Home

୧୨ ବର୍ଷର ସଂଘର୍ଷ ପରେ ମିଳିଲା ଜମିପଟା

ନାଉଗଁ। ,୧୧ା୭(ସ୍ବ.ପ୍ର.): ନାଉଗଁ। ବ୍ଲକ ଜାମୁଗଁ। ପଞ୍ଚାୟତ ନନ୍ଦୀ ଗ୍ରାମର ଶଙ୍କର ଭୋଇଙ୍କୁ ମଙ୍ଗଳବାର ନାଉଗଁ। ତହସିଲ ପକ୍ଷରୁ ଜମିପଟ୍ଟା ପ୍ରଦାନ କରାଯାଇଛି। ଦୀର୍ଘ ୧୨ ବର୍ଷର ସଂଘର୍ଷ ପରେ ତାଙ୍କୁ ଏହି ଜମିପଟା ମିଳିଛି। ସୂଚନା ଅନୁଯାୟୀ, ଶଙ୍କର ୧୯୭୦…

ବାରଣ୍ଡାରେ ଗଢ଼ା ହେଉଛି ପିଲାଙ୍କ ଭବିଷ୍ୟତ

ଝରିଗାଁ,୧୧।୭(ସ୍ବ.ପ୍ର)- ଗ୍ରାମାଞ୍ଚଳରେ ଗୁଣାମତ୍କ ଶିକ୍ଷାକୁ ସରକାର ଗୁରୁତ୍ୱ ଦେଉଥିବା ବେଳେ ସରକାରୀ ଶିକ୍ଷାନୁଷ୍ଠାନର ଭିତ୍ତିଭୂମି ଠିକ୍‌ ନଥିବାରୁ ଛାତ୍ରୀଛାତ୍ରମାନେ ପାଠ ପଢିବା ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶ୍ରେଣୀ ଗୃହ ନ ଥିବାରୁ ପିଲାମାନେ ବାରଣ୍ଡାରେ ବସି ପାଠ ପଢୁଛନ୍ତି। ନବରଙ୍ଗପୁର…

‘ଓଡ଼ିଶା ହେବ ୧ ଟ୍ରିଲିୟନ ଡଲାରର ଅର୍ଥନୀତି’

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ୨୦୫୦ ସୁଦ୍ଧା ଓଡ଼ିଶା ୧ ଟ୍ରିଲିୟନ(୧ ଲକ୍ଷ କୋଟି) ଡଲାର ଅର୍ଥନୀତି ହେବ। ଭିଜନ୍‌ ଡକ୍ୟୁମେଣ୍ଟରେ ରାଜ୍ୟବାସୀଙ୍କୁ ରାଜ୍ୟ ସରକାର ଏମିତି ସ୍ବପ୍ନ ଦେଖାଇଛନ୍ତି। ଜେଏସଡବ୍ଲ୍ୟୁ ଓ ପିଡବ୍ଲ୍ୟୁସି ଇଣ୍ଡିଆ ପକ୍ଷରୁ ଏମିତି ଏକ ଡକ୍ୟୁମେଣ୍ଟ ପ୍ରସ୍ତୁତ କରାଯାଇଛି। ମୁଖ୍ୟମନ୍ତ୍ରୀ…

ପରାଜୟରେ ମୋଦି ନିରାଶ

ନୂଆଦିଲ୍ଲୀ, ୧୧।୭ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ର ଏକ ହାଇଭୋଲଟେଜ ସେମିଫାଇନାଲ ମ୍ୟାଚ୍‌ରେ ବୁଧବାର ଭାରତୀୟ ଦଳ ୧୮ ରନରେ ନ୍ୟୁଜିଲାଣ୍ଡ ନିକଟରୁ ପରାସ୍ତ ହୋଇ ପ୍ରତିଯୋଗିତାରୁ ବିଦାୟ ନେଇଛି। ଭାରତୀୟ ଦଳର ପରାଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିରାଶବ୍ୟକ୍ତ…

କାଳିଆ ଯୋଜନାରେ ୭୧.୫୪% ଚାଷୀ ନିରାଶ : ଆକାଉଣ୍ଟକୁ ଏଯାଏ ଆସିନି ଟଙ୍କା

ତାଳଚେର, ୧୧ା୭ – ଚାଷୀମାନଙ୍କ ଉନ୍ନତି ତଥା ରୋଜଗାର ବୃଦ୍ଧି ପାଇଁ ରାଜ୍ୟ ସରକାର କାଳିଆ ଯୋଜନାର ଶୁଭାରମ୍ଭ କରିଥିଲେ। ଏଥିରେ ରାଜ୍ୟର ୯୨ ପ୍ରତିଶତ ଚାଷୀ ଉପକୃତ ହେବେ ବୋଲି କୁହାଯାଇଥିଲା। ହେଲେ ଅନୁଗୋଳ ଜିଲା ତାଳଚେର ବ୍ଲକରେ ରାଜ୍ୟ…

‘୪୫ ମିନିଟ୍‌ ଖରାପ କ୍ରିକେଟ୍‌ ଖେଳ ବଦଳାଇ ଦେଇଥିଲା’

ମାଞ୍ଚେଷ୍ଟର, ୧୧।୭ (ପି.ଟି.)- ଆଇସିସି ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ନ୍ୟୁଜିଲାଣ୍ଡ ନିକଟରୁ ହୃଦୟ ବିଦାରକ ପରାଜୟ ପରେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ମ୍ୟାଚ୍‌ର ‘ପ୍ରଥମ ୪୫ ମିନିଟ୍‌ ଖରାପ କ୍ରିକେଟ୍‌’ ଖେଳ ବଦଳାଇ ଦେଇଥିଲା ବୋଲି କହିଛନ୍ତି। ୨୪୦…

କପିଳାସ ପୀଠରେ ଜଳକଷ୍ଟ ସବୁଦିନିଆ: ଅଟକିଛି ୫୦ଲକ୍ଷ ଟଙ୍କାର ପ୍ରକଳ୍ପ

ଢେଙ୍କାନାଳ ଅଫିସ, ୧୧।୭ – ରାଜ୍ୟର ଅନ୍ୟତମ ପ୍ରମୁଖ ଶୈବପୀଠ କପିଳାସରେ ପାନୀୟ ଜଳ ଅଭାବ ପ୍ରମୁଖ ସମସ୍ୟା ଭାବେ ଉଭାହୋଇଛି। ଏଠାକୁ ଆସୁଥିବା ଶ୍ରଦ୍ଧାଳୁ ବିଶୁଦ୍ଧ ପାନୀୟ ଜଳ ମୁନ୍ଦାଏ ପାଇଁ ଡହଳବିକଳ ହେଉଛନ୍ତି। ଏହାର ସ୍ଥାୟୀ ସମାଧାନ ଲାଗି…

ଆଇସିସି ବିଶ୍ୱକପ୍‌: ଭାରତ ଆଶା ଧୂଳିସାତ୍‌, ଫାଇନାଲରେ ନ୍ୟୁଜିଲାଣ୍ଡ

ମାଞ୍ଚେଷ୍ଟର,୧୧।୭(ପି.ଟି.)- ଶେଷରେ ଭାରତ ଆଶା ଧୂଳିସାତ୍‌ ହୋଇଛି। କୋଟି କୋଟି ଭାରତୀୟ କ୍ରିକେଟ ପ୍ରଶଂସକ ନିରାଶ ହୋଇଛନ୍ତି। ସେମିଫାଇନାଲରେ ପରାସ୍ତ ହୋଇ ଭାରତ ଚଳିତ ଆଇସିସି ବିଶ୍ୱକପରୁ ବାଦ୍‌ ପଡିବା ପରେ ସାରା ଦେଶରେ ନୈରାଶ୍ୟ ଖେଳିଯାଇଛି। କେନ୍‌ ଓ୍ବିଲିୟମସନଙ୍କ ନେତୃତ୍ୱାଧୀନ…

୩ ବର୍ଷ ଧରି ସିସିଏଙ୍କୁ ମିଳୁନାହିଁ ଦରମା

ଫୁଲବାଣୀ ଅଫିସ, ୧୧ା୭-କନ୍ଧମାଳ ଜିଲାରେ ବିଭିନ୍ନ ସେବାଶ୍ରେମ/ଆଶ୍ରମ ବିଦ୍ୟାଳୟରେ ସିସିଏ(କୁକ୍‌ କମ୍‌ ଆଟେଣ୍ଡାଣ୍ଟ)ଙ୍କୁ ଦରମା ମିଳୁ ନାହିଁ। ତୁମୁଡ଼ିବନ୍ଧ ବ୍ଲକ ଭାଲିଆପାଣି ସେବାଶ୍ରମ ବିଦ୍ୟାଳୟର ସିସିଏମାନେ ଆସି ଜିଲାପାଳଙ୍କୁ ଏନେଇ ଅଭିଯୋଗ କରିଛନ୍ତି। ୨୦୧୬ ଜୁଲାଇ ୧ରେ ବିଦ୍ୟାଳୟ ପରିଚାଳନା କମିଟି…

ପଣ୍ଡା କଲୋନୀରେ ଆତଙ୍କରାଜ

ବ୍ରହ୍ମପୁର ଅଫିସ,୧୧ା୭-ବ୍ରହ୍ମପୁର ସହର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଇଞ୍ଜିନିୟରିଂ ସ୍କୁଲ ଛକ ନିକଟ ପଣ୍ଡା କଲୋନୀରେ ବୁଧବାର ରାତି ପ୍ରାୟ ସାଢ଼େ ୮ଟା ବେଳେ ୨ ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଯୁବକମାନେ ଅନ୍ୟ ଏକ ଗୋଷ୍ଠୀର ବାଇକ୍‌ରେ ନିଅଁ।…

ଆଙ୍କୋରଡ଼ା ସରପଞ୍ଚଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୧.୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଜବତ, ସରପଞ୍ଚ ଅଟକ

ଦିଗପହଣ୍ଡି,୧୧ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧ ନଂ. ୱାର୍ଡ ନୀଳାଦ୍ରି ବିହାରରେ ରହୁଥିବା ବିଜେଡି ନେତା ତଥା ଆଙ୍କୋରଡା ସରପଞ୍ଚ ଉସନ୍ତ କୁମାର ସାହୁଙ୍କ ୨ ମହଲା ବିଶିଷ୍ଟ ବାସଭବନରେ ବୁଧବାର ଭୋର ପ୍ରାୟ ୫ଟାରେ ବ୍ରହ୍ମପୁର ଭିଜିଲାନ୍ସ ଟିମ ପକ୍ଷରୁ…

‘ଓଡ଼ିଆ ଭାଷାରେ ଅଦାଲତ କାର୍ଯ୍ୟ କରାଯାଉ’

ବାଲେଶ୍ୱର ଅଫିସ,୧୧।୭- ଓଡ଼ିଆ ଭାଷାରେ ଅଦାଲତ କାର୍ଯ୍ୟ ପରିଚାଳନା କରାଯାଉ ବୋଲି ବାଲେଶ୍ୱର ଉତ୍କଳ ସମ୍ମିଳନୀ ଶାଖା ପକ୍ଷରୁ ଦାବି କରାଯାଇଛି। ବୁଧବାର ପୂର୍ବାହ୍ନ ୧୦ଟା ସମୟରେ ଶାଖା ସଭାପତି ପଣ୍ଡିତ ସୁରେନ୍ଦ୍ର ନାଥ କରଙ୍କ ତତ୍ତ୍ୱାବଧାନରେ ଏକ ପ୍ରତିନିଧି ଦଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri