ସମସ୍ୟା ଘେରରେ କଣ୍ଟିଲୋ ମହାବିଦ୍ୟାଳୟ : ପାଚେରି ନିର୍ମାଣ ଓ ପାନୀୟ ଜଳ ବ୍ୟବସ୍ଥା ନେଇ ବିଧାୟକଙ୍କ ପ୍ରତିଶ୍ରୁତି
ଖଣ୍ଡପଡ଼ା,୮ା୭(ସ୍ବ.ପ୍ର.): ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ନୀଳମାଧବ ମହାବିଦ୍ୟାଳୟ ପରିସରରେ ଶନିବାର ବ୍ଲକସ୍ତରୀୟ ବନ ମହୋତ୍ସବ ପାଳିତ ହୋଇଯାଇଛି। ଉକ୍ତ ବୈଠକରେ ମୁଖ୍ୟଅତିଥି ଭାବେ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଯୋଗଦେଇଥିଲେ। ଏହି ଅବସରରେ କଲେଜର ବିଭିନ୍ନ ସମସ୍ୟା ପ୍ରତି କର୍ତ୍ତୃପକ୍ଷ…
ଅସୁର କୁମାରୀ ପୀଠରେ ଚାରାରୋପଣ
ରଣପୁର,୮ା୭(ସ୍ବ.ପ୍ର.): ବନ ମହୋତ୍ସବ ସପ୍ତାହର ଶେଷ ଦିବସରେ ନୟାଗଡ ଜିଲା ରଣପୁର ବ୍ଲକ ଅନ୍ତର୍ଗତ ବଜ୍ରକୋଟ ପଞ୍ଚାୟତସ୍ଥ ମା’ ଅସୁର କୁମାରୀ ପୀଠରେ ଖୋର୍ଦ୍ଧା ବନଖଣ୍ଡ ପକ୍ଷରୁ ରବିବାର ଚାରାରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ସୂଚନା ଅଧିକାର କର୍ମୀ ଦିଲୀପ କୁମାର…
ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗ୍: କୋହଲିଙ୍କ ଶୀର୍ଷ ସ୍ଥାନର ନିକଟତର ରୋହିତ
ଲଣ୍ଡନ, ୮।୭(ପି.ଟି.)- ଚଳିତ ବିଶ୍ୱକପ୍ରେ ଜବରଦସ୍ତ ପ୍ରଦର୍ଶନ କରି ଭାରତୀୟ ତାରକା ଓପନର ରୋହିତ ଶର୍ମା ଏବେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଦିନିକିଆ ର଼୍ୟାଙ୍କିଙ୍ଗ୍ରେ ଅଧିନାୟକ ବିରାଟ କୋହଲିଙ୍କ ଶୀର୍ଷ ସ୍ଥାନର ନିକଟତର ହୋଇଛନ୍ତି। କୋହଲି ବ୍ୟାଟିଂ ତାଲିକାର ଶୀର୍ଷ…
ଆଜ୍ମାରୁ ଦୂରେଇ ରହିବା ପାଇଁ ସପ୍ତାହରେ ୨ ଥର କରନ୍ତୁ ଏପରି…
ସଜନା ଛୁଇଁ ଖାଇଲେ ଶରୀରର ଅନେକ ଉପକାର ହୋଇଥାଏ। ଏହା ଶରୀରକୁ ରଖିଥାଏ ସୁସ୍ଥ। ସଜନା ଛୁଇଁରେ ପ୍ରଚୁର ମାତ୍ରାରେ ଭିଟାମିନ୍ ଏବଂ ପ୍ରୋଟିନ୍ ରହିଛି। ଏଥିରେ ଭିଟାମିନ୍ ସି ଥିବାରୁ ଏହା ବିଭିନ୍ନ ରୋଗ ସଂକ୍ରମଣରୁ ରକ୍ଷା କରେ ବୋଲି…
ଆମେରିକାଠାରୁ ତୋପ କିଣିବ ଭାରତ
ନୂଆଦିଲ୍ଲୀ,୭।୭: ପାକିସ୍ତାନ ଲଗାତର ଜମ୍ମକଶ୍ମୀରରେ ସୀମା ଉଲ୍ଲଂଘନ କରୁଥିବା ନଜିର ରହିଛି। ଏବେ ପାକିସ୍ତାନକୁ ଉଚିତ୍ ଜବାବ ଦେବା ପାଇଁ ଭାରତ ପ୍ରସ୍ତୁତି ଆରମ୍ଭ କରିଛି। ନିୟନ୍ତ୍ରଣ ରେଖାରେ ପ୍ରୟୋଗ ପାଇଁ ଭାରତ ଆମେରିକାଠାରୁ ତୋପ କିଣିବ ବୋଲି ସୂଚନା ମିଳିଛି।…
ସୋମବାରଠାରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା
କଟକ ଅଫିସ,୭ା୭- ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ସୋମବାରଠାରୁ ଆରମ୍ଭ ହେବ। ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଦ୍ୱିତୀୟ ପର୍ଯ୍ୟାୟ ମଧ୍ୟ ସମାନ ଦିନରେ ଆରମ୍ଭ ହେଉଛି। ପରୀକ୍ଷା ପରିଚାଳନା ନେଇ ସମସ୍ତ…
ଭାରତରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପୂର୍ଣ୍ଣାଙ୍ଗ ସିରିଜ ଖେଳିବ ଆଫଗାନିସ୍ତାନ
ନୂଆଦିଲ୍ଲୀ, ୭ା୭ (ପି.ଟି.)-ଆଫଗାନିସ୍ତାନ ନଭେମ୍ବରରେ ଏହାର ପୋଷ୍ୟ ଘରୋଇ ଦେଶ ଭାରତରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଏକ ପୂର୍ଣ୍ଣାଙ୍ଗ କ୍ରିକେଟ ସିରିଜ ଖେଳିବ। ଏହି ଦେଶର କ୍ରିକେଟ ବୋର୍ଡ ତରଫରୁ ସୂଚନା ମିଳିଛି। କ୍ୟାରିବିୟନ୍ସଙ୍କ ବିପକ୍ଷ ଘରୋଇ ସିରିଜରେ ଆଫଗାନିସ୍ତାନ ୩ ଅନ୍ତର୍ଜାତୀୟ…
ଭାରତ ଉଦ୍ଦେଶ୍ୟମୂଳକ ଭାବେ ପରାସ୍ତ ହୋଇନି: ସର୍ଫରାଜ
କରାଚୀ, ୭ା୭ (ପି.ଟି.)-ଚଳିତ ଆଇସିସି ବିଶ୍ୱକପ୍ରେ ପାକିସ୍ତାନକୁ ସେମିଫାଇନାଲରୁ ବଞ୍ଚତ୍ତ କରିବା ଉଦ୍ଦେଶ୍ୟରେ ଭାରତ ଇଂଲଣ୍ଡ ବିପକ୍ଷରେ ଜାଣିଶୁଣି ଖେଳିଲା ନାହିଁ ବୋଲି ଯାହା କୁହାଯାଉଛି ତାହା ବିଶ୍ୱାସଯୋଗ୍ୟ ନୁହେଁ। ଏକଥା କହିଛନ୍ତି ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସର୍ଫରାଜ ଅହମ୍ମଦ।…
ବ୍ୟାଟିଂ କରୁଛନ୍ତି ଭଗବାନ ଗଣେଶ
ଚେନ୍ନାଇ, ୭।୭: ଇଂଲଣ୍ଡରେ ଚାଲିଥିବା କ୍ରିକେଟ୍ ବିଶ୍ୱକପରେ ଭାରତୀୟ ଦଳ ଦମ୍ଦାର ପ୍ରଦର୍ଶନ କରି ସେମିଫାଇନାଲରେ ପ୍ରବେଶ କରିଛି। ଭାରତରେ ବିଶ୍ୱକପକୁ ନେଇ ଏବେ ଚାରିଆଡେ ଚର୍ଚ୍ଚା ଜୋର ଧରିଛି। ଫ୍ୟାନ୍ମାନେ ନିଜ ଦଳକୁ ଚିୟର୍ କରିବା ପାଇଁ ଅଭିନବ ଉପାୟ…
ସୋମବାର ଶେଷ ହେବ ଯୁକ୍ତ୨ ପ୍ରଥମ ପର୍ଯ୍ୟାୟ ନାମଲେଖା
ଭୁବନେଶ୍ୱର, ୭ା୭(ବ୍ୟୁରୋ)- ଯୁକ୍ତ୨ ପ୍ରଥମ ବର୍ଷ ପାଇଁ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ସୋମବାର ଶେଷ ହେବ। ପ୍ରଥମ କଟ୍ ଅଫ୍ରେ ମନୋନୀତ ହୋଇଥିବା ଛାତ୍ରୀଛାତ୍ରମାନେ ସନ୍ଧ୍ୟା ୫ଟା ମଧ୍ୟରେ ନାମ ଲେଖାଇପାରିବେ। ଯେଉଁ ଛାତ୍ରୀଛାତ୍ରମାନେ ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଛନ୍ତି…
କ୍ରିକେଟ ଖେଳୁଛନ୍ତି ସଲମାନ
ବଲିଉଡ ଅଭିନେତା ସଲମାନ ଖାନ ପ୍ରାରମ୍ଭରୁ ହିଁ ନିଜ ଫିଟନେସ ଉପରେ ଗୁରୁତ୍ୱ ଦେଇ ଆସିଛନ୍ତି। ଅନେକ ଚଳଚ୍ଚିତ୍ରରେ ଚରିତ୍ରକୁ ଦେଖି ସେ ନିଜକୁ ଫିଟ୍ କରନ୍ତି। ଓ୍ବାର୍କଆଉଟର ଭିଡିଓ ଏବଂ ଫଟୋ ସୋସିଆଲ ମିଡିଆରେ ଶେୟାର ମଧ୍ୟ କରିଥାନ୍ତି। ନିକଟରେ…
ମେଣ୍ଟ ସରକାର ବଞ୍ଚାଇବାକୁ କୁମାରସ୍ବାମୀଙ୍କ କସରତ: ଡାକିଲେ ବୈଠକ
ବେଙ୍ଗାଲୁରୁ,୭।୭: କଂଗ୍ରେସ-ଜେଡିଏସର ୧୧ ବିଧାୟକ ଶନିବାର ଇସ୍ତଫା ଦେବା ପରେ ଅଡ଼ୁଆରେ ପଡିଯାଇଛି କର୍ନାଟକର ମେଣ୍ଟ ସରକାର। ମୁଖ୍ୟମନ୍ତ୍ରୀ ଏଚଡି କୁମାରସ୍ବାମୀ ଆମେରିକା ଗସ୍ତରେ ଥିବାବେଳେ ଏଭଳି ଘଟଣା ଘଟିଛି। ଫଳରେ ସରକାର ଗଢ଼ିବା ପାଇଁ ରାଜନୀତି ଆରମ୍ଭ ହୋଇଛି। କୁମାରସ୍ବାମୀ…
Archives


