ସିଲିକନ ଭ୍ୟାଲି ଡବ୍ଲ୍ୟୁଟିଏ : ଝେଙ୍ଗ୍- ସାବାଲେଙ୍କା ଫାଇନାଲ
କାର୍ଲିଫର୍ନିଆ,୪।୮: ଏଠାରେ ଚାଲିଥିବା ସିଲିକନ ଭ୍ୟାଲି ଡବ୍ଲ୍ୟୁଟିଏ ଟୁର୍ନାମେଣ୍ଟରେ ଚାଇନାର ଝେଙ୍ଗ୍ ସାଇସାଇ ଫାଇନାଲରେ ପ୍ରବେଶ କରିଛନ୍ତି। ବିଶ୍ୱର ଏହି ୫୫ ନମ୍ବର ଅଣସିଡ ଖେଳାଳି ଶନିବାର ସେମିଫାଇନାଲରେ ଗ୍ରୀସ୍ର ସପ୍ତମ ସିଡ ଖେଳାଳି ମାରିଆ ସାକାରିଙ୍କୁ ୭-୬, ୬-୨ ସେଟରେ…
୫ ପ୍ୟାକେଟ ବ୍ରାଉନସୁଗାର ଜବତ, ୫ ଗିରଫ
ରଣପୁର,୪।୮(ସ୍ବ.ପ୍ର.) : ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ନୟାଗଡ଼ ଜିଲାର ରଣପୁର ଥାନା ପୋଲିସ ରଣପୁର ବଜାର, ବିଭିନ୍ନ ସାହି, ମଣିନାଗ ପୀଠ ଓ ବ୍ଲକ ଅଞ୍ଚଳରେ ରବିବାର ଚଢ଼ାଉ ଜାରିରଖିଛି। ବ୍ରାଉନସୁଗାର ବିକ୍ରି ଅଭିଯୋଗରେ ପୋଲିସ ରଣପୁର ସୁଆରସାହିର ବାପି ଖଟେଇ(୩୨)…
ଥାଇଲାଣ୍ଡ ଓପନ୍ ବ୍ୟାଡମିଣ୍ଟନ୍ : ସାତ୍ତ୍ୱିକ୍- ଚିରାଗଙ୍କୁ ଡବଲ୍ଡ ଟାଇଟଲ
ବ୍ୟାଙ୍କକ୍,୪।୮: ଥାଇଲାଣ୍ଡ ଓପନ୍ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟରେ ଭାରତ ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟୀ ଡବଲ୍ସ ଟାଇଟଲ ହାସଲ କରି ଇତିହାସ ସୃଷ୍ଟି କରିଛନ୍ତି। ପ୍ରଥମ ଭାରତୀୟ ଯୋଡି ଭାବେ ଏହି ଦୁଇ ଖେଳାଳି କୌଣସି ବିଡବ୍ଲ୍ୟୁଏଫ୍ ସୁପର ୫୦୦ ବ୍ୟାଡମିଣ୍ଟନ…
ହାତୀ ଉପଦ୍ରବ : ଫସଲ ଖାଇଲା, ଘର ଭାଙ୍ଗିଲା
ବଡ଼ଗାଁ,୪।୮(ଡି.ଏନ୍.ଏ.) : ସୁନ୍ଦରଗଡ଼ ଜିଲା ବଡ଼ଗାଁ ବନଖଣ୍ଡ ଅଧୀନରେ ମାସେ ହେଲା ରହି ଆସୁଥିବା ହାତୀପଲ ମଧ୍ୟରୁ ଗୋଟିଏ ହାତୀ ଶନିବାର ରାତିରେ ଉପଦ୍ରବ ଘଟାଇଛି। ବିଳମ୍ବିତ ରାତିରେ କୁସୁମଡେଗୀ ନିକଟ ପାହାଡ଼ ଟୋଲିର ବିନୁ ଟପ୍ପୋ ଓ ଜନୁ ଟପ୍ପୋଙ୍କ…
୨୪ ଘଣ୍ଟା ମଧ୍ୟରେ ଆମେରିକାରେ ଦୁଇଟି ବଡ ଧରଣର ଗୁଳିକାଣ୍ଡ
ଓହିଓ,୪।୮: ଆମେରିକାର ଓହିଓରେ ହୋଇଥିବା ଦ୍ୱିତୀୟ ଗୁଳିକାଣ୍ଡରେ ୯ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଗୁଳିକାଣ୍ଡ ଘଟାଇଥିବା ବ୍ୟକ୍ତିଙ୍କର ମଧ୍ୟ ଏଥିରେ ମୃତ୍ୟୁ ହୋଇଥିବା କୁହାଯାଉଛି। ଏଥିରେ ଅନ୍ୟ ୧୬ ଆହତ ହୋଇଥିବା ବେଳେ ସେମାନଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି…
ଆଜି ଶ୍ରାଦ୍ଧବାର୍ଷିକୀ: ଉତ୍କଳ ସମ୍ମିଳନୀ ପକ୍ଷରୁ ନନ୍ଦିନୀ ଶତପଥୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ
ଭୁବନେଶ୍ୱର,୪।୮(ବ୍ୟୁରୋ): ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଉପଲକ୍ଷେ ଉତ୍କଳ ସମ୍ମିଳନୀ ପକ୍ଷରୁ ରାଜଭବନ ନିକଟସ୍ଥ ଏଲ୍ଆଇସି ଛକରେ ଥିବା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ଶାଖା ସଭାପତି ଦିଲ୍ଲୀପ ଦାଶବର୍ମାଙ୍କ ସଭାପତିତ୍ୱରେ ସମ୍ମିଳନୀର…
ମୋଦିଙ୍କ ମାନବିକତା ଗଲା କୁଆଡ଼େ ପ୍ରଶ୍ନ କଲେ ମେହବୁବା
ଶ୍ରୀନଗର, ୪।୮: ଜମ୍ମୁ-କଶ୍ମୀରରେ ଲୋକଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ଅଜଣା ଆତଙ୍କ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମାଲୋଚନା କରିଛନ୍ତି। ରାଜ୍ୟରେ ସୃଷ୍ଟି ହୋଇଥିବା ଏଭଳି ସ୍ଥିତି ଲାଗି ମୋଦି ହିଁ ଦାୟୀ ବୋଲି ସେ…
ସୋମବାର ମୋଦିଙ୍କ ବାସଭବନରେ କ୍ୟାବିନେଟ୍ ବୈଠକ
ନୂଆଦିଲ୍ଲୀ,୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନରେ ସୋମବାର କ୍ୟାବିନେଟ୍ ବୈଠକ ବସିବାର କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୯ଟା ୩୦ରେ ମୋଦିଙ୍କ ୭ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ଏହି ବୈଠକ ବସିବ। ଏହା ସହିତ ସୁରକ୍ଷା କମିଟି ବୈଠକ ଏବଂ ସଂସଦୀୟ…
ମେଟଲ୍ ମିଟ୍-୨୦୧୯: ଗ୍ରାଣ୍ଡ ଫିନାଲେ ଆରମ୍ଭ
ଭୁବନେଶ୍ୱର,୪।୮(ବ୍ୟୁରୋ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ମେଗା କୁଇଜ୍ ଇଭେଣ୍ଟ ‘ମେଟଲ୍ ମିଟ୍-୨୦୧୯’ର ଗ୍ରାଣ୍ଡ ଫିନାଲେ ହୋଟେଲ ସ୍ବସ୍ତି ପ୍ରିମିୟମ୍ଠାରେ ରବିବାର ଆରମ୍ଭ ହୋଇଛି। ପ୍ରଥମେ ଜୁନିୟର ବିଭାଗର ଟପ୍-୮ଟି ଟିମ୍ ଫିନାଲେ ପ୍ରତିଯୋଗିତାରେ ଅବତୀର୍ଣ୍ଣ ହୋଇଛନ୍ତି।…
କ୍ୱାରସମ୍ର ସଫଳ ପରୀକ୍ଷଣ
ନୂଆଦିଲ୍ଲୀ/ବାଲେଶ୍ୱର,୪।୮: ଓଡ଼ିଶା ବାଲେଶ୍ୱରର ଚାନ୍ଦିପୁରସ୍ଥିତ କ୍ଷେପଣାସ୍ତ୍ର ଘାଟିରୁ କ୍ୱାରସମ୍ (କୁଇକ୍ ରିଆକସନ୍ ସର୍ଫେସ୍-ଟୁ-ଏୟାର ମିଜାଇଲ୍)ର ସଫଳ ପରୀକ୍ଷଣ ହୋଇଛି। ରବିବାର ପୂର୍ବାହ୍ନ ୧୧ଟା ୫ରେ ଏହି ପରୀକ୍ଷଣ କରାଯାଇଛି। ଏହୀ କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ୩୦ କିଲୋମିଟର। ଏହା ଭୂପୃଷ୍ଠରୁ ଆକାଶକୁ…
ମହାପୁରୁଷ ଅଚ୍ୟୁତାନନ୍ଦ ପୀଠରୁ ପୋଲିସ ପରିଚୟ ଦେଇ ଭକ୍ତଙ୍କୁ ଉଠାଇନେଲେ ଅଜଣା ଲୋକ
ନିଶ୍ଚିନ୍ତକୋଇଲି,୪।୮(ସ୍ବ.ପ୍ର.): କଟକ ଜିଲା ନେମାଳ ଥାନା ଅଧିନସ୍ଥ ମହାପୁରୁଷ ଅଚ୍ୟୁତାନନ୍ଦ ପୀଠ ନିକଟରୁ ଜଣେ ଭକ୍ତଙ୍କୁ ପୋଲିସ ପରିଚୟ ଦେଇ ଏକ ସ୍କର୍ପିଓ ଗାଡ଼ିରେ ଉଠାଇ ନେଇଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ରବିବାର ପୂର୍ବାହ୍ନରେ ଭୁବନେଶ୍ୱରରୁ ଶୁଭେନ୍ଦୁ ମହାପାତ୍ର ପରିବାର ସହ…
ଶାହଙ୍କ ଉଚ୍ଚସ୍ତରୀୟ ବୈଠକ: ଜମ୍ମୁ-କଶ୍ମୀର ସ୍ଥିିତି ଉପରେ ଆଲୋଚନା
ନୂଆଦିଲ୍ଲୀ,୪।୮: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ରବିବାର ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଇ ଜମ୍ମୁ-କଶ୍ମୀର ସ୍ଥିତି ଉପରେ ଆଲୋଚନା କରିଛନ୍ତି। ସଂସଦ ଭବନ ପରିସରରେ ହୋଇଥିବା ଏହି ବୈଠକରେ ସୁରକ୍ଷା ପରାମର୍ଶ ଦାତା ଅଜିତ୍ ଡୋଭାଲ, ଆଇବି ମୁଖ୍ୟ ସାମନ୍ତ କୁମାର, ସ୍ବରାଷ୍ଟ୍ର ସଚିବ…

