ହଜାରେ ଡିଟୋନେଟର ଓ ବିସ୍ଫୋରକ ଜବତ କଲା ସିଆଇଡି
କୋଲକତା,୧୧।୭: ପଶ୍ଚିମବଙ୍ଗ ବୀରଭୂମ ଅଞ୍ଚଳରୁ ଅପରାଧୀକ ଯାଞ୍ଚ୍ ବିଭାଗ(ସିଆଇଡି) ହଜାରେ ଡିଟୋନେଟର ଜବତ କରିଛି। ଏଗୁଡ଼ିକ ୮ଟି ବ୍ୟାଗ୍ରେ ପ୍ୟାକ୍ ହୋଇ ରହିଥିଲା। ସ୍ଥାନୀୟ ରାମପୁରହାଟସ୍ଥିତ ଏକ ଷ୍ଟୋର୍ରୁମ୍ ଉପରେ ଗୁରୁବାର ଚଢ଼ାଉ କରି ସିଆଇଡିକୁ ଏହି ସଫଳତା ମିଳିଛି। ଏଠାରୁ…
ପ୍ରଧାନମନ୍ତ୍ରୀ, ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର
ଭୁବନେଶ୍ୱର, ୧୧।୭(ବ୍ୟୁରୋ): ୨୦୧୯-୨୦ ଆର୍ଥିକବର୍ଷ ପାଇଁ କେନ୍ଦ୍ରୀୟ ରେଳ ବଜେଟରେ ରାଜ୍ୟକୁ ପୂର୍ବାପେକ୍ଷା ଅଧିକ ଅର୍ଥ ମିଳିବାକୁ ଯାଉଛି। କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଆସିବା ପରେ କ୍ରମାଗତ ଭାବେ ରେଳ ବଜେଟରେ ଓଡିଶାକୁ ଅଧିକରୁ ଅଧିକ ଅର୍ଥ ମିଳୁଥିବା…
୧୫ ଯାଏ ହାଲୁକା ବର୍ଷା
ଭୁବନେଶ୍ୱର,୧୧।୭(ବ୍ୟୁରୋ): ରାଜ୍ୟରେ ମୌସୁମୀ ବାୟୁ ଦୁର୍ବଳ ରହିଛି। କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେଉଥିବା ବେଳେ ଅନ୍ୟ କେତେକ ସ୍ଥାନରେ ଆଦୌ ବର୍ଷା ହେଉ ନାହିଁ। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା…
ଓ୍ବାଟର୍ ସ୍ପୋର୍ଟସର ବିକାଶ ପାଇଁ ପ୍ରୟାସ
ଭୁବନେଶ୍ୱର,୧୧।୭(ବ୍ୟୁରୋ) : ରାଜ୍ୟରେ ଓ୍ବାଟର୍ ସ୍ପୋର୍ଟସ ତଥା ଲିଜର୍ ଓ ରିକ୍ରିଏଶନ୍ ଟୁରିଜିମ୍ର ବ୍ୟାପକତା ପାଇଁ ପଦକ୍ଷେପ ନେଇଛି ରାଜ୍ୟ ପର୍ଯ୍ୟଟନ ବିଭାଗ। ସ୍ପୋର୍ଟସ ଟୁରିଜିମ୍ ପରେ ଏବେ ଓଡ଼ିଶାରେ ଓ୍ବାଟର୍ ସ୍ପୋର୍ଟସ ଟୁରିଜିମ୍ର ପ୍ରଚାର ପ୍ରସାର ପାଇଁ ପ୍ରାରମ୍ଭିକ ପ୍ରସ୍ତୁତି…
ସୁପ୍ରିମ୍କୋର୍ଟ ଆଇନଜୀବୀ ଇନ୍ଦିରା ଜୟସିଂ ଏବଂ ଆନନ୍ଦ ଗ୍ରୋଭରଙ୍କ ଘରେ ସିବିଆଇ ଚଢ଼ାଉ
ନୂଆଦିଲ୍ଲୀ,୧୧।୭: ସୁପ୍ରିମ୍କୋର୍ଟ ଆଇନଜୀବୀ ଇନ୍ଦିରା ଜୟସିଂ ଓ ଆନନ୍ଦ ଗ୍ରୋଭରଙ୍କ ଘରେ ଏବଂ କାର୍ଯ୍ୟାଳୟରେ ଗୁରୁବାର ସିବିଆଇ ପକ୍ଷରୁ ଚଢ଼ାଉ ଆରମ୍ଭ ହୋଇଛି। ସେମାନଙ୍କ ପାଖକୁ ବିଦେଶରୁ ଆସୁଥିବା ପାଣ୍ଠିକୁ ନେଇ ଏହି ଚଢ଼ାଉ କରାଯାଉଥିବା କୁହାଯାଉଛି। ଦିଲ୍ଲୀ ଏବଂ ମୁମ୍ବାଇରେ…
ମହାକାଶ ଅଭିଯାନ: ଚନ୍ଦ୍ର ପରେ ଏବେ ସୂର୍ଯ୍ୟ, ଶୁକ୍ର ଓ ମଙ୍ଗଳ ଉପରେ ଭାରତର ନଜର
ନୂଆଦିଲ୍ଲୀ,୧୧।୭: ଭାରତ ପକ୍ଷରୁ ଚନ୍ଦ୍ର ମିଶନ ଅନ୍ତର୍ଗତ ଚନ୍ଦ୍ରାୟନ-୨ର ଉତ୍କ୍ଷେପଣ ପାଇଁ ଯୋଜନା ଜାରି ରହିଛି। ଜୁଲାଇ ୧୪-୧୫ରେ ଏହାର ଉତ୍କ୍ଷେପଣ କରାଯିବ। ତେବେ ଏହାପରେ ଭାରତ ସୂର୍ଯ୍ୟ, ଶୁକ୍ର ଏବଂ ମଙ୍ଗଳ ମିଶନ ଆରମ୍ଭ କରିବ। ଆସନ୍ତା ୫ରୁ ୭…
ଅନଫିଟ୍ ଗାଡ଼ିରେ ଛାତ୍ରୀଛାତ୍ର ପରିବହନ; କଟକଣା ମାନୁନାହାନ୍ତି କର୍ତ୍ତୃପକ୍ଷ
କଟକ ଅଫିସ, ୧୧।୭: ଦେଶ ଓ ରାଜ୍ୟର ବିଭିନ୍ନ ସ୍ଥାନରେ ଅନେକ ସମୟରେ ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେଉଛି। ପାଠ ପଢିବାକୁ ଆସିଥିବା ପିଲାଙ୍କ ଜୀବନ ରାସ୍ତାରେ ଅକାଳରେ ଚାଲିଯାଉଛି। ମାତ୍ର ଏଭଳି ଅଘଟଣକୁ ରୋକିବା ପାଇଁ…
ନିର୍ବାଚନ ପରେ ଅମେଠିକୁ ରାହୁଲଙ୍କ ପ୍ରଥମ ଗସ୍ତ: ପରାଜୟ ପାଇଁ ସ୍ଥାନୀୟ ନେତାଙ୍କୁ ଦାୟୀ କଲେ
ଅମେଠି,୧୧ା୭(ପି.ଟି.): ଲୋକ ସଭା ନିର୍ବାଚନରେ ପରାଜୟ ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର ପ୍ରଥମ ଥର ପାଇଁ ନିଜ ନିର୍ବାଚନ ମଣ୍ଡଳୀ ଅମେଠି ଗସ୍ତରେ ଯାଇଥିଲେ। ପରାଜୟ ପାଇଁ ସେ ସ୍ଥାନୀୟ ନେତାଙ୍କୁ ଦୋଷ ଦେଇଛନ୍ତି। ସେମାନେ ଲୋକଙ୍କଠାରୁ ଦୂରେଇ…
ଭାରତ- ନ୍ୟୁଜିଲାଣ୍ଡ ମ୍ୟାଚକୁ ନେଇ ବେଟିଂ
କଟକ ଅଫିସ, ୧୧।୭: ଇଂଲଣ୍ଡର ମାଞ୍ଚେଷ୍ଟର ଷ୍ଟାଡିୟମରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ବୁଧବାର ଖେଳାଯାଉଥିବା ବିଶ୍ୱକପ୍ କ୍ରିକେଟ୍ର ସେମିଫାଇନାଲ ମ୍ୟାଚ୍କୁ ନେଇ କଟକରେ ବେଟିଂ କାରବାର ଚାଲିଥିଲା। ଏଥିରେ ବହୁ ଲୋକ ଟଙ୍କା ଲଗାଇଥିବା ବେଳେ ଲକ୍ଷାଧିକ ଟଙ୍କାର କାରବାର…
ଆପୋଲୋ ୧୧ ମିଶନ୍କୁ ୫୦ବର୍ଷ
ଓ୍ବାଶିଂଟନ୍,୧୧ା୭(ଆଇଏଏନ୍ଏସ୍): ଆମେରିକାର ଆପୋଲୋ ୧୧ ମିଶନ୍ ଚନ୍ଦ୍ରପୃଷ୍ଠରେ ଅବତରଣ କରିବାର ୫୦ବର୍ଷ ପୂର୍ତ୍ତି ପାଳିତ ହେଉଛି। ସ୍ମାରକୀ ସ୍ବରୂପ ଏହି ମହାକାଶ ଯାନକୁ ଓ୍ବାଶିଂଟନ୍ ମନୁମେଣ୍ଟ୍ର ପୂର୍ବଭାଗରେ ପ୍ରଦର୍ଶିତ କରାଯିବ। ୩୬୩ ଫୁଟ ବିଶିଷ୍ଟ ଏହି ସଟର୍ନ ଭି ରକେଟ୍ ଜୁଲାଇ…
ଦାଉଦ୍ର ଅପରାଧ ସାମ୍ରାଜ୍ୟ ଏବେ ଆତଙ୍କବାଦୀ ନେଟଓ୍ବର୍କ : ଜାତିସଂଘରେ ଆଶଙ୍କା ବ୍ୟକ୍ତ କଲା ଭାରତ
ଜାତିସଂଘ,୧୧ା୭(ପି.ଟି.): ପାକିସ୍ତାନରେ ରହୁଥିବା ଅଣ୍ଡରଓ୍ବାଲର୍ଡ ଡନ୍ ଦାଉଦ୍ ଇବ୍ରାହିମ୍ର ଅପରାଧ ସାମ୍ରାଜ୍ୟ ଏବେ ଆତଙ୍କବାଦୀ ନେଟଓ୍ବର୍କରେ ପରିଣତ ହୋଇଛି। ଡି-କମ୍ପାନୀ, ଜୈଶ-ଇ-ମହମ୍ମଦ(ଜେଇଏମ୍) ଏବଂ ଲଶ୍କର-ଇ-ତୋଇବା ଭାରତ ପାଇଁ ପ୍ରକୃତ ବିପଦ ବୋଲି ନୂଆଦିଲ୍ଲୀ ଜାତିସଂଘ ସୁରକ୍ଷା ପରିଷଦ(ୟୁଏନ୍ଏସ୍ସି)ରେ ଅଭିଯୋଗ କରିଛି। ଦାଉଦ୍ର…
ମିଳିଲାନି ଆଇସିୟୁ, ଚିକିତ୍ସାରେ ଅବହେଳା ଅଭିଯୋଗ; ମହିଳା କର୍ମଚାରୀଙ୍କ ମୃତ୍ୟୁ, ହସ୍ପିଟାଲରେ ଉତ୍ତେଜନା
ଭୁବନେଶ୍ୱର, ୧୧।୭(ବ୍ୟୁରୋ) କ୍ୟାପିଟାଲ ହସ୍ପିଟାଲରେ କାର୍ଯ୍ୟରତ ଜଣେ ମହିଳା କର୍ମଚାରୀ ଗୁରୁତର ଅସୁସ୍ଥ ହୋଇପଡିଥିଲେ। ହସ୍ପିଟାଲରେ ଆଇସିୟୁ ବେଡ୍ ଫାଙ୍କା ନ ଥିବାରୁ ତାଙ୍କୁ ଓ୍ବାର୍ଡରେ ରଖି ଚିକିତ୍ସା କରାଯାଇଥିଲା। ହେଲେ ଆବଶ୍ୟକ ଚିକିତ୍ସା ନ ମିଳିବାରୁ ମହିଳାଙ୍କର ମୃତ୍ୟୁ ଘଟିଥିଲା।…
Archives


