Home

ଅଷ୍ଟ୍ରେଲିଆ ବିପକ୍ଷରେ ଇଂଲଣ୍ଡର ରେକର୍ଡ ଭଲ ରହିଛି

ବର୍ମିଂହାମ,୧୦।୭(ପି.ଟି.)- ଚଳିତ ବିଶ୍ୱକପ୍‌ର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ରେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଇଂଲଣ୍ଡ ଓ ଅଷ୍ଟେଲିଆ ଏଜ୍‌ବାଷ୍ଟନ ଗ୍ରାଉଣ୍ଡରେ ପରସ୍ପରକୁ ଭେଟିବେ। ଗତ ୪ ବର୍ଷରେ ଅଷ୍ଟ୍ରେଲିଆ ବିପକ୍ଷରେ ଇଂଲଣ୍ଡର ପ୍ରଦର୍ଶନ ଅପେକ୍ଷାକୃତ ଭଲ ରହିଛି। ଲିଗ୍‌ ପର୍ଯ୍ୟାୟରେ ଅଷ୍ଟ୍ରେଲିଆଠାରୁ ଇଂଲଣ୍ଡ…

ଆଇସିସି ବିଶ୍ୱକପ୍‌: ପ୍ରଥମ ସେମିଫାଇନାଲ; ମାଞ୍ଚେଷ୍ଟରରେ ବର୍ଷାର ଖେଳ

ମାଞ୍ଚେଷ୍ଟର,୧୦।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ପୁଣି ଥରେ ବର୍ଷା ବାଧକ ସାଜିଛି। ବର୍ଷାଯୋଗୁ ଟୁର୍ନାମେଣ୍ଟର ଲିଗ୍‌ ପର୍ଯ୍ୟାୟରେ ୪ଟି ମ୍ୟାଚ୍‌ ବାତିଲ ହୋଇସାରିଥିବା ବେଳେ ମଙ୍ଗଳବାର ଖେଳାଯାଇଥିବା ଭାରତ- ନ୍ୟୁଜିଲାଣ୍ଡ ପ୍ରଥମ ସେମିଫାଇନାଲ ମ୍ୟାଚ୍‌ ମଧ୍ୟ ସମାନ କାରଣରୁ ପ୍ରଭାବିତ ହୋଇଛି।…

ଅର୍ଥ ଯୋଗାଡରେ ବାହାରିଛନ୍ତି ସରକାର;ଲିଜ୍‌ ଦିଆଯିବ ଖାଲି ପଡିଥିବା ସରକାରୀ ଜମି, ଘର

ନୂଆଦିଲ୍ଲୀ,୧୦-୭: ନିବେଶ ବୃଦ୍ଧି ମାଧ୍ୟମରେ ଅର୍ଥନୀତିର ପ୍ରଗତିକୁ ଦ୍ରୁତତର କରିବା ଲାଗି କେନ୍ଦ୍ରରେ ମୋଦି ସରକାର ୨.୦ ଏବେ କାର୍ଯ୍ୟରେ ଲାଗିପଡିଛନ୍ତି। ନିବେଶ ଲାଗି ଅର୍ଥ ଆବଶ୍ୟକ ଥିବାରୁ ସରକାର ବିଭିନ୍ନ ଉପାୟରେ ଏହା ଯୋଗାଡ କରିବାକୁ ଉଦ୍ୟମ କରୁଛନ୍ତି। ଏହିକ୍ରମରେ…

୫ ଲକ୍ଷ କୋଟି ଡଲାର ଅର୍ଥନୀତି ଲକ୍ଷ୍ୟ ହାସଲ ସମ୍ଭବ:ନୀତି ଆୟୋଗ ଉପାଧ୍ୟକ୍ଷ

ନୂଆଦିଲ୍ଲୀ,୧୦-୭: ଦେଶର ଅର୍ଥନୀତି ୨୦୨୪-୨୫ ସୁଦ୍ଧା ୫ ଲକ୍ଷ କୋଟି ଡଲାରରେ ପହଞ୍ଚତ୍ପାରିବ ବୋଲି ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଆଶାବ୍ୟକ୍ତ କରିଛନ୍ତି। ତାଙ୍କ ମତରେ ଏଥିପାଇଁ ଘରୋଇ କ୍ଷେତ୍ରକୁ ଅଗ୍ରଣୀ ଭୂମିକା ଗ୍ରହଣ କରିବାକୁ ହେବ। ଭାରତୀୟ ବାଣିଜ୍ୟ…

ଗୋଟିଏ ୨୦୦୦ ଟଙ୍କିଆ ନୋଟ୍‌ର ଛାପା ଖର୍ଚ୍ଚ ୬୫ ପଇସା କମିଛି

ନୂଆଦିଲ୍ଲୀ,୧୦-୭: ଗତ ଆର୍ଥିକ ବର୍ଷ ୨୦୧୮-୧୯ରେ ଗୋଟିଏ ୨୦୦୦ ଟଙ୍କିଆ ନୋଟ୍‌ର ଛାପା ଖର୍ଚ୍ଚ ୧୮.୪% ଅର୍ଥାତ୍‌ ୬୫ ପଇସା କମିଛି ବୋଲି ସରକାରୀ ତଥ୍ୟରୁ ଜଣାପଡିଛି। ରାଜ୍ୟ ସଭାରେ ପ୍ରଦାନ କରାଯାଇଥିବା ତଥ୍ୟ ଅନୁଯାୟୀ, ୨୦୧୬ ନଭେମ୍ବରରେ ଦେଶରେ ପ୍ରଚଳନ…

କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ;ଘର କ୍ରେତାଙ୍କ ଲାଗି ଏକକ ପ୍ରସ୍ତାବ ଆଣ

ନୂଆଦିଲ୍ଲୀ,୧୦-୭: ଲକ୍ଷ ଲକ୍ଷ ଘର କ୍ରେତାଙ୍କ ସମସ୍ୟା ଦୂର କରିବା ଲାଗି କେନ୍ଦ୍ର ସରକାର ଏକକ ପ୍ରସ୍ତାବ(ୟୁନିଫର୍ମ ପ୍ରପୋଜାଲ୍‌) ଆଣନ୍ତୁ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଜେପି ଇନ୍‌ଫ୍ରାଟେକ୍‌ ଲିମିଟେଡ ମାମଲାର ଶୁଣାଣି ବେଳେ ଏହି ନିର୍ଦ୍ଦେଶ ଦେଇ କହିଛନ୍ତି…

ଓଏନ୍‌ଜିସି, ଆଇଓସି, ଏନ୍‌ଟିପିସି, ଗେଲ୍‌ର ସରକାରୀ ନିୟନ୍ତ୍ରଣ ହଟିବ

ବଜେଟ ନିଅଣ୍ଟକୁ ନିୟନ୍ତ୍ରଣରେ ରଖିବା ଲାଗି କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଏବେ ଲାଭଜନକ ରାଷ୍ଟ୍ରାୟତ୍ତ ଉଦ୍ୟୋଗରୁ ନିଜର ନିୟନ୍ତ୍ରଣ ହଟାଇବାକୁ ଚାହୁଁଛନ୍ତି। ଏହାଦ୍ୱାରା ଦେଶରେ ନିବେଶ ବୃଦ୍ଧି ପାଇବ ବୋଲି ସରକାର ଭାବୁଛନ୍ତି। ଶକ୍ତି କ୍ଷେତ୍ରରେ କାର୍ଯ୍ୟରତ ପ୍ରମୁଖ ଲାଭଜନକ…

ଭାରତର ଟାରିଫ୍‌ ବୃଦ୍ଧି ଗ୍ରହଣୀୟ ନୁହେଁ: ଟ୍ରମ୍ପ

ଓ୍ବାଶିଂଟନ,୧୦-୭: ଆମେରିକାର ବହୁ ଉତ୍ପାଦ ଉପରେ ଭାରତ ଟାରିଫ୍‌ ବୃଦ୍ଧି କରିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଭାରତର ଟାରିଫ୍‌ ବୃଦ୍ଧି ଗ୍ରହଣୀୟ ନୁହେଁ ବୋଲି ସେ ଟୁଇଟ୍‌ କରି ଜଣାଇଛନ୍ତି। ସୂଚନାଥାଉ କି, ଆମେରିକା…

ଇଣ୍ଡିଗୋ ପ୍ରମୋଟରଙ୍କ ଝଗଡା ସେବିରେ ପହଞ୍ଚିଲା

ମୁମ୍ବାଇ,୧୦-୭: ଦେଶର ସର୍ବବୃହତ୍‌ ଘରୋଇ ଏୟାରଲାଇନ ଭାବେ ପରିଚିତ ଇଣ୍ଡିଗୋ ଏୟାରଲାଇନ୍ସର ପ୍ରମୋଟରଙ୍କ ଭିତରେ ଆରମ୍ଭ ହୋଇଥିବା ଝଗଡା ଏବେ ଷ୍ଟକ୍‌ ଏକ୍ସଚେଞ୍ଜ ନିୟନ୍ତ୍ରକ ସିକ୍ୟୁରିଟିଜ ବୋର୍ଡ ଅଫ୍‌ ଇଣ୍ଡିଆ(ସେବି) ନିକଟରେ ପହଞ୍ଚତ୍ଛି। କମ୍ପାନୀରେ ହୋଇଥିବା ଅନିୟମିତତାର ତଦନ୍ତ କରିବା ଲାଗି…

୧୮ହଜାର କୋଟି ଦେଲେ ବିଦେଶ ଯାଇପାରିବେ ଗୋୟଲ

ନୂଆଦିଲ୍ଲୀ,୧୦-୭: ଋଣରେ ବୁଡ଼ି ରହିଥିବା ଜେଟ୍‌ ଏୟାରଓ୍ବେଜ୍‌ ପ୍ରତିଷ୍ଠାତା ନରେଶ ଗୋୟଲଙ୍କୁ ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟରୁ ବଡ଼ ଝଟକା ଲାଗିଛି। ଗୋୟଲ ୧୮ ହଜାର କୋଟି ଟଙ୍କାର ବ୍ୟାଙ୍କ ଗ୍ୟାରେଣ୍ଟି ଜମା କରିବା ପୂର୍ବରୁ ବିଦେଶ ଯାଇପାରିବେ ନାହିଁ ବୋଲି ହାଇକୋର୍ଟ…

ଏଫ୍‌ପିଆଇଙ୍କୁ ଟାର୍ଗେଟ କରାଯାଇନି: ଅର୍ଥ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୦-୭:ବଜେଟରେ ପ୍ରସ୍ତାବ ଦିଆଯାଇଥିବା ନୂଆ ଟିକସ ବ୍ୟବସ୍ଥାକୁ ନେଇ ଫରେନ ପୋର୍ଟଫୋଲିଓ ଇନଭେଷ୍ଟର(ଏଫ୍‌ପିଆଇ)ଙ୍କ ମଧ୍ୟରେ ବିଭିନ୍ନ ଆଶଙ୍କା ଉପୁଜିଛି। ଏହାର ପ୍ରଭାବ ଦେଶର ପୁଞ୍ଜି ବଜାର ଉପରେ ମଧ୍ୟ ପରିଲକ୍ଷିତ ହୋଇଛି। ଗତ କିଛି ଦିନରେ ଶେୟାର ବଜାରର ସୂଚକାଙ୍କ ଖସି…

୧୧ ବର୍ଷରେ ୧.୮୫ ଲକ୍ଷ କୋଟି ଟଙ୍କାର ବ୍ୟାଙ୍କ ଠକେଇ

ନୂଆଦିଲ୍ଲୀ,୧୦-୭: ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ଠକେଇ ଦିନକୁ ଦିନ ବଢୁଥିବା ଦେଖାଯାଇଛି। ଗତ ୧୧ ବର୍ଷ ମଧ୍ୟରେ ବ୍ୟାଙ୍କଗୁଡିକରେ ୪୪,୦୧୬ ଠକେଇ ମାମଲା ସାମ୍ନାକୁ ଆସିଛି। ୨୦୦୮-୦୯ ପରଠାରୁ ଏହି ମାମଲାଗୁଡିକରେ ୧.୮୫ ଲକ୍ଷ କୋଟି ଟଙ୍କା ଜଡିତ ରହିଥିବା ଅର୍ଥରାଷ୍ଟ୍ରମନ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri