Home

ସଫଳତାର ରହସ୍ୟ ବଖାଣିଲେ ‘ସୁନା’ ଝିଅ ହିମା

ଗୁଆହାଟୀ, ୩୦।୭: ଭାରତୀୟ ମହିଳା ସ୍ପ୍ରିଣ୍ଟର ହିମା ଦାସ ୧୮ ଦିନ ମଧ୍ୟରେ ୫ଟି ସ୍ବର୍ଣ୍ଣ ପଦକ ଜିତି କେବଳ ଭାରତରେ ନୁହେଁ, ସାରା ବିଶ୍ୱରେ ଚହଳ ପକାଇଛନ୍ତି। ନିକଟରେ ଟୁଇଟ ଯୋଗେ ସେ ନିଜ ସଫଳତାର ରହସ୍ୟ ଉନ୍ମୋଚନ କରିଛନ୍ତି।…

ବସ୍‌ ଧକ୍କାରେ ମହିଳା ମୃତ, କ୍ଷତିପୂରଣ ଦାବିରେ ଗ୍ରାମବାସୀଙ୍କ ରାସ୍ତାରୋକୋ

ଗଞ୍ଜାମ,୩୦ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ୧୬ ନଂ. ଜାତୀୟ ରାଜପଥ ପୁଇଁତୋଳା ଗ୍ରାମ ନିକଟରେ ମଙ୍ଗଳବାର ଭୋରରେ ବସ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପୁଇଁତୋଳା ଗ୍ରାମର ଯୁଧିଷ୍ଠିର ନନ୍ଦଙ୍କ ସ୍ତ୍ରୀ ଅପସରି ନନ୍ଦ(୬୧)। ମିଳିଥିବା ସୂଚନାନୁଯାୟୀ, ଅପସରି…

ଗଛରେ ପିଟିହେଲା ମିକ୍ସର ମେଶିନ, ଯନ୍ତ୍ରୀ ମୃତ

ତୁମୁଡ଼ିବନ୍ଧ,୩୦।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧର ଡଡ଼ଙ୍ଗ ନିକଟରେ ସୋମବାର ବିଳମ୍ବିତ ରାତିରେ ମିକ୍ସର ମେଶିନ ଗାଡ଼ି ଗଛରେ ପିଟି ହେବାରୁ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ସୂର୍ଯ୍ୟକାନ୍ତ ସେନାପତି।(୨୫)। ସୂର୍ଯ୍ୟକାନ୍ତ ଆର୍‌କେଡି ଠିକା ସଂସ୍ଥାର କାର୍ଯ୍ୟରତ ଯନ୍ତ୍ରୀ ବୋଲି ଜଣାପଡ଼ିଛି।…

ଜାହ୍ନବୀ-ଇଶାନ୍‌ଙ୍କ ପ୍ରେମ ସମ୍ପର୍କକୁ ନେଇ କ’ଣ କହିଲେ ବୋନି କପୁର

ଫିଲ୍ମ ‘ଧଡକ’ରେ ପ୍ରଥମଥର ପାଇଁ ଏକଠି ନଜର ଆସିବା ପରେ ଏବେ ଇଶାନ୍‌ ଖଟ୍ଟର ଏବଂ ଜାହ୍ନବୀ କପୁରଙ୍କ ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚା ଜୋର ଧରିଛି। ଉଭୟଙ୍କୁ ବିଭିନ୍ନ ପାର୍ଟିରେ ଏକତ୍ର ମଧ୍ୟ ଦେଖିବାକୁ ମିଳୁଛି। ନିକଟରେ ଇଶାନଙ୍କ ଜନ୍ମଦିନକୁ…

ଟିପୁ ସୁଲତାନ୍‌ ଜୟନ୍ତୀ ନେଇ କର୍ନାଟକରେ ପୁଣି ରାଜନୀତି: ମୁଖ୍ୟମନ୍ତ୍ରୀ ୟେଦୁରପ୍ପାଙ୍କୁ ଚିଠି ଲେଖିଲେ ଭାଜପା ବିଧାୟକ

ବେଙ୍ଗାଲୁର୍‌,୩୦।୭: କର୍ନାଟକ କ୍ଷମତା ଦଖଲ ଡ୍ରାମା ଶେଷ ହେବା ପରେ ଏବେ ଟିପୁ ସୁଲତାନ୍‌ ଜୟନ୍ତୀ ପାଳନ ନେଇ ଆରମ୍ଭ ହୋଇଛି ରାଜନୀତି। ଏହାକୁ ପାଳନ ନ କରିବାକୁ ଭାଜପା ବିଧାୟକ କେ.ଜି.ବୋପେୟା ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପାଙ୍କୁ ଚିଠି ଲେଖିଛନ୍ତି। ଟିପୁଙ୍କ…

ରାହୁଲ ଗାନ୍ଧୀଙ୍କୁ ମିଳୁନି ସିମ୍‌ କାର୍ଡ ଅବା ବ୍ୟାଙ୍କ ଋଣ: ନାମ ସାଜିଛି ବାଧକ

ଇନ୍ଦୋର,୩୦।୭: ମଧ୍ୟପ୍ରଦେଶ ଇନ୍ଦୋରରେ ବାସ କରୁଥିବା ଜଣେ ଯୁବକଙ୍କ ନାମ ରାହୁଲ ଗାନ୍ଧୀ ଥିବାରୁ କୌଣସି କମ୍ପାନୀର ମୋବାଇଲ୍‌ ସିମ୍‌ କାର୍ଡ ତାଙ୍କୁ ମିଳିପାରୁନି। ସେ ବ୍ୟାଙ୍କରେ ଋଣ ପାଇଁ ଆବେଦନ କଲେ ମଧ୍ୟ ବ୍ୟାଙ୍କ ତାଙ୍କର ପରିଚୟ ପତ୍ର ନେଇ…

ଅଗଷ୍ଟ ତୃତୀୟ ସପ୍ତାହରେ ରୁଷ ଯିବେ ଯୋଗୀ

ଲକ୍ଷ୍ନୌ,୩୦।୭: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଗଷ୍ଟ ତୃତୀୟ ସପ୍ତାହରେ ରୁଷ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତାଙ୍କର ଏହି ୨ ଦିନିଆ ଗସ୍ତରେ ସେ ରୁଷର ଭ୍ଲାଦିଭୋଷ୍ଟକ ସହର ଗସ୍ତ କରିବେ। ତାଙ୍କ ସହ ଉତ୍ତର ପ୍ରଦେଶ, ମହାରାଷ୍ଟ୍ର,…

ଜାପାନରେ ଭୂକମ୍ପ

ଟୋକିଓ,୩୦।୭: ଜାପାନରେ ଭୂକମ୍ପ ଅନୁଭୁତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୭ ଥିବା ଆମେରିକା ଭୂବିଜ୍ଞାନ ସଂସ୍ଥା ପକ୍ଷରୁ କୁହାଯାଇଛି। ଭୂକମ୍ପର କେନ୍ଦ୍ର ଦକ୍ଷିଣ-ପୂର୍ବ ହାଚିଜୋ-ଜିମାଠାରୁ ଭୂଗର୍ଭର ୫୨.୯ କିମି ତଳେ ଥିବା ଅନୁମାନ କରାଯାଉଛି। ପ୍ରଶାନ୍ତ ମହାସାଗରର ରିଙ୍ଗ୍‌…

୯ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦।୭(ବ୍ୟୁରୋ): ମନ୍‌ସୁନ୍‌ ଟ୍ରଫଲାଇନ୍‌ ପ୍ରଭାବରେ ମଙ୍ଗଳବାର ରାଜ୍ୟର କେତୋଟି ସ୍ଥାନରେ ସ୍ବଳ୍ପ ବର୍ଷା ହେବ। ଏଥିସହ ୯ଟି ଜିଲାରେ ପ୍ରବଳ ବର୍ଷା ହେବାର ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲାଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି,…

ଗର୍ଭବତୀ ଥିବା ନେଇ କ’ଣ କହିଲେ ଅନୁଷ୍କା

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଗର୍ଭବତୀ ଥିବା ନେଇ ଏବେ ଚାରିଆଡେ ଚର୍ଚ୍ଚା ହେଉଛି। ଏନେଇ ନିଜେ ମୁହଁ ଖୋଲିଛନ୍ତି ଅନୁଷ୍କା। ସେ କହିଛନ୍ତି, ମୋ ନିଜର ଏକ ବ୍ୟକ୍ତିଗତ ଜୀବନ ଅଛି ତାକୁ ନେଇ ଚର୍ଚ୍ଚା ହେବା ଆଦୌ ଉଚିତ୍‌…

ହଷ୍ଟେଲରେ ଜଳବନ୍ଦୀ ଥିବା ୧୮୩ ଛାତ୍ରୀ ଉଦ୍ଧାର

ଭୋପାଳ,୩୦।୭: ମଧ୍ୟପ୍ରଦେଶ ଖଣ୍ଡଓ୍ବାର କନ୍ୟା ଶିକ୍ଷାଶ୍ରମ ପରିସରରେ ଥିବା ହଷ୍ଟେଲରେ ସୋମବାର ବନ୍ୟାପାଣି ପଶି ଯାଇଥିଲା। ଫଳରେ ଏହି ହଷ୍ଟେଲରେ ଥିବା ପ୍ରାୟ ୧୮୩ ଜଣ ଛାତ୍ରୀ ଜଳବନ୍ଦୀ ହୋଇ ଯାଇଥିଲେ। ଏହି ଖବର ପାଇବା ପରେ ଛାତ୍ରୀମାନଙ୍କୁ ଉଦ୍ଧାର କରାଯାଇଥିଲା।…

ପାକିସ୍ତାନ ମିଲିଟାରୀ ବିମାନ ଦୁର୍ଘଟଣା ଗ୍ରସ୍ତ: ୧୭ ମୃତ

ଇସଲାମାବାଦ୍‌,୩୦।୭: ପାକିସ୍ତାନର ଏକ ମିଲିଟାରୀ ବିମାନ ମଙ୍ଗଳବାର ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏହି ଘଟଣାରେ ୧୭ ଜଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ବିମାନରେ ଥିବା ୫ ଜଣ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବାବେଳେ ଏହାର ଭଗ୍ନାବଶେଷ ତଳେ ପଡ଼ିବା ଯୋଗୁ ୧୨ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?