Home

ଫେବୃୟାରୀରେ ବାୟୁସେନାକୁ ମିଳିବ ୪ ଚିନୁକ୍‌ ହେଲିକପ୍ଟର

ନୂଆଦିଲ୍ଲୀ,୯।୭: ଫେବୃୟାରୀରେ ଭାରତୀୟ ବାୟୁସେନାକୁ ୪ ଶକ୍ତିଶାଳୀ ସିଏଚ୍‌-୪୭ ଚିନୁକ୍‌ ହେଲିକପ୍ଟର ମିଳିବ। ଏନେଇ ଆମେରିକା ପକ୍ଷରୁ ସୂଚନା ଦିଆଯାଇଛି। ଏହା ଗୁଜରାଟର ମୁନ୍ଦ୍ରା ବନ୍ଦରରେ ପହଞ୍ଚିବ। ୨୦୧୫ରେ ଭାରତ ୧୫ ଚିନୁକ୍‌ ସହିତ ୨୨ଟି ଆପାଚେ ହେଲିକପ୍ଟର ପାଇଁ ଆମେରିକା…

‘ଆର୍ଟିକିଲ୍‌ ୧୫’: ଆବେଦନ ଅଗ୍ରାହ୍ୟ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯ା୭: ବଲିଉଡ୍‌ ଫିଲ୍ମ ‘ଆର୍ଟିକିଲ୍‌ ୧୫’ର ପ୍ରମାଣପତ୍ର ବାତିଲ ଲାଗି ହୋଇଥିବା ଆବେଦନକୁ ସୁପ୍ରିମ କୋର୍ଟ ଅଗ୍ରାହ୍ୟ କରିଦେଇଛନ୍ତି। ଜଷ୍ଟିସ ଏସ୍‌.ଏ. ବୋବ୍‌ଡେ ଏବଂ ବି.ଆର. ଗାଭାଇଙ୍କୁ ନେଇ ଗଠିତ ଖଣ୍ଡପୀଠ ପକ୍ଷରୁ କୁହାଯାଇଛି, ଫିଲ୍ମର ଟାଇଟଲ୍‌ ପରିବର୍ତ୍ତନ ଏବଂ ଏହାର…

ପ୍ରଧାନମନ୍ତ୍ରୀଙ୍କ ପାଇଁ ଗୀତ ଗାଇଲେ ଗୀତା ରାବାରୀ

ନୂଆଦିଲ୍ଲୀ,୯ା୭: ଗୁଜରାଟୀ ଲୋକଗାୟିକା ଗୀତା ରାବାରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପାର୍ଲାମେଣ୍ଟରେ ସାକ୍ଷାତ୍‌ କରି ଏକ ଲୋକସଂଗୀତ ଗାଇଛନ୍ତି। ଗୀତା ମାଲଧାରୀ ସମ୍ପ୍ରଦାୟର। ସେ କହନ୍ତି, ତାଙ୍କ ପିତା ଏକ ପୋଷ୍ଟକାର୍ଡ ପାଇଥିଲେ, ଯେଉଁଥିରେ ଲେଖାଥିଲା ‘ବେଟି ବଚାଓ, ବେଟି ପଢ଼ାଓ’।…

‘ପତି ପତ୍ନୀ ଔର ଓ୍ବ’ରେ ଭୂମି ପେଡ଼ନେକର

ଲକ୍ଷ୍ନୌ: ଅଭିନେତ୍ରୀ ଭୂମି ପେଡନେକର ତାଙ୍କର ପରବର୍ତ୍ତୀ ଫିଲ୍ମ ‘ପତି ପତ୍ନୀ ଔର ଓ୍ବ’ର ଶୁଟିଂ ଆରମ୍ଭ କରିଛନ୍ତି। ରବିବାର ଲକ୍ଷ୍ନୌ ବିମାନବନ୍ଦରରୁ ତାଙ୍କର ଏକ ଫଟୋଗ୍ରାଫ୍‌ ଶେୟାର ହୋଇଛି। ପୂର୍ବରୁ ସେ ‘ଦମ୍‌ ଲଗା କୀ ହୈଶା’ରେ ଅଭିନୟ କରି…

୨୫ ଗୋଚାଲାଣକାରୀଙ୍କୁ ଆକ୍ରମଣ

ଖଣ୍ଡଓ୍ବା,୯ା୭ (ପି.ଟି.): ମଧ୍ୟପ୍ରଦେଶର ଖଣ୍ଡଓ୍ବା ଜିଲାରେ ୨୫ ଜଣ ଗୋଚାଲାଣକାରୀଙ୍କୁ ସ୍ଥାନୀୟ ଲୋକେ ବାନ୍ଧି ମାଡ଼ମାରିବା ସହ ସେମାନଙ୍କୁ ଜୋରଜବରଦସ୍ତ ‘ଗୋ ମାତା କି ଜୟ’ କହିବାକୁ ବାଧ୍ୟ କରିଥିବା ଜଣାପଡ଼ିଛି। ଏନେଇ ଭିଡିଓ ଭାଇରାଲ ହେବା ପରେ ପ୍ରଶାସନର ଚେତା…

କଶ୍ମୀର ସ୍ଥିତି ସୁଧାରିବାରେ ଭାରତ-ପାକ୍‌ ବିଫଳ

ଜେନିଭା,୯ା୭ (ପି.ଟି.): ଭାରତ ଓ ପାକିସ୍ତାନ କଶ୍ମୀର ସ୍ଥିତି ସୁଧାରିବାରେ ବିଫଳ ହୋଇଛନ୍ତି। ପୂର୍ବ ରିପୋର୍ଟ ମୁତାବକ ପ୍ରମୁଖ ପ୍ରସଙ୍ଗଗୁଡ଼ିକ ଉପରେ ଆଲୋଚନା କରାଯାଇ ନାହିଁ କି ଏଥିରେ ସୁଧାର ଅଣାଯିବା ଲାଗି ସେଭଳି କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନାହିଁ…

ସବୁ ଜିଲାରେ ମାନବାଧିକାର କୋର୍ଟ ପ୍ରତିଷ୍ଠା ଆବେଦନ: କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯ା୭(ପି.ଟି.): ପ୍ରତି ଜିଲାରେ ମାନବାଧିକାର ଅଦାଲତ ସ୍ଥାପନ ପାଇଁ କରାଯାଇଥିବା ଏକ ଆବେଦନକୁ ସୁପ୍ରିମକୋର୍ଟ ଶୁଣାଣି ପାଇଁ ଗ୍ରହଣ କରିବା ସହ ଏଥିପାଇଁ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ, ଜଷ୍ଟିସ୍‌ ଦୀପକ ଗୁପ୍ତା ଓ ଅନିରୁଦ୍ଧ…

ପାର୍ଲାମେଣ୍ଟରେ କର୍ନାଟକ ତାତି:କେନ୍ଦ୍ରକୁ ଦାୟୀ କଲା କଂଗ୍ରେସ

ନୂଆଦିଲ୍ଲୀ,୯ା୭(ପି.ଟି.): କର୍ନାଟକରେ ରାଜନୈତିକ ସଙ୍କଟ ଲାଗି ରହିଥିବାବେଳେ ଏହାକୁ ନେଇ ସୋମବାର ଲୋକ ସଭାରେ ଝଡ଼ ସୃଷ୍ଟି ହୋଇଥିଲା। କର୍ନାଟକ ସ୍ଥିତି ସହ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରଙ୍କର କୌଣସି ସମ୍ପର୍କ ନାହିଁ, ଦଳବଦଳ ପାଇଁ କୌଣସି ବିଧାୟକ କିମ୍ବା ଏମ୍‌ପିଙ୍କ…

ଜିଲାପାଳଙ୍କ ବ୍ଲକସ୍ତରୀୟ ଜନଶୁଣାଣି

ବୋଲଗଡ଼,୯ା୭(ଡି.ଏନ.ଏ.)-ବୋଲଗଡ଼ ବ୍ଲକ କାର୍ଯ୍ୟାଳୟସ୍ଥିତ ରାଜୀବ ଗାନ୍ଧୀ ସେବା କେନ୍ଦ୍ରଗୃହର ସମ୍ମିଳନୀ କକ୍ଷରେ ଖୋର୍ଦ୍ଧା ଜିଲାପାଳଙ୍କ ବ୍ଲକସ୍ତରୀୟ ଜନଶୁଣାଣି ସୋମବାର ଅନୁଷ୍ଠିତ ହୋଇଯାଇଛି। ଖୋର୍ଦ୍ଧା ଜିଲାପାଳ ସୀତାଂଶୁୁ କୁମାର ରାଉତଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଏସ୍‌ପି ଅମୂଲ୍ୟ କୁମାର ଦାଶ, ଗ୍ରାମ୍ୟ…

ଇରାନରେ ‘ର’ ଅଧିକାରୀଙ୍କୁ ବିପଦରେ ପକାଇଥିଲେ ଅନସାରୀ

ନୂଆଦିଲ୍ଲୀ,୯ା୭: ପୂର୍ବତନ ଉପରାଷ୍ଟ୍ରପତି ହମିଦ ଅନସାରୀଙ୍କ ବିରୋଧରେ ରିସର୍ଚ୍ଚ ଆଣ୍ଡ୍‌ ଆନାଲିସିସ୍‌ ଓ୍ବିଙ୍ଗ୍‌ (ର)ର ଜନୈକ ପୂର୍ବତନ ଅଧିକାରୀ ଗୁରୁତର ଅଭିଯୋଗ ଆଣିଛନ୍ତି। ଇରାନରେ ଅନସାରୀ ‘ର’ କାର୍ଯ୍ୟକଳାପକୁ ପଦାରେ ପକାଇ ଏହାର ଅଧିକାରୀମାନଙ୍କ ଜୀବନ ପ୍ରତି ବିପଦ ଆଣିଥିଲେ ବୋଲି…

ଆଧାର ସଂଶୋଧନ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ

ନୂଆଦିଲ୍ଲୀ,୯ା୭(ପି.ଟି.): ଆଧାର ସଂଶୋଧନ ବିଲ୍‌ ସୋମବାର ପାର୍ଲାମେଣ୍ଟରେ ଗୃହୀତ ହୋଇଛି। ଫଳରେ ଜଣେ ଚାହିଁଲେ ବ୍ୟାଙ୍କ ଖାତା ଖୋଲିବା ଏବଂ ମୋବାଇଲ ସିମ୍‌ କାର୍ଡ କିଣିବାରେ ଆଧାରକୁ ପରିଚୟ ପ୍ରମାଣ ଭାବେ ବ୍ୟବହାର କରିପାରିବେ। ଆଧାର ଓ ଅନ୍ୟାନ୍ୟ ଆଇନ (ସଂଶୋଧନ)…

ତେଜସ୍‌ ହେବ ଦେଶର ପ୍ରଥମ ପ୍ରାଇଭେଟ ଟ୍ରେନ

ନୂଆଦିଲ୍ଲୀ,୯ା୭: ଦେଶରେ ଦୌଡ଼ିବ ପ୍ରଥମ ପ୍ରାଇଭେଟ ଟ୍ରେନ। ଦିଲ୍ଲୀ ଓ ଲକ୍ଷ୍ନୌ ମଧ୍ୟରେ ଚାଲିବାକୁ ଥିବା ତେଜସ୍‌ ଏକ୍ସପ୍ରେସକୁ ଘରୋଇ କମ୍ପାନୀ ହାତକୁ ଟେକି ଦିଆଯିବ। ବିମାନରେ ମିଳୁଥିବା ସମସ୍ତ ପ୍ରକାର ସୁବିଧା ଏଥିରେ ଉପଲବ୍ଧ ହେବ। ସରକାରଙ୍କ ୧୦୦ ଦିନିଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri