Home

ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଜୀବନ ବଞ୍ଚାଇବ ଏହି ବେଡ୍‌

ଦିନକୁ ଦିନ ପ୍ରାକୃତିକ ବିପର୍ଯ୍ୟୟ ମାଡ଼ିଆସୁଛି। ଏଥିରେ ବହୁ ଧନଜୀବନ ହାନି ମଧ୍ୟ ହେଉଛି। କିନ୍ତୁ ଏମିତି ଏକ ବେଡ୍‌ ନିର୍ମାଣ କରାଯାଇଛି ଯାହା ବିପର୍ଯ୍ୟୟ ସମୟରେ ଜୀବନ ବଞ୍ଚାଇ ଦେବ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଆମେରିକାର ଓକ୍‌ଲାହୋମା ସହରସ୍ଥିତ…

ଯୁବତୀଙ୍କ ସ୍ବାଧୀନତା ଉପରେ ବିବାଦୀୟ ମନ୍ତବ୍ୟ ଦେଲେ ଡିଜିପି: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଇନ୍ଦୋର,୭।୭: ଯୁବତୀଙ୍କ ସ୍ବାଧୀନତା ଉପରେ ମଧ୍ୟପ୍ରଦେଶ ଡିଜିପି ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଏବେ ଏହାର ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଦେଶରେ ବୃଦ୍ଧି ପାଉଥିବା ବିଭିନ୍ନ ଅପରାଧ ପାଇଁ ଯୁବତୀଙ୍କୁ ଦିଆଯାଇଥିବା ସ୍ବାଧୀନତା ହିଁ ଦାୟୀ ବୋଲି ଡିଜିପି…

୩ ବର୍ଷରେ ନିର୍ବାଚନରେ ଖର୍ଚ୍ଚ ହୋଇଛି ୯ ହଜାର କୋଟି; ୬୦ ପ୍ରତିଶତ କେବଳ ଇଭିଏମ୍‌ରେ

ନୂଆଦିଲ୍ଲୀ,୭।୭: ଗତ ୩ ବର୍ଷ ମଧ୍ୟରେ ୯ ହଜାର କୋଟି ଟଙ୍କା ଲୋକ ସଭା ନିର୍ବାଚନରେ ଖର୍ଚ୍ଚ ହୋଇଛି। ସେଥିମଧ୍ୟରୁ ୬୦ ପ୍ରତିଶତ କେବଳ ଇଭିଏମ୍‌ରେ ଖର୍ଚ୍ଚ ହୋଇଛି। ସଂସଦରେ ଉପସ୍ଥାପିତ ରିପୋର୍ଟରେ ଏହା ଦର୍ଶାଯାଇଛି। ଏହି ସମୟ ମଧ୍ୟରେ ୮…

ନିର୍ବାଚନରେ ଅଧିକ ଖର୍ଚ୍ଚ: ସନ୍ନି ଦେଓଲ୍‌ଙ୍କ ସମସ୍ୟା ବଢ଼ିଲା

ଗୁରଦାସପୁର,୭।୭: ପଞ୍ଜାବ ଗୁରଦାସପୁର ଲୋକ ସଭା ଆସନର ଭାଜପା ଏମ୍‌ପି ସନ୍ନି ଦେଓଲଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ନିର୍ବାଚନରେ ସେ ଅଧିକ ଖର୍ଚ୍ଚ କରିଥିବା ଅଭିଯୋଗ ହୋଇଥିଲା। ଏସମ୍ପର୍କିତ ସମସ୍ତ କାଗଜପତ୍ର ପଞ୍ଜାବର ମୁଖ୍ୟ ନିର୍ବାଚନ ଅଧିକାରୀ ନିର୍ବାଚନ ଆୟୋଗଙ୍କ ନିକଟକୁ…

ଭକ୍ତର ଅନୁଭୂତି: ଭକ୍ତି ଭାବରେ ବନ୍ଧା କାଳିଆସାଆନ୍ତ, ଭାବକୁ ନିକଟ ସେ ଯେ ଅଭାବକୁ ଦୂର

ଶ୍ରୀଜଗନ୍ନାଥ ସଂସ୍କୃତି ସର୍ବଧର୍ମ ସମ୍ମନ୍ବୟର ପ୍ରତୀକ। ଭକ୍ତର ଭକ୍ତିଭାବରେ ବନ୍ଧା କାଳିଆସାଆନ୍ତ ହିଁ ଭକ୍ତର ଭଗବାନ । ତାଙ୍କ ପାଖରେ ନଥାଏ ଜାତିଧର୍ମର ଭେଦଭାବ। ସେ ଇଚ୍ଛାମୟ, କରୁଣାସାଗର କେବେ କାହାରିକୁ ନିରାଶ କରିନାହାନ୍ତି । ସେଥିପାଇଁ ତ ସେ ବଡ଼ଦେଉଳରୁ…

ସରକାରଙ୍କ ସମାଲୋଚନା କରୁଥିବା ଲୋକଙ୍କୁ କୁହାଯାଉଛି ରାଷ୍ଟ୍ର ବିରୋଧୀ: ଶବାନା ଆଜ୍‌ମୀ

ଇନ୍ଦୋର,୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଅଭିନେତ୍ରୀ ଶବାନା ଆଜ୍‌ମୀ ପୁଣି ଥରେ ଟାର୍ଗେଟ୍‌ କରିଛନ୍ତି। ଇନ୍ଦୋରରେ ଆୟୋଜିତ ଏକ ସଭାରେ ଯୋଗଦେଇ କହିଛନ୍ତି ଯେ, ସମ୍ପ୍ରତି ସରକାରଙ୍କ ସମାଲୋଚନା କରୁଥିବା ଲୋକଙ୍କୁ ରାଷ୍ଟ୍ର ବିରୋଧୀ କୁହାଯାଉଛି। ଗଣତାନ୍ତ୍ରିକ ଦେଶରେ ଶାସକ…

ସ୍ବଚ୍ଛ ଭାରତ ମିଶନର ଅଳିଆ ରୂପ: ବାହାରକୁ ପାଇଖାନା, ଭିତରେ ଜାଳ ଭାଡି

କଟକ ଅଫିସ, ୭।୭: ଆସନ୍ତା ଅକ୍ଟୋବର ସୁଦ୍ଧା ଓଡ଼ିଶା ବାହ୍ୟ ମଳତ୍ୟାଗ ମୁକ୍ତ ରାଜ୍ୟ ହେବ ବୋଲି ରାଜ୍ୟ ସରକାର କେନ୍ଦ୍ରକୁ ପ୍ରତିଶ୍ରୁତି ଦେଇଛନ୍ତି। ଆସନ୍ତା ୩ମାସ ମଧ୍ୟରେ ଏହି ଲକ୍ଷ୍ୟ ପୂରଣ କରିବା ପାଇଁ ରାଜ୍ୟରେ ୧୦.୫ ଲକ୍ଷ ପାଇଖାନା…

ଲଗାଣ ବର୍ଷାରେ ବେହାଲ କଟକ: ଘରେ ପଶିଲା ପାଣି, ଜନଜୀବନ ଅସ୍ତବ୍ୟସ୍ତ

କଟକ ଅଫିସ,୭।୭: ଗତ ଦୁଇଦିନ ଲଗାଣ ବର୍ଷା ଯୋଗୁ କଟକର ବିଭିନ୍ନ ସ୍ଥାନ ଜଳମଗ୍ନ ହୋଇଛି। ସହରର ସମସ୍ତ ଗଳିକନ୍ଦି ଓ ରାସ୍ତା ଉପରେ ଆଣ୍ଠୁଏ ଉଚ୍ଚର ବର୍ଷାଜଳ ଲହଡି ମାରୁଛି। ଏପରି କି କେତେକ ଲୋକଙ୍କ ଘରେ ପାଣି ପଶିଥିବା…

ନକଲି ସୁନାଗହଣା ପିନ୍ଧି ରେଲଓ୍ବେ ଷ୍ଟେଶନରେ ପଇଁତରା: ଯାତ୍ରୀଙ୍କୁ ଭୁଆଁ ବୁଲାଇ କରୁଥିଲେ ଲୁଟ

ଭୁବନେଶ୍ୱର,୭।୭(ବ୍ୟୁରୋ): ବେଶଭୂଷା, କଥାବାର୍ତ୍ତା ପୂରା କୋଟିପତି ଭଳି। ବେକ, ହାତ ଓ ଆଙ୍ଗୁଠିରେ ଏକାଧିକ ନକଲି ସୁନା ଗହଣାରେ ଭର୍ତ୍ତି। ଷ୍ଟେଶନରେ ପଇଁତରା ମାରି ଯାତ୍ର୍ରୀଙ୍କୁ ଭୁଆଁ ବୁଲାଇ କରୁଥିଲେ ଲୁଟ। ହେଲେ କେହି ତାଙ୍କୁ ସନ୍ଦେହ କରୁ ନ ଥିଲେ।…

କର୍ନାଟକ ଷଡ଼ଯନ୍ତ୍ର ପଛରେ ମୋଦି ସରକାର: କଂଗ୍ରେସର ଅଭିଯୋଗ

ନୂଆଦିଲ୍ଲୀ,୭ା୭(ଆଇଏଏନ୍‌ଏସ୍‌): କର୍ନାଟକ ଶାସକ ମେଣ୍ଟରୁ ୧୪ ବିଧାୟକ ଇସ୍ତଫା ଦେବା ଘଟଣାରେ କଂଗ୍ରେସ ଭାଜପାକୁ ଦୋଷାରୋପ କରିଛି। ଦଳବଦଳ ପାଇଁ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଷଡ଼ଯନ୍ତ୍ର ଚଳାଇଥିବା କଂଗ୍ରେସ ମୁଖପାତ୍ର ରଣଦୀପ ସିଂ ସୁର୍ଜଓ୍ବୋଲା କହିଛନ୍ତି। ଭାଜପା ଆମ ବିଧାୟକମାନଙ୍କୁ…

ଟୋଲ୍‌ ପ୍ଲାଜା କର୍ମଚାରୀଙ୍କୁ ମାଡ଼ ମାରିଲେ ଭାଜପା ଏମ୍‌ପିଙ୍କ ଅଙ୍ଗରକ୍ଷୀ

ଆଗ୍ରା,୭ା୭: ଭାଜପା ନେତାମାନଙ୍କ ହିଂସାକାଣ୍ଡକୁ ବରଦାସ୍ତ କରାଯିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚେତାବନୀ ଦେବାର ୩ ଦିନ ପରେ ଦଳର ଜଣେ ଏମ୍‌ପିଙ୍କ ଉପସ୍ଥିତିରେ ତାଙ୍କ ଅଙ୍ଗରକ୍ଷୀ ଟୋଲ୍‌ ପ୍ଲାଜା କର୍ମଚାରୀଙ୍କୁ ମାଡ଼ ମାରିବା ସହ ଫାଙ୍କା ଗୁଳିଚାଳନା…

ମୁଖ୍ୟମନ୍ତ୍ରୀଙ୍କୁ ସମୀକ୍ଷା ରିପୋର୍ଟ ଦେଲେ ସବୁ ମନ୍ତ୍ରୀ

ଭୁବନେଶ୍ୱର, ୭।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ମାସରେ ସମସ୍ତ ମନ୍ତ୍ରୀଙ୍କୁ ପ୍ରତ୍ୟେକ ମାସ ୭ ତାରିଖ ପୂର୍ବରୁ ନିଜ ବିଭାଗର ସମୀକ୍ଷା ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ନିର୍ଦ୍ଦେଶ ପାଳନ କରିବାକୁ ମନ୍ତ୍ରୀମାନେ ଭୁଲି ନାହାନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri