Home

ଦେଶର ପ୍ରଥମ ମହିଳା ବିଧାୟକ ଡା.ମୁଥୁଲକ୍ଷ୍ମୀ ରେଡ୍ଡୀଙ୍କୁ ମନେପକାଇଲା ଗୁଗୁଲଡୁଡୁଲ

ନୂଆଦିଲ୍ଲୀ, ୩୦।୭: ଭାରତର ପ୍ରଥମ ମହିଳା ବିଧାୟକ ଡା. ମୁଥୁଲକ୍ଷ୍ମୀ ରେଡ୍ଡୀଙ୍କ ଆଜି ୧୩୩ତମ ଜନ୍ମଦିବସ। ଏହି ଅବସରରେ ଗୁଗୁଲ ଡୁଡୁଲ ପ୍ରସ୍ତୁତ କରି ତାଙ୍କୁ ମନେପକାଇଛି। ଡା.ମୁଥୁଲକ୍ଷ୍ମୀ କେବଳ ଜଣେ ବିଧାୟକ ନ ଥିଲେ ସେ ଜଣେ ଶିକ୍ଷକ, ସମାଜ…

ଧାରଣାରେ ବସିଲେ ଉନ୍ନାଓ ପୀଡିତାଙ୍କ ପରିବାର

ଲକ୍ଷ୍ନୌ,୩୦।୭: ଉନ୍ନାଓ ବଳାତ୍କାର ପୀଡିତାଙ୍କ ଦୁର୍ଘଟଣାକୁ ନେଇ ବେଳକୁ ବେଳ ପରିସ୍ଥିତି ଜଟିଳ ହେବାରେ ଲାଗିଛି। ଏହି ମାମଲାରେ ସୋମବାର ଭାଜପା ବିଧାୟକ କୁଲଦୀପ ସିଂ ସେନ୍‌ଗାରଙ୍କ ନାଁରେ ହତ୍ୟା ମାମଲା ରୁଜୁ ହୋଇଥିବା ବେଳେ ମଙ୍ଗଳବାର ପୀଡିତାଙ୍କ ପରିବାର ସଦସ୍ୟ…

ଓ୍ବିପ୍ରୋର ନୂଆ ଅଧ୍ୟକ୍ଷ ହେବେ ରିଶଦ୍‌ ପ୍ରେମ୍‌ଜୀ: ଅଜୀମ୍‌ ପ୍ରେମ୍‌ଜୀ ନେବେ ଅବସର

ନୂଆଦିଲ୍ଲୀ,୩୦।୭: ଆଇଟି କମ୍ପାନୀ ଓ୍ବିପ୍ରୋର ନୂତନ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ ଅଜୀମ୍‌ ପ୍ରେମ୍‌ଜୀଙ୍କ ପୁଅ ରିଶଦ୍‌ ପ୍ରେମ୍‌ଜୀ ଦାୟିତ୍ୱ ଗ୍ରହଣ କରିବେ। ମଙ୍ଗଳବାର ୭୩ ବର୍ଷ ବୟସ୍କ ଅଜୀମ୍‌ ପ୍ରେମ୍‌ଜୀ ଅବସର ନେବା ପରେ ରିଶଦ୍‌ ଏହି ପଦବୀରେ…

ଉଦିତ ନାରାୟଣନଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ, ୩୦।୭: ବଲିଉଡ ସିଙ୍ଗର ଉଦିତ ନାରାୟଣଙ୍କୁ ହତ୍ୟା ଧମକ ଦିଆଯାଇଛି। ଏନେଇ ସେ ପୋଲିସ୍‌ ଦ୍ୱାରସ୍ଥ ହୋଇଛନ୍ତି। ଅଭିଯୋଗ ମୁତାବକ, କେହି ଜଣେ ଅଜ୍ଞାତ ବ୍ୟକ୍ତି ବାରମ୍ବାର ଉଦିତ୍‌ଙ୍କ ଫୋନ୍‌ କରି ଖରାପ ଭାଷାରେ ଗାଳିଗୁଲଜ କରିବା ସହ ଜୀବନରୁ…

ପ୍ରିୟଙ୍କାଙ୍କୁ କଂଗ୍ରେସ ଅଧ୍ୟକ୍ଷ ଭାବେ ଦେଖିବାକୁ ଚାହୁଁ ନାହାଁନ୍ତି ରାହୁଲ

ନୂଆଦିଲ୍ଲୀ,୩୦।୭: ଏବେ କଂଗ୍ରେସର ଅଧ୍ୟକ୍ଷ ପଦ ଖାଲି ପଡିଥିବା ବେଳେ ଏହାକୁ ନେଇ ଚାଲିଛି ଅଙ୍କକଷା। ହେଲେ ଏହା ଛିଡି ପାରୁ ନାହିଁ। ଗୋଟିଏ ଦିନ ପୂର୍ବରୁ ଏହି ପଦ ପାଇଁ ବରିଷ୍ଠ କଂଗ୍ରେସ ନେତା ଶଶୀ ଥରୁର କଂଗ୍ରେସ ମହାସଚିବ…

ପୃଥିବୀର ୧୦ ସହରରେ ଜଳ ସଙ୍କଟ: ଆଗାମୀ ଦିନରେ ନିତି ଗାଧୋଇବା ହେବ ଅସମ୍ଭବ; ତାଲିକାରେ ଭାରତର ବେଙ୍ଗାଲୁରୁ

ଓ୍ବାଶିଂଟନ/ନୂଆଦିଲ୍ଲୀ,୩୦।୭: ଜଳବାୟୁ ପରିବର୍ତ୍ତନ ଯୋଗୁ ପୃଥିବୀର ୧୦ଟି ସହରରେ ଜଳ ସଙ୍କଟ ଦେଖାଦେଇଛି। ଏହାର ଶୀଘ୍ର ନିରାକରଣ କରା ନ ଗଲେ ପରିସ୍ଥିତି ଅଣାୟତ ହେବ ବୋଲି ଜାତିସଂଘ ଦ୍ୱାରା ପ୍ରକାଶିତ ଏକ ରିପୋର୍ଟରେ ପ୍ରକାଶ ପାଇଛି। ପୃଥିବୀର ୧୦ଟି ସହରରେ…

ସନ୍ଧାନୀ କୁକୁରକୁ ଦିଆଗଲା ତୋପ ସଲାମି

ତ୍ରିଶୁର,୩୦।୭: କେରଳ ପୋଲିସର ସନ୍ଧାନୀ କୁକୁର ଥାନ୍ଦେରକୁ ମିଳିଛି ତୋପ ସଲାମି ବା ଷ୍ଟେଟ ଅନର। ଅସୁସ୍ଥ ଥିବା ଥାନ୍ଦେରର ସୋମବାର ମୃତ୍ୟୁ ହୋଇଥିଲା। ଏହାପରେ ତା’ର ମୃତଦେହ ସଂସ୍କାର କରିବା ପୂର୍ବରୁ ତାକୁ କେରଳ ପୋଲିସ ତୋପ ସଲାମି ଦେଇ…

ଅଗଷ୍ଟ ୯ରେ ‘ଜବରିୟା ଯୋଡ଼ି’ ରିଲିଜ

ମୁମ୍ବାଇ:ଅଭିନେତ୍ରୀ ପରିଣୀତି ଚୋପ୍ରାଙ୍କ ଅଭିନୀତ ‘ଜବରିୟା ଯୋଡ଼ି’ ଅଗଷ୍ଟ ୯ରେ ରିଲିଜ ହେବାକୁ ଯାଉଛି। ଏଥିରେ ତାଙ୍କ ସହ ଅଭିନୟ କରିଛନ୍ତି ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା। ଜବରିୟା ଯୋଡ଼ି ପ୍ରଥମେ ମେ ୧୭ରେ ରିଲିଜ ହେବାକୁ ଥିଲେ ହେଁ ଏହାକୁ ଜୁଲାଇ…

ମରାଠା କୋଟା ଆଇନ : ଜରୁରୀ ଶୁଣାଣି ଆବେଦନରବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦ା୭(ପି.ଟି.)-ମରାଠା ସମ୍ପ୍ରଦାୟକୁ ଶିକ୍ଷା ଓ ନିଯୁକ୍ତି କ୍ଷେତ୍ରରେ ସଂରକ୍ଷଣ ସୁବିଧା ଦେଇଥିବା ମହାରାଷ୍ଟ୍ର ଆଇନର ସାମ୍ବିଧାନିକ ବୈଧତାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା ବେଳେ ମାମଲାର ଜରୁରୀ ଶୁଣାଣି ଆବେଦନର ବିଚାର କରିବାକୁ ସର୍ବୋଚ୍ଚ ଅଦାଲତ ରାଜି ହୋଇଛନ୍ତି। ଜରୁରୀ ଶୁଣାଣିଯୋଗ୍ୟ ମାମଲା…

ଗୁପ୍ତ ତଥ୍ୟ ପ୍ରଘଟ ଅଭିଯୋଗ: ଇଞ୍ଜିନିୟରଙ୍କ ଜାମିନ ଆବେଦନ ଖାରଜ

ନାଗପୁର,୩୦ା୭(ପି.ଟି.): ବ୍ରହ୍ମୋସ୍‌ ଏରୋସ୍ପେସ୍‌ ଇଞ୍ଜିନିୟର ନିଶାନ୍ତ ଅଗ୍ରଓ୍ବାଲ୍‌ଙ୍କ ଜାମିନ ଆବେଦନକୁ ସ୍ଥାନୀୟ ସେସନ୍ସ ଅଦାଲତ ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ନିଶାନ୍ତ ପାକିସ୍ତାନର ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇକୁ କିଛି ସମ୍ବେଦନଶୀଳ ସୂଚନା ଦେଇଥିବା ଅଭିଯୋଗ ହୋଇଛି। ଗତ ମାସରେ ନାଗପୁର ଜିଲା ଅଦାଲତରେ ଦାଖଲ…

ଜେଲ୍‌ରେ ଦଙ୍ଗା: ୫୨ ମୃତ

ରିଓ ଡି ଜେନିରୋ,୩୦ା୭(ଏଏଫ୍‌ପି): ଉତ୍ତର ବ୍ରାଜିଲ୍‌ର ଏକ କାରାଗାରରେ ଦୁଇ ବିଦ୍ରୋହୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଯୋଗୁ ଅନୂ୍ୟନ ୫୨ କଏଦୀଙ୍କ ପ୍ରାଣହାନି ଘଟିଛି। ତିନି ମାସ ମଧ୍ୟରେ ବ୍ରାଜିଲ କାରାଗାର ସଂଘର୍ଷ ହେଉଛି ଦ୍ୱିତୀୟ ଘଟଣା। ମେ ମାସରେ ପଡୋଶୀ…

ମେଡିକାଲ କମିଶନ ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୩୦ା୭(ପି.ଟି.)-ଜାତୀୟ ମେଡିକାଲ କମିଶନ ବିଲ୍‌ ସୋମବାର ଲୋକ ସଭାରେ ଗୃହୀତ ହୋଇଯାଇଛି। ଭାରତର ମେଡିକାଲ କାଉନ୍‌ସିଲ (ଏମ୍‌ସିଆଇ) ବଦଳରେ ଏକ ନୂଆ ଅନୁଷ୍ଠାନ ଗଠନ ଲାଗି ଏହି ବିଲ୍‌ ଅଣାଯାଇଛି। ମେଡିକାଲ ଚିକିତ୍ସା ବିଭାଗରେ ଇନ୍‌ସ୍ପେକ୍ଟର ରାଜ୍‌ର ଅବସାନ ଲାଗି ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?