Home

ଏଜେଣ୍ଟ, ଗ୍ରାହକଙ୍କୁ ମିଳୁନି ମାଚୁରିଟି ଟଙ୍କା

ବ୍ରହ୍ମପୁର ଅଫିସ,୧୦ା୭-ସାହାରା ଇଣ୍ଡିଆ ଚିଟଫଣ୍ଡ ସଂସ୍ଥା ଅଧୀନରେ କାର୍ଯ୍ୟ କରୁଥିବା ଏଜେଣ୍ଟ(କ୍ଷେତ୍ର କର୍ମଚାରୀ) ଓ ଜମାକାରୀଙ୍କୁ ଦୀର୍ଘ ମାସ ଧରି ମିଳିନି ମାଚୁରିଟି, ଏମ୍‌ଆଇଏସ (ମାସିକ ଇନ୍‌କମ ସ୍କିମ) ଟଙ୍କା। ଅଥଚ କମ୍ପାନୀ ଗ୍ରାହକଙ୍କଠାରୁ ବିଭିନ୍ନ ସ୍କିମରେ ଅର୍ଥ ନେଇ ମାର୍କେଟରୁ…

ନୋ ପାର୍କିଂ ସ୍ଥାନରେ ଟ୍ରକ ପାର୍କିଂ

କେନ୍ଦୁଝର, ୧୦ା୭ (ସ୍ବ.ପ୍ର.)-କେନ୍ଦୁଝର ସହର ଦେଇ ଯାଇଥିବା ଏନଏଚ ୪୯ ରେ ବାରମ୍ବାର ଦୁର୍ଘଟଣା ଘଟୁଥିଲେ ହେଁ ପ୍ରଶାସନର ଚେତା ପଶୁନି ା ସହର ମଧ୍ୟରେ ବହୁ ଦୁର୍ଘଟଣା ଘଟି ନିରୀହ ଜୀବନ ଗୋଟିଏ ପରେ ଗୋଟିଏ ଚାଲିଯାଉଥିଲେ ହେଁ ରୋକିବା…

ହଜି ଯାଉଛି ଅସନପାଟର ପରିଚୟ

କେନ୍ଦୁଝର, ୧୦ା୭ (ସ୍ବ.ପ୍ର.)- କେନ୍ଦୁଝର ଜିଲାର କଳା ସଂସ୍କୃତି ନିଆରା। ଏକଦା ଏଠାରେ ସାମରିକ କଳାର ପ୍ରତୀକ ସ୍ବରୂପ ଛଉ ନୃତ୍ୟର ପ୍ରସିଦ୍ଧି ରହିଥିଲା। ଝୁମ୍ପୁରା ବ୍ଲକ ଅଧୀନ ଅସନପାଟ ଗ୍ରାମ ଛଉ ଗ୍ରାମ ଭାବେ ପରିଚୟ ଲାଭ କରିଥିଲା। ଏଡି…

ହାର୍‌ ମାନିନାହାନ୍ତି କନକଲତା

ଭଦ୍ରକ ଅଫିସ, ୧୦।୭- ଭଦ୍ରକ ସହର ତଳିର ଏକ ଗଁା ଓକାଳ। ଗଁାରେ ରହିଛି ଏକ ୫ ଫୁଟ ଉଚ୍ଚର ବଖରାଏ ନୂଆଣିଆ ନଡ଼ା ଛପର ଘର। ରାତି ପାହିଲେ ମାଟିକାନ୍ଥ ଓ ଚଟାଣକୁ ଗୋବର ପାଣିରେ ଲିପାପୋଛା କରିଦିଅନ୍ତି କନକଲତା।…

ଅସ୍ଥିଶଲ୍ୟ ବିଭାଗରେ ତ୍ରୁଟିପୂର୍ଣ୍ଣ ଚିକିତ୍ସା: ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଭେଟି ଅଭିଯୋଗ କଲେ ଛାତ୍ରନେତା

ବାଲେଶ୍ୱର ଅଫିସ, ୧୦।୭- ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ଅସ୍ଥିଶଲ୍ୟ ବିଭାଗରେ ଜଣେ ରୋଗୀଙ୍କୁ ତ୍ରୁଟିପୂର୍ଣ୍ଣ ଚିକତ୍ସା କରାଯିବା ଘଟଣା ନେଇ ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଭେଟି ଛାତ୍ରନେତା ଜ୍ଞାନେନ୍ଦ୍ର ମହାନ୍ତି ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ, ଗତ…

ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନରେ ଓଡ଼ିଆଙ୍କ ଚମକ: ଭକ୍ତରାମଙ୍କୁ ଡବଲ୍‌, ଝିଲ୍ଲୀଙ୍କୁ ୧ ସ୍ବର୍ଣ୍ଣ

ଭୁବନେଶ୍ୱର, ୧୦।୭ (ସ୍ପୋଟର୍‌ସ ବ୍ୟୁରୋ)- ଅଷ୍ଟ୍ରେଲିଆର ଆପିଆଠାରେ ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ (ୟୁଥ୍‌, ଜୁନିୟର ଓ ସିନିୟର)ର ପ୍ରଥମ ଦିବସରେ ଓଡ଼ିଆ ପ୍ରତିଯୋଗୀଙ୍କ ଚମକ ଦେଖିବାକୁ ମିଳିଛି। ଭାରତୀୟ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଓଡ଼ିଶାର ୩…

ରାଜ୍ୟଗୋଷ୍ଠୀ ଜୁଡୋ ଚାମ୍ପିୟନଶିପ୍‌: ଭାରତୀୟ ଦଳରେ ଓଡ଼ିଶାର ନିତ୍ୟା

ଭୁବନେଶ୍ୱର, ୧୦।୭(କ୍ରୀଡ଼ା ପ୍ରତିନିଧି)-ସେପ୍ଟେମ୍ବର ୨୨ରୁ ୩୦ ପର୍ଯ୍ୟନ୍ତ ଇଂଲଣ୍ଡର ବର୍ମିଂହାମଠାରେ ରାଜ୍ୟଗୋଷ୍ଠୀ ଜୁଡ଼ୋ ଚାମ୍ପିୟନଶିପ ଅନୁଷ୍ଠିତ ହେବ। ଏଥିପାଇଁ ଘୋଷିତ ଭାରତୀୟ ଦଳରେ ଓଡ଼ିଶାର ନିତ୍ୟା ମାଝୀ ମନୋନୀତ ହୋଇଛନ୍ତି। କିସ ଛାତ୍ର ନିତ୍ୟା ୪୬କେଜି ବର୍ଗର ପ୍ରି-କ୍ୟାଡେଟ ବାଳକ ବିଭାଗରେ…

ଓ୍ବିମ୍ବେଲଡନରେ ପ୍ରଥମ

ଲଣ୍ଡନ, ୧୦ା୭ (ଏଏଫ୍‌ପି)- ଓ୍ବିମ୍ବେଲଡନର ପ୍ରଥମ ୧୨-୧୨ ଫାଇନାଲ ସେଟ୍‌ ଟାଇବ୍ରେକ୍‌ ଚଳିତ ସଂସ୍କରଣରେ ଦେଖିବାକୁ ମିଳିଛି। ମଙ୍ଗଳବାର ହେନ୍‌ରି କୋଣ୍ଟିନେନ୍‌ ଓ ଜନ୍‌ ପିଅର୍ସ ଏବଂ ରାଜୀବ ରାମ ଓ ଜୋ ସାଲିସବରିଙ୍କ ମଧ୍ୟରେ ଅନୁଷ୍ଠିତ ପୁରୁଷ ଡବଲ୍ସ ମ୍ୟାଚରେ…

ଛେତ୍ରୀ ପ୍ଲେୟର ଅଫ୍‌ ଦି ଇୟର

ନୂଆଦିଲ୍ଲୀ, ୧୦ା୭ (ପି.ଟି.)-ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ଅଧିନାୟକ ସୁନୀଲ ଛେତ୍ରୀଙ୍କୁ ବର୍ଷର ଶ୍ରେଷ୍ଠ ପୁରୁଷ ଫୁଟ୍‌ବଲର ଭାବେ ମନୋନୀତ କରିଛି। ସେ ରେକର୍ଡ ୬ଷ୍ଠ ଥର ପାଇଁ ଏହି ପୁରସ୍କାର ଜିତିବାରେ ସଫଳ ହୋଇଛନ୍ତି। ୩୪ ବର୍ଷୀୟ ଷ୍ଟ୍ରାଇକର କିଛି…

ପର୍ଯ୍ୟଟକଙ୍କୁ ବଞ୍ଚାଇଲେ ଅଲିମ୍ପିକ ସନ୍ତରଣକାରୀ

ମିଲାନ, ୧୦ା୭ (ଏପି)- ଇଟାଲୀଦେଶର ସାର୍ଡିନିଆ ନିକଟବର୍ତ୍ତୀ ସମୁଦ୍ର ବକ୍ଷରେ ବୁଡ଼ିଯାଉଥିବା ଜଣେ ପର୍ଯ୍ୟଟକଙ୍କୁ ଉଦ୍ଧାର କରିଛନ୍ତି ଅଲିମ୍ପିକ ସନ୍ତରଣକାରୀ ଫିଲିପୋ ମାଗ୍‌ନିନି। ଖବର ଅନୁସାରେ ପୁରୁଷ ପର୍ଯ୍ୟଟକ ଜଣକ ଏକ ଭାସମାନ କୃତ୍ରିମ ହଂସ ଉପରେ ଉପବିଷ୍ଟ ହୋଇ ସମୁଦ୍ରକୂଳରେ…

ସେରେନା, ହାଲେପ୍‌ ସେମିଫାଇନାଲରେ

ଲଣ୍ଡନ, ୧୦ା୭- ସେରେନା ଓ୍ବିଲିୟମ୍ସ ଓ ସିମୋନା ହାଲେପ୍‌ ଓ୍ବିମ୍ବେଲଡନ ଓପନ ଗ୍ରାଣ୍ଡସ୍ଲାମ ଟେନିସ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ ଏକ ମହିଳା ସିଙ୍ଗଲ୍ସ କ୍ୱାର୍ଟରଫାଇନାଲରେ ଏହି ୨୩ଥର ଗ୍ରାଣ୍ଡସ୍ଲାମ ବିଜୟିନୀ ୬-୪, ୪-୬, ୬-୩ ସେଟ୍‌ରେ ନିଜ…

ଓଲ୍ଡ ଟ୍ରାଫର୍ଡ ଷ୍ଟାଡିୟମ ‘ନୋ ଫ୍ଲାଏ ଜୋନ୍‌’ରେ ପରିଣତ

ମାଞ୍ଚେଷ୍ଟର,୧୦।୭(ପି.ଟି.)- ମଙ୍ଗଳବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲ ମ୍ୟାଚ୍‌ର ଭେନ୍ୟୁ ଓଲ୍ଡ ଟ୍ରାଫର୍ଡ ଷ୍ଟାଡିୟମକୁ ‘ନୋ ଫ୍ଲାଏ ଜୋନ୍‌’ରେ ପରିଣତ କରାଯାଇଥିଲା। ସୁରକ୍ଷା ତଥା ନିରାପତ୍ତା ଦୃଷ୍ଟିକୋଣରୁ ଏପରି କରାଯାଇଥିଲା ବୋଲି ଇଂଲଣ୍ଡ ଓ ଓ୍ବେଲ୍ସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri