ରକ୍ଷଣାବେକ୍ଷଣ ଅଭାବ, ୧୦ ବର୍ଷରୁ ଊର୍ଦ୍ଧ୍ୱ ହେବ ମରାମତି ହୋଇନାହିଁ: ମରଣଯନ୍ତ୍ରା ପାଲଟିଛି ନୂଆଗୁଡା-ଭେଜିପଦର ରାସ୍ତା
ଜୁନାଗଡ,୨।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ନୂଆଗୁଡା-ଭେଜିପଦର ଗ୍ରାମକୁ ସଂଯୋଗ କରୁଥିବା ଦେଢ କି.ମି. ରାସ୍ତା ରକ୍ଷଣାବେକ୍ଷଣ ଅଭାବ ଏବେ ମରଣଯନ୍ତ୍ରା ପାଲଟିଛି। ଦୀର୍ଘ ୧୦ ବର୍ଷରୁ ଊର୍ଦ୍ଧ୍ୱ ହେବ ରାସ୍ତା ମରାମତି କରାଯାଇ ନ ଥିବାରୁ ଏପରି ହୋଇଥିବା ଜଣାପଡିଛି। ଏହାକୁ…
ବାଲିସାହି-ସୁରାବ ରାସ୍ତା କଦର୍ଯ୍ୟ
ଅନୁଗୋଳ ଅଫିସ, ୨।୮-ଅନୁଗୋଳ ଜିଲା ବଲାସିଂହା ପଞ୍ଚାୟତ ବାଲିସାହିଠାରୁ ସୁରାବ ଯାଇଥିବା ୪ କିମି ରାସ୍ତା ଶୋଚନୀୟ ହୋଇପଡିଛି। ଅସରାଏ ବର୍ଷା ହେଲେ ସେଠାରେ ପାଣି ଜମି କାଦୁଅରେ ଭର୍ତ୍ତି ହୋଇଯାଉଥିବାରୁ ଏହା ଯାତାୟାତ ଉପଯୋଗୀ ହେଉନାହିଁ। ଫଳରେ ଏହା ଉପରେ…
ଅସୁସ୍ଥ ଘୋଡ଼ାର ଚିକିତ୍ସା କଲେନି:ମରିବାକୁ ଛାଡ଼ିଦେଇ ମାଲିକ ପାର୍
ଅନୁଗୋଳ ଅଫିସ, ୨।୮- ପଶୁ ହେଲେ ବି ଜୀବନ ଅଛି। ଯନ୍ତ୍ରଣାରେ ଛଟପଟ ହେଉଛି। ଏପରି ଅବସ୍ଥାରେ ତା’ର ଯତ୍ନ ଜରୁରୀ। ହେଲେ ଅବିବେକୀ ମାଲିକ ଜଣକ ଏହା ବୁଝିଲେନି। ଅସୁସ୍ଥ ଘୋଡ଼ାର ଚିକିତ୍ସା ପରିବର୍ତ୍ତେ ମରିବାକୁ ଛାଡ଼ିଦେଇ ଅନ୍ୟ ଘୋଡ଼ା…
ବନ ମହୋତ୍ସବରେ ଜିଲାପାଳଙ୍କ ପ୍ରତିଶ୍ରୁତି: ମାଝିସାହି ହେବ ଆଦର୍ଶ ଗ୍ରାମ
ଢେଙ୍କାନାଳ ଅଫିସ, ୨ା୮-ଢେଙ୍କାନାଳ ଜିଲା ସପ୍ତଶଯ୍ୟା ପଞ୍ଚାୟତ ଅଧୀନ ବଣଜଙ୍ଗଲ ଘେରା ମାଝିସାହି ଗ୍ରାମରେ ସଚେତନ ନାଗରିକ ଫୋରମ୍ ପକ୍ଷରୁ ଗୁରୁବାର ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପାରମ୍ପରିକ ଆଦିବାସୀ ନୃତ୍ୟ, ବାଦ୍ୟର ତାଳେ ତାଳେ ଚାରା ରୋପଣ କରାଯାଇଥିଲା। ଜିଲାପାଳ…
ଚାବି ହଜିଲେ ଖୋଜାପଡ଼ନ୍ତି ଯଶୋବନ୍ତ
ଘର ଉତ୍ତରପ୍ରଦେଶ। କିନ୍ତୁ ତାଙ୍କ ପରିଚୟ ରହିଛି ନାଲ୍କୋ ଅଞ୍ଚଳରେ। ଜଣେ ଭଲ ଚାବି କାରିଗର ଭାବେ ବର୍ଷ ବର୍ଷ ଧରି ସେ ଏଠାରେ କାର୍ଯ୍ୟ କରିଆସୁଛନ୍ତି। ତାଙ୍କ ବାପା ମଧ୍ୟ ନାଲ୍କୋ ଅଞ୍ଚଳରେ ରହି ବ୍ୟବସାୟ ଚଳାଇ ଆସୁଥିଲେ। କୌଳିକ…
ଆବଶ୍ୟକତା ଠାରୁ କମ ବର୍ଷା: ଖରିଫ ଚାଷ କ୍ଷତିଗ୍ରସ୍ତ; ଚିନ୍ତାରେ ଚାଷୀ
ଝୁମ୍ପୁରା, ୨।୮ (ଡି.ଏନ.ଏ.)-ଆବଶ୍ୟକତାଠାରୁ ବର୍ଷାର ପରିମାଣ ଖୁବ କମ ରହିଥିବାରୁ ଝୁମ୍ପୁରା ବ୍ଲକରେ ଖରିଫ ଚାଷ କ୍ଷତିଗ୍ରସ୍ତ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଝୁମ୍ପୁରା ବ୍ଲକର ୨୨ଟି ପଞ୍ଚାୟତରେ ପ୍ରାୟତଃ ସବୁ ଜାଗାରେ ଖରିଫ ଋତୁର ଧାନ ଫସଲ ସହିତ ମକା,…
ପ୍ରହସନ ପାଲଟିଛି ୧୦୮ ଆମ୍ବୁଲାନ୍ସ ସେବା
ଆନନ୍ଦପୁର, ୨। ୮(ସ୍ବ.ପ୍ର.)- ରୋଗୀମାନଙ୍କୁ ମାଗଣାରେ ଚିକିତ୍ସାଳୟ ନେବା ପାଇଁ ସରକାର ଆମ୍ବୁଲାନ୍ସ ସେବା ଯୋଗାଇ ଦେଇଛନ୍ତି। ଶତ ପ୍ରତିଶତ ଆମ୍ବୁଲାନ୍ସ ସେବା ବିଫଳତାର ନମୁନା ଏବେ ମୁଖ୍ୟ ପ୍ରସଙ୍ଗ ପାଲଟିଛି। କେଉଁଠି ରୋଗୀଙ୍କୁ ଆଣିବାକୁ ଯାଉ ଯାଉ ରାସ୍ତାରେ ଅଚଳ…
ଆକର୍ଷିତ କରୁଛି ମେଘମାଳ କାଞ୍ଜିପାଣି ଘାଟି
କେନ୍ଦୁଝର, ୨।୮(ସ୍ବ.ପ୍ର.)- ସମସ୍ତେ ହିଲ୍ ଷ୍ଟେଶନରେ ଛୁଟି କାଟିବାକୁ ଭଲ ପାଆନ୍ତି। କିଏ ମସୌରୀ, ଦାର୍ଜିଲିଂ ତ ଆଉ କିଏ କୁଲୁ, ମନାଲି। ଏହି ପାହାଡ଼ିଆ ପର୍ବତଘେରା ପ୍ରାକୃତିକ ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ବେଶ୍ ଭଲ ଲାଗେ। ଦୈନନ୍ଦିନ ଜୀବନରୁ କିଛି କ୍ଷଣ…
ସଂସ୍କାର ହେଉନି ଗୋପାଳିଆ କେନାଲ: ପାଣିରେ ବୁଡ଼ିଛି ଚାଷଜମି
ତିହିଡ଼ି, ୨।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନ କୁବେରା ପଞ୍ଚାୟତର ୩ଟି ମୌଜାରେ ୩ ଶହ ଏକର ଚାଷଜମି ପାଣିରେ ବୁଡ଼ି ରହିଛି। ଏଥିଯୋଗୁ ଧାନ ଚାଷ କାର୍ଯ୍ୟ ଆରମ୍ଭ ହୋଇପାରୁ ନାହିଁ। ଗୋପାଳିଆ କେନାଲ ସଂସ୍କାର…
ଭିତରକନିକା ଯିବା ପାଇଁ ଚାନ୍ଦବାଲିରୁ ଏଣ୍ଟ୍ରି ପାସ୍ ଆରମ୍ଭ
ଚାନ୍ଦବାଲି, ୨।୮(ଡି.ଏନ୍.ଏ.)- ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନର ପ୍ରବେଶପଥ ଭାବେ ଚାନ୍ଦବାଲି ପରିଚିତ। ଭିତରକନିକାକୁ ଆସୁଥିବା ପର୍ଯ୍ୟଟକମାନେ ମୁଖ୍ୟତଃ ଚାନ୍ଦବାଲିରୁ ଘରୋଇ ବୋଟ୍ ସହାୟତାରେ ଜଳପଥରେ ଯାତ୍ରା କରିଥାନ୍ତି। ଦୁଇମାସ ବନ୍ଦ ରହିବା ପରେ ଗୁରୁବାର ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ଖୋଲା…
ସେବାରେ ଲାଗୁନି ମାର୍କୋଣା ଶାଖା ଡାକଘର
ସିମୁଳିଆ, ୨ା୮- କେନ୍ଦ୍ର ସରକାର ଡାକସେବାକୁ ଅଧିକ ଗୁରୁତ୍ୱ ଦେବା ସହିତ ଜନସାଧାରଣଙ୍କ ପାଇଁ ବିଭିନ୍ନ ଲାଭଦାୟକ ଯୋଜନା ପ୍ରଣୟନ କରିଛନ୍ତି| ତେବେ ବିଭାଗୀୟ ଅଧିକାରୀଙ୍କ ଆନ୍ତରିକତା ଅଭାବ ଯୋଗୁ ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ସଦର ମହକୁମା ମାର୍କୋଣାରେ ଗତ…
କ୍ରିକେଟ ଇତିହାସରେ ପ୍ରଥମ
ଆଇସିସିର ନୂଆ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ରେ ଏହା ହେଉଛି ପ୍ରଥମ ଟେଷ୍ଟ। ଫଳରେ ଟେଷ୍ଟ କ୍ରିକେଟର ୧୪୨ ବର୍ଷ ଇତିହାସରେ ପ୍ରଥମଥରପାଇଁ ଖେଳାଳିମାନେ ସେମାନଙ୍କ ନାମ ଓ ନମ୍ବର ଲେଖାଥିବା ଟି-ଶାର୍ଟ ପିନ୍ଧିଛନ୍ତି। ଏଜବାଷ୍ଟନ ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ୨୦୦୧ ପରଠାରୁ ଗୋଟିଏ…

