Home

ଉତ୍କଳ ସମ୍ମିଳନୀ ପକ୍ଷରୁ ପଣ୍ଡିତ ନୀଳକଣ୍ଠ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର,୫।୮(ବ୍ୟୁରୋ): ଉତ୍କଳ ସମ୍ମିଳନୀ ପକ୍ଷରୁ ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ଉତ୍କଳ ସମ୍ମିଳନୀର ପୂର୍ବତନ ସଭାପତି ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜନ୍ମ ଦିବସ ଅବସରରେ ସୋମବାର ପୂର୍ବାହ୍ନରେ ପିଏମ୍‌ଜି ଛକସ୍ଥିତ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ଉତ୍କଳ ସମ୍ମିଳନୀ ପକ୍ଷରୁ ମଞ୍ଚେଶ୍ୱର…

ବଡ଼ ଭାଇଙ୍କୁ ନେଇ ଧୋନୀ ମୁହଁ ଖୋଲନ୍ତି ନାହିଁ କାହିଁକି

ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟରୁ କିଛିଦିନ ପାଇଁ ଦୂରେଇ ଯାଇଛନ୍ତି। ଏହି ସମୟ ମଧ୍ୟରେ ନିଜକୁ ସେନାରେ ସାମିଲ କରିଛନ୍ତି ମାହି। କେବଳ କ୍ରିକେଟ ନୁହେଁ, ଫୁଟବଲ୍‌ ଖେଳିବାରେ ମଧ୍ୟ ସେ ମାହିର୍‌। ଧୋନୀଙ୍କ…

୪୪ ବର୍ଷ ପୂର୍ବେ ଷ୍ଟାଡିୟମରେ ପଶି ଏହି ଭାରତୀୟ ଖେଳାଳିଙ୍କୁ ଚୁମ୍ବନ ଦେଇଥିଲେ ଶାଢ଼ି ପିନ୍ଧା ମହିଳା

ଏବେ ସୋସିଆଲ ମିଡିଆରେ ଶାଢ଼ି ଟ୍ରେଣ୍ଡ୍‌ ଚାଲିଛି। ସେଲିବ୍ରିଟିମାନେ ଶାଢ଼ି ପିନ୍ଧି ଫଟୋ ଶେୟାର କରୁଛନ୍ତି। ଏସବୁ ଭିତରେ ଏବେ ଏକ ଶାଢ଼ି ପିନ୍ଧା ମହିଳାଙ୍କ ୪୪ ବର୍ଷ ପୁରୁଣା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ ଶାଢି ପିନ୍ଧି…

ହଟିବ ୮୭ ବର୍ଷ ପୁରାତନ ରଣବୀର ଦଣ୍ଡ ସଂହିତା: ଆରମ୍ଭ ହେବ ଭାରତୀୟ ଦଣ୍ଡ ସଂହିତା

ନୂଆଦିଲ୍ଲୀ,୫।୮: ଜମ୍ମୁ-କଶ୍ମୀରରୁ ଧାରା ୩୭୦ ହଟାଇ ନିଆଯାଇଛି। ଫଳରେ ଏଠାରେ ୧୯୩୨ଠାରୁ ପ୍ରଚଳିତ ଥିବା ୮୭ ବର୍ଷ ପୁରାତନ ରଣବୀର ଦଣ୍ଡ ସଂହିତା(ଆର୍‌ପିସି) ବଦଳରେ ଏବେ ଭାରତୀୟ ଦଣ୍ଡ ସଂହିତା(ଆଇପିସି)ର ପ୍ରଚଳନ ହେବ। ରଣବୀର ଦଣ୍ଡ ସଂହିତା ରାଜା ରଣବୀର ସିଂଙ୍କ…

ଜମ୍ମୁ-କଶ୍ମୀର ଜନସାଧାରଣଙ୍କ ସହିତ ବିଶ୍ୱାସଘାତକତା କରିଛନ୍ତି ମୋଦି ସରକାର: ଓମାର ଅବଦୁଲା

ଶ୍ରୀନଗର,୫।୮: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ସୋମବାର ଜମ୍ମୁ-କଶ୍ମୀରରେ ୩୭୦ ଧାରା ହଟିବା ନେଇ ଘୋଷଣା କରିଛନ୍ତି। ଏହା ସହିତ ଜମ୍ମୁ-କଶ୍ମୀରକୁ ଲଦାଖଠାରୁ ମଧ୍ୟ ଅଲଗା କରାଯାଇଥିବା ନେଇ ସୂଚନା ଦେଇଛନ୍ତି। ଏହାକୁ ନେଇ ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲା ପ୍ରଧାନମନ୍ତ୍ରୀ…

ଧାରା ୩୭୦ ହଟିବା ନେଇ ନିଜ ନିଜର ଖୁସି ପ୍ରକାଶ କଲେ ବଲିଉଡ୍‌ କଳାକାର

ମୁମ୍ବାଇ,୫।୮: ଜମ୍ମୁ-କଶ୍ମୀରରୁ ୭୨ ବର୍ଷ ପୁରାତନ ଧାରା ୩୭୦ ହଟିବା ନେଇ ବଲିଉଡ୍‌ର ଖ୍ୟାତି ସମ୍ପନ୍ନ ବ୍ୟକ୍ତି ବିଶେଷ ଟୁଇଟ୍‌ କରି ନିଜର ଖୁସି ବ୍ୟକ୍ତ କରିଛନ୍ତି। ଅଭିନେତା ପରେଶ ରାଓ୍ବଲ କହିଛନ୍ତି ଭାରତ ମାତା ଶେଷରେ ସ୍ବାଧୀନତା ହାସଲ କରିଛି।…

ଅତିଥି ଅଧ୍ୟାପକ ଚୟନରେ ଅନିୟମିତତା ଅଭିଯୋଗ : ତଦନ୍ତ ପାଇଁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ

ପୁରୀ ଅଫିସ,୫ା୮: ପୁରୀ ସରକାରୀ ମହିଳା ମହାବିଦ୍ୟାଳୟରେ ଅତିଥି ଅଧ୍ୟାପକ ଚୟନ ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ କେତେଜଣ ପ୍ରାର୍ଥୀ ମୁଖ୍ୟମନ୍ତ୍ରୀ ଓ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀଙ୍କୁ ଅଭିଯୋଗ କରିଥିଲେ। ଏପରିକି ଚୟନ ପ୍ରକ୍ରିୟାକୁ ନେଇ ବହୁ ପ୍ରାର୍ଥୀ ସୂଚନା…

ଧାରା ୩୭୦ ଉଚ୍ଛେଦ ପ୍ରସଙ୍ଗ: ମେହବୁବା କହିଲେ, ଭାରତୀୟ ଲୋକତନ୍ତ୍ର ପାଇଁ କଳାଦିବସ, ଭୟଙ୍କର ହେବ ପରିଣାମ

ନୂଆଦିଲ୍ଲୀ,୫।୮:କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ମିଳୁଥିବା ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଧାରା ୩୭୦କୁ ଉଚ୍ଛେଦ କରିଛନ୍ତି। ରାଷ୍ଟ୍ରପତି ଏହି ବିଜ୍ଞପ୍ତିକୁ ଅନୁମୋଦନ ଦେଇଥିବା ସମ୍ପର୍କରେ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ରାଜ୍ୟ ସଭାରେ କହିଛନ୍ତି। ଜମ୍ମୁ-କଶ୍ମୀର ଏବଂ ଲଦାଖ ଦୁଇଟି ଅଲଗା…

ସ୍ବା ସ୍ଥ୍ୟ ସୂ ଚ ନା

ଉଷୁମ ପାଣିରେ ଏକ ଚାମଚ ମହୁ ଏବଂ ଫାଳେ ଲେମ୍ବୁ ଚିପୁଡି ପିଅନ୍ତୁ। ଏହା ଓଜନ କମାଇବାରେ ଅନେକାଂଶରେ ସହାୟକ ହୋଇଥାଏ। ସକାଳେ ବିଛଣାରୁ ଉଠିବା ପରେ ଷ୍ଟ୍ରେଚିଂ ଏକ୍ସରସାଇଜ କରନ୍ତୁ। ଏହାଦ୍ୱାରା ରକ୍ତ ସଂଚାଳନ ସକ୍ରିୟ ରହିଥାଏ। ଜୀବନ ତାଲିକାରେ…

ଦାନ୍ତ ଘଷା : କିଛି କଥା

ଦାନ୍ତ ଘଷିବା ଆମର ଏକ ଅଭ୍ୟାସ। ହେଲେ ଏହା ପଛରେ ଏପରି କେତୋଟି କଥା ରହିଛି ଯାହା ଜାଣିବା ଆବଶ୍ୟକ। ଦୁଇ ଥର-ସକାଳେ ଏବଂ ରାତ୍ରି ଭୋଜନ ପରେ ଦାନ୍ତ ଘଷନ୍ତୁ। ଘଷିବା ପାଇଁ ଫ୍ଲୋରାଇ ଡେଟେଡ ଟୁଥ୍‌ପେଷ୍ଟ ବ୍ୟବହାର କରନ୍ତୁ।…

ନିଃସଙ୍ଗତା ଦୂର କରିବ ରୋବୋ

ରୋବୋର ବ୍ୟବହାର ଦିନକୁ ଦିନ ବଢ଼ିଚାଲିଛି। ଏଣିକି ଏହାକୁ ନିଃସଙ୍ଗତା ଦୂର କରିବା ପାଇଁ ବ୍ୟବହାର କରାଯାଇପାରିବ। ଜାପାନର ବୈଜ୍ଞାନିକମାନେ ଏପରି ଏକ ଅତ୍ୟାଧୁନିକ ଜ୍ଞାନକୌଶଳ ବିଶିଷ୍ଟ ରୋବୋ ପ୍ରସ୍ତୁତ କରିଛନ୍ତି। ନିଃସଙ୍ଗତା ପରି ସମସ୍ୟା ସହ ଜଡିତ ଥିଲେ ଏହି…

ଶିକ୍ଷକ ନିଯୁକ୍ତି ଦାବିରେ ଧାରଣାରେ ବସିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୫।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶିକ୍ଷକ ନିଯୁକ୍ତି ଦାବିରେ ଛାତ୍ରୀଛାତ୍ର ଓ ଅଭିଭାବକମାନେ ଧାରଣା ଦେଇଥିବା ଦେଖିବାକୁ ମିଳିଛି। ତୁମୁଡ଼ିବନ୍ଧ ବ୍ଲକର ଝିରୀପାଣି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ନବମ ଓ ଦଶମ ଶ୍ରେଣୀରେ ପଢୁଥିବା ୫୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?