Home

ଫାର୍ମାସିଷ୍ଟ ନିଯୁକ୍ତିକୁ ବିରୋଧ : ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଟାୟାର ଜାଳି ପ୍ରତିବାଦ

ନାଉଗାଁ,୧୧।୭(ସ୍ବ.ପ୍ର.) : ଜଗତସିଂହପୁର ଜିଲା ନାଉଗାଁ ବ୍ଲକ ଅନ୍ତର୍ଗତ ଡେରିକି ପଞ୍ଚାୟତର ଡେରିକି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ହେବ ସ୍ଥାୟୀ ଡାକ୍ତର ନ ଥିବାରୁ ସ୍ବାସ୍ଥ୍ୟସେବାରେ ସମସ୍ୟା ସୃଷ୍ଟି ହେଉଥିଲା। ଏପରିକି ନିଯୁକ୍ତ ଫାର୍ମାସିଷ୍ଟଙ୍କ ଦ୍ୱାରା ସ୍ବାସ୍ଥ୍ୟକେନ୍ଦ୍ରରେ ସେବା ପ୍ରଦାନ କରାଯାଉଥିଲା।…

ମହିଳା ତହସିଲଦାରଙ୍କ ଘରେ ଚଢ଼ାଉ

ହାଇଦ୍ରାବାଦ,୧୧।୭: ତେଲେଙ୍ଗାନା ରେଡ୍ଡି ଜିଲାର ଜଣେ ମହିଳା ତହସିଲଦାରଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ଆଣ୍ଟି କରପଶନ୍‌ ବ୍ୟୁରୋ(ଏସିବି) ପକ୍ଷରୁ ଚଢ଼ାଉ କରାଯାଇଛି। ମହିଳା ତହସିଲଦାର ଲାବନ୍ୟାଙ୍କ ଘରେ ଏସିବିର ଟିମ୍‌ ଚଢ଼ାଉ କରି ୯୩ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ କରିଛି।…

୪୨ ଗୋତି ଶ୍ରମିକ ମୁକ୍ତ

ଚେନ୍ନାଇ,୧୧।୭: ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଉଛି ଯେ, ଦେଶରେ ଗୋତି ଶ୍ରମିକ ନାହାନ୍ତି। ତଥାପି ଏବେ ମଧ୍ୟ ଦେଶର କେତେକ ଅଞ୍ଚଳରେ ଗୋତି ଶ୍ରମିକ ରହିଛନ୍ତି। ସମ୍ପ୍ରତି ତାମିଲନାଡୁ କାଞ୍ଚିପୁରମ୍‌ ଏବଂ ବିଲ୍ଲୋର ଜିଲାରୁ ୪୨ ଜଣ ଗୋତି ଶ୍ରମିକଙ୍କୁ ମୁକ୍ତ…

ଲକ୍ଷାଧିକ ଟଙ୍କାର ଚୋରା ଶାଳ ଚୌକାଠ ସହ ପିକ୍‌ଅପ ଜବତ

ପାଟଣା,୧୧।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ସଦର ବ୍ଲକ ଡୁମୁରିଆରୁ ବୁଧବାର ବିଳମ୍ବିତ ରାତିରେ ଏକ ପିକଅପ୍‌ ଭ୍ୟାନ ଯୋଗେ ୧୩୧ ଖଣ୍ଡ ଚୋରା ଶାଳ ଚୌକାଠ ଚାଲାଣ ହେଉଥିବାବେଳେ ପାଟଣା ବନ କର୍ମଚାରୀ ଓ କେନ୍ଦୁଝର ମୋବାଇଲ…

ଦନ୍ତା ଆକ୍ରମଣରେ ଶିଶୁର ପ୍ରାଣଗଲା, ଦୁଇ ଗୁରୁତର

ଝୁମ୍ପୁରା,୧୧।୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଫରେଷ୍ଟ ଅନ୍ତର୍ଗତ ମଲଦା ଗ୍ରାମ ମୁଣ୍ଡା ସାହିରେ ଗୁରୁବାର ଭୋର୍‌ରୁ ଗୋଠଛଡ଼ା ଦନ୍ତା ଆକ୍ରମଣରେ ସିନି ମୁଣ୍ଡା ନାମକ ଜଣେ ୭ ବର୍ଷ ଶିଶୁର ପ୍ରାଣହାନି ଘଟିଥିବାବେଳେ ଆଉ ଦୁଇ ଶିଶୁ ଗୁରୁତର ହୋଇଛନ୍ତି। ସେମାନଙ୍କୁ…

ଅଯୋଧ୍ୟା ମାମଲା: ଜୁଲାଇ ୧୮ରେ ଦାଖଲ ହେବ ମଧ୍ୟସ୍ଥତା ରିପୋର୍ଟ; ୨୫ରୁ ଶୁଣାଣି

ନୂଆଦିଲ୍ଲୀ,୧୧।୭: ଅଯୋଧ୍ୟା ମାମଲାରେ ଜୁଲାଇ ୧୮ରେ ମଧ୍ୟସ୍ଥତା ରିପୋର୍ଟ ଦାଖଲ ପାଇଁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହାପରେ ଜୁଲାଇ ୨୫ଠାରୁ ଏହି ମାମଲା ଉପରେ ଶୁଣାଣି ହେବ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି। ଆବେଦନକାରୀ ସୂଚିତ କରିଥିଲେ ଯେ, ଏହି ମାମଲାରେ…

ବିଶ୍ୱ ଜନସଂଖ୍ୟା ଦିବସ: ୮ ବର୍ଷ ପରେ ଭାରତରେ ଦେଖାଯିବ ଜଳ ସଙ୍କଟ

ନୂଆଦିଲ୍ଲୀ,୧୧।୭: ସାରା ବିଶ୍ୱ ଜୁଲାଇ ୧୧କୁ ବିଶ୍ୱ ଜନସଂଖ୍ୟା ଦିବସ ଭାବେ ପାଳନ କରୁଛି। ପ୍ରଥମେ ଏହା ୧୯୮୯ରେ ଜାତିସଂଘ ବିକାଶ କାର୍ଯ୍ୟକ୍ରମର ଗର୍ଭନିଂ କାଉନସିଲ୍‌ ଦ୍ୱାରା ଆରମ୍ଭ କରାଯାଇଥିଲା। କୁହାଯାଏ ଜୁଲାଇ ୧୧ ୧୯୮୭ରେ ବିଶ୍ୱର ଜନସଂଖ୍ୟା ୫ଶହ କୋଟି…

କାରରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି

ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜଧାନୀରେ ଦିନକୁଦିନ ପୋଲିସକୁ ଚ୍ୟାଲେଞ୍ଜ ଦେଇ ଅପରାଧୀମାନଙ୍କ ଲୁଟପାଟ ବଢିବାରେ ଲାଗିଛି। ପାସ୍‌ପୋର୍ଟ ଅଫିସ ନିକଟରେ ବୁଧବାର ଅପରାହ୍ନରେ ଜଣେ ଇଞ୍ଜିନିୟରଙ୍କ କାରରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି ହୋଇଥିବା ନେଇ ନୟାପଲ୍ଲୀ ଥାନାରେ ଅଭିଯୋଗ ହେବା ପରେ ପୋଲିସ…

ସ୍ବପ୍ନରେ ବିଶ୍ୱସ୍ତରୀୟ ଟର୍ମିନାଲ

୧୮୦ କୋଟି ଟଙ୍କା ବ୍ୟୟରେ ସ୍ମାର୍ଟସିଟିର ସ୍ମାର୍ଟ ବସ୍‌ ଟର୍ମିନାଲ ରୂପ ନେଇଥାନ୍ତା ବରମୁଣ୍ଡା ବସ୍‌ଷ୍ଟାଣ୍ଡ। ବିଶ୍ୱସ୍ତରୀୟ ବସ୍‌ଷ୍ଟାଣ୍ଡ ଭାବେ ଏହାକୁ ଗଢି ତୋଳାଯାଇଥାନ୍ତା। ୨୦୧୯ ଏପ୍ରିଲ୍‌ ସୁଦ୍ଧା ଏହା ଅତ୍ୟାଧୁନିକ ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲରେ ପରିଣତ ହୋଇଥାନ୍ତା। ହେଲେ ସବୁକିଛି…

ଦର୍ଶକଙ୍କ ମନକୁ ଛୁଇଁଲା କୃଷ୍ଣଲୀଳା

ପୁରୀ ଅଫିସ,୧୧।୭: ଭୋଳାନାଥ ବିଦ୍ୟାପୀଠ ପରିସରରେ ଚାଲିଛି ଜାତୀୟ ସ୍ତରୀୟ ପଲ୍ଲିଶ୍ରୀ ମେଳା। ଏଠାରେ ଘରକରଣା, ଖାଦ୍ୟ ସାମଗ୍ରୀ, ବନ୍ୟଜାତ ଦ୍ରବ୍ୟ, ପ୍ରସାଧାନ ସାମଗ୍ରୀ ଆଦି ବିଭିନ୍ନ ଷ୍ଟଲ ପଡ଼ିଛି। ବୁଧବାର ନବମ ଦିନରେ ଏହି ମେଳା ପହଞ୍ଚିଛି। ଅପରାହ୍ନଠାରୁ ମେଳାରେ…

ଦିବ୍ୟକୃପା ଲାଭର ମହାର୍ଘ ଅବସର

ପୁରୀ ଅଫିସ,୧୧।୭: ଆଷାଢ ଶୁକ୍ଳ ଦ୍ୱିତୀୟାଠାରୁ ଆରମ୍ଭ ହୋଇଥିବା ଶ୍ରୀଗୁଣ୍ଡିଚା ଯାତ୍ରାର ଅଷ୍ଟମ ଦିବସରେ ନବମୀ ତିଥିରେ ଆଡ଼ପମଣ୍ଡପରେ ମହାପ୍ରଭୁଙ୍କର ସନ୍ଧ୍ୟା ଦର୍ଶନ ଅନୁଷ୍ଠିତ ହୋଇଥାଏ। ଯିବା ଦିନ ଓ ଆସିବା ଦିନକୁ ଛାଡ଼ି ଏକ ସପ୍ତାହ ପର୍ଯ୍ୟନ୍ତ ଠାକୁରମାନେ ଆଡ଼ପମଣ୍ଡପରେ…

ହାତରେ ମୋ’ ମୁଠା ମୁଠା ଶରଧାବାଲି…

ପୁରୀ ଅଫିସ,୧୧।୭: ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖକୁ ଶରଧାବାଲି କୁହାଯାଏ। ଶରଧାବାଲିର ଧୂଳିକୁ ବ୍ରଜଧୂଳି ସହିତ ତୁଳନା କରାଯାଇଛି। ବାହୁଡ଼ା ଦିନ ତିନିଠାକୁର ଧାଡ଼ିପହଣ୍ଡିରେ ଶରଧାବାଲି ଦେଇ ରଥ ଉପରକୁ ଚଢନ୍ତି। ଏଣୁ ମହାପ୍ରଭୁଙ୍କ ସ୍ପର୍ଶ ପାଇ ଶରଧାବାଲି ଅତ୍ୟନ୍ତ ପବିତ୍ର ହୋଇଯାଇଥାଏ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri