Home

ସେଓ ବିକି ଲକ୍ଷପତି ପାଲଟିଛନ୍ତି ଗ୍ରାମବାସୀ: ପ୍ରତି ପରିବାରର ବାର୍ଷିକ ଆୟ ୭୦ରୁ ୭୫ ଲକ୍ଷ

ଶିମଲା,୫।୮: ହିମାଚଳ ପ୍ରଦେଶ ଶିମଲାଠାରୁ ୯୨ କିଲୋମିଟର ଦୂର ଶାମିଲ ଗାଁ ରହିଛି। ଏହି ଗାଁ ସମୁଦ୍ର ପତ୍ତନଠାରୁ ପ୍ରାୟ ୭୭୭୪ ଫୁଟ ଉଚ୍ଚରେ ଅଛି। ଏଠାରୁ ପ୍ରତିବର୍ଷ ୭ ଲକ୍ଷ ପେଟି ସେଓ ବାହାରକୁ ରପ୍ତାନୀ ହୋଇଥାଏ। ସେଓ ବିକ୍ରି…

ଭଗବାନ ଶଙ୍କରଙ୍କ ବେଶ ଛାଡି ଏବେ କଳାଚଷମାରେ ନଜର ଆସିଲେ ତେଜ ପ୍ରତାପ

ପାଟନା, ୫।୮: ଆରଜେଡି ନେତା ଲାଲୁ ପ୍ରସାଦ ଯାଦବଙ୍କ ବଡ ପୁଅ ତେଜ ପ୍ରତାପ ପୁଣି ଥରେ ଭିନ୍ନ ଅବତାରରେ ନଜର ଆସିଛନ୍ତି। କେତେବେଳେ ସେ ବଂଶୀ ଧରି ଗାଇ ଚରାଉଥିବାବେଳେ ତ ଆଉ କେତେବେଳେ ଭଗବାନ ଶଙ୍କରଙ୍କ ଅବତାରରେ ଦେଖାଯାନ୍ତି।…

କର୍କଟ ହସ୍ପିଟାଲରେ ବିସ୍ଫୋରଣ: ୧୯ ମୃତ

କାଏରୋ,୫।୮: ଇଜିପ୍ଟର କାଏରୋଠାରେ ଏକ କର୍କଟ ହସ୍ପିଟାଲରେ ବିସ୍ଫୋରଣ ଘଟି ୧୯ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୩୦ରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର…

ହୃଦ୍‌ରୋଗୀ ଓ ଖାଦ୍ୟ

ହୃଦ୍‌ରୋଗରେ ଆକ୍ରାନ୍ତ ହେଲେ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଔଷଧ ଖାଇବାକୁ ପଡ଼ିଥାଏ। ତା’ସହ ନିୟମିତ ସମୟ ଅନ୍ତରାଳରେ ଚେକ୍‌ଅପ୍‌ ପ୍ରତି ନଜର ଦେବାକୁ ପଡ଼େ। ଏହାବ୍ୟତୀତ ଜଣେ ହୃଦ୍‌ରୋଗୀ ନିଜର ଖାଦ୍ୟପେୟ ପ୍ରତି ଯଥେଷ୍ଟ ସଚେତନ ରହିବା ଆବଶ୍ୟକ। ବିଶେଷଭାବେ ଲହୁଣି,…

ସୁନିଦ୍ରା ଅନ୍ତରାଳେ…

ପ୍ରତିଦିନ ଆମେ ଯଦି ଆବଶ୍ୟକ ମୁତାବକ ନ ଶୋଇବା ତେବେ ନିଦ୍ରାଜନିତ ସମସ୍ୟାର ସମ୍ମୁଖୀନ ହେବା। କେବଳ ସେତିକି ନୁହେଁ ଏହା ପରୋକ୍ଷରେ କେତେକ ରୋଗକୁ ଡାକିଆଣେ। ତେବେ କେତୋଟି ବିଷୟ ପ୍ରତି ଧ୍ୟାନ ଦେଲେ ଆମେ ଆରାମରେ ଶୋଇପାରିବା। ପ୍ରଥମତଃ…

ଭାରତ: ବିଶ୍ୱର ସାପକାମୁଡ଼ା ରାଜଧାନୀ

”ଭାରତକୁ ବିଶ୍ୱର ସାପ କାମୁଡା ରାଜଧାନୀ ବୋଲି କୁହାଯାଉଛି। କାରଣ ଅନ୍ୟ ଦେଶଗୁଡିକ ତୁଳନାରେ ପ୍ରତିବର୍ଷ ଏଠାରେ ମୃତ୍ୟୁବରଣ କରିଥାନ୍ତି ସର୍ବାଧିକ ବ୍ୟକ୍ତି। ଏକ ସମୀକ୍ଷା ଅନୁଯାୟୀ ଭାରତରେ ପ୍ରତିବର୍ଷ ସାପକାମୁଡାରେ ଆକ୍ରାନ୍ତ ହୋଇଥାନ୍ତି ପାଖାପାଖି ୮୧ ହଜାର ଲୋକ ଓ…

ଜମ୍ମୁ-କଶ୍ମୀରରେ ସମ୍ଭାବ୍ୟ ହିଂସାକାଣ୍ଡର ମୁକାବିଲା ପାଇଁ ସତର୍କ ରହୁ ପୋଲିସ: ମୋଦି

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୋମବାର କ୍ୟାବିନେଟ୍‌ ବୈଠକ ଶେଷ ହୋଇଛି। ଏହାପରେ ମୋଦି ସୂଚନା ଦେଇଛନ୍ତି ଯେ, ଜମ୍ମୁ-କଶ୍ମୀରରେ ସମ୍ଭାବ୍ୟ ହିଂସାକାଣ୍ଡର ମୁକାବିଲା ପାଇଁ ପୋଲିସ ସତର୍କ ରହିବା ଆବଶ୍ୟକ। ଇତିମଧ୍ୟରେ ଜମ୍ମୁ-କଶ୍ମୀର ସୁରକ୍ଷାକର୍ମୀଙ୍କ ଛାଉଣୀରେ ପରିଣତ ହୋଇଛି।…

ଆଜି ଅଟଳଜୀଙ୍କ ଅନୁପସ୍ଥିତି ଅନୁଭବ କରୁଛି: ମେହବୁବା ମୁଫ୍‌ତି

ଶ୍ରୀନଗର,୫ା୮: ଜମ୍ମୁ-କଶ୍ମୀରରେ ଏବେ ଆଇନ୍‌ ଶୃଙ୍ଖଳା ପରିସ୍ଥିତିକୁ ନେଇ ଆରମ୍ଭ ହୋଇଯାଇଛି ତର୍ଜମା। ସୋମବାର ସମ୍ବିଧାନର ଅନୁଚ୍ଛେଦ ୩୭୦ ଏବଂ ୩୫ଏ ଉଚ୍ଛେଦକୁ ନେଇ ବଡ ନିଷ୍ପତ୍ତି ଆସିବାକୁ ଥିବାବେଳେ ନ୍ୟାଶନାଲ କନ୍ଫରେନ୍ସ ନେତା ଓମାର ଅବଦୁଲ୍ଲା, ପିଡିପି ଅଧ୍ୟକ୍ଷା ମେହବୁବା…

ମିଳୁନି ପ୍ରୋତ୍ସାହନ : କ୍ରୀଡ଼ାରୁ ମୁହଁ ଫେରାଉଛନ୍ତି ଯୁବପିଢ଼ି

ପୁରୀ ଅଫିସ,୫ା୮ : ପୁରୀ ଜିଲାରେ ବହୁ ପ୍ରତିଭାବାନ ଖେଳାଳି ଉପେକ୍ଷିତ ହେଉଛନ୍ତି। ସେହିପରି କ୍ରୀଡ଼ାରୁ ମୁହଁ ଫେରାଇ ନେଉଛନ୍ତି ଯୁବ କ୍ରୀଡ଼ାବିତ୍‌। ଏକଦା ଜାତୀୟ, ଅନ୍ତର୍ଜାତୀୟ ସ୍ତରରେ ପୁରୀ ଜିଲାର ଅନେକ କ୍ରୀଡାବିତ୍‌ ସଫଳତା ହାସଲ କରିଥିଲେ। ମାତ୍ର ଏବେ…

ଜମିବାଡ଼ି ବିବାଦ: ମହିଳାଙ୍କ ତଣ୍ଟିକାଟି ହତ୍ୟା; ସ୍ବାମୀ, ପୁଅ ଗୁରୁତର

ସୋନପୁର,୫ା୮(ନି.ପ୍ର.): ଜମିବାଡି ବିବାଦକୁ କେନ୍ଦ୍ର କରି ସୁବର୍ଣ୍ଣପୁର ଜିଲା ବିନିକା ଥାନା ଘୋଡାଧାର ଗ୍ରାମରେ ରବିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ହରିଜନବସ୍ତିର ପାଞ୍ଚେଶ୍ୱରୀ ଲୁହା(୫୦)ଙ୍କୁ ତଣ୍ଟିକାଟି ହତ୍ୟା କରାଯାଇଛି। ଆକ୍ରମଣରେ ପାଞ୍ଚେଶ୍ୱରୀଙ୍କ ସ୍ବାମୀ କଣ୍ଟିଆ ଲୁହା(୫୫) ଓ ପୁଅ ବାଲେଶ୍ୱର…

ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍‌ ବୈଠକ ଶେଷ

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍‌ ବୈଠକ ଶେଷ ହୋଇଛି। ପୂର୍ବାହ୍ନ ୯ଟା ୩୦ରେ ମୋଦିଙ୍କ ୭ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ହୋଇଥିବା ଏହି ବୈଠକରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ସମେତ ଅନ୍ୟ କ୍ୟାବିନେଟ୍‌ ସଦସ୍ୟ ଯୋଗଦେଇଥିଲେ। ବୈଠକରେ…

ନିମ୍ନମାନର ଖାଦ୍ୟ ଯୋଗାଣ ଅଭିଯୋଗ : ହଷ୍ଟେଲ ଛାଡ଼ିଲେ ୪୮ ଛାତ୍ରୀ

ରାମନାଗୁଡ଼ା/ଗୁଣପୁର,୫ା୮(ଡି.ଏନ.ଏ.) : ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ନାଇରା ଆଶ୍ରମ ବିଦ୍ୟାଳୟର ୪୮ ଜଣ ଛାତ୍ରୀ ହଷ୍ଟେଲ ଛାଡ଼ି ଚାଲିଯାଇଛନ୍ତି। ନିମ୍ନମାନର ଖାଦ୍ୟ ପ୍ରଦାନ ଓ ସହାକରୀ ସୁପରିଣ୍ଟେଣ୍ଡେଣ୍ଟଙ୍କ ବ୍ୟବହାରରେ ଅତିଷ୍ଠ ହୋଇ ହଷ୍ଟେଲ ଛାଡ଼ିଥିବା ଛାତ୍ରୀମାନେ ପ୍ରକାଶ କରିଛନ୍ତି। ସେମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?