ଅମର୍ତ୍ତ୍ୟ ସେନ୍ଙ୍କୁ ଭାଜପାର ସମାଲୋଚନା
କୋଲକାତା,୭ା୭: ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ନୋବେଲ ପୁରସ୍କାର ବିଜେତା ଅମର୍ତ୍ତ୍ୟ ସେନ୍ ‘ଜୟ ଶ୍ରୀରାମ’ ପଶ୍ଚିମବଙ୍ଗର ସଂସ୍କୃତି ନୁହେଁ, ଏହା ଲୋକଙ୍କୁ ପିଟିବା ଲାଗି ଉଦ୍ଦିଷ୍ଟ ବୋଲି କହିବା ପରେ ଏହାକୁ ଭାଜପା ପକ୍ଷରୁ ସମାଲୋଚନା କରାଯାଇଛି। ପଶ୍ଚିମବଙ୍ଗ ଭାଜପା ମୁଖ୍ୟ…
ଅରୁଣ ବୋଥ୍ରା ହେଲେ ‘କ୍ରୁଟ’ ପରିଚାଳନା ନିର୍ଦ୍ଦେଶକ
ଭୁବନେଶ୍ୱର, ୭।୭(ବ୍ୟୁରୋ): ଓଡ଼ିଶା ପୋଲିସ ତଥା ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ ବ୍ୟୁରୋ (ସିଆଇଡି), କ୍ରାଇମ୍ ବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରାଙ୍କୁ ଶନିବାର ଅତିରିକ୍ତ ଦାୟିତ୍ୱ ମିଳିଛି। ଏବେଠାରୁ ତାଙ୍କୁ କ୍ୟାପିଟାଲ ରିଜିଅନ୍ ଟ୍ରାନ୍ସପୋର୍ଟ (କ୍ରୁଟ) ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ଉଲ୍ଲେଖ…
ପାଟକୁରାରେ ଭାଜପା ନିଜସ୍ବ ଢଙ୍ଗରେ ଲଢ଼ି ଜିତିବ: ଧର୍ମେନ୍ଦ୍ର
ଭୁବନେଶ୍ୱର, ୭।୭(ବ୍ୟୁରୋ): ପାଟକୁରା ନିର୍ବାଚନ ତାରିଖ ଘୋଷଣା ହେବାପରେ ରାଜ୍ୟର ୩ ପ୍ରମୁଖ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ବିଜେଡି ରଣନୀତି ଅନୁଯାୟୀ ପ୍ରଚାର କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଦଳର ମାଳମାଳ ବିଧାୟକ ପାଟକୁରାରେ ବର୍ତ୍ତମାନ ଡେରା ପକାଇ ସାରିଛନ୍ତି।…
ସୂଚନା ଅଧିକାର କର୍ମୀଙ୍କୁ ହତ୍ୟା ମାମଲା: ଭାଜପାର ପୂର୍ବତନ ଏମ୍ପିଙ୍କ ସମେତ ୭ ଦୋଷୀ
ଅହମଦାବାଦ,୭ା୭(ପି.ଟି.): ୨୦୧୦ରେ ସୂଚନା ଅଧିକାର କର୍ମୀ ଅମିତ ଜେଠଓ୍ବାଙ୍କୁ ଗୁଳିକରି ହତ୍ୟା କରାଯିବା ଘଟଣାରେ ସ୍ବତନ୍ତ୍ର ସିବିଆଇ କୋର୍ଟ ଶନିବାର ଭାଜପାର ପୂର୍ବତନ ଏମ୍ପି ଦିନୁ ସୋଲାଙ୍କି ସମେତ ୭ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଗିର୍ ଜଙ୍ଗଲାଞ୍ଚଳରେ ବେଆଇନ ଖଣି ଖନନର…
ଭିଡ଼ହିଂସା ରୋକିବାକୁ ଆଇନ ଆଣ
ହାଇଦ୍ରାବାଦ,୭ା୭: ଦେଶରେ ଭିଡ଼ହିଂସା ଘଟଣା ବୃଦ୍ଧି ପାଉଥିବାରୁ ଏହାକୁ ରୋକିବା ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ର ସରକାର ଆଇନ ଆଣିବାକୁ ଏଆଇଏମ୍ଆଇଏମ୍ ଅଧ୍ୟକ୍ଷ ଆସାଦୁଦ୍ଦିନ ଓଓ୍ବାଇସି ଦାବି କରିଛନ୍ତି। ଚିଠା ବିଧେୟକ ପ୍ରସ୍ତୁତ କରିବା ଲାଗି ସୁପ୍ରିମକୋର୍ଟ କେନ୍ଦ୍ରକୁ ନିର୍ଦ୍ଦେଶ ଦେବା…
ଆଧାର ମାଧ୍ୟମରେ ୫୦ ହଜାରରୁ ଊର୍ଦ୍ଧ୍ୱ ନଗଦ କାରବାର
ନୂଆଦିଲ୍ଲୀ,୭-୭: ଏଣିକି ପାନ୍ ବଦଳରେ ଆଧାର କାର୍ଡ ମାଧ୍ୟମରେ ୫୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର ନଗଦ କାରବାର କରିହେବ। ଏହାଛଡ଼ା ଯେଉଁଠି ପାନ୍ ବ୍ୟବହାର ଅନିବାର୍ଯ୍ୟ ଥିଲା ସେଠାରେ ଆଧାର କାର୍ଡ ବ୍ୟବହାର କରିହେବ ବୋଲି ରାଜସ୍ବ ସଚିବ ଅଜୟ ଭୁଷଣ…
ସୁନା ଚୋରାକାରବାର ବଢ଼ିବ
ନୂଆଦିଲ୍ଲୀ,୭-୭: ବଜେଟରେ ସୁନା ଆମଦାନୀ ଉପରେ ସୀମାଶୁଳ୍କକୁ ୧୦ରୁ ୧୨.୫%କୁ ବୃଦ୍ଧି କରାଯାଇଥିବାରୁ ଏହି ଦାମୀ ଧାତୁର ଚୋରାକାରବାର ବ୍ୟାପକ ହେବ ବୋଲି ଜେମ୍ସ ଆଣ୍ଡ ଜୁଏଲେରୀ ଉଦ୍ୟୋଗ ପକ୍ଷରୁ ଆଶଙ୍କାବ୍ୟକ୍ତ କରାଯାଇଛି। ଏଥିଯୋଗୁ ସୁନା ଦର ହୁ ହୁ ହୋଇ…
ଆଫଗାନିସ୍ତାନରେ ସଂଘର୍ଷ :ତାଲିବାନ କମାଣ୍ଡରଙ୍କ ସମେତ ୧୯ ନିହତ
ହେରାତ୍,୭ା୭(ଆଇଏଏନ୍ଏସ୍): ଆଫଗାନିସ୍ତାନର ହେରାତ୍ ପ୍ରଦେଶରେ ଶନିବାର ସୁରକ୍ଷା କର୍ମୀଙ୍କ ସହ ସଂଘର୍ଷରେ ତାଲିବାନ ମୁଖ୍ୟ କମାଣ୍ଡର ମୁଲ୍ଲା ଘୌସୁଦିନ୍ଙ୍କ ସମେତ ୧୦ ଆତଙ୍କବାଦୀ ନିହତ ହୋଇଛନ୍ତି। ଏଥିସହିତ ୯ ଜଣ ସୁରକ୍ଷା ଯବାନ ମଧ୍ୟ ପ୍ରାଣ ହରାଇଥିବା ଜଣାପଡିଛି। ଘୌସୁଦିନ୍ଙ୍କ ନେତୃତ୍ୱରେ…
ଭାଜପା ସଦସ୍ୟ ସଂଗ୍ରହ ଅଭିଯାନ: ‘ସମାଲୋଚକ ପେସାଦାର ନିରାଶାବାଦୀ’
ବାରାଣସୀ,୭ା୭(ଆଇଏଏନ୍ଏସ୍); ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତାଙ୍କ ନିଜ ନିର୍ବାଚନମଣ୍ଡଳୀ ବାରାଣସୀରୁ ଶାସକ ଦଳ ଭାଜପାର ସଭ୍ୟସଂଗ୍ରହ ଅଭିଯାନ ଶୁଭାରମ୍ଭ କରିଛନ୍ତି। ସବୁ ବର୍ଗର ଲୋକଙ୍କୁ ଗୈରିକ ଦଳ ସହ ଯୋଡିବା ଲାଗି ଏହି ଅଭିଯାନ ଆରମ୍ଭ ହୋଇଛି। ଏହି ଅବସରରେ…
୮ରେ ହିଙ୍ଗୁଳା ମନ୍ଦିର ରତ୍ନମୁଦ
ତାଳଚେର, ୭ା୭(ନି.ପ୍ର.) – ମା’ ହିଙ୍ଗୁଳାଙ୍କ ନୂତନ ଭବ୍ୟ ମନ୍ଦିରର ପବିତ୍ର ରନତ୍ମୁଦ ଉତ୍ସବ ଆସନ୍ତା ୮ ତାରିଖ ହେରା ପଞ୍ଚମୀ ଦିନ ତାଳଚେର ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ପୀଠରେ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ମା’ ହିଙ୍ଗୁଳା ଠାକୁରାଣୀ ଟ୍ରଷ୍ଟବୋର୍ଡ ପକ୍ଷରୁ…
ସଙ୍କଟରେ ୫୦ବାଉଁଶ କାରିଗର ପରିବାରର ଜୀବନ ଜୀବିକା
ଲୋଇସିଂହା, ୭।୭(ଡି.ଏନ.ଏ.) ପ୍ଲାଷ୍ଟିକର ବହୁଳ ବ୍ୟବହାରରେ ହଜି ଯାଉଛି ବାଉଁଶ ଶିଳ୍ପ। ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ପଞ୍ଚାୟତ ମାହାରପାଲି ଗ୍ରାମର ମାହାରପଡାରେ ବାସ କରନ୍ତି ୫୦ ପରିବାର। ନିଜ କୌଳିକ ବୃତ୍ତିକୁ ଆଦରି ଦୀର୍ଘ ବର୍ଷ ହେଲା ବାଉଁଶରେ…
ରେଙ୍ଗାଳି ପ୍ରକଳ୍ପ କଲୋନୀରେ ୩ ହାତୀ
କଣିହଁ।, ୭।୭ (ଡି.ଏନ୍.ଏ) – ଅନୁଗୋଳ ଜିଲା କଣିହଁ। ବ୍ଲକ ରେଙ୍ଗାଳି ପ୍ରକଳ୍ପ କଲୋନୀରେ ଶୁକ୍ରବାର ରାତିରେ ୩ଟି ହାତୀ ପଶି ଆସି ଉପଦ୍ରବ କରିଛନ୍ତି। ଓଏଚ୍ପିସି ଟୁ ଷ୍ଟାର କଲୋନୀ ଓ ଆଇଟିଆଇ ଛାତ୍ରାବାସର ପାଚେରି ଭାଙ୍ଗିବା ସହ ହାତୀ…
Archives


