Home

ଅଗୁସ୍ତା ହେଲିକପ୍ଟର ଦୁର୍ନୀତି: କମଳନାଥଙ୍କ ପୁତୁରା ନେଇଥିଲେ ଲାଞ୍ଚ

ନୂଆଦିଲ୍ଲୀ,୩୦ା୭(ପି.ଟି.)-ଅଗୁସ୍ତା ଓ୍ବେଷ୍ଟଲ୍ୟାଣ୍ଡ ହେଲିକପ୍ଟର କିଣା ଚୁକ୍ତିନାମାରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ପୁତୁରା ରାତୁଲ ପୁରୀଙ୍କୁ ଉତ୍କୋଚ ମିଳିଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦିଲ୍ଲୀ କୋର୍ଟଙ୍କୁ ଜଣାଇଛି। ସ୍ବତନ୍ତ୍ର ବିଚାରପତି ଅରବିନ୍ଦ କୁମାରଙ୍କ ଅଦାଲତରେ ସୋମବାର ରାତୁଲଙ୍କ ଆଗୁଆ ଜାମିନ ଆବେଦନର ଶୁଣାଣି…

ମନ୍ଦିରରେ ଜଳାଭିଷେକକୁ ବିରୋଧ, ଉତ୍ତେଜନା

ଜଳେଶ୍ୱର, ୩୦ା୭ (ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ନାମ୍ପୋ ଫାଣ୍ଡି ଅଧୀନ ନାମ୍ପୋ ଗ୍ରାମସ୍ଥିତ ଶ୍ରୀ ତ୍ରିଲୋଚନେଶ୍ୱରଙ୍କ ଶିବ ମନ୍ଦିରରେ ଜଳାଭିଷେକ ଲାଗି ସୋମବାର ଭୋର ସମୟରେ କେତେକ କାଉଁଡ଼ିଆ ଆସି ପହଞ୍ଚିଥିଲେ। ସେଠାରେ ସେବାୟତ ଓ ଭକ୍ତଙ୍କ ମଧ୍ୟରେ…

୫୮ ପୁରୁଣା ଆଇନ ରଦ୍ଦ ହେବ

ନୂଆଦିଲ୍ଲୀ,୩୦ା୭(ପି.ଟି.)-ଦେଶରେ ପ୍ରଚଳିତ ୫୮ଟି ପୁରୁଣା ଆଇନକୁ ରଦ୍ଦ କରିବା ଲାଗି ସୋମବାର ଲୋକ ସଭାରେ ବିଲ୍‌ ଗୃହୀତ ହୋଇଛି। ଏହି ଆଇନ ଜନସାଧାରଣଙ୍କ ପାଇଁ ସୁବିଧାଜନକ ହୋଇ ନ ଥିବାରୁ ସେଗୁଡିକୁ ହଟାଇଦେବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଆଇନ ମନ୍ତ୍ରୀ…

ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ କାର୍ଯ୍ୟାଳୟରେ ଆକ୍ରମଣ:୨୦ ମୃତ

କାବୁଲ୍‌,୩୦ା୭(ପି.ଟି.)-ଆଫଗାନିସ୍ତାନର ରାଜଧାନୀ କାବୁଲରେ ଥିବା ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ଗ୍ରୀନଟ୍ରେଣ୍ଡ କାର୍ଯ୍ୟାଳୟ ଉପରେ ରବିବାର ଆକ୍ରମଣ ହୋଇଛି। ଏଥିରେ ୨୦ ନିହତ ହେବା ସହ ୫୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କେତେକ ଅଜ୍ଞାତ ବନ୍ଧୁକଧାରୀ କାର୍ଯ୍ୟାଳୟ ଭିତରେ ପଶି ୬ ଘଣ୍ଟାକାଳ…

ଚିଟ୍‌ଫଣ୍ଡ୍‌ ସ୍କିମ୍‌ରେ ଅଙ୍କୁଶ ଲାଗି ପାର୍ଲାମେଣ୍ଟରେ ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୩୦ା୭(ପି.ଟି.): ଚିଟ୍‌ଫଣ୍ଡ୍‌ ସ୍କିମ୍‌ରେ ଅଙ୍କୁଶ ଲଗାଇବା ଲାଗି ସୋମବାର ପାର୍ଲାମେଣ୍ଟରେ ସର୍ବସମ୍ମତି କ୍ରମେ ବିଲ୍‌ ପାସ ହୋଇଛି। ଗତ ୨୪ରେ ଲୋକ ସଭାର ଅନୁମୋଦନ ପାଇବା ପରେ ସୋମବାର ରାଜ୍ୟ ସଭାରେ ଭଏସ୍‌ ଭୋଟ୍‌ରେ ଏହାକୁ ପାସ୍‌ କରାଯାଇଛି। ଫଳରେ…

ଭାଜପା ବିଧାୟକଙ୍କ ବିରୋଧରେ ହତ୍ୟା ମାମଲା

ଲକ୍ଷ୍ନୌ,୩୦ା୭(ପି.ଟି.): ରବିବାର ସଡ଼କ ଦୁର୍ଘଟଣାରେ ଉନ୍ନାଓ ପୀଡ଼ିତା ଓ ତାଙ୍କ ଓକିଲ ଗୁରୁତର ଆହତ ହୋଇଥିବାବେଳେ ତାଙ୍କର ଖୁଡୀ ଓ ମାଉସୀ ପ୍ରାଣ ହରାଇଥିଲେ। ଏହି ଘଟଣାରେ ସୋମବାର ଭାଜପା ବିଧାୟକ କୁଲଦୀପ୍‌ ସିଂ ସେନ୍‌ଗାରଙ୍କ ସମେତ ୧୦ ଜଣଙ୍କ ବିରୋଧରେ…

ଶ୍ରୀନଗର ମସ୍‌ଜିଦ ଉପରେ ନଜର: ଏକାଠି ହେବାକୁ ମେହବୁବାଙ୍କ ଆହ୍ବାନ

ଶ୍ରୀନଗର,୩୦ା୭(ପି.ଟି.)-ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ଶ୍ରୀନଗରରେ ଥିବା ମସ୍‌ଜିଦ ସମ୍ପର୍କରେ ତଥ୍ୟ ସଂଗ୍ରହ କରିବା ଲାଗି ୫ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ନିଜ ନିଜ ଅଞ୍ଚଳରେ ଥିବା ଏହି ମସ୍‌ଜିଦ ସମ୍ପର୍କିତ ତଥ୍ୟ ଯଥାଶୀଘ୍ର ଦାଖଲ କରିବା ଲାଗି ସେମାନଙ୍କୁ କୁହାଯାଇଛି। ଏନେଇ…

ଧାନ ରୋଇଲେ ଜିଲାପାଳ

ଛତ୍ରପୁର,୩୦ା୭(ଡି.ଏନ.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ପୂର୍ବାହ୍ନରେ ଖଲ୍ଲିକୋଟ ବ୍ଲକ ମଥୁରା ପଞ୍ଚାୟତ ଅଧିନ ଭରସା ଗଁାରେ ଥିବା ଜମିରେ ଧାନ ଗଛ ରୋଇଛନ୍ତି। ବେଗୁନିଆପଡା ବ୍ଲକରେ ଅନୁଷ୍ଠିତ ଅଭିଯୋଗ ଶୁଣାଣି ସାରି ଫେରିବା ବେଳେ ଅପରାହ୍ନରେ ଭରସା…

୬ଦିନ ବର୍ଷିବ, ୯ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୩୦ା୭(ବ୍ୟୁରୋ): ଟ୍ରପ୍‌ ଲାଇନ, ଘୂର୍ଣ୍ଣି ବଳୟ ଓ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଲାଗି ରହିଛି। ଗତ ଦୁଇତିନି ଦିନ ହେଲା ଲଗାଣ ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶା ସମେତ ଅନ୍ୟ କେତେକ ଅଞ୍ଚଳରେ ବନ୍ୟା ସ୍ଥିତି…

ସଚିବାଳୟ ହେବ ଲୋକସେବା ଭବନ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଓଡ଼ିଶା ସଚିବାଳୟର ନାଁ ବଦଳିବ। ଏହାର ନୂତନ ନାମ ରହିବ ଓଡ଼ିଶା ଲୋକସେବା ଭବନ। ସୋମବାର ବିଧାନସଭାରେ ଗୃହ ବିଭାଗ ଏବଂ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ରୋଟାରୀ କ୍ଲବର ୩୦ତମ ଅଧିଷ୍ଠାନ ଦିବସ: ସେବା ମନୋଭାବ ରୋଟାରିଆନ୍‌ଙ୍କ ପରିଚୟ ହେଉ

ନୟାଗଡ଼ ଅଫିସ,୩୦।୭- ଭ୍ରାତୃତ୍ୱ, ବନ୍ଧୁତ୍ୱ, ଭାଇଚାରା ଏବଂ ନିଃସ୍ବାର୍ଥପର ସେବା ରୋଟାରିଆନ୍‌ମାନଙ୍କ ନିଜସ୍ବ ପରିଚୟ ହେଉ। ସମାଜରେ ଅନ୍ୟସବୁ କିଛି କାର୍ଯ୍ୟ ପାଇଁ ଲୋକେ ଆଗ୍ରହ ଦେଖାଉଥିବା ବେଳେ ସ୍ବତଃପ୍ରବୃତ୍ତ ଭାବେ ସେବା କରିବାର ମାନସିକତାଠାରୁ ଆଜିର ଯୁବପିଢ଼ି ଦୂରେଇ ଯାଉଛନ୍ତି।…

ଏସ୍‌ବିଆଇ ଜମା ସୁଧ ହାର ହ୍ରାସ

ନୂଆଦିଲ୍ଲୀ,୩୦-୭: ଦେଶର ସର୍ବବୃହତ ବ୍ୟାଙ୍କ ଏସ୍‌ବିଆଇ ଜମା ଉପରେ ସୁଧ ହାର ହ୍ରାସ ଘୋଷଣା କରିଛି। ସୋମବାର ବ୍ୟାଙ୍କ ପକ୍ଷରୁ ଏକ ବିବୃତି ଜାରି କରି କୁହାଯାଇଛି ଯେ ସ୍ବଳ୍ପ ମିଆଦିର ୧୭୯ ଦିନ ପାଇଁ ସାବଧି ଜମା ଉପରେ ୫୦ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?