୬୨ ଛାତ୍ରୀଛାତ୍ର ଉଦ୍ଧାର
କାମାକ୍ଷାନଗର, ୧୨।୭(ଡି.ଏନ.ଏ.)-କଙ୍କଡ଼ାହାଡ଼ ବ୍ଲକ ଗଡ଼ପଳାଶୁଣୀ ପଞ୍ଚାୟତ ଇରିଙ୍ଗାଝରଣରେ ବେଆଇନ ଭାବେ ଚାଲିଥିବା ଶ୍ରୀ ଲକ୍ଷ୍ମୀନାରାୟଣ ଆଶ୍ରମ ବିଦ୍ୟାଳୟର ୩ୟ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ପରେ ସ୍କୁଲର କଳା କାରନାମା ଉପରୁ ଧୀରେ ଧୀରେ ପରଦା ହଟିବାରେ ଲାଗିଛି। ଜିଲା ଶିଶୁ ସୁରକ୍ଷା…
ଜାତୀୟ ସ୍କୋଏ ମାର୍ଶଲ ଆର୍ଟ: ଅନୁଗୋଳକୁ ୨ ପଦକ
ଅନୁଗୋଳ ଅଫିସ, ୧୨।୭-ଷଷ୍ଠ ତମ ଜାତୀୟ ସ୍କୋଏ ମାର୍ଶଲ ଆର୍ଟ ପ୍ରତିଯୋଗିତା କଶ୍ମୀର ପହଲ ଗ୍ରାମ ଠାରେ ଜୁନ୍ ୧୬ ଠାରୁ ୨୦ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ଅନୁଗୋଳ ଜିଲାର କୁନ୍ଦନ କୁମାର ଏବଂ…
କଣିହାଁରେ ହାତୀ: ଉଜାଡୁଛନ୍ତି ଫସଲ, ଘର
କଣିହାଁ, ୧୨ା୭(ଡି.ଏନ.ଏ.)-କଣିହାଁ ବ୍ଲକ ଅଞ୍ଚଳରେ କିଛି ଦିନ ହେଲା ୩ ହାତୀ ଆତଙ୍କ ଖେଳାଇଛନ୍ତି। ଗୁରୁବାର ହାତୀପଲ ଦଲକ, ତାଳପଦା, କଣିହାଁ, ହନୁମାନପୁର ପଞ୍ଚାୟତରେ ପଶି ବ୍ୟାପକ ଫସଲ ନଷ୍ଟ କରିବା ସହ ଘର ଭାଙ୍ଗିଛନ୍ତି। ଦଲକ ଓ ପୋଇପାଳ ବାସିନ୍ଦାଙ୍କ…
ବର୍ଷା ନାହିଁ, ଚାଷ ଜମି ଫାଟି ଆଁ
ବଅଁରପାଳ, ୧୨।୭(ଡି.ଏନ.ଏ.)-ଅନୁଗୋଳ କୃଷି ଜିଲା ଅନ୍ତର୍ଗତ ବଅଁରପାଳ ବ୍ଲକରେ ଚଳିତ ବର୍ଷ ବର୍ଷା ଅଭାବ ବେଉଷଣ କାର୍ଯ୍ୟରେ ବାଧା ସାଜିଛି। ବିଲରେ ପାଣି ନ ଥିବାରୁ ବିହୁଡା କାର୍ଯ୍ୟ ହୋଇପାରୁ ନ ଥିବା ଦେଖାଦେଇଛି। ଏପରିକି ଅନେକ ଚାଷ ଜମିରେ ମାଟି…
ଆଜି ଶୈଳଶ୍ରୀକ୍ଷେତ୍ରକୁ ବାହୁଡ଼ିବେ ଶ୍ରୀଜୀଉ: ସନ୍ଧ୍ୟା ସାଢ଼େ ୬ଟାରେ ଛୁଇଁବ ଚକଡ଼ା
ଅନୁଗୋଳ ଅଫିସ, ୧୨।୭-୯ ଦିନ ଜନ୍ମବେଦିରେ ଭକ୍ତଙ୍କୁ ଦର୍ଶନ ଦେବା ପରେ ଶୁକ୍ରବାର ଭଉଣୀ ଭାଇଙ୍କୁ ଧରି ଶୈଳଶ୍ରୀକ୍ଷେତ୍ର ଫେରିବେ ମହାପ୍ରଭୁ ଜଗନ୍ନାଥ। ଏ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ସକାଳୁ ସମସ୍ତ ନୀତିକାନ୍ତି କରାଯିବା…
ର଼୍ୟାମ୍ପ ଶୋ ଗ୍ରାଣ୍ଡ ଫାଇନାଲରେ ବ୍ରହ୍ମପୁରର ତନିଶା
ବ୍ରହ୍ମପୁର ଅଫିସ,୧୨ା୭: ବୟସ ୧୫ ବର୍ଷ। ଏହି ସ୍ବଳ୍ପ ବୟସରୁ ସେ ଜାତୀୟସ୍ତରରେ ସୃଷ୍ଟି କରିଛନ୍ତି ନିଜର ପରିଚୟ ା ସେ ହେଲେ ବ୍ରହ୍ମପୁର ଅରବିନ୍ଦ ନଗରର ପ୍ରଦୀପ କୁମାର ମିଶ୍ର ଓ ସୌଦାମିନୀ ମିଶ୍ରଙ୍କ କନିଷ୍ଠା କନ୍ୟା ତନିଶା। ଦିଲ୍ଲୀରେ…
ଥାନା ଆଇଆଇସି ବଦଳି ଦାବିରେ କବିସୂର୍ଯ୍ୟନଗର ବନ୍ଦ
କବିସୂର୍ଯ୍ୟନଗର,୧୧ା୭-କବିସୂର୍ଯ୍ୟନଗର ଥାନା ଆଇଆଇସି ତପନ କୁମାର ପତି ବରିଷ୍ଠ ଓକିଲ ଭଗବାନ ମହାପାତ୍ରଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିବା ଘଟଣାକୁ ନେଇ ଆନ୍ଦୋଳନ ଜୋର ଧରିଛି। ଓକିଲ ସଂଘ ଦୃଢ଼ କାର୍ଯ୍ୟାନୁଷ୍ଠାନ ସ୍ବରୂପ ତାଙ୍କର ବଦଳି ଦାବି କରିଛି। ଆନ୍ଦୋଳନ ତୃତୀୟ ଦିନରେ…
ଦୃଷ୍ଟି ଆଢ଼ୁଆଳରେ ଝିକରା ଜଳପ୍ରପାତ
କେନ୍ଦୁଝର, ୧୨ା୭(ସ୍ବ.ପ୍ର.)-ବଣପାହାଡ ଘେରା କେନ୍ଦୁଝର ଜିଲାରେ ବହୁ ପ୍ରାକୃତିକ ଝରଣା ଏବଂ ଜଳପ୍ରପାତ ରହିଛି ା ରକ୍ଷଣାବେକ୍ଷଣ ଅଭାବରୁ ସେସବୁ ଲୋପ ପାଇବାକୁ ବସିଛି ା ଏଭଳି ଏକ ଜଳପ୍ରପାତ ସମସ୍ତଙ୍କ ଆଢୁଆଳରେ ରହିଯାଇଥିବାରୁ ଏହାର ବିକାଶ ଦାବି ହେଉଛି ା…
ସରକାରୀ ସହାୟତା ସ୍ବପ୍ନ
ବନ୍ତ, ୧୨।୭(ଡି.ଏନ.ଏ.) – କେନ୍ଦ୍ର ଓ ରାଜ୍ୟ ସରକାର ଦିବ୍ୟାଙ୍ଗମାନଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ଲକ୍ଷ୍ୟରେ ବିଭିନ୍ନ ଉନ୍ନୟନମୂଳକ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ସେମାନଙ୍କୁ ରହିବା ପାଇଁ ଘର, ଚଳିବା ଲାଗି ଭତ୍ତା ପ୍ରଦାନର ବ୍ୟବସ୍ଥା କରିଛନ୍ତି। ଭଦ୍ରକ ଜିଲା…
ସହାୟତା ଅପେକ୍ଷାରେ ବିତୁଛି ଦିନ
ବାହାନଗା, ୧୨ା୭(ଡି.ଏନ.ଏ.)- ବାଲେଶ୍ୱର ଜିଲା ବାହାନଗା ବ୍ଳକ ରୂପଖଣ୍ଡ ଗ୍ରାମରେ ପକ୍ଷାଘାତ େଋାଗୀ ଶୁକମଣି ମହାଳିକଙ୍କ ପରିବାର ଅସହାୟ ସ୍ଥିତିିରେ ଦିନ ବିତାଉଛନ୍ତି। ଶୁକମଣିଙ୍କ ସ୍ବାମୀ ତ୍ରିଲୋଚନ ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ଯୋଗୁ ଆଉ କାମଧନ୍ଦା କରିପାରୁ ନାହାନ୍ତି। ଏହି ବୃଦ୍ଧ ଦମ୍ପତିଙ୍କ…
ଶିକ୍ଷକ ବଦଳି ପ୍ରତିବାଦରେ ବିଦ୍ୟାଳୟରେ ତାଲା
ଖଇରା, ୧୨।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସାଦିକପୁର ୟୁଜିୟୁପି ସ୍କୁଲର ବିଜ୍ଞାନ ଶିକ୍ଷକଙ୍କୁ ବଦଳି ପ୍ରତିବାଦରେ ଗୁରୁବାର ଗ୍ରାମବାସୀ ବିଦ୍ୟାଳୟରେ ତାଲା ପକାଇ ବିରୋଧ କରିଛନ୍ତି ା ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ଶିକ୍ଷା ବିଭାଗ ଓ ଗ୍ରାମବାସୀଙ୍କ ମଧ୍ୟରେ ସମାଧାନର…
ଓ୍ବାଲର୍ଡ ୟୁନିଭର୍ସିଟି ଗେମ୍ସ:୨୦୦ ମିଟରରେ ଦୂତୀ ୫ମ
ଭୁବନେଶ୍ୱର, ୧୨।୭(କ୍ରୀଡ଼ା ପ୍ରତିନିଧି)-ଇଟାଲିର ନାପୋଲିଠାରେ ଚାଲିଥିବା ଓ୍ବାଲର୍ଡ ୟୁନିଭର୍ସିଟି ଗେମ୍ସର ମହିଳା ୨୦୦ ମିଟର ଇଭେଣ୍ଟରେ ସ୍ପ୍ରିଣ୍ଟ କୁଇନ୍ ଓଡ଼ିଶାର ଦୂତୀ ଚାନ୍ଦ ୫ମ ସ୍ଥାନରେ ରହିଛନ୍ତି। ବୁଧବାର ହିଟ୍ରେ ୨୪.୦୮ ଓ ଗୁରୁବାର ସେମିଫାଇନାଲରେ ୨୩.୨୪ ସେକେଣ୍ଡ ସମୟ ନେଇଥିବା…
Archives


