Home

୨୧,୭୦୦ କୋଟିର ସମ୍ପତ୍ତି ବିକିବେ ଅନିଲ ଅମ୍ବାନୀ

ମୁମ୍ବାଇ,୧୨।୭ : ଏକ ସମୟରେ ଦେଶର ଶ୍ରେଷ୍ଠ ଧନୀଙ୍କ ମଧ୍ୟରେ ଗଣା ହେଉଥିବା ରିଲାଏନ୍ସ ଏଡିଏଜି ଗ୍ରୁପ୍‌ ମାଲିକ ଅନିଲ ଅମ୍ବାନୀ ଏବେ ଋଣ ପରିଶୋଧ ପାଇଁ ନିଜର ସମ୍ପତ୍ତି ବିକିବାରେ ଲାଗିଛନ୍ତି। ସଡ଼କଠାରୁ ଆରମ୍ଭ କରି ରେଡିଓ ଷ୍ଟେଶନ ଏପରି…

ପିସିଏରୁ ବାହାରିବ ୟୁକୋ ବ୍ୟାଙ୍କ

ଭୁବନେଶ୍ୱର,୧୨।୭(ବ୍ୟୁରୋ) : ରାଷ୍ଟ୍ରାୟତ୍ତ ୟୁକୋ ବ୍ୟାଙ୍କ ଗତବର୍ଷ ମାର୍ଚ୍ଚ ତ୍ରୈମାସଠାରୁ ଏହାର ପରିଚାଳନାଗତ ଲାଭରେ ଅଭିବୃଦ୍ଧି ହାସଲ କରୁଛି। ପରିଚଳନାରେ ଉନ୍ନତି ଆଣିବା ଲାଗି ଅନାଦାୟ ଋଣ (ଏନ୍‌ପିଏ) ଅସୁଲ ଉପରେ ବ୍ୟାଙ୍କ ବର୍ତ୍ତମାନ ଧ୍ୟାନ କେନ୍ଦ୍ରିତ କରୁଛି। ପ୍ରତି ତ୍ରୈମାସରେ…

ସମ୍ପତ୍ତି ଲିଜ୍‌ ଦେବ ବିଏସ୍‌ଏନ୍‌ଏଲ୍‌

ନୂଆଦିଲ୍ଲୀ,୧୨।୭ : ଟେଲିକମ୍‌ କ୍ଷେତ୍ରରେ ଘରୋଇ ଖେଳାଳିଙ୍କ ସହ ପ୍ରତିଯୋଗିତାର ସମ୍ମୁଖୀନ ହୋଇପାରୁ ନ ଥିବାରୁ ରାଷ୍ଟ୍ରାୟତ୍ତ ଭାରତ ସଞ୍ଚାର ନିଗମ ଲିମିଟେଡ (ବିଏସ୍‌ଏନ୍‌ଏଲ୍‌)ର ଆୟ ଦିନକୁ ଦିନ କମିବାରେ ଲାଗିଛି। ଫଳସ୍ବରୂପ ଏହା ପ୍ରତିବର୍ଷ କ୍ଷତି ସହିଚାଲିଛି। ଏଭଳି ସ୍ଥିତିରେ…

ଆଜି ବାହୁଡ଼ିବେ ମହାପ୍ରଭୁ

ପୁରୀ ଅଫିସ,୧୨।୭:ଆଡ଼ପ ମଣ୍ଡପରେ ଶେଷ ହୋଇଛି ଚତୁର୍ଦ୍ଧାବିଗ୍ରହଙ୍କ ଲୀଳା। ଗୁରୁବାର ଭକ୍ତଙ୍କୁ ସନ୍ଧ୍ୟା ଦର୍ଶନ ଦେଇ ଏବେ ରତ୍ନବେଦିକୁ ବାହୁଡ଼ିବାକୁ ପ୍ରସ୍ତୁତ ମହାପ୍ରଭୁ। ଶ୍ରୀଗୁଣ୍ଡିଚା ମନ୍ଦିରରେ ୭ଦିନର ରହଣି ପରେ ଭାଇଭଉଣୀଙ୍କୁ ସାଥିରେ ଧରି ଶୁକ୍ରବାର ବାହୁଡ଼ି ଆସିବେ ଶ୍ରୀମନ୍ଦିର। ଏଥିପାଇଁ…

ପାକ୍‌ରେ ଟ୍ରେନ ଦୁର୍ଘଟଣା: ୧୪ ମୃତ

ଇସଲାମାବାଦ୍‌,୧୨।୭(ଆଇଏଏନ୍‌ଏସ୍‌):ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଏକ ଯାତ୍ରୀବାହୀ ଟ୍ରେନ ଏକ ମାଲବାହୀ ଟ୍ରେନ ସହ ଦୁର୍ଘଟଣାର ସମ୍ମୁଖୀନ ହେବାରୁ ୧୪ ଜଣ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବାବେଳେ ୭୯ ଜଣ ଆହତ ହୋଇଥିବା ଜଣାପଡ଼ିଛି। ସାଦିକାବାଦ୍‌ସ୍ଥିତ ଓ୍ବାଲ୍‌ହର ରେଲଓ୍ବେ ଷ୍ଟେଶନରେ ଗୁରୁବାର ଭୋର୍‌ ୪ଟାରେ…

ମଧ୍ୟସ୍ଥତାରେ ସମାଧାନ ସମ୍ଭବ ନ ହେଲେ:୨୫ରୁ ଅଯୋଧ୍ୟା ଶୁଣାଣି

ନୂଆଦିଲ୍ଲୀ,୧୨।୭(ପି.ଟି.):ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାର ଆପୋସ ସମାଧାନ ପାଇଁ ଗଠିତ ମଧ୍ୟସ୍ଥ କମିଟି ଆସନ୍ତା ୧୮ ତାରିଖରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିବା ପରେ ସୁପ୍ରିମକୋର୍ଟ ଏହି ପ୍ରସଙ୍ଗରେ ନିଷ୍ପତ୍ତି ନେବେ। ଯଦି ଉକ୍ତ ମାମଲାରେ ଅଧିକ…

କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷ ହେବାକୁ ସୋନିଆ ମନାକଲେ

ନୂଆଦିଲ୍ଲୀ,୧୨।୭:ଲୋକ ସଭା ନିର୍ବାଚନରେ ପରାଜୟ ପାଇଁ ନିଜକୁ ଦାୟୀ କରି ରାହୁଲ ଗାନ୍ଧୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ କେତେଜଣ ବରିଷ୍ଠ ନେତା ପୂର୍ବତନ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ଭେଟି ଅସ୍ଥାୟୀ ଭାବେ ଦଳର ନେତୃତ୍ୱ ନେବା ଲାଗି…

ସୁପ୍ରିମକୋର୍ଟରେ କର୍ନାଟକ ଶୁଣାଣି:ଆଜି ରିପୋର୍ଟ ଦାଖଲ କରିବେ ବାଚସ୍ପତି

ନୂଆଦିଲ୍ଲୀ/ ବେଙ୍ଗାଲୁରୁ,୧୧ା୭(ପି.ଟି):କର୍ନାଟକରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗୋଟିଏପଟେ ଅସନ୍ତୁଷ୍ଟ ବିଧାୟକମାନେ ଇସ୍ତଫା ଦେବାରେ ଲାଗିଥିବାବେଳେ ଅନ୍ୟପଟେ ସୁପ୍ରିମକୋର୍ଟରେ ଏହାର ବିଚାର ଆରମ୍ଭ ହୋଇଛି। ଏହିକ୍ରମରେ ଗୁରୁବାର ସନ୍ଧ୍ୟା ୬ଟାରେ ୧୦ ବିଦ୍ରୋହୀ ବିଧାୟକ ବାଚସ୍ପତି କେ.ଆର୍‌. ରମେଶଙ୍କୁ ବିଧାନସଭାସ୍ଥିତ ତାଙ୍କ ଚାମ୍ବରରେ…

ବାଟବଣା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା: ୨ ମାସ ହେଲାଣି ବନ୍ଦ ରହିଛି କାର୍ଯ୍ୟାଳୟ

ନୟାଗଡ଼ ଅଫିସ,୧୨।୭- ନୟାଗଡ଼ ଜିଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ବାଟବଣା ହୋଇପଡ଼ିଥିବା ଅଭିଯୋଗ ହେଉଛି। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରୁ ଆରମ୍ଭକରି ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ଥିବା କାର୍ଯ୍ୟାଳୟରେ ତାଲା ପଡ଼ିଛି। ଏ ନେଇ…

ବିଦ୍ୟୁତ୍‌ ସେବାରୁ ବଞ୍ଚିତ ୧୯ ପରିବାର: ତାର ଟଣାଯାଇ ଘରେ ମିଟର, ବୋର୍ଡ ବସାଯାଇଛି

ଗଣିଆ,୧୨ା୭(ଡି.ଏନ.ଏ.): ପ୍ରତି ଘରକୁ ବିଜୁଳି ଓ ପାଣି ଯୋଗାଣ ଲକ୍ଷ୍ୟ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନାରେ କୋଟି କୋଟି ଅର୍ଥ ବ୍ୟୟବରାଦ କରୁଛନ୍ତି। ହେଲେ ପ୍ରଶାସନିକ ଅବହେଳା ଯୋଗୁ ଅନେକ ସ୍ଥାନରେ ଜନସାଧାରଣ ଏଭଳି ଲୋକାଭିମୁଖୀ…

ବାଲୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ନିଃଶୁଳ୍କ ରୋଗ ନିରୂପଣ କେନ୍ଦ୍ରରେ ତାଲା; ଘରୋଇ କେନ୍ଦ୍ର ଉପରେ ନିର୍ଭରକରି ରୋଗୀ ଶୋଷଣର ଶିକାର

ବାଲୁଗାଁ,୧୨ା୭ (ଡି.ଏନ.ଏ.): ସ୍ବାସ୍ଥ୍ୟ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଖାମଖିଆଲି ମନୋଭାବ ହେତୁ ବାଲୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଟି ସମ୍ପ୍ରତି ବହୁବିଧ ସମସ୍ୟା ଦେଇ ଗତି କରୁଛି| ଦୀର୍ଘବର୍ଷ ହେଲା ଏଠାରେ ଡାକ୍ତର ସମସ୍ୟା ଲାଗିରହିଥିବାରୁ ରୋଗୀମାନେ ଚିକିତ୍ସା ସେବାରୁ ବଞ୍ଚତ୍ତ ହେଉଛନ୍ତି ା ଅନ୍ୟପକ୍ଷରେ…

ଫାର୍ମାସିଷ୍ଟଙ୍କ ଯୋଗଦାନକୁ ବିରୋଧ: ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଟାୟାର ଜାଳି ପ୍ରତିବାଦ

ନାଉଗାଁ,୧୨ା୭(ସ୍ବ.ପ୍ର.): ନାଉଗାଁ ବ୍ଲକ ଡେରିକି ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ସମସ୍ୟା ଲାଗି ରହିଥିବାବେଳେ ଜିଲା ମୁଖ୍ୟ ଚିକିତ୍ସାଳୟର ଜଣେ ଫାର୍ମାସିଷ୍ଟଙ୍କୁ ଏଠାରେ ନିଯୁକ୍ତି ଦିଆଯାଇଛି। ବୁଧବାର ସମ୍ପୃକ୍ତ ଫାର୍ମାସିଷ୍ଟ ଏଠାରେ କାର୍ଯ୍ୟରେ ଯୋଗଦେବା ପରେ ସ୍ଥାନୀୟ ଲୋକେ ଅସନ୍ତୋଷ ପ୍ରକାଶ କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri