ବିଏସ୍ଏନ୍ଏଲ୍-ଏମ୍ଟିଏନ୍ଏଲ୍ ମିଶ୍ରଣ ଉଦ୍ୟମ
ନୂଆଦିଲ୍ଲୀ,୩୧-୭: କ୍ଷତିରେ ଚାଲୁଥିବା ରାଷ୍ଟ୍ରାୟତ୍ତ ଟେଲିକମ୍ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍ଏନ୍ଏଲ୍) ଏବଂ ମହାନଗର ଟେଲିକମ୍ ନିଗମ ଲିିମିଟେଡ(ଏମ୍ଟିଏନ୍ଏଲ୍)କୁ ମିଶାଇ ଦେବା ଲାଗି ଉଦ୍ୟମ କରୁଛନ୍ତି। ଟେଲିକମ ବିଭାଗ(ଡିଓଟି) ଏ ସମ୍ପର୍କରେ ଆଗତ ପ୍ରସ୍ତାବକୁ ବିଚାର କରୁଛି। ତେବେ ଶେଷ…
କାଠଗଡ଼ାରେ ଋଣପ୍ରଦାନକାରୀ,ଆୟକର ବିଭାଗ; କ୍ୟାଫେ କଫି ଡେ ମାଲିକ ଭି.ଜି.ସିଦ୍ଧାର୍ଥ ନିଖୋଜ
ନୂଆଦିଲ୍ଲୀ,୩୧-୭: କଫି ଚେନ୍ କ୍ୟାଫେ କଫି ଡେ(ସିସିଡି)ର ପ୍ରତିଷ୍ଠାତା ତଥା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍.ଏମ୍.କ୍ରିଷ୍ଣାଙ୍କ ଜ୍ୱାଇଁ ଭି.ଜି.ସିଦ୍ଧାର୍ଥ ସୋମବାର ରାତିରୁ ନିଖୋଜ ହୋଇଯାଇଛନ୍ତି। ତାଙ୍କୁ ଖୋଜାଖୋଜି କରିବା ଲାଗି ସ୍ଥାନୀୟ ପ୍ରଶାସନ ପକ୍ଷରୁ ପ୍ରୟାସ ଜାରି ରହିଥିବା ବେଳେ ସେ…
ଚାଇନାରୁ ଭାରତକୁ ଆସୁଛି ଜୁଏଲାରୀ କମ୍ପାନୀ
ନୂଆଦିଲ୍ଲୀ,୩୧-୭: ଆମେରିକା ସହ ଜାରି ଟ୍ରେଡ୍ ଓ୍ବାର୍ ଯୋଗୁ ଏବେ ଶୀର୍ଷ ଜୁଏଲାରୀ କମ୍ପାନୀ ନିଜର କାରଖାନାକୁ ଚାଇନାରୁ ହଟାଇବାକୁ ନିଷ୍ପତ୍ତି ନେଇଛନ୍ତି। ଇଣ୍ଡସଇଣ୍ଡ ବ୍ୟାଙ୍କ ସିଇଓ ରମେଶ ସୋବ୍ତୀ ଏକ ସାକ୍ଷାତ୍କାରରେ କହିଛନ୍ତି ଯେ, ଜେମ୍ସ ଆଣ୍ଡ ଜୁଏଲାରୀ କ୍ଷେତ୍ରରେ…
ଅବସର ନେଲେ ଅଜୀମ ପ୍ରେମଜୀ
ନୂଆଦିଲ୍ଲୀ,୩୧-୭: ଦୀର୍ଘ ୫୩ ବର୍ଷ ଧରି ଓ୍ବିପ୍ରୋ ଚେୟାରମ୍ୟାନ୍ ଭାବେ ଦାୟିତ୍ୱ ସମ୍ଭାଳିବା ପରେ ଅଜିମ ପ୍ରେମଜୀ ମଙ୍ଗଳବାର ଅବସର ନେଇଛନ୍ତି। ଆଜିର ଦିନରେ ସେ ଅବସର ନେବେ ବୋଲି ପୂର୍ବରୁ ସେ ଘୋଷଣା କରିସାରିଥିଲେ। ବୁଧବାର ତାଙ୍କ ପୁତ୍ର ରିଷଦ…
ନିଯୁକ୍ତି ହ୍ରାସ କରାଯିବ ନାହିଁ: ରେଲଓ୍ବେ
ନୂଆଦିଲ୍ଲୀ,୩୧-୭: ରେଲଓ୍ବେରେ କର୍ମଚାରୀଙ୍କୁ ଛଟେଇ କରାଯିବ ନାହିଁ। ତେବେ ନିୟମିତ କାର୍ଯ୍ୟଧାରାର ସମୀକ୍ଷା ଲାଗି ଜୋନାଲ କାର୍ଯ୍ୟାଳୟଗୁଡ଼ିକୁ ପତ୍ର ଲେଖାଯାଇଛି ବୋଲି ସ୍ପଷ୍ଟୀକରଣରେ କୁହାଯାଇଛି। ୫୫ ବର୍ଷରୁ ଊର୍ଦ୍ଧ୍ୱ ଅଥବା ୩୦ ବର୍ଷ କାର୍ଯ୍ୟ କରିସାରିଥିବା ଏଭଳି କର୍ମଚାରୀଙ୍କୁ ଚିହ୍ନଟ କରିବାକୁ…
ରାଜୀବ କୁମାର କେନ୍ଦ୍ର ଅର୍ଥ ସଚିବ
ନୂଆଦିଲ୍ଲୀ,୩୧-୭: କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟରେ ଆର୍ଥିକ ସେବା ବିଭାଗ ସଚିବ ଭାବେ ଦାୟିତ୍ୱ ସମ୍ଭାଳୁଥିବା ରାଜୀବ କୁମାର ମନ୍ତ୍ରଣାଳୟର ଅର୍ଥ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନିଯୁକ୍ତି ବ୍ୟାପାର କମିଟି ବୈଠକରେ ମଙ୍ଗଳବାର ଏ…
୬୪.୩୭ ବିଲିୟନ ଡଲାର ଏଫ୍ଡିଆଇ ଆସିଛି
ନୂଆଦିଲ୍ଲୀ,୩୧-୭: ଚଳିତ ବର୍ଷ ମାର୍ଚ୍ଚ ଶେଷ ସୁଦ୍ଧା ଶେଷ ହୋଇଥିବା ଆର୍ଥିକ ବର୍ଷରେ ଭାରତକୁ ୬୪.୩୭ ବିଲିୟନ ଡଲାର ଏଫ୍ଡିଆଇ ଆସିଛି, ଯାହା କି ଅଦ୍ୟାବଧି ସର୍ବାଧିକ। ଡିପାର୍ଟମେଣ୍ଟ ଫର୍ ପ୍ରମୋଶନ ଅଫ୍ ଇଷ୍ଟଷ୍ଟ୍ରିଜ ଆଣ୍ଡ ଇଣ୍ଟରନାଲ ଟ୍ରେଡ(ଡିପିଆଇଆଇଟି) ପକ୍ଷରୁ ପ୍ରକାଶିତ…
ଲୋକ ସଭାରେ ଓ୍ବେଜେସ୍ କୋଡ୍ ବିଲ୍ ଅନୁମୋଦିତ
ନୂଆଦିଲ୍ଲୀ,୩୧-୭: ଲୋକ ସଭାରେ ମଙ୍ଗଳବାର ଓ୍ବେଜେସ୍ କୋଡ୍ ବିଲ୍ ଅନୁମୋଦନ ଲାଭ କରିଛି। ଫଳରେ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ନିର୍ଦ୍ଧାରଣ କରିବାରେ ସୁବିଧା ହେବ। ଏହାଛଡ଼ା ସେମାନଙ୍କୁ ପାରିଶ୍ରମିକ/ଦରମା ମିଳିବାରେ ହେଉଥିବା ବିଳମ୍ବ ସମ୍ପର୍କରେ ସହଜରେ ନିଷ୍ପତ୍ତି ନେଇହେବ। ଏହି ବିଲ୍…
ମିଥ୍ୟା ବିଜ୍ଞାପନ ଦ୍ୱାରା ଠକିଲେ ହେବ ୨ ବର୍ଷ ଜେଲ; ଖାଉଟି ସୁରକ୍ଷା ବିଲ୍ ଲୋକ ସଭାରେ ପାସ୍
ନୂଆଦିଲ୍ଲୀ,୩୧-୭: ଖାଉଟି ସୁରକ୍ଷା ବିଲ୍ ମଙ୍ଗଳବାର ଲୋକସଭାରେ ପାସ୍ ହୋଇଛି। ଗ୍ରାହକଙ୍କ ସ୍ବାର୍ଥ ରକ୍ଷା ଦିଗରେ ଏହି ବିଲ୍ ସହାୟକ ହେବ ବୋଲି ବିଶେଷଜ୍ଞମାନେ କହିଛନ୍ତି। ବିଲ୍ କାର୍ଯ୍ୟକାରୀ ହେଲେ ଏକ କେନ୍ଦ୍ରୀୟ ଖାଉଟି ସୁରକ୍ଷା କର୍ତ୍ତୃପକ୍ଷ(ସିସିପିଏ) ଗଠନ ହେବ। ବର୍ତ୍ତମାନ…
ନିତି ଏହି ଜୁସ୍ରୁ ଅଧାକପ୍ ରଖେ ହାର୍ଟ ଆଟାକ୍ରୁ ଦୂରେଇ…
ସକାଳେ ଅଧାକପ୍ ତରଭୁଜ ଜୁସ୍ ପିଇଲେ ଅନେକ ଲାଭ ମିଳିଥାଏ। ଏଥିରେ ଓମେଗା ୩ ଏସିଡ୍ ପ୍ରଚୁର ପରିମାଣରେ ରହିଥାଏ। ଏହି ଜୁସ୍କୁ ନିୟମିତ ପିଇଲେ ହାର୍ଟ ଆଟାକ୍ରୁ ମୁକ୍ତି ମିଳେ ବୋଲି ଗୁଜରାଟ ଆୟୁର୍ବେଦ ବିଶ୍ୱବିଦ୍ୟାଳୟରେ ନିକଟରେ ହୋଇଥିବା ଏକ…
କେଳୁଣୀ ମୁହାଁଣ ବନ୍ଦ ଯୋଗୁ ପ୍ରାଚୀ, କାଦୁଆରେ କୃତ୍ରିମ ବନ୍ୟା: ପାଣି ଘେରରେ ୫ ଗାଁ, ରାସ୍ତରେ ୪ଫୁଟର ପାଣି
କାକଟପୁର, ୩୦।୭(ଡି.ଏନ୍.ଏ.)-ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ତଣ୍ଡାହାର ଗ୍ରାମ ନିକଟରେ ରହିଛି କେଳୁଣୀ ମୁହାଁଣ। ଏଠାରେ ପ୍ରାଚୀ ଓ କାଦୁଆ ନଦୀ ସମୁଦ୍ରରେ ମିଶିଛନ୍ତି। ପ୍ରାଚୀ ଓ କାଦୁଆ ନଦୀରେ ବର୍ଷା ଯୋଗୁ ଜଳ ବୃଦ୍ଧି ଏବଂ କେଳୁଣୀ ମୁହାଁଣ ବନ୍ଦ…
କୋହଲି, ଚୟନକର୍ତ୍ତାଙ୍କୁ ନେଇ ଗାଭାସ୍କରଙ୍କ ସହ ମଞ୍ଜରେକରଙ୍କ ଅସହମତି
ନୂଆଦିଲ୍ଲୀ,୩୦।୭(ପି.ଟି.)- ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଚୟନକର୍ତ୍ତାଙ୍କୁ ନେଇ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଓ ପୂର୍ବତନ ବ୍ୟାଟ୍ସମ୍ୟାନ ସଞ୍ଜୟ ମଞ୍ଜରେକର ଭିନ୍ନ ମତ ପୋଷଣ କରିଛନ୍ତି। ଗାଭାସ୍କରଙ୍କ ମତସହ ଏକମତ ନୁହଁ ବୋଲି ମଞ୍ଜରେକର କହିଛନ୍ତି। କୋହଲିଙ୍କୁ ଅଧିନାୟକ…

