Home

ସକାଳେ କପେ ରେଡ୍‌ ଟି…

ସକାଳେ ରେଡ୍‌ ଟି ପିିଇଲେ ଅନେକ ଉପକାର ମିଳିଥାଏ। ରେଡ୍‌ ଟିରେ ଲୌହ, ପୋଟାସିୟମ୍‌, ଜିଙ୍କ୍‌, ମାଙ୍ଗାନିଜ୍‌, କପର, କ୍ୟାଲସିୟମ୍‌, ସୋଡ଼ିୟମ୍‌, ମ୍ୟାଗ୍ନେସିୟମ୍‌, ଫ୍ଲୋରାଇଡ୍‌, କ୍ୟୁରସେଟିନ୍‌ ଆଦି ତତ୍ତ୍ୱ ରହିଥାଏ। ଏହାକୁ ନିୟମିତ ପିଇଲେ ରକ୍ତ ସଞ୍ଚାଳନ ବୃଦ୍ଧି ହୋଇ ହାର୍ଟ…

ବସ୍‌ରେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣା: ଅଭିଯୁକ୍ତ ହେଲ୍‌ପର ଗିରଫ

ପୁରୀ ଅଫିସ, ୯ା୭ : ମହାପ୍ରଭୁଙ୍କ ରଥଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇପଡ଼ିଥିବାବେଳେ ଘଟିଛି ଲଜ୍ଜାଜନକ ଘଟଣା। ସୋମବାର ରାତିରେ ପୁରୀ ବସ୍‌ଷ୍ଟାଣ୍ଡ ପରିସରସ୍ଥ ଏକ ବସ୍‌ ଭିତରେ ଜଣେ ଆଦିବାସୀ ନାବାଳିକାଙ୍କୁ ବସ୍‌ ହେଲ୍‌ପର ବଳାତ୍କାର କରିଛନ୍ତି। ଏହି ଘଟଣାରେ…

‘କସ୍‌ମୋପଲିଟାନ୍‌’ କଭର୍‌ଷ୍ଟୋରୀରେ ଦୂତି

ଭୁବନେଶ୍ୱର,୯ା୭(ବ୍ୟୁରୋ)- ଅନ୍ତର୍ଜାତୀୟସ୍ତରରେ ଖ୍ୟାତିଅର୍ଜନ କରିଥିବା ଓଡ଼ିଆ କ୍ରୀଡାବିତ୍‌ ଦୂତି ଚାନ୍ଦ ବିଶ୍ୱର ସର୍ବାଧିକ ପ୍ରସାରିତ ଫ୍ୟାଶନ ମାଗାଜିନ୍‌ ‘କସ୍‌ମୋପଲିଟାନ୍‌’ର କଭର୍‌ ଷ୍ଟୋରୀରେ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛନ୍ତି। ବିଶ୍ୱରେ ସର୍ବାଧିକ ବିକ୍ରି ହେଉଥିବା ଏହି ଫ୍ୟାଶନ ଓ ଏଣ୍ଟରଟେନ୍‌ମେଣ୍ଟ ମାଗାଜିନ୍‌ର…

ଆହୁରି ସପ୍ତାହେ ବର୍ଷା ନାହିଁ, ନିଅଣ୍ଟିଆ ବର୍ଷାକୁ ନେଇ ଚିନ୍ତାରେ ଚାଷୀ

ଭୁବନେଶ୍ୱର,୮ା୭(ବ୍ୟୁରୋ)-ରାଜ୍ୟରେ ବର୍ଷା ସ୍ଥିତି ବେଳକୁ ବେଳ ସଙ୍ଗୀନ ହେବାରେ ଲାଗିଛି । କେଉଁଠି ଅସରାଏ ଦି ଅସରା ବର୍ଷା ହେଉଛି ତ ଅନ୍ୟ କେଉଁଠି ଟାଁଏ ଟାଏଁ ଖରା। ଯେତିକି ବର୍ଷିବା କଥା ତାହା ହେଉ ନାହିଁ। ରାଜ୍ୟର ହାତ ଗଣତି…

ବଜାରରେ ରେନୋ ଇଣ୍ଡିଆର ନୂଆ ଡକ୍ଟର, ମୂଲ୍ୟ ୭.୯୯ ଲକ୍ଷ ଟଙ୍କାରୁ ଆରମ୍ଭ

ନୂଆଦିଲ୍ଲୀ,୯-୭: ରେନୋ ଇଣ୍ଡିଆ ପକ୍ଷରୁ ନୂଆ ଡଷ୍ଟର ମଡେଲର ବଜାର ପ୍ରବେଶ ହୋଇଛି। ଏଥିରେ ୨୫ ନୂଆ ଫିଚର ଏବଂ ଟେକ୍ନୋଲୋଜି ରହିଛି। ମଡେଲଟିରେ ଆକର୍ଷଣୀୟ ଏକ୍ସଟେରୀୟର, ମନଲୋଭା ଇଣ୍ଟେରିୟର ଉନ୍ନତ ଉପକରଣକୁ ସ୍ଥାନୀତ କରାଯାଇଛି। ରେନୋ ବ୍ରାଣ୍ଡକୁ ଭାରତରେ ଅଭିବୃଦ୍ଧି…

ଓଜନ ନିୟନ୍ତ୍ରଣ କରେ ଗ୍ରୀନ୍‌ କଫି

ବର୍ତ୍ତମାନ ସମୟରେ ମେଦବହୁଳତା ବ୍ୟକ୍ତିତ୍ୱ ବିଗାଡ଼ିବା ସହ ଶରୀରରେ ବିଭିନ୍ନ ପ୍ରକାର ଗମ୍ଭୀର ରୋଗ ସୃଷ୍ଟି କରିବାରେ ଲାଗିଛି। ଅଧିକାଂଶ ଲୋକ ମୋଟାପଣ ଦୂର କରିବାକୁ ଘଣ୍ଟା ଘଣ୍ଟା ଜିମ୍‌ରେ ବିତାଇ ଦେଉଛନ୍ତି। ଏମିତିକି ପ୍ରିୟ ଖାଦ୍ୟଠୁ ବି ଦୂରେଇ ରହୁଛନ୍ତି।…

ଭାରତ-ନ୍ୟୁଜିଲାଣ୍ଡ ସେମିଫାଇନାଲ ମ୍ୟାଚ: ବର୍ଷା ବାଧକ, ୪୬.୧ ଓଭରରେ ନ୍ୟୁଜିଲାଣ୍ଡ କରିଛି ୨୧୧ ରନ; ଆଜି ଖେଳାଯିବ ମ୍ୟାଚର ଅବଶିିଷ୍ଟାଂଶ

ମାଞ୍ଚେଷ୍ଟର, ୧୦।୭ (ପି.ଟି.)- ଏଠାରେ ମଙ୍ଗଳବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚଳିତ ଆଇସିସି ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲ ମ୍ୟାଚ ଖେଳଯାଉଥିବା ବେଳେ ବର୍ଷା ବାଧା ଦେଇଛି। ଖେଳ ଅଟକ ରଖାଯିବା ବେଳକୁ ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡ ୪୬.୧ ଓଭରରେ…

ମା’ ହିଙ୍ଗୁଳାଙ୍କ ମନ୍ଦିର ନିମନ୍ତେ ଭକ୍ତଙ୍କ ଦାନ, ରତ୍ନମୁଦ ଉତ୍ସବରୁ ମିଳିଲା ୨୩ ଲକ୍ଷ

ତାଳଚେର,୯ା୭(ନି.ପ୍ର.)- ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନୂତନ ମନ୍ଦିରର ରତ୍ନମୁଦ ଉତ୍ସବ ସୋମବାର ଅନୁଷ୍ଠିତ ହୋଇଥିଲା। ଏଥିରେ ଲକ୍ଷାଧିକ ଶ୍ରଦ୍ଧାଳୁ ଯୋଗ ଦେବା ସହ ଭବ୍ୟ ମନ୍ଦିର ନିର୍ମାଣ ପାଇଁ ଅକୁଣ୍ଠ ଚିତ୍ତରେ ଅର୍ଥ ଦାନ କରିଥିଲେ। ରତ୍ନମୁଦ ଉତ୍ସବ…

ପୃଥିବୀ ପୃଷ୍ଠର କିଛି ଅଦ୍ଭୁତ ଫୁଲ, ଯାହାକୁ ଦେଖିଲେ ବିଶ୍ୱାସ କରିବା କଷ୍ଟ

ଫୁଲ ବିଷୟରେ ଯଦି ଆଲୋଚନା କରାଯାଏ, ତେବେ ଏକ ସୁନ୍ଦର ପ୍ରତିଛବି ମନରେ ଉଙ୍କି ମାରିଥାଏ। ହେଲେ ଦୁନିଆରେ ଏପରି କିଛି ଫୁଲ ଅଛି, ଯାହା ଦେଖିବାକୁ ବଡ଼ ବିଚିତ୍ର। କିଏ ଦେଖିବାକୁ ମାଙ୍କଡ଼ ଭଳି ତ ଆଉ କିଏ ଏଲିଅନ୍‌…

ଏହି ମନ୍ଦିରରେ ଶିବଲିଙ୍ଗ ରଙ୍ଗ ଦିନକୁ ତିନିଥର ପରିବର୍ତ୍ତନ ହୁଏ

ଦେଶରେ ଭଗବାନ ଭୋଳାନାଥଙ୍କର ହଜାର ହଜାର ମନ୍ଦିର ରହିଛି। ତନ୍ମଧ୍ୟରୁ କିଛି ମନ୍ଦିରରେ ଏଭଳି ଚମତ୍କାରୀ ଶିବଲିଙ୍ଗ ରହିଛି, ଯାହାର ରହସ୍ୟ ଆଜିଯାଏ ବୈଜ୍ଞାନିକ ମଧ୍ୟ ଜାଣିପାରୁ ନାହାନ୍ତି। ଏଭଳି ଏକ ଶିବଲିଙ୍ଗ ରାଜସ୍ଥାନର ଢୋଲ୍‌ପୁରରେ ରହିଛି। ନଁା ହେଉଛି ଅଚଳେଶ୍ୱର…

ପ୍ରାକୃତିକ ବିପର୍ଯ୍ୟୟ ପୂର୍ବରୁ ଏହି କୁଣ୍ଡର ଜଳସ୍ତର ହୁଏ ବୃଦ୍ଧି…

ଭାରତରେ ଅନେକ ରହସ୍ୟମୟ ସ୍ଥାନ ରହିଛି। ଏହାର ରହସ୍ୟ ସମାଧାନ ଆଧୁନିକ ବିଜ୍ଞାନ ମଧ୍ୟ କରି ପାରିନାହିଁ। ସେହିଭଳି ଏକ ସ୍ଥାନ ହେଉଛି ମଧ୍ୟପ୍ରଦେଶର ଛତରପୁର ଜିଲାରେ ଥିବା ଭୀମକୁଣ୍ଡ। ସ୍ଥାନୀୟ ବାଜନା ଗାଁରେ ଗଦା ଆକୃତିର ଏହି କୁଣ୍ଡ ରହିଛି।…

ଅମରନାଥ ଶ୍ରଦ୍ଧାଳୁଙ୍କ ପାଇଁ ରକ୍ଷା କବଚ ହେଲେ ଯବାନ

ଶ୍ରୀନଗର,୯।୭: ଭାରତ-ତିବ୍ବତ ସୀମା ପୋଲିସର ଆଇଟିବିପି ଯବାନ ଜମ୍ମୁ କଶ୍ମୀରର ବାଲଟାଲ ମାର୍ଗରେ ତୀର୍ଥଯାତ୍ରୀଙ୍କ ପାଇଁ ସୁରକ୍ଷା କବଚ ପାଲଟିଛନ୍ତି। ଜୁଲାଇ ୧ରୁ ଆରମ୍ଭ ହୋଇଥିବା ଅମରନାଥ ଯାତ୍ରା ଅଗଷ୍ଟ ୧୫କୁ ଶେଷ ହେବ। ୪୬ ଦିନ ଚାଲିବାକୁ ଥିବା ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri