ରାମପୁରରେ ୧୪୪ ଧାରା ଜାରି
ଲକ୍ଷ୍ନୌ, ୧।୮: ରାମପୁର ଏମ୍ପି ଆଜମ ଖାନଙ୍କ ପୁଅ ତଥା ଏସପି ବିଧାୟକ ଅବଦୁଲା ଆଜମ ଖାନଙ୍କୁ ପୋଲିସ୍ ଅଟକ ରଖିବା ବିରୋଧରେ ଗୁରୁବାର ସମାଜବାଦୀ ପାର୍ଟି (ଏସପି) ପକ୍ଷରୁ ଧାରଣା ଦିଆଯାଇଛି। କାଉଡି ଯାତ୍ରା ଏବଂ ବକରୀ-ଇଦକୁ ଦୃଷ୍ଟିରେ ରଖି…
ରାମସୀତା ପରି ଯୋଡି ହ୍ରିତିକ୍, ଦୀପିକା
ହିନ୍ଦୁ ପୌରାଣିକ ଗ୍ରନ୍ଥ ‘ରାମାୟଣ’ ଉପରେ ଆଉ ଏକ ବଲିଉଡ୍ ଫିଲ୍ମ ନିର୍ମାଣ ହେବାକୁ ଯାଉଛି। ନିର୍ଦ୍ଦେଶକ ନିତେଶ୍ ତିଓ୍ବାରୀ ଏବଂ ରବି ଉଡୟାଭରଙ୍କ ଆଗାମୀ ଫିଲ୍ମ ‘ରାମାୟଣ’ ଉପରେ ଆଧାରିତ ହେବ ବୋଲି ଜଣାପଡିଛି। ଏହି ଫିଲ୍ମଟି ୩ଡିରେ ଶୁଟିଂ…
ବାଲି ଚୋରାଚାଲାଣ : ୫ ଟ୍ରାକ୍ଟର ଜବତ
ଚନ୍ଦ୍ରଗିରି,୧।୮(ଡି.ଏନ୍.ଏ.): ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ଖସଡ଼ା ରାମନଦୀରୁ ଗୁରୁବାର ବେଆଇନ ଭାବେ ବାଲି ଚୋରାଚାଲାଣ ହେଉଥିବା ଖବର ପାଇ ମୋହନା ତହସିଲଦାର କଲ୍ୟାଣୀ ସଂଘମିତ୍ରା ଦେବୀ ଘଟଣାସ୍ଥଳରେ ପହଞ୍ଚି ୫ଟି ଟ୍ରାକ୍ଟରକୁ ଜବତ କରିଛନ୍ତି। ଏହି ସମୟରେ ଡ୍ରାଇଭରମାନେ…
ରହସ୍ୟ ଉପରୁ ପରଦା ଉଠାଇଲେ ଅମିରଙ୍କ ସ୍ତ୍ରୀ
ଲଣ୍ଡନ, ୧।୮: ଟେଷ୍ଟ କ୍ରିକେଟରୁ ନିକଟରେ ଅବସର ନେଇଥିବା ବୋଲର୍ ମହମ୍ମଦ ଅମିର ଏବେ ପାକିସ୍ତାନ ଛାଡି ବ୍ରିଟେନର ସ୍ଥାୟୀ ବାସିନ୍ଦା ହେବା ପାଇଁ ଉଦ୍ୟମ ଚଳାଇଛନ୍ତି। ଏନେଇ ପାକିସ୍ତାନ ଗଣାମାଧ୍ୟମଠାରୁ ଆରମ୍ଭ କରି ପୂର୍ବତନ ଖେଳାଳିମାନେ ତାଙ୍କୁ ସମାଲୋଚନା କରିବାକୁ…
ଚୋରି ବାଇକ୍ ଜବତ, ୨ ଗିରଫ
ବଡ଼ବିଲ,୧।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ମୃଣାଳ କଲୋନୀରୁ ଗତ ରବିବାର ପୂର୍ବାହ୍ନରେ ଚୋରି ହୋଇଥିବା ଏକ ବାଇକ୍କୁ ପୋଲିସ ଜବତ କରିବା ସହ ଘଟଣାରେ ସଂପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ଗୁରୁବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ…
ମୃତ୍ୟୁଞ୍ଜୟ ମହାପାତ୍ର ହେଲେ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ:୨୦୨୨ ଅଗଷ୍ଟ ୧୫ ସୁଦ୍ଧା ଦେଶର ସମସ୍ତ ଅଞ୍ଚଳ ହେବ ରାଡାର ପରିସରଭୁକ୍ତ
ନୂଆଦିଲ୍ଲୀ,୧।୮: ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ମହାନିର୍ଦ୍ଦେଶକ ଭାବେ ଡ. ମୃତ୍ୟୁଞ୍ଜୟ ମହାପାତ୍ର ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଆସନ୍ତା ୫ ବର୍ଷ ପାଇଁ ସେ ଏହି ପଦବୀରେ କାର୍ଯ୍ୟ କରିବେ। ଦାୟିତ୍ୱଗ୍ରହଣ କରି ସେ କହିଛନ୍ତି ଯେ, ୨୦୨୨ ଅଗଷ୍ଟ…
୧୯୮୧ ଫୁଟ ଉଚ୍ଚରେ ତିଆରି ହେବ ହୋଟେଲ, ଯେତିକି ସୁନ୍ଦର ସେତିକି ଭୟଙ୍କର, ଜାଣନ୍ତୁ କେଉଁଠି…
ଏମିତି ଏକ ହୋଟେଲ ତିଆରି ହେବାକୁ ଯାଉଛି ଯାହା ଦେଖିବାକୁ ଯେତିକି ସୁନ୍ଦର ସେତିକି ଭୟଙ୍କର ମଧ୍ୟ। ଏମିତି ହୋଟେଲ ୟୁରୋପରେ ତିଆରି ହେବାକୁ ଯାଉଛି। ଏହି ହୋଟେଲକୁ ଦେଖିଲେ ଭୟରେ ଦେହ ଥରି ଉଠିବ। କିନ୍ତୁ ଏହାର ନିର୍ମାଣ ଶୈଳୀ…
ବିଶ୍ୱର ପ୍ରଥମ ପାଇଲଟ୍ ଥିଲେ ରାବଣ
କଲମ୍ବୋ, ୧।୮: ରାଜା ରାବଣ ବିଶ୍ୱର ପ୍ରଥମ ବିମାନ ଚାଳକ ଥିଲେ ବୋଲି ଶ୍ରୀଲଙ୍କା ସରକାର ଦାବି କରିଛନ୍ତି। ୫୦୦୦ବର୍ଷ ପୂର୍ବରୁ ସେ ଉଡାଣ କରିଥିଲେ। ଶ୍ରୀଲଙ୍କା ନାଗରିକ ଉଡୟନ୍ ପ୍ରାଧିକରଣର ଉପାଧ୍ୟକ୍ଷ ଶଶୀ ଦାନତୁନଗେ କହିଛନ୍ତି, ବିଶ୍ୱର ପ୍ରଥମ ପାଇଲଟ୍…
ବର୍ଷାରେ ଭିଜି ଭିଜି କାଉଡ଼ିଆ ବେଶରେ ଆଲବମ୍ ଗୀତ ଶୁଟିଂ କଲେ ଅକ୍ଷରା ସିଂ: ସୋସିଆଲ୍ ମିଡ଼ିଆରେ ଭାଇରାଲ
ମୁମ୍ବାଇ,୧।୮: ଭୋଜପୁରୀ ଅଭିନେତ୍ରୀ ଅକ୍ଷରା ସିଂ ଏକ ଆଲବମ୍ ଗୀତ ଶୁଟିଂରେ ଏକଦମ୍ ଧମାଲ୍ କରିଛନ୍ତି। ସେ ଏହି ଗୀତରେ ବର୍ଷାରେ ଭିଜି ଭିଜି କାଉଡ଼ିଆ ବେଶରେ ଶୁଟିଂ କରିଛନ୍ତି। ଗୀତଟି ଶ୍ରାବଣ ମାସରେ କାଉଡ଼ିଯାତ୍ରା ଉପରେ ଶୁଟିଂ କରାଯାଇଛି। ମୁମ୍ବାଇର…
ମୋଦିଙ୍କୁ ଭେଟିଲେ ଓମାର ଅବଦୁଲା: ଅନୁଚ୍ଛେଦ ୩୫-ଏ ସଂଶୋଧନ ନ କରିବାକୁ କଲେ ଦାବି
ନୂଆଦିଲ୍ଲୀ,୧।୮: ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲା ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହାପରେ ସେ ସୂଚନା ଦେଇଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରି ରାଜ୍ୟର ସ୍ଥିତି ସମ୍ପର୍କରେ ଅବଗତ କରାଇଛନ୍ତି। ରାଜ୍ୟର ସ୍ଥିତିକୁ ଦୃଷ୍ଟିରେ ରଖି ପଦକ୍ଷେପ ଗ୍ରହଣ…
ଷ୍ଟେଶନ୍ରେ ଏକ୍ ପ୍ୟାର୍ କା ନଗ୍ମା ହୈ ଗୀତ ଗାଉଥିବା ମହିଳାଙ୍କ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ: ଦେଖିଲେଣି ୨ ନିୟୁତରୁ ଅଧିକ ଲୋକ
କୋଲକାତା,୧।୮: ପଶ୍ଚିମବଙ୍ଗର ଜଣେ ମହିଳା ଏବେ ସୋସିଆଲ୍ ମିଡ଼ିଆରେ ବେଶ୍ ଭାଇରାଲ ହେବାରେ ଲାଗିଛନ୍ତି। ମହିଳା ଜଣକ ଷ୍ଟେଶନ୍ରେ ବସି ଲତା ମଙ୍ଗେସକରଙ୍କ ଦ୍ୱାରା ୧୯୭୨ରେ ଶୋର୍ ଦିନ୍ଦୀ ଫିଲ୍ମର ଗୀତ ଏକ୍ ପ୍ୟାର୍ କା ନଗ୍ମା ହୈ ଗୀତ ଗାଉଥିବାର…
କଲେଜ ବସ ଧକ୍କାରେ ଯୁବକଙ୍କ ଜୀବନଗଲା
କୋରାପୁଟ,୧।୮(ସ୍ବ.ପ୍ର.) : କୋରାପୁଟ – ଜୟପୁର ରାସ୍ତାର ଆଇଆରବି ବାଟାଲିୟନ ନିକଟରେ ଗୁରୁବାର ମଧ୍ୟାହ୍ନରେ ଏକ ବସ ଜଣେ ଯୁବକଙ୍କୁ ଧକ୍କା ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ପ୍ରକାଶ ଯେ, କୋରାପୁଟ ବ୍ଲକ ଦେଓଘାଟି ଗ୍ରାମର ମନୋଜ ମହାନନ୍ଦିଆ(୪୦) ବାଇକରେ…

