ପାର୍ଲାମେଣ୍ଟ ସରଗରମ: ବିରୋଧୀଙ୍କ କକ୍ଷତ୍ୟାଗ
ନୂଆଦିଲ୍ଲୀ,୧୧ା୭(ପି.ଟି.): କର୍ନାଟକର ରାଜନୈତିକ ଘଟଣାକ୍ରମକୁ ନେଇ କ୍ରମାଗତ ତୃତୀୟ ଦିନ ଧରି ପାର୍ଲାମେଣ୍ଟର ଉଭୟ ଗୃହ ସରଗରମ ହୋଇଛି। ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ଶୂନ୍ୟକାଳରେ କହିଥିଲେ, କର୍ନାଟକରେ ଗଣତନ୍ତ୍ରକୁ ହତ୍ୟା କରାଯାଉଛି। ଏହାସହ ସରକାରର ପତନ…
ବିବାଦରେ ଧୋନୀଙ୍କ ରନ୍ଆଉଟ୍
ନୂଆଦିଲ୍ଲୀ, ୧୧।୭- ଆଇସିସି ବିଶ୍ୱକପ୍ର ପ୍ରଥମ ସେମିଫାଇନାଲରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ୧୮ ରନରେ ନ୍ୟୁଜିଲାଣ୍ଡ ନିକଟରୁ ହାରି ପ୍ରତିଯୋଗିତାରୁ ବିଦାୟ ନେଇସାରିଛି। କିନ୍ତୁ ମ୍ୟାଚ୍ ପରେ ଏକ ବିବାଦୀୟ ଘଟଣା ଏବେ ସାମ୍ନାକୁ ଆସିଛି। ଯାହାକୁ ନେଇ ସୋସିଆଲ…
ଆର୍ବିଟ୍ରେଶନ୍ ବିଲ୍ ଲୋକ ସଭାରେ ଗୃହୀତ
ନୂଆଦିଲ୍ଲୀ,୧୧ା୭(ପି.ଟି.): ଆନୁଷ୍ଠାନିକ ଘରୋଇ ତଥା ଅନ୍ତର୍ଜାତୀୟ ମଧ୍ୟସ୍ଥତା ପାଇଁ ଏକ ସ୍ବାଧୀନ ତଥା ସ୍ବୟଂଚାଳିତ ସଂସ୍ଥା ଗଠନ ଲାଗି ଅଣାଯାଇଥିବା ବିଲ୍ ଲୋକ ସଭାରେ ବୁଧବାର ଗୃହୀତ ହୋଇଯାଇଛି। ନୂଆଦିଲ୍ଲୀ ଅନ୍ତର୍ଜାତୀୟ ଆର୍ବିଟ୍ରେଶନ୍ ସେଣ୍ଟର (ଏନ୍ଡିଆଇଏସି) ବିଲ୍, ୨୦୧୯ ଆଇନରେ ପରିଣତ…
ପାସେଞ୍ଜର ଯାନ ବିକ୍ରି ୧୮% କମିଲା
ନୂଆଦିଲ୍ଲୀ,୧୧-୭: ଚଳିତ ବର୍ଷ ଜୁନମାସରେ ପାସେଞ୍ଜର ଯାନ ବିକ୍ରି ୧୭.୫୪% ହ୍ରାସ ଘଟି ୨.୨୫ ଲକ୍ଷ ୟୁନିଟ ରହିଛି। ଏହା ଗତ ବର୍ଷ ସମାନ ସମୟରେ ୨.୭୩ ଲକ୍ଷ ୟୁନିଟ ରହିଥିଲା। ଦେଶ ମଧ୍ୟରେ କାର ବିକ୍ରି ୨୪.୯୭% ହ୍ରାସ ଘଟି…
ହୋଟେଲରେ ହାଇଡ୍ରାମା: ୧୪୪ ଧାରା
ବେଙ୍ଗାଲୁରୁ/ମୁମ୍ବାଇ,୧୧ା୭(ପି.ଟି.): କର୍ନାଟକର ବିଦ୍ରୋହୀ ବିଧାୟକମାନେ ରହିଥିବା ମୁମ୍ବାଇର ଏକ ବିଳାସପୂର୍ଣ୍ଣ ହୋଟେଲ ବାହାରେ ବୁଧବାର ହାଇଡ୍ରାମା ଦେଖିବାକୁ ମିଳିଛି। ମନ୍ତ୍ରୀ ଡି.କେ. ଶିବକୁମାରଙ୍କୁ ବିଧାୟକଙ୍କ ସହ ସାକ୍ଷାତ୍ କରାଇ ଦିଆ ନ ଯାଇ ଅଟକ ରଖାଯାଇଛି। ସେହିପରି ବେଙ୍ଗାଲୁରୁରେ ରାଜଭବନ ବାହାରେ…
ପୋଲିସ, ଜନସାଧାରଣ ମଧ୍ୟରେ ବଢୁଛି ଦୂରତା: ଗାଁ ଗାଁରେ ହେଉଛି କଙ୍ଗାରୁ କୋର୍ଟ
ନୂଆଗାଁ,୧୧ା୭ (ଡି.ଏନ.ଏ.): ନୟାଗଡ଼ ଜିଲାର ବିଭିନ୍ନ ଗ୍ରାମରେ କଙ୍ଗାରୁ କୋର୍ଟ ଭଳି ଘଟଣା ବାରମ୍ବାର ଘଟୁଥିବା ଦେଖିବାକୁ ମିଳୁଛି। ଏହା ଦ୍ୱାରା ସାଧାରଣ ନିରୀହ ଲୋକେ ହଇରାଣ ହେଉଥିବାବେଳେ ପ୍ରକୃତ ଦୋଷୀ ଖସିଯିବାରେ ସକ୍ଷମ ହେଉଛି। ଅନ୍ୟପକ୍ଷେ ପୋଲିସ ଲୋକଙ୍କ ନିକଟତର…
ଶ୍ରୀଜୀଉଙ୍କ ଆଳତି ଦର୍ଶନ ପାଇଁ ଭିଡ଼
ଖଣ୍ଡପଡ଼ା,୧୧ା୭(ସ୍ବ.ପ୍ର.)-ଖଣ୍ଡପଡ଼ା ସହରସ୍ଥିତ ଗୁଣ୍ଡିଚା ମନ୍ଦିରରେ ଏକକ ଜଗନ୍ନାଥ(ପତିତପାବନ) ଓ ମହିମାମେରୁ(ଶ୍ରୀଜଗନ୍ନାଥ, ଶ୍ରୀ ବଳଭଦ୍ର ଓ ଦେବୀ ସୁଭଦ୍ରା)ଙ୍କ ସନ୍ଧ୍ୟା ଆଳତି ଦର୍ଶନ ନିମନ୍ତେ ବୁଧବାର ବହୁ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ନବମୀ ତିଥିରେ ଆଡ଼ପ ମଣ୍ଡପରେ ଶ୍ରୀ ଜୀଉମାନଙ୍କ ଶେଷ ଦର୍ଶନ…
ରେଲଓ୍ବେର ହେବନି ଘରୋଇ କରଣ
ନୂଆଦିଲ୍ଲୀ,୧୧-୭: ଭାରତୀୟ ରେଲଓ୍ବେର ଘରୋଇକରଣ ହେବ ନାହିଁ। ଏ ନେଇ କୌଣସି ପ୍ରସ୍ତାବ ନାହିଁ। ଘରୋଇ ଅପରେଟରଙ୍କ ହାତରେ ଦୁଇ ଟ୍ରେନ ଦେବା ଲାଗି ରହିଥିବା ପ୍ରସ୍ତାବ ଉପରେ ପ୍ରଶ୍ନର ଉତ୍ତର ରଖି ରେଳମନ୍ତ୍ରୀ ପୀୟୂଷ ଗୋୟଲ ବୁଧବାର ଏହା କହିଛନ୍ତି।…
ଗୋଆରେ କଂଗ୍ରେସକୁ ଝଟକା
ପଣଜୀ,୧୧ା୭: ଜାତୀୟସ୍ତରରେ ନେତୃତ୍ୱ ସଙ୍କଟ ଦେଇ ଗତି କରୁଥିବା କଂଗ୍ରେସ ଆକାଶରେ ଯେମିତି କଳାବାଦଲ ଘୋଟି ଆସିଛି। କର୍ନାଟକ କଂଗ୍ରେସ ବିଧାୟକମାନେ ଇସ୍ତଫା ଦେଇ କୁମାରସ୍ବାମୀ ସରକାରଙ୍କ ସମ୍ଭାବ୍ୟ ପତନର କାରଣ ସାଜିଥିବାବେଳେ ଗୋଆରେ ମଧ୍ୟ ଏବେ ସମାନ ପରିସ୍ଥିତି ସୃଷ୍ଟି…
ଭୂଷଣ ମାମଲାରେ ୨୮୪ଜଣଙ୍କ ବିରୋଧରେ ଚାର୍ଜଶିଟ୍
ନୂଆଦିଲ୍ଲୀ,୧୧-୭: ଭୂଷଣ ଷ୍ଟିଲ ବେଆଇନ୍ ଋଣ କାରବାର ମାମଲାରେ ସିରିୟସ ଫ୍ରଡ ଇନଭେଷ୍ଟିଗେଶନ ଅଫିସ(ଏସ୍ଏଫ୍ଆଇଓ) ପକ୍ଷରୁ ୨୮୪ ବ୍ୟକ୍ତି ଏବଂ ସଂସ୍ଥାଙ୍କ ବିରୋଧରେ ଚାର୍ଜଶିଟ ଦାଏର ହୋଇଛି। ଏହି ମାମଲାରେ ୬୦୦ ବ୍ୟକ୍ତିଙ୍କ ବିରୋଧରେ ଅଭିଯୋଗ ଆସିଥିବା ବେଳେ ମୋଟ ୭୦…
ଫନୀକୁ ବିତିଲା ୨ ମାସ, ଭଙ୍ଗାରୁଜା ଅବସ୍ଥାରେ ସ୍କୁଲ୍ଗୃହ : ଗ୍ରୀଷ୍ମଛୁଟି ପରେ ବି ହେଉନି ମରାମତି
ରଣପୁର,୧୧ା୭(ସ୍ବ.ପ୍ର.)-ଫନୀ ବାତ୍ୟା ଘଟିବାର ଇତି ମଧ୍ୟରେ ୨ ମାସ ବିତିଯାଇଛି। ହେଲେ ଏ ପର୍ଯ୍ୟନ୍ତ ସ୍କୁଲ ଗୃହଗୁଡ଼ିକ ଭଙ୍ଗାରୁଜା ଅବସ୍ଥାରେ ପଡ଼ି ରହିଥିବାରୁ ଛାତ୍ରୀଛାତ୍ର, ଶିକ୍ଷକ ଓ ଅଭିଭାବକ ମହଲରେ ଘୋର ଅସନ୍ତୋଷ ପ୍ରକାଶ ପାଇଛି। ନିୟମାନୁସାରେ ଗ୍ରୀଷ୍ମଛୁଟି ପୂର୍ବରୁ ଭାଙ୍ଗି…
ରେଲଓ୍ବେ ପାଇଁ ଓଡ଼ିଶାକୁ ୫୯୯୩ କୋଟି
ଭୁବନେଶ୍ୱର,୧୧ା୭(ବ୍ୟୁରୋ): ଚଳିତବର୍ଷ କେନ୍ଦ୍ର ବଜେଟରେ ଓଡିଶାରେ ରେଲଓ୍ବେ ଭିତ୍ତିଭୂମି ବିକାଶ ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ କାର୍ଯ୍ୟ ପାଇଁ ମୋଟ ୫୯୯୩ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି। ଅନ୍ତରୀଣ ବଜେଟରେ କେନ୍ଦ୍ର ସରକାର ୫୯୪୦ କୋଟି ଟଙ୍କାର ବ୍ୟୟ ବରାଦ କରିଥିଲେ।…
Archives


