସ୍ପାତି ଏମିତି ଏକ ଫଳ ଯାହା ସବୁ ଋତୁରେ ମିିଳୁ ନ ଥିଲେ ମଧ୍ୟ ସ୍ବାସ୍ଥ୍ୟ ପାଇଁ ବହୁ ଉପକାରୀ। ଏଥିରେ ଭିଟାମିନ୍‌, ମିନେରାଲ ଏବଂ ଫାଇବର ଭରପୂର ମାତ୍ରାରେ ରହିଛି। ଏହାକୁ ଖାଇଲେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦୂର ହୋଇଥାଏ।…

ଭାଜପା ନେତାଙ୍କ ବୟାନ୍‌, ଖୁବଶୀଘ୍ର ଭାଜପାରେ ଯୋଗଦେବେ ଧୋନୀ

ନୂଆଦିଲ୍ଲୀ, ୧୨।୭: ଆଇସିସ ବିଶ୍ୱକପରେ ଭାରତ ବିଶ୍ୱକପରୁ ବିଦାୟ ନେବାପରେ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଭବିଷ୍ୟତକୁ ନେଇ ପ୍ରଶ୍ନ ଉଠିଛି। ଏହି ସମୟରେ ଭାଜପା ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସଞ୍ଜୟ ପାଶଓ୍ବାନ୍‌ କହିଛନ୍ତି, ଖୁବଶୀଘ୍ର ଭାଜପାରେ…

ଇସ୍ରୋ ବୈଜ୍ଞାନିକଙ୍କ ଦରମା କଟିଲା

ନୂଆଦିଲ୍ଲୀ, ୧୨।୭:ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର (ଇସ୍ରୋ)ରେ କାର୍ଯ୍ୟରତ ବୈଜ୍ଞାନିକ ଏବଂ ଇଞ୍ଜିନିୟରଙ୍କ ଦରମା କାଟିଦେଇଛନ୍ତି କେନ୍ଦ୍ର ସରକାର। ୨୦୧୯, ଜୁନ୍‌ ୧୨ରେ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ଏକ ନିର୍ଦ୍ଦେଶରେ କୁହାଯାଇଛି କି ୧୯୯୬ର ମସିହାରୁ ବୈଜ୍ଞାନିକ ଏବଂ ଇଞ୍ଜିନିୟରଙ୍କୁ ମିଳୁଥିବା…

ମୋବାଇଲ ଚୋର ଗିରଫ

ଧାମନଗର,୧୨।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଦୋବଲ ବଜାରରେ ମୋବାଇଲ ଦୋକାନ କରିଥିବା ସେକ୍‌ ଇଝାରଙ୍କୁ ମୋବାଇଲ ଚୋରି ଅଭିଯୋଗରେ କେନ୍ଦ୍ରାପଡ଼ା ପୋଲିସ ଗିରଫ କରିଛି। ଇଝାର ଚୋରା ମୋବାଇଲ କାରବାର କରୁଥିବା ପୂର୍ବରୁ ଅଭିଯୋଗ ହେଉଥିଲା । କେନ୍ଦ୍ରାପଡ଼ାରୁ କେତେକ ମୋବାଇଲ ଚୋରି…

ଭାରତର ପରାଜୟ ପରେ ଜୀବନ ହାରିଲେ ଦର୍ଶକ

ନୂଆଦିଲ୍ଲୀ, ୧୨।୭- ଚଳିତ ଆଇସିସି ବିଶ୍ୱକପର ଏକ ହାଇଭୋଲଟେଜ ସେମିଫାଇନାଲ ମ୍ୟାଚରେ ଭାରତୀୟ ଦଳ ନ୍ୟୁଜିଲାଣ୍ଡ ନିକଟରୁ ପରାସ୍ତ ହୋଇ ପ୍ରତିଯୋଗିତାରୁ ବିଦାୟ ନେଇଛି। ଏହି ପରାଜୟ ପରେ ଭାଙ୍ଗିପଡିଛନ୍ତି ଦର୍ଶକ। ହିମାଚଳ ପ୍ରଦେଶର ହମିରପୁରରେ ଜଣେ ବ୍ୟକ୍ତି ଦୃଦଘାତରେ ପ୍ରାଣ…

ନେତୃତ୍ୱ ସଙ୍କଟ ଦୂର ନ କଲେ ବୁଡି ଯାଇପାରେ କଂଗ୍ରେସ

ନୂଆଦିଲ୍ଲୀ,୧୨।୭: ଦେଶର ପୂରାତନ ଦଳ ଭାବେ ଏକଦା ଦେଶର ପୂର୍ବରୁ ନେଇ ପଶ୍ଚିମ, ଉତ୍ତରରୁ ନେଇ ଦକ୍ଷିଣ ପର୍ଯ୍ୟନ୍ତ ନିଜର ଏକ ସ୍ବତନ୍ତ୍ରତା ବଜାୟ ରଖିଥିବା ବେଳେ ଆଜି ନିଜର ଅସ୍ତିତ୍ୱ ପାଇଁ ଲଢିବାକୁ ପଡୁଛି। ଲୋକ ସଭା ନିର୍ବାଚନରେ ଶୋଚନୀୟ…

ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା: ରଥାରୂଢ଼ ହେଲେ ଚତୁର୍ଦ୍ଧା ମୂର୍ତ୍ତି

ପୁରୀ ଅଫିସ, ୧୨।୭: ଶୁକ୍ରବାର ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ଚତୁର୍ଦ୍ଧା ମୂର୍ତ୍ତି ରଥରେ ବସି ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରିବେ। ପ୍ରଥମେ ସୁଦର୍ଶନ ପୂର୍ବାହ୍ନ ୯.୧୫ରେ ପହଣ୍ଡିରେ ଆସି ୯.୩୦ରେ ରଥାରୂଢ଼ ହୋଇଥିଲେ। ପରେ ବଡ଼ଠାକୁର ବଳଭଦ୍ରଙ୍କର ୯.୨୦ରେ ପହଣ୍ଡି ହୋଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri