Home

କର୍ନାଟକରେ ସରକାର ବଞ୍ଚାଇବାକୁ କସରତ: କ୍ୟାବିନେଟ୍‌ରୁ ସବୁ ମନ୍ତ୍ରୀଙ୍କ ଇସ୍ତଫା

ବେଙ୍ଗାଲୁରୁ,୯ା୭(ପି.ଟି.): କର୍ନାଟକ ବିଧାନସଭାରୁ କଂଗ୍ରେସ ଓ ଜେଡିଏସ୍‌ର ୧୪ ବିଧାୟକ ଇସ୍ତଫା ଦେବା ପରେ ଏଚ୍‌.ଡି. କୁମାରସ୍ବାମୀ ସରକାରରେ ଦେଖାଦେଇଥିବା ସଙ୍କଟ ଟାଳିବା ପାଇଁ ଦୁଇ ଦଳ ପକ୍ଷରୁ ଜୋରଦାର କସରତ ଚାଲିଛି। ଉଭୟ ଦଳର ସମସ୍ତ ମନ୍ତ୍ରୀ କୁମାରସ୍ବାମୀଙ୍କ କ୍ୟାବିନେଟ୍‌ରୁ…

ଆଧାର ନ ଥିଲେ ଚାଉଳ ନାହିଁ

ଭୁବନେଶ୍ୱର,୯ା୭(ବ୍ୟୁରୋ): ବ୍ୟକ୍ତିର ସମସ୍ତ ବ୍ୟକ୍ତିଗତ ପଞ୍ଜିକା ଆଧାର କାର୍ଡରେ ଲିପିବଦ୍ଧ ହୋଇ ରହିଛି। ଏହାକୁ କୌଣସି ପରିସ୍ଥିତିରେ କୌଣସି ଜନକଲ୍ୟାଣକାରୀ ଯୋଜନାରେ ଦେବାକୁ ବାଧ୍ୟତାମୂଳକ କରାଯାଇପାରିବ ନାହିଁ। ଏ କଥା ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି। ଏହା ସତ୍ତ୍ୱେ ଆଧାର କାର୍ଡକୁ ପରୋକ୍ଷରେ…

ସ୍ବପ୍ନ ଦେଇଛି ଜିଇବାର ସାହାରା:ନିଆରା ବ୍ୟକ୍ତିତ୍ୱ ଚନ୍ଦ୍ରଶେଖର

ସିମୁଳିଆ, ୯।୭(ଡି.ଏନ.ଏ.)-ବିଭିନ୍ନ ଅଞ୍ଚଳରେ ଖାଦ୍ୟରୁଚିରେ ଭିନ୍ନତା ପରିଲକ୍ଷିତ ହୁଏ। କେଉର୍ଁଠି ଘୁଗୁନି ଓ ଆଳୁଦମ ତ ଆଉ କେଉଁଠି ଦହିବରା ଭଳି ନାନା ଖାଦ୍ୟର ଅଧିକ ଚାହିଦା ରହିଥାଏ। ବର୍ତ୍ତମାନ ସମୟରେ ଫାଷ୍ଟଫୁଡ୍‌ର ଚାହିଦା ବଢିଥିଲେ ବି ଅନେକ ବ୍ୟକ୍ତ ପାରମ୍ପରିକ…

ଆଇସିସି ବିଶ୍ୱକପ ପ୍ରଥମ ସେମିଫାଇନାଲ: ଭାରତ-ନ୍ୟୁଜିଲାଣ୍ଡ ଟକ୍କର

ମାଞ୍ଚେଷ୍ଟର, ୯।୭: ଚଳିତ ଆଇସିସି ବିଶ୍ୱକପର ଲିଗ୍‌ ପର୍ଯ୍ୟାୟ ପରେ ଏବେ ଆସିଛି ଅସଲ ପରୀକ୍ଷାର ବେଳ। ସେମିଫାଇନାଲରେ ପ୍ରବେଶ କରିଛନ୍ତି କ୍ରିକେଟ ଜଗତର ୪ ଶ୍ରେଷ୍ଠ ଦଳ ଭାରତ, ଅଷ୍ଟ୍ରେଲିଆ, ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ। ମଙ୍ଗଳବାର ହେବ ପ୍ରଥମ ସେମିଫାଇନାଲ।…

ଭାଗବତ ଟୁଙ୍ଗି ନିର୍ମାଣ କଲେ ମହିଳା

ବନ୍ତଳା, ୯।୭ (ଡି.ଏନ୍‌.ଏ.) ଅନୁଗୋଳ ବ୍ଲକ ବଡ଼କେରା ପଞ୍ଚାୟତ ପାଞ୍ଜିଆସାହି ଗ୍ରାମବାସୀଙ୍କ ଦୀର୍ଘ ବର୍ଷର ସ୍ବପ୍ନ ସାକାର ହୋଇଛି। ଗ୍ରାମ୍ୟ ମହିଳା ପରିଚାଳନା କମିଟି ସଦସ୍ୟାମାନେ ଗ୍ରାମରେ ଏକ ଭାଗବତ ଟୁଙ୍ଗି ନିର୍ମାଣ କରିବାରେ ସଫଳ ହୋଇଛନ୍ତି। ସେହି ଟୁଙ୍ଗିରେ ଦୈନିକ…

ଅନ୍ତୁଳିଆ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ନାହାନ୍ତି ଆବଶ୍ୟକ ଶିକ୍ଷକ:ପ୍ରଶାସନକୁ ୭ ଦିନ ସମୟ ଦେଲେ ଗ୍ରାମବାସୀ

ଅନୁଗୋଳ ଅଫିସ, ୯।୭ ଅନୁଗୋଳ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ ଆସୁଥିବା ଅନ୍ତୁଳିଆ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ତୁଳନାରେ ଶିକ୍ଷକ ନାହାନ୍ତି। ଏ ନେଇ ବହୁବାର ଶିକ୍ଷା ଅଧିକାରୀଙ୍କୁ ଅଭିଯୋଗ କରାଯାଇଥିଲେ ବି ସମସ୍ୟାର ସମାଧାନ ହୋଇପାରି…

ଅବେବସ୍‌ତା ଘେରରେ ହାଟପଦାପଡା ସ୍କୁଲ:ବଖ୍‌ରେ ଘରେ ୯୨ ଛାତ୍ରୀଛତ୍ରକଁର ପାଠ୍‌ପଢ଼ା

ଲାଠୋର, ୯ା୭ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ହାଟପଦାପଡ଼ା ସରକାରୀ ପ୍ରାଥମିକ ବିଦ୍ୟାଲୟ ଅବେବସ୍‌ତା ଘେରରେ ରହିଛେ। ଇଥିରଲାଗି ଛାତ୍ରୀଛାତ୍ର, ଶିକ୍ଷକ ନାନା ସମସିଆର ସାମନା କରୁଥିବାର ଅଭିଯୋଗ ହେଉଛେ।ସୂଚନା ଅନ୍‌ସାରେ ୧୯୭୯ ସାଲେ ଥାପିତ ଇ…

ସ୍ତନ କର୍କଟରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ମାଛ ଶରୀର ପାଇଁ ଉପକାରୀ। ସପ୍ତାହରେ ଥରେ ମାଛ ଖାଇଲେ ସ୍ତନ କର୍କଟରୁ ମୁକ୍ତି ମିଳିଥାଏ ବୋଲି ମିସିଗାନ୍‌ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ଗବେଷକଙ୍କ ମତରେ ଯେଉଁମାନେ ସପ୍ତାହକୁ ଦୁଇ ତିନି ଥର ମାଛ ଖାଉଛନ୍ତି…

ଡ୍ରାଭିଡଙ୍କୁ ନିଯୁକ୍ତି ମିଳିଲା

ନୂଆଦିଲ୍ଲୀ, ୯ା୭ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପୂର୍ବତନ ଅଧିନାୟକ ରାହୁଲ ଡ୍ରାଭିଡଙ୍କୁ ସୋମବାର ଜାତୀୟ କ୍ରିକେଟ ଏକାଡେମୀ (ଏନସିଏ)ର କ୍ରିକେଟ ମୁଖ୍ୟ ଭାବେ ନିଯୁକ୍ତି ଦେଇଛି। ଡ୍ରାଭିଡ ପ୍ରକୃତରେ ଜୁଲାଇ ୧ରୁ ଏନସିଏ ମୁଖ୍ୟ ଭାବେ ଦାୟିତ୍ୱ…

୨୭ ରନ ଦୂରରେ ରୋହିତ୍‌

ମାଞ୍ଚେଷ୍ଟର, ୯।୭- ଚଳିତ ବିଶ୍ୱକପ୍‌ରେ ଦମ୍‌ଦାର ଫର୍ମରେ ଥିବା ଭାରତୀୟ ତାରକା ଓପନର୍‌ ରୋହିତ୍‌ ଶର୍ମା ପୁଣି ଏକ ବିଶ୍ୱକପ୍‌ କିର୍ତ୍ତୀମାନଠାରୁ ୨୭ ରନ ଦୂରରେ ରହିଛନ୍ତି। ବିଶ୍ୱକପ୍‌ ଇତିହାସର ଗୋଟିଏ ସଂସ୍କରଣରେ ସର୍ବାଧିକ ରନ୍‌ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ ହେବାର ସୁଯୋଗ…

ବାର୍ଟିଙ୍କୁ ହରାଇଲେ ଆଲିସନ

ଲଣ୍ଡନ,୯ା୭-ଆମେରିକାର ଷ୍ଟାର ଖେଳାଳି ସେରେନା ଓ୍ବିଲିୟମ୍ସ ଓ୍ବିମ୍ବେଲଡନ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଏଠାରେ ୭ଥର ଚାମ୍ପିୟନ ତଥା ୧୧ତମ ସିଡ୍‌ ସେରେନା ଏକ ମହିଳା ସିଙ୍ଗଲ୍ସ ଚତୁର୍ଥ ରାଉଣ୍ଡ ମ୍ୟାଚରେ ସ୍ପେନର କାର୍ଲା ସୁଆରେଜ…

ବନ ମହୋତ୍ସବ:ଗଛ ଲଗାନ୍ତୁ ଜୀବନ ବଞ୍ଚାନ୍ତୁ

କର୍ଲାମୁଣ୍ଡା,୮।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବ୍ରା ଗ୍ରାମପଞ୍ଚାୟତ ଶିଶାଖାଲ ମଶାନ୍‌ମୁଣ୍ଡାଠାରେ ଇଣ୍ଡୋଗ୍ଲୋବାଲ ସୋସିଆଲ ସର୍ଭିସ ସୋସାଇଟି (ଆଇଜିଏସଏସଏସ) ଓ ଉଦ୍ୟାନ ବିଭାଗ କର୍ଲାମୁଣ୍ଡା ପକ୍ଷରୁ ବନମହୋତ୍ସ ସୋମବାର ପାଳିତ ହୋଇଯାଇଛି। ଏହି ଅବସରରେ ଉଦ୍ୟାନ ବିଭାଗ ଓଭରସିୟର ବନଦୁର୍ଗା ହରିଜନ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri