Home

ସ୍ମାର୍ଟ ଫେରିବାଲା: ସୁଟ୍‌ ବୁଟ୍‌ ପିନ୍ଧା ବହି ବିକାଳି ଗିରଫ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ଭାରତୀୟ ରେଳବାଇ ଷ୍ଟେଶନ ଓ ଟ୍ରେନ ଭିତରେ ଫେରିବାଲା ବିକ୍ରିକୁ ବେଆଇନ ଘୋଷଣା କରିବା ପରେ ବୁଲା ବିକାଳିଙ୍କ ଚିନ୍ତା ବଢ଼ିଯାଇଛି। ଫଳରେ କେତେକ ଅସାଧୁବ୍ୟକ୍ତି ଗଳାବାଟ କାଢ଼ି ଯାତ୍ରା କରିବା ବାହାନାରେ ଆସି ବେପାର କରୁଛନ୍ତି। ଏଭଳି…

ଶ୍ରୀଲିଙ୍ଗରାଜଙ୍କ ଆଉ ଏକ ଜମି ଉଦ୍ଧାର ପାଇଁ ପ୍ରୟାସ: ବେଆଇନ ନିର୍ମାଣ କାର୍ଯ୍ୟ ଉପରେ ୧୪୪ ଧାରା ଜାରି

ପୁରୁଣା ଭୁବନେଶ୍ୱର, ୩୧। ୭ (ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଜମି ଉପରେ ବେଆଇନ ନିର୍ମାଣ କାର୍ଯ୍ୟ ବନ୍ଦ ପାଇଁ ରୋକ ଲାଗିଛି। ମିଳିଥିବା ଖବର ମୁତାବକ, ନୂଆଗଁା ମୌଜା, ଖାତା ନଂ. ୪୩୭, ପ୍ଲଟ ନଂ. ୧୧୮,…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଆରମ୍ଭ ହେଲାଣି ଛକାପଞ୍ଝା: ଛାତ୍ରଙ୍କୁ ନିର୍ଯାତନା, କଲେଜ ଯିବାକୁ ବାରଣ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ଛାତ୍ର ସଂସଦ ନିର୍ବାଚନ ନେଇ କୌଣସି ବିଜ୍ଞପ୍ତି ପ୍ରକାଶ ପାଇ ନ ଥିବା ବେଳେ ଏ ନେଇ ବିଭିନ୍ନ କଲେଜରେ ଚକାପଞ୍ଝା ଆରମ୍ଭ ହୋଇଯାଇଥିବା ଦେଖିବାକୁ ମିଳୁଛି। ନିର୍ବାଚନକୁ କେନ୍ଦ୍ରକରି ୩ ମାସ ହେବ ଜଣେ…

୩୬ ଘଣ୍ଟା ପରେ ମିଳିଲା ସିଦ୍ଧାର୍ଥଙ୍କ ମୃତଦେହ

ବେଙ୍ଗାଲୁରୁ,୩୧।୭: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌.ଏମ୍‌. କୃଷ୍ଣାଙ୍କ ଜ୍ୱାଇଁ କେଫ୍‌ କଫି ଡେ’ର ମାଲିକ ଭିି.ଜି. ସିଦ୍ଧାର୍ଥଙ୍କ ମୃତଦେହ ୩୬ ଘଣ୍ଟା ପରେ ଉଦ୍ଧାର କରାଯାଇଛି। ନେତ୍ରବତୀ ନଦୀରୁ ତାଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି। ସୋମବାରଠାରୁ ୨ ଶହ ପୋଲିସ ଏବଂ…

ସିବିଏସ୍‌ଇ ସିଟିଇଟି ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ମଙ୍ଗଳବାର ନୂଆଦିଲ୍ଲୀଠାରେ କେନ୍ଦ୍ରୀୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ସିଟିଇଟି) ୨୦୧୯ର ଫଳ ପ୍ରକାଶ ପାଇଛି। ଜୁଲାଇ ୭ ରେ ସମଗ୍ର ଦେଶରେ ସିଟିଇଟିର ଦ୍ୱାଦଶ ସଂସ୍କରଣ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ୧୦୯ଟି ସହରରେ…

ଉନ୍ନୟନ ବିଭାଗ ଅଧୀନରୁ ହଟିପାରେ ବିଏମ୍‌ସି ହସ୍ପିଟାଲ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଉନ୍ନୟନ ବିଭାଗ ଅଧୀନରୁ କଢାଯାଇପାରେ ରାଜଧାନୀର ଅନ୍ୟତମ ପୁରାତନ ତଥା ପ୍ରମୁଖ ହସ୍ପିଟାଲ ଭୁବନେଶ୍ୱର ମହାନଗର ନିଗମ ବା ବିଏମ୍‌ସି ହସ୍‌ପିଟାଲର ପରିଚାଳନା ଦାୟିତ୍ୱ। ଏନେଇ ମଙ୍ଗଳବାର ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ବିଏମ୍‌ସି…

ବାଲ୍ୟ ବିବାହକୁ ବିରୋଧ କରି ଆତ୍ମନିର୍ଭରଶୀଳ ହେଲେ ୨ ଝିଅ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ବାଲ୍ୟବିବାହ ଏକ ଘୃଣ୍ୟ ସାମାଜିକ ପ୍ରଥା। ଏହି କୁପ୍ରଥା ବିରୋଧରେ ଆଇନ ପ୍ରଣୟନ ହୋଇଥିଲେ ବି ଗଁା ଗହଳିରେ ଅନେକ ଝିଅ ବାଲ୍ୟ ବିବାହର ଶିକାର ହେଉଛନ୍ତି। ମୟୂରଭଞ୍ଜର ଦୁଇ ଝିଅ ବାଲ୍ୟ ବିବାହକୁ ବିରୋଧ କରି ଏବେ ଅନ୍ୟମାନଙ୍କ…

ଅଗଷ୍ଟ ୨ରେ ଭୁବନେଶ୍ୱରରେ ‘ଇଣ୍ଡିଆନ ଆଇଡଲ’ ଅଡିଶନ

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଲୋକପ୍ରିୟ ଟେଲିଭିଜନ ସିଙ୍ଗିଙ୍ଗ୍‌ ରିୟଲିଟି ଶୋ’ ‘ଇଣ୍ଡିଆନ୍‌ ଆଇଡଲ୍‌’ ଏଥର ସିଜନ୍‌ ୧୧ସହ ପୁଣିଥରେ ଫେରିବାକୁ ଯାଉଛି। ସୋନି ଏଣ୍ଟରଟେନ୍‌ମେଣ୍ଟ ଟେଲିଭିଜନ ଦ୍ୱାରା ପ୍ରସାରିତ ଏହି ରିୟଲିଟି ଶୋ’ ପାଇଁ ଭୁବନେଶ୍ୱର ଅଡିଶନ ଅଗଷ୍ଟ ୨ରେ ଏମ୍ସ ନିକଟ ଡୁନ୍‌…

ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ବିରୋଧରେ ସାଂଘାତିକ ଅଭିଯୋଗ: ପାଚେରି ଗଢ଼ି ପ୍ରାକୃତିକ ସମ୍ପତ୍ତି ଜବରଦଖଲ

କଟକ ଅଫିସ, ୩୧ା୭: ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ବିରୋଧରେ ଉଠିଛି ସାଂଘାତିକ ଅଭିଯୋଗ। ନରାଜଠାରେ ଏହି ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସରେ ବେଆଇନ ଭାବେ ପାଚେରୀ ନିର୍ମାଣ କରାଯାଇଛି। କଟକ ଉନ୍ନୟନ କର୍ତ୍ତୃପକ୍ଷ (ସିଡିିଏ)ଙ୍କ ନିୟମ ଓ ହାଇକୋର୍ଟଙ୍କ ଆଦେଶକୁ ଉଲ୍ଲଂଘନ କରାଯାଇ ଖରସୁଆ…

ନନ୍ଦନକାନନ ପାଇଁ ଅଡ଼ୁଆ ସାଜିଛି ବାଉଁଶ ଗଛ

ବାରଙ୍ଗ,୩୧।୭(ଡି.ଏନ୍‌.ଏ.): ବାତ୍ୟା ପ୍ରକୋପରେ ଅର୍ଦ୍ଧାଧିକ ନଷ୍ଟ ହୋଇଥିବା ନନ୍ଦନକାନନ ଚତୁଃପାର୍ଶ୍ୱକୁ ଧୀରେ ଧୀରେ ସଜଡା ଯାଉଥିବାବେଳେ ଏବେ ଅଡୁଆ ସାଜିଛି ବାଉଁଶ ଗଛ। ଏହି ବାଉଁଶ ପତ୍ର ହଁି ଜୀବଜନ୍ତୁମାନଙ୍କ ପାଇଁ ବିପଦର କାରଣ ପାଲଟିଛି। ନନ୍ଦନକାନନରେ ଏତେ ପରିମାଣର ଥିବା…

ଫନୀରେ କ୍ଷତିଗ୍ରସ୍ତ ବିଦ୍ୟାଳୟର ମରାମତି: କେନ୍ଦ୍ରକୁ ୯୬ କୋଟି ଟଙ୍କା ସହାୟତା ମାଗିଲା ରାଜ୍ୟ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମଙ୍ଗଳବାର ନୂଆଦିଲ୍ଲୀସ୍ଥିତ ଶାସ୍ତ୍ରୀ ଭବନଠାରେ କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରୀ ରମେଶ ପୋଖରିଆଲ୍‌ଙ୍କ ସହ ମାଧ୍ୟମିକ ଶିକ୍ଷା ସମ୍ବନ୍ଧ ନେଇ ବ୍ୟାପକ ଆଲୋଚନା କରିଛନ୍ତି। ବାତ୍ୟା ଫନୀରେ କ୍ଷତିଗ୍ରସ୍ତ…

ନଦୀଜଳ ପ୍ରଦୂଷଣ ରୋକିବାକୁ ପ୍ରୟାସ: ୨୬ ସହରରେ ହେବ ସେପ୍‌ଟେଜ୍‌ ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ରାଜ୍ୟର ସହରାଞ୍ଚଳରୁ ନିର୍ଗତ ବର୍ଜ୍ୟବସ୍ତୁ ଓ ବର୍ଜ୍ୟଜଳକୁ ବିଶୋଧନ କରା ନ ଯାଇ ସିଧାସଳଖ ନଦୀକୁ ଛଡ଼ାଯାଉଥିବା ଯୋଗୁ ନଦୀଜଳ ପ୍ରଦୂଷିତ ହେଉଛି। ତେଣୁ ସହରାଞ୍ଚଳ ବର୍ଜ୍ୟବସ୍ତୁ ଓ ବର୍ଜ୍ୟଜଳର ବିଶୋଧନ ଏବଂ ପରିଚାଳନା ପାଇଁ କି ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?