ଚନ୍ଦ୍ରାୟନ-୨ ପଠାଇଲା ପୃଥିବୀର ଫଟୋ: ସୋସିଆଲ୍ ମିଡ଼ିଆରେ ଇସ୍ରୋ ପକ୍ଷରୁ କରାଗଲା ଶେୟାର
ଶ୍ରୀହରିକୋଟା,୪।୮: ଚନ୍ଦ୍ରାୟନ-୨ ମହାକାଶରୁ ପୃଥିବୀର ପ୍ରଥମ ଫଟୋ ପଠାଇଛି। ଏହାକୁ ଇସ୍ରୋ ପକ୍ଷରୁ ବିଭିନ୍ନ ସୋସିଆଲ୍ ମିଡ଼ିଆରେ ଶେୟାର କରାଯାଇଛି। ଚନ୍ଦ୍ରାୟନ-୨ ସେପ୍ଟେମ୍ବର ୬ରେ ଚନ୍ଦ୍ରର ଦକ୍ଷିଣ ପାର୍ଶ୍ୱରେ ଅବତରଣ କରିବ। ସେଠାରେ ଏହା ଚନ୍ଦ୍ରପୃଷ୍ଠ ସମ୍ପର୍କରେ ବିଶଦ ତଥ୍ୟ ଇସ୍ରୋକୁ…
ଟି୨୦: ଭାରତ ପାକିସ୍ତାନ ବିଶ୍ୱ ରେକର୍ଡର ସମକକ୍ଷ
ନୂଆଦିଲ୍ଲୀ, ୪।୮(ପି.ଟି.): ଶନିବାର ଫ୍ଲୋରିଡାରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍ରେ ଓ୍ବେଷ୍ଟଇଣ୍ଡିଜକୁ ୪ ଉଇକେଟରେ ପରାସ୍ତ କରିବା ପରେ ଭାରତ ପାକିସ୍ତାନ ହାସଲ କରିଥିବା ଏକ ବିରଳ ବିଶ୍ୱ ରେକର୍ଡର ସମକକ୍ଷ ହୋଇଛି। ପୂର୍ବରୁ ପାକିସ୍ତାନ ଏକମାତ୍ର ଦଳ ଭାବେ ବିଦେଶ…
ଇର୍ଫାନ, ୧୦୦ ଅନ୍ୟ କ୍ରିକେଟରଙ୍କୁ ଜମ୍ମୁ-କଶ୍ମୀର ଛାଡିଯିବାକୁ କୁହାଗଲା
ନୂଆଦିଲ୍ଲୀ,୪।୮: ଭାରତୀୟ ଅଲରାଉଣ୍ଡର ଇର୍ଫାନ ପଠାନ ଓ ୧୦୦ ଅନ୍ୟ କ୍ରିକେଟରଙ୍କୁ ଜମ୍ମୁ-କଶ୍ମୀର ଯଥାଶୀଘ୍ର ଛାଡିଯିବାକୁ କୁହାଯାଇଛି। କାଶ୍ମୀର ଉପତ୍ୟାକାରେ ଦେଖାଦେଇଥିବା ହିଂସା ଜନିତ ଅସ୍ଥିରତାକୁ ଦୃଷ୍ଟିରେ ରଖି ଭାରତ ସରକାରଙ୍କ ତରଫରୁ ସିକ୍ୟୁରିଟି ଆଡଭାଇଜରୀ ବା ସୁରକ୍ଷା ଜନିତ ପରାମର୍ଶ…
ଜଳସେଚନ ବିଭାଗ ଶୁଣିଲାନି, କେନାଲ ସଫେଇ କଲେ ଗ୍ରାମବାସୀ
କର୍ଲାମୁଣ୍ଡା,୪।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର କର୍ଲାମୁଣ୍ଡା ପାଣି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଆସିଥିବା ଡୁକେରମାଲ କେନାଲ (ସବ୍ମାଇନର -୧)କୁ ରବିବାର ସ୍ବେଚ୍ଛାକୃତ ଭାବେ କର୍ଲାମୁଣ୍ଡା ଗ୍ରାମବାସୀ ସଫେଇ କରିଛନ୍ତି। ଉତେଇ ଜଳସେଚନ ବିଭାଗ ପକ୍ଷରୁ ଜୁନ୍ ମାସ ଭିତରେ…
ପିଲାଦିନ ବନ୍ଧୁଙ୍କୁ ପ୍ରେମ ବିବାହ କଲେ ଯୁବତୀ: ମର୍ମାହତ ହୋଇ ବାପା ବାଣ୍ଟିଲେ ଶ୍ରାଦ୍ଧ କାର୍ଡ
ଭୋପାଳ,୪।୮: ମଧ୍ୟପ୍ରଦେଶ ମନ୍ଦସୋର ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ସ୍ଥାନୀୟ ଅଫଜଲପୁର ଥାନା ଅନ୍ତର୍ଗତ କୁଚଦୌଡ଼ ଗାଁରେ ଜଣେ ୧୯ ବର୍ଷ ବୟସ୍କା ଯୁବତୀ ନିଜ ପିଲାଦିନ ବନ୍ଧୁଙ୍କୁ ପ୍ରେମ ବିବାହ କରିଛନ୍ତି। ଏନେଇ ତାଙ୍କ ପିତାଙ୍କ ପକ୍ଷରୁ ଥାନାରେ…
ବନ୍ଧୁତ୍ୱ ଦିବସରେ ମୋଦିଙ୍କୁ ଟୁଇଟ୍ କଲେ ବେଞ୍ଜାମିନ୍ ନେତାନ୍ୟାହୁ: ଲେଖିଲେ ଶୋଲେ ଫିଲ୍ମର ‘ ୟେ ଦୋସ୍ତି ହମ୍ ନେହିଁ ଛୋଡ଼େଙ୍ଗେ’ ଗୀତର ଧାଡ଼ିଏ
ନୂଆଦିଲ୍ଲୀ,୪।୮: ଅନ୍ତର୍ଜାତୀୟ ବନ୍ଧୁତ୍ୱ ଦିବସରେ ଇସ୍ରାଏଲ୍ ରାଷ୍ଟ୍ରପତି ବେଞ୍ଜାମିନ୍ ନେତାନ୍ୟାହୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟୁଇଟ୍ କରି ଶୁଭେଚ୍ଛା ଜଣାଇଛନ୍ତି। ଏହି ବନ୍ଧୁତା ଆଗାମୀ ଦିନରେ ଅଧିକ ସଶକ୍ତ ଏବଂ ଗଭୀର ହେବ ବୋଲି ସେ ଆଶା ପୋଷଣ କରିଛନ୍ତି। ଏଥିରେ…
ମୁଖ୍ୟମନ୍ତ୍ରୀଙ୍କୁ ପ୍ଲାଷ୍ଟିକରେ ଉପହାର ଦେଇ ଜରିମାନା ଗଣିଲେ ମେୟର
ବେଙ୍ଗାଲୁରୁ,୪।୮: କର୍ନାଟକ ବେଙ୍ଗାଲୁରୁର ମେୟର ଗଙ୍ଗାମବିକି ମଲ୍ଲିକାର୍ଜୁନ ୫ଶହ ଟଙ୍କା ଜରିମାନା ଦେଇଛନ୍ତି। କାରଣ ନିକଟରେ ସେ କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦୁରପ୍ପାଙ୍କୁ ସାକ୍ଷାତ୍ କରି ଯେଉଁ ଉପହାର ଦେଇଥିଲେ ତାହା ଏକ ପ୍ଲାଷ୍ଟିକ ଜରିରେ କଭର କରାଯାଇଥିଲା। ଏଥିପାଇଁ ତାଙ୍କୁ…
ଜିଲାରେ ୪୯୪.୨ ମିମି ବର୍ଷା, କୋରାପୁଟ ବ୍ଲକରେ ସର୍ବାଧିକ ୬୪.୨ ମିମି
କୋରାପୁଟ,୪।୮(ସ୍ବ.ପ୍ର.) : କୋରାପୁଟ ଜିଲାରେ ରବିବାର ୪୯୪.୨ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗର ରିପୋର୍ଟରୁ ଜଣାଯାଇଛି। ଜିଲାର କୋରାପୁଟ ବ୍ଲକରେ ସର୍ବାଧିକ ୬୪.୨ ମିମି ବର୍ଷା ହୋଇଥିବାବେଳେ ବୋରିଗୁମ୍ମା ବ୍ଲକରେ ୪୮.୮ମିମିି, ଦଶମନ୍ତପୁର ବ୍ଲକରେ ୫୦ ମିମି ବର୍ଷା ହୋଇଛି…
ଭାରତ ପାଇଁ ଖେଳିବି ବୋଲି ଭାବି ନ ଥିଲି : ସଇନି
ଲଡରହିଲ(ଆମେରିକା),୪।୮(ପି.ଟି.): ଭାରତ ପାଇଁ ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚ୍ ଖେଳି ବେଶ୍ ଚମତ୍କାର ପ୍ରଦର୍ଶନ କରିଥିବା ଯୁବ ଦ୍ରୁତ ବୋଲର ନବଦୀପ ସଇନି ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଶନିବାର ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍ରେ ପଦାର୍ପଣ କରି ୨୬…
କର୍ନାଟକରେ ଖୁବ୍ଶୀଘ୍ର ହେବ ନିର୍ବାଚନ: କୁମାରସ୍ବାମୀ
ବେଙ୍ଗାଲୁରୁ,୪।୮: କର୍ନାଟକରେ ଭାଜପା ଶାସନ କ୍ଷମତା ହାତକୁ ନେଇଥିବା ବେଳେ ଏବେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡି(ଏସ୍) ନେତା ଏଚ୍ଡି କୁମାରସ୍ବାମୀ କହିଛନ୍ତି କର୍ନାଟକରେ ଭାଜପା ବେଶୀଦିନ ଶାସନ କ୍ଷମତାରେ ରହି ପାରିବ ନାହିଁ। କୁମାରସ୍ବାମୀ କହିଛନ୍ତି ଅଯୋଗ୍ୟ ଘୋଷିତ ହୋଇଥିବା…
୩ ଦିନିଆ ଜମ୍ମୁ-କଶ୍ମୀର ଗସ୍ତରେ ଯିବେ ଶାହ
ନୂଆଦିଲ୍ଲୀ, ୪।୮: ଜମ୍ମୁ-କଶ୍ମୀରରେ ସାଧାରଣ ଲୋକଙ୍କ ମଧ୍ୟରେ କେନ୍ଦ୍ର ସରକାରଙ୍କ ନୀତି ନେଇ ଶଙ୍କା ସୃଷ୍ଟି ହୋଇଛି। ତେବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଚଳିତ ମାସରେ ୩ ଦିନିଆ ଜମ୍ମୁ-କଶ୍ମୀର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିିଛି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ…
ମଦ୍ୟପ ପ୍ରଧାନଶିକ୍ଷକ ପିଲାଙ୍କୁ ଡରାଇବା ଘଟଣା : ବଦଳିଲେ ୩ ଶିକ୍ଷକ
ବାଲିଗୁଡ଼ା,୪।୮(ଡି.ଏନ୍.ଏ.): ଜଣେ କାର୍ଯ୍ୟରତ ପ୍ରଧାନଶିକ୍ଷକ ବିଦ୍ୟାଳୟକୁ ମଦ୍ୟପାନ କରି ଆସି ପାଠ ପଢ଼ିବାକୁ ଆସିଥିବା ଛାତ୍ରୀଛାତ୍ରଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବାରୁ ପିଲାମାନେ ମଧ୍ୟାହ୍ନଭୋଜନ ସମୟରେ ଭୟରେ ଘରକୁ ଫେରି ଆସିଥିଲେ। କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ…

