Home

ମହାପ୍ରଭୁଙ୍କ ନିର୍ଦ୍ଦେଶ କ୍ରମେ ଦକ୍ଷିଣ ମୋଡ଼ ହେଲା ତିନିରଥ

ରଣପୁର,୧୦ା୭ (ସ୍ବ.ପ୍ର.): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରାର ମଙ୍ଗଳବାର ଷଷ୍ଠ ଦିବସରେ ରଣପୁର ବି.ସି. ହାଇସ୍କୁଲ ଛାତ୍ରମାନେ ରଥଖଳାରେ ଥିବା ତିନିରଥକୁ ଦକ୍ଷିଣ ମୋଡ଼ କରିଛନ୍ତି। ସକାଳ ୯ଟାରେ ଷଷ୍ଠରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ର ହାଇସ୍କୁଲରୁ ବାହାରି ପଞ୍ଚୁଦୋଳ ପଡିଆସ୍ଥିତ…

କେନାଲରେ ଆସୁନି ପାଣି, ପଛେଇଗଲାଣି ଚାଷ

ବାଲିଆ,୧୦।୭: ଜୁଲାଇ ମାସ ଅଧା ହେଲାଣି, ଅଥଚ ଚାଷଜମିକୁ ପାଣି ପହଞ୍ଚତ୍ପାରିନାହିଁ। ମୁଖ୍ୟ କେନାଲ ସମେତ ଶାଖା କେନାଲରେ ଏ ପର୍ଯ୍ୟନ୍ତ ପାଣି ଆସିନାହିଁ। ଫଳରେ ଚାଷୀମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିରିଡ଼ି ବ୍ଲକରେ ଚାଷୀମାନେ ମୁଖ୍ୟତଃ ବର୍ଷା ଓ…

ଅଭିଶାପ ପାଲଟିଛେ ଜୀବନ୍‌:ସରକାରୀ ସୁବିଧାରୁ ବଁଚିତ୍‌ ସଂଯୁକ୍ତା

ବିନିକା,୧୦।୭ (ଡି.ଏନ୍‌.ଏ): ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ମହିଲା ସଶକ୍ତିକରନ ଉପରେ ଗୁରୁତ୍‌ ଦେଉଛନ୍‌। ଇଥିରଲାଗି ସବୁକ୍ଷେତ୍‌ରରେ ମହିଲାମାନକର ଭୂମିକାକେ ଗୁରୁତ୍‌ ଦିଆଯାଉଛେ। ସେଥିରଲାଗି ଆଇନ୍‌ କାନୁନ୍‌ ଠାନୁ ଆରମ୍‌ କରି ଅନେକ ସରକାରୀ ଯୋଜନା କାଯ୍‌କାରୀ ହେଉଛେ। ହେଲେ…

ସରକାରୀ ପୋରଛାହନ୍‌ର ଘୋର ଅଭାବ:ବୁଡ଼ିଯାଉଛେ ପାରମ୍ପରିକ ମାଟି କାରିଗରୀ

କଲମପୁର, ୧୦।୭ (ଡି.ଏନ୍‌.ଏ): ସରକାର କୁଟୀର ଶିଳ୍ପର ବିକାଶ ଲାଗି ଅନେକ ଯୋଜନାରେ କାରିଗରମାନକୁ ପୋରଛାହନ୍‌ ଯୁଗେଇ ଦେଉଛନ୍‌। ହେଲେ ଆମର ସମାଜରେ ବି ଅନେକ ପାରମ୍ପରିକ୍‌ କଉଲିକ୍‌ ବୁରତି ଅଛେ। ଯେନ୍‌ଥିରେ ଭିନେ ଭିନେ ସମାଜର କାରିଗରମାନେ ଦିନ୍‌ ରାଏତ୍‌…

ଚିକିତ୍ସା ଲାଗି ଟଁକା ବାଧକ୍‌: ଜୀବନ୍‌ ମରନ୍‌ ସଂଗେ ଯୁଝୁଛନ୍‌ ଚିନ୍ମୟୀ

କେସିଙ୍ଗା, ୧୦।୭ (ଡି.ଏନ୍‌.ଏ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଓ୍ବାର୍ଡ ନଂ.୩ର ବାସିନ୍‌ଦା ହେଉଛନ୍‌ ବିନୋଦ ବିଶି(୨୬)। ପରିବାର କହେଲେ ମାଏକିନା ପିରବତୀ ବିଶି(୨୩) ଆର ଝି’ ଚିନ୍ମୟୀ(୧୧ ମାସ)କେ ନେଇ ସଁସାର। ପରିବାରଟା ନିହାତି ଗରିବ୍‌ ହେଇଥିଲାବେଲେ ବିନୋଦ କୁଲି…

କପିଳାସ ପୀଠରେ ଶ୍ରାବଣ ଜଳଲାଗି ପ୍ରସ୍ତୁତି: ପ୍ଲାଷ୍ଟିକ, ପଲିଥିନ ସମ୍ପୂର୍ଣ୍ଣ ବାରଣ

ଢେଙ୍କାନାଳ ଅଫିସ, ୧୦।୭-ଢେଙ୍କାନାଳର ପ୍ରସିଦ୍ଧ ଶୈବପୀଠ କପିଳାସ ସମେତ ଜିଲାର ଅନ୍ୟ ୧୨ ପ୍ରମୁଖ ଶିବାଳୟରେ ଶ୍ରାବଣ ଜଳଲାଗି ପାଇଁ ଆରମ୍ଭ ହୋଇଛି ପ୍ରଶାସନିକ ପ୍ରସ୍ତୁତି। କାଉଡ଼ି ଯାତ୍ରାକୁ ଶୃଙ୍ଖଳିତ କରିବାକୁ ମଙ୍ଗଳବାର ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଜିଲା ପ୍ରଶାସନ…

ମାମଲା ସତ୍ତ୍ୱେ ପୋଲିସ ଚୁପ୍‌: ଧାରଣାରେ ବସିଲେ ମହିଳା

ଢେଙ୍କାନାଳ ଅଫିସ, ୧୦।୭-ଢେଙ୍କାନାଳ ଦକ୍ଷିଣକାଳୀ ରୋଡ୍‌ ସରଜଙ୍ଗ ସାହିର ରୀତା ନାଏକଙ୍କୁ ଜାତିଆଣ ଆକ୍ଷେପ କରିବା, ଗାଳିଗୁଲଜ କରିବା ଏବଂ ଧମକଚମକ ଦେବା ଅଭିଯୋଗରେ ଜୁନ୍‌ ୨୯ରେ ଟାଉନ ଥାନାରେ ଅଭିଯୋଗ ହୋଇଛି। ଏତଲା ରୁଜୁ ହେବାର ୧୦ଦିନ ପରେ ବି…

ତଥ୍ୟ ସର୍ବଜନୀକରଣର ଭୂମିକା ଶୀର୍ଷକ କର୍ମଶାଳା: ପ୍ରଦୂଷଣ କମ୍‌ କର, ରେଟିଂ ନିଅ

ଅନୁଗୋଳ ଅଫିସ, ୧୦।୭-ଅନୁଗୋଳ ଆଞ୍ଚଳିକ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ କାର୍ଯ୍ୟାଳୟରେ ‘ପରିବେଶ ପାରଦର୍ଶିତା ବୃଦ୍ଧି କରିବାରେ ତଥ୍ୟ ସର୍ବଜନୀକରଣର ଭୂମିକା’ ଶୀର୍ଷକ ଏକ କର୍ମଶାଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଅନୁଗୋଳ ଆଞ୍ଚଳିକ ଅଧିକାରୀ ଡ. ଅନୁପ…

କଦଳୀମୁଣ୍ଡା ପ୍ରକଳ୍ପ ଉପ୍ରା ସ୍କୁଲ ଶ୍ରେଣୀଗୃହ ନିର୍ମାଣ ହେଉନି: ବାରଣ୍ଡାରେ ଚାଲିଛି ପାଠପଢ଼ା

ବଇଣ୍ଡା,୧୦।୭(ଡି.ଏନ.ଏ.)-କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ କଦଳୀମୁଣ୍ଡା ପ୍ରକଳ୍ପ ଉପ୍ରା ବିଦ୍ୟାଳୟରେ ଆବଶ୍ୟକ ଶ୍ରେଣୀଗୃହ ନିର୍ମାଣ ହେଉନାହିଁ। ଫଳରେ ଛାତ୍ରୀଛାତ୍ରମାନେ ବାରଣ୍ଡାରେ ବସି ପାଠ ପଢୁଛନ୍ତି। ଏ ନେଇ ବାରମ୍ବାର ଅଭିଯୋଗ କରାଗଲେ ବି କର୍ତ୍ତୃପକ୍ଷ ପଦକ୍ଷେପ ନେଉ ନ ଥିବାରୁ ଛାତ୍ରୀଛାତ୍ର…

ପାଠ୍ୟପୁସ୍ତକ, ଔଷଧ ପୋଡ଼ି ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ବ୍ଲକ ଶିକ୍ଷା ଅଧିକାରୀ

ଛେଣ୍ଡିପଦା,୧୦ା୭(ସ୍ବ.ପ୍ର.)-ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ରାଜ୍ୟ ସରକାର ମାଗଣାରେ ପାଠ୍ୟ ପୁସ୍ତକ ଯୋଗାଇ ଦେଉଛନ୍ତି। ସେହିପରି ସ୍ବାସ୍ଥ୍ୟର ଯତ୍ନ ପାଇଁ ଆଇରନ ଓ କୃମି ନାଶକ ଔଷଧ ମଧ୍ୟ ସ୍କୁଲଗୁଡ଼ିକରେ ବଣ୍ଟନ କରାଯାଉଛି। ହେଲେ ଛେଣ୍ଡିପଦା ସଦର ମହକୁମାରେ ବନ୍ଦ…

ମାଗୁରାଣି ଚାଞ୍ଚରାରେ ଛେଳି, ମେଣ୍ଢା ମଡ଼କ

ବେଗୁନିଆପଡ଼ା,୯ା୭(ଡି.ଏନ.ଏ.): ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଏସ. ଛଚିନା ପଞ୍ଚାୟତ ମାଗୁରାଣି ଚାଞ୍ଚରା ଗ୍ରାମରେ ଛେଳି ଓ ମେଣ୍ଢା ମଡ଼କ ଦେଖାଦେଇଛି। ଗତ ସପ୍ତାହକ ମଧ୍ୟରେ ଗ୍ରାମର ଡି. ଯୋଗୀ ପାତ୍ର, କେ. ତାରିଣୀ ପାତ୍ର, ଏ. ସୁରେଶ ପାତ୍ର, ଏ. ରାମ…

ବିଦ୍ୟାଳୟରେ ବାଘ ଆତଙ୍କ, ତଦନ୍ତ ଆରମ୍ଭ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ, ୧୦।୭(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ଝିଞ୍ଜିରିଗୁଡା ପଞ୍ଚାୟତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ହଷ୍ଟେଲ ପରିସରରେ ବାଘ ଆତଙ୍କ ଦେଖାଯାଇଛି। ଶୁକ୍ରବାର ଭୋରରେ ବିଦ୍ୟାଳୟର କୁକ୍‌ କମ୍‌ ଆଟେଣ୍ଡାଣ୍ଟଙ୍କ ସ୍ବାମୀ ଅମିତ ମଲ୍ଲିକ ବିଦ୍ୟାଳୟ ପରିସରରେ ଥିବା ତାଙ୍କ ବାସଭବନ ବାହାରକୁ ବାହାରିଥିବାବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri