Home

ଦିଲ୍ଲୀରେ କଂଗ୍ରେସକୁ ଝଟ୍‌କା

ନୂଆଦିଲ୍ଲୀ,୨।୮: ଦିନକୁ ଦିନ କଂଗ୍ରେସ ତା’ର ଶକ୍ତି ହରାଉଛି ବୋଲି ଆଲୋଚନା ହେଉଛି। କାରଣ ଲୋକ ସଭା ନିର୍ବାଚନ ପୂର୍ବରୁ ହେଉ ଅବା ପରେ କଂଗ୍ରେସର ନେତାମାନେ ଅନେକ ସମୟରେ ଦଳ ତ୍ୟାଗ କରୁଥିବା ଦେଖିବାକୁ ମିଳୁଛି। ଏପର୍ଯ୍ୟନ୍ତ ଦଳର ଅଧ୍ୟକ୍ଷ…

ତେଲେଙ୍ଗାନାରେ କେସିଆର୍‌ଙ୍କ ଦ୍ୱାରା ପରିଚାଳିତ ହେଉଛି ଭାଜପା: କଂଗ୍ରେସ

ହାଇଦ୍ରାବାଦ,୨।୮: ତେଲେଙ୍ଗାନା କଂଗ୍ରେସର କାର୍ଯ୍ୟକାରୀ ସଭାପତି ପୁନମ ପ୍ରଭାକର ଗୌଡ ଶୁକ୍ରବାର କହିଛନ୍ତି ତେଲେଙ୍ଗାନାରେ ଭାରତୀୟ ଜନତା ପାର୍ଟି(ଭାଜପା) ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓଙ୍କ ଦ୍ୱାରା ପରିଚାଳିତ ହେଉଛି। ସେ କହିଛନ୍ତି ଭାଜପାର ଚାବିକାଠି କେସିଆର୍‌ଙ୍କ ହାତରେ। ତେଣୁ ଦଳକୁ ମଜଭୁତ…

ନରମିଲେ ବିଷ୍ଣୁ, ଟ୍ରିପଲ୍‌ ତଲାକ୍‌ ମନ୍ତବ୍ୟକୁ ନେଇ ଦୁଃଖ ପ୍ରକାଶ କଲେ

ଭୁବନେଶ୍ୱର, ୨।୮(ବ୍ୟୁରୋ): ଟ୍ରିପଲ୍‌ ତଲାକ୍‌ ଉପରେ ବିବାଦୀୟ ବୟାନ ଲାଗି ଦୁଃଖପ୍ରକାଶ କରିଛନ୍ତି ଭାଜପା ବିଧାୟକ ଦଳ ଉପନେତା ବିଷ୍ଣୁଚରଣ ସେଠୀ। ଗୁରୁବାର ବିଧାନସଭା ଶୂନ୍ୟକାଳରେ ସେ ଟ୍ରିପଲ୍‌ ତଲାକ୍‌ ଏବଂ ମୁସ୍‌ଲିମ ମହିଳାଙ୍କୁ ନେଇ ଦେଇଥିବା ବିବାଦୀୟ ବୟାନ ପାଇଁ…

ମାଲକାନଗିରିରେ ଲଗାଣ ବର୍ଷା: ୨ ଦିନ ପାଇଁ ସବୁ ସ୍କୁଲ ଛୁଟି

ମାଲକାନଗିରି, ୨।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ଜିଲାର ସମସ୍ତ ସ୍କୁଲକୁ ଦୁଇଦିନ ଅର୍ଥାତ୍‌ ଶୁକ୍ରବାର ଓ ଶନିବାର ପାଇଁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଲଗାଣ ବର୍ଷା ଯୋଗୁ ମାଲକାନଗିରି ସ୍ଥିତି ପୁଣି ବେହାଲ ହୋଇପଡ଼ିଛି।…

ଲଘୁଚାପ ଓ ପ୍ରବଳ ବର୍ଷା ସମ୍ଭାବନା: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବା ମନା

ଭୁବନେଶ୍ୱର, ୨।୮(ବ୍ୟୁରୋ): ଉତ୍ତରପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ବିଶେଷକରି ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ…

ସେପ୍ଟେମ୍ବରରେ ଏକାଠି ବୈଠକ କରିବେ ଆର୍‌ଏସ୍‌ଏସ୍‌-ଭାଜପା

ନୂଆଦିଲ୍ଲୀ,୨।୮: ରାଜସ୍ଥାନର ପୁଷ୍କରରେ ଆସନ୍ତା ସେପ୍ଟେମ୍ବର ୭-୯ ମଧ୍ୟରେ ଆର୍‌ଏସ୍‌ଏସ୍‌ ଓ ଭାଜପା ମଧ୍ୟରେ ଏକ ୩ ଦିନିଆ ବୈଠକ ଆୟୋଜନ କରାଯିବ ବୋଲି ସୂଚନା ମିଳିଛି। ଏଥିରେ ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ ଓ ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି…

ସ୍ତ୍ରୀଙ୍କୁ ବାଡ଼େଇ ହତ୍ୟା ଘଟଣା: ଅଭିଯୁକ୍ତ ସ୍ବାମୀଙ୍କୁ ୧୦ବର୍ଷ ଜେଲ

ଯାଜପୁର ରୋଡ, ୨।୮(ନି.ପ୍ର.): ୨୦୧୫ ମସିହାରେ ଯାଜପୁର ରୋଡ ଥାନା ଅନ୍ତର୍ଗତ ଦାନଗଦି ନୂଆଗାଁ ଗ୍ରାମର କୁନା ସିଂ ସ୍ତ୍ରୀ ରଜନୀ ମୁଣ୍ଡାଙ୍କୁ ବାଡେଇ ହତ୍ୟା କରିଥିଲେ। ଏ ନେଇ ପୋଲିସ କେସ (ନଂ ୩୧୮/୧୫)ରେ ଏକ ହତ୍ୟା ମାମଲା ରୁଜୁକରିବା…

ଲଗାଣ ବର୍ଷା ଯୋଗୁ କୋରୁକୋଣ୍ଡା ଅଞ୍ଚଳର ଅନେକ ପୋଲ ଉପରେ ବର୍ଷା ଜଳ ପ୍ରବାହିତ

କୋରୁକୋଣ୍ଡା, (ଡି.ଏନ୍‌.ଏ.)୨।୭: ଗୁରୁବାର ରାତିରୁ ଲଗାଣ ବର୍ଷା ହେତୁ ମାଲକାନଗିରି ଜିଲା କୋରୁକୋଣ୍ଡା ଅଞ୍ଚଳରେ ଅନେକ ନଦୀ ଓ ନାଳରେ ବନ୍ୟା ଜଳ ପ୍ରବାହିତ ହେଉଛି। କୋରୁକୋଣ୍ଡା ନଦୀ ଏବଂ ଚାଲାଣଗୁଡ଼ା ନିକଟସ୍ଥ ତମସା ନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ଏମ୍‌ଭି-୩୭…

ମକା ଖାଇ ପାଣି ପିଉଛନ୍ତି କି? ହୋଇପାରେ ଏହିସବୁ ରୋଗ

ମକା ଖାଇବାକୁ ଅଧିକାଂଶ ଲୋକ ପସନ୍ଦ କରନ୍ତି। ମନସୁନ୍‌ରେ ଲୋକେ ବଡ଼ ସଉକରେ ଏହାର ସେବନ କରିଥାନ୍ତି। ବର୍ଷା ପାଗକୁ ଗରମ ଗରମ ମକାରେ ଲେମ୍ବୁ ପକାଇ ଖାଇବାର ମଜା ଥାଏ ଅଲଗା। ଏହାକୁ ଖାଇବା ପରେ ପ୍ରଚୁର ଶୋଷ ହୋଇଥାଏ।…

କନଷ୍ଟେବଳଙ୍କୁ ଭ୍ୟାନ୍‌ ଚଢ଼ାଇ ହତ୍ୟା ଉଦ୍ୟମ: ଗାଡ଼ି ମାଲିକ ଗିରଫ

ପଦ୍ମପୁର, ୨।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାବରଙ୍ଗ ଫାଣ୍ଡି କନଷ୍ଟେବଳ ରଜତ ପାଣିଗ୍ରାହୀଙ୍କ ଉପରେ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ ଘଟଣାରେ ଗୁରୁବାର ମଧ୍ୟ ରାତିରେ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଗାଡ଼ି ମାଲିକଙ୍କୁ ଗିରଫ କରିଛି। ସେ ହେଲେ…

ଅଗଷ୍ଟ ୬ରୁ ଆରମ୍ଭ ହେବ ଅଯୋଧ୍ୟା ମାମଲାର ଶୁଣାଣି

ନୂଆଦିଲ୍ଲୀ,୨।୮: ବହୁ ଚର୍ଚ୍ଚିତ ରାମ ଜନ୍ମଭୂମି-ବାବ୍ରୀ ମସଜିଦ ଜମି ବିବାଦ ମାମଲାର ଶୁଣାଣି ଆସନ୍ତା ୬ ତାରିଖ ଅର୍ଥାତ୍‌ ମଙ୍ଗଳବାରଠାରୁ ଆରମ୍ଭ ହେବ ବୋଲି ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇ ଶୁକ୍ରବାର କହିଛନ୍ତି। ଏହି ମାମଲାର ଶୁଣାଣି ପ୍ରତିଦିନ କରାଯିବ।…

ବୟଫ୍ରେଣ୍ଡ୍‌ଙ୍କ ମୃତ୍ୟୁକୁ ଗ୍ରହଣ କରିପାରୁନାହାନ୍ତି ସଞ୍ଜୟଙ୍କ ଝିଅ ତ୍ରିଶାଳା, ଫଟୋ ଶେୟାର କରି ଲେଖିଲେ ହୃଦୟସ୍ପର୍ଶୀ ବାର୍ତ୍ତା

ସଞ୍ଜୟ ଦତ୍ତଙ୍କ ଝିଅ ତ୍ରିଶାଳା ବୟଫ୍ରେଣ୍ଡ୍‌ଙ୍କ ମୃତ୍ୟୁକୁ ସହଜରେ ଗ୍ରହଣ କରିପାରୁନାହାନ୍ତି। ବୟଫ୍ରେଣ୍ଡ୍‌ଙ୍କ ମୃତ୍ୟୁ ପରେ ସେ ବହୁ ଭାଙ୍ଗି ପଡ଼ିଛନ୍ତି। ନର୍ମାଲ ସ୍ଥିତିକୁ ଆସିବା ପାଇଁ ବହୁ ଚେଷ୍ଟା କରୁଥିଲେ ମଧ୍ୟ ପାରୁନାହାନ୍ତି ତ୍ରିଶାଳା। ଖାସ୍‌ କରି ସମ୍ପର୍କକୁ ତାଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?