Home

ଜାତିସଂଘରେ ଚ୍ୟାଲେଞ୍ଜ କରିବ ପାକିସ୍ତାନ

ନୂଆଦିଲ୍ଲୀ ,୬ା୮(ପି.ଟି.): ଜମ୍ମୁ-କଶ୍ମୀରରୁ ଭାରତ ସରକାର ସମ୍ବିଧାନର ୩୭୦ ଓ ୩୫ଏ ଧାରା ଉଚ୍ଛେଦ କରିବା ପରେ ଏହାକୁ ନେଇ ପାକିସ୍ତାନ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରାଯାଇଛି। ନୂଆଦିଲ୍ଲୀର ଏକଚାଟିଆ ପଦକ୍ଷେପ କଶ୍ମୀର ବିବାଦର ମୋଡ଼ ବଦଳାଇ ପାରିବ ନାହିଁ…

କଶ୍ମୀରୀ ପଣ୍ଡିତଙ୍କ ମାତୃଭୂମିକୁ ଫେରିବାର ବାଟ ଫିଟିଲା

ନୂଆଦିଲ୍ଲୀ ,୬ା୮(ପି.ଟି.): ୧୯୯୦ରୁ ଉପତ୍ୟକାରୁ ସ୍ଥାନାନ୍ତର ହୋଇଥିବା କଶ୍ମୀରୀ ପଣ୍ଡିତମାନେ ୩୭୦ ଧାରା ଉଚ୍ଛେଦକୁ ପ୍ରଶଂସା କରିଛନ୍ତି। ଏବେ ସମ୍ମାନର ସହ ମାତୃଭୂମିକୁ ଫେରିବାର ବାଟ ଫିଟିଛି ବୋଲି ସେମାନେ ପ୍ରକାଶ କରିଛନ୍ତି। ବିଦେଶରେ ରହୁଥିବା ପ୍ରବାସୀ କଶ୍ମୀର ପଣ୍ଡିତମାନେ ଭାରତର…

ଉଚ୍ଚାୟୁକ୍ତଙ୍କୁ ପାକ୍‌ର ସମନ

ଇସ୍‌ଲାବାବାଦ,୬ା୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଏହାକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ନିଷ୍ପତ୍ତିକୁ ପାକିସ୍ତାନ ଦୃଢ଼ ବିରୋଧ କରିଛି। ପାକ୍‌ ବହିର୍ବ୍ୟାପାର ସଚିବ ସୋହେଲ ମହମ୍ମଦ ସୋମବାର ଭାରତୀୟ ଉଚ୍ଚାୟୁକ୍ତଙ୍କୁ ସମନ ଜାରି କରି ଇସ୍‌ଲାମାବାଦର ଦୃଢ଼…

କଶ୍ମୀର ନିଷ୍ପତ୍ତି ନେଇ ଅନ୍ୟ ଦେଶକୁ ଜଣାଇଲା ଭାରତ

ନୂଆଦିଲ୍ଲୀ,୬ା୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ରାଜ୍ୟ ବିଭାଜନ ସମ୍ପର୍କିତ ନିଷ୍ପତ୍ତି ଭାରତ ଜାତିସଂଘ ସୁରକ୍ଷା ପରିଷଦର ୫ ସଦସ୍ୟ ରାଷ୍ଟ୍ର ସମେତ ଅନ୍ୟ ଦେଶର ରାଷ୍ଟ୍ରଦୂତମାନଙ୍କୁ ଜଣାଇଦେଇଛି। ଏହା ଭାରତର ଆଭ୍ୟନ୍ତରୀଣ ନିଷ୍ପତ୍ତି। ଉକ୍ତ ଅଞ୍ଚଳକୁ ଉତ୍ତମ ଶାସନ…

କାଳିଆ ଯୋଜନାରୁ ବାଦ୍‌ ପଡ଼ିବେ ଅଯୋଗ୍ୟ ହିତାଧିକାରୀ

ତିହିଡ଼ି, ୬।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକର ବିଭିନ୍ନ ପଞ୍ଚାୟତରେ କାଳିଆ ଯୋଜନାରେ ବହୁ ଅଯୋଗ୍ୟ ହିତାଧିକାରୀ ସାମିଲ ହୋଇଛନ୍ତି। ସେମାନେ ପ୍ରଥମ କିସ୍ତିରେ ୫ ହଜାର ଲେଖାଏ ଟଙ୍କା ପାଇସାରିଛନ୍ତି। ତେବେ ସେହି ଅଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ…

୧୦ ରାଜ୍ୟକୁ ମିଳିଛି ସ୍ବତନ୍ତ୍ର ମାନ୍ୟତା

ନୂଆଦିଲ୍ଲୀ,୬ା୮: ଭାରତର ସମ୍ବିଧାନ କେବଳ ଜମ୍ମୁ-କଶ୍ମୀରକୁ ନୁହେଁ, ବରଂ ୧୦ ରାଜ୍ୟକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରିଛି। ସମ୍ବିଧାନର ଅନୁଚ୍ଛେଦ ୩୬୮ରେ ପ୍ରଦତ୍ତ କ୍ଷମତା ଅନୁସାରେ ପାର୍ଲାମେଣ୍ଟ ଅନୁଚ୍ଛେଦ ୩୭୧ରେ ଅନେକ ନିୟମ ଯୋଡ଼ିବା ସହ ବିଭିନ୍ନ ରାଜ୍ୟକୁ ସ୍ବତନ୍ତ୍ର କ୍ଷମତା…

କିପରି କାର୍ଯ୍ୟ କରିବ ନୂଆ କେନ୍ଦ୍ରଶାସିତ ଅଞ୍ଚଳ

ନୂଆଦିଲ୍ଲୀ,୬ା୮(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ପାଇଁ କେନ୍ଦ୍ର ସରକାର ଆଣିଥିବା ବିଲ୍‌ ସୋମବାର ରାଜ୍ୟ ସଭାରେ ଗୃହୀତ ହୋଇଛି। ଏହା ଆଇନରେ ପରିଣତ ହେଲେ ଜମ୍ମୁ-କଶ୍ମୀର ଏବଂ ଲଦାଖ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ହେବ। ଜମ୍ମୁ-କଶ୍ମୀର ପାଇଁ…

ମୋଦିଙ୍କ ମିଶନ ସଫଳ କରାଇଲେ ଶାହ

ନୂଆଦିଲ୍ଲୀ,୬ା୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇବା ସହ ଏହାକୁ ଦୁଇଭାଗ କରିବା ଲାଗି ଜୁନ୍‌ ତୃତୀୟ ସପ୍ତାହରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅବଗଣନା ଆରମ୍ଭ କରିଥିଲେ। ଏଥିପାଇଁ ସେ ପିଏମ୍‌ଓରେ ଯୁଗ୍ମ ସଚିବ ଥିବା ୧୯୮୭ ବ୍ୟାଚ୍‌ର ଛତିଶଗଡ କ୍ୟାଡର ଆଇଏଏସ୍‌…

ଜମ୍ମୁ-କଶ୍ମୀର ହେବ ସର୍ବବୃହତ୍‌ କେନ୍ଦ୍ରଶାସିତ ଅଞ୍ଚଳ

ନୂଆଦିଲ୍ଲୀ,୬ା୮(ପି.ଟି.): କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ଦୁଇ ଭାଗ କରିବା ସହ ୩୭୦ ଧାରା ଉଚ୍ଛେଦ କରିଛନ୍ତି। ଜମ୍ମୁ-କଶ୍ମୀର ଓ ଲଦାଖ୍‌କୁ ଅଲଗା କରାଯାଇ ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳରେ ପରିଣତ କରାଯାଇଛି। ଏଥିସହ ଜମ୍ମୁ-କଶ୍ମୀର ଭାରତର ସବୁଠାରୁ ବଡ଼ କେନ୍ଦ୍ରଶାସିତ ଅଞ୍ଚଳ…

ବନ୍ଦେ ଭାରତରେ ନିଯୁକ୍ତ ହେଲେ ଟ୍ରେନ ହୋଷ୍ଟେସ

ନୂଆଦିଲ୍ଲୀ,୬-୮: ଦିଲ୍ଲୀରୁ ବାରାଣସୀକୁ ଚାଲୁଥିବା ସେମି ହାଇସ୍ପିଡ୍‌ ଟ୍ରେନ ବନ୍ଦେ ଭାରତ ଏକ୍ସପ୍ରେସରେ ଏଣିକି ଏୟାର ହୋଷ୍ଟେସ୍‌ଙ୍କ ଭଳି ଟ୍ରେନ ହୋଷ୍ଟେସ ଯାତ୍ରୀଙ୍କୁ ସେବା ଯୋଗାଇବେ। ଏହି ପାଇଲଟ ପ୍ରକଳ୍ପ ପାଇଁ ଇଣ୍ଡିଆନ ରେଲଓ୍ବେ କ୍ୟାଟରିଂ ଆଣ୍ଡ ଟୁରିଜିମ୍‌ କର୍ପୋରେଶନ(ଆଇଆର୍‌ସିଟିସି)କୁ ଦାୟିତ୍ୱ…

ଅନୁଚ୍ଛେଦ ୩୭୦ ଉଚ୍ଛେଦ: ଦେଶବ୍ୟାପୀ ବିପୁଳ ସମର୍ଥନ

ନୂଆଦିଲ୍ଲୀ,୬ା୮(ପି.ଟି./ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦କୁ କେନ୍ଦ୍ର ସରକାର ସୋମବାର ଉଚ୍ଛେଦ କରିଛନ୍ତି। ଏହାସହ ଜମ୍ମୁ-କଶ୍ମୀର ପାଇଁ ଥିବା ସ୍ବତନ୍ତ୍ର ସମ୍ବିଧାନ ଏବଂ ଅନୁଚ୍ଛେଦ ୩୫ଏ ସମେତ ଅନ୍ୟ ସମସ୍ତ ନିୟମ ସ୍ବତଃ ଉଚ୍ଛେଦ…

ରାଜ୍ୟରେ ଶିଳ୍ପ ବନ୍ଦର ପ୍ରଭାବ: ୮ବର୍ଷରେ ୯୩୯୦ଜଣ ଚାକିରି ହରାଇଛନ୍ତି

ଭୁବନେଶ୍ୱର,୬ା୮(ବ୍ୟୁରୋ): ରାଜ୍ୟର ଅନୂ୍ୟନ ୧୭ ଶିଳ୍ପ ୨୦୧୦ରୁ ୨୦୧୮ ମଧ୍ୟରେ ବନ୍ଦ ହୋଇଯିବା କାରଣରୁ ୯,୩୯୦ ଲୋକ ଚାକିରି ହରାଇଛନ୍ତି। ରାଜ୍ୟ ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିଧାନସଭାରେ ଏକ ଲିଖିତ ଉତ୍ତରରେ ଏହା ଦର୍ଶାଇଛନ୍ତି। ସେ ସୂଚନା ଦେଇଛନ୍ତି ଯେ, ଲାଞ୍ଜିଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?