Home

ସାହସିକତା ପୁରସ୍କାର ପ୍ରାପ୍ତ ଯବାନ ପଞ୍ଜାବ ପୋଲିସରେ ଭର୍ତ୍ତି ହୋଇ ପାରିବେ: ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୨୯।୭: ସାହସିକତା ପୁରସ୍କାର ପାଇଥିବା ଯବାନମାନେ ଏବେ ଚାହିଁଲେ ପଞ୍ଜାବ ପୋଲିସରେ ଯୋଗ ଦେଇ ପାରିବେ ବୋଲି ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ସୋମବାର ପ୍ରକାଶ କରିଛନ୍ତି। ସେ କହିଛନ୍ତି ଏମାନେ ସେନାରେ ଯେଉଁ ପଦବୀରେ ଥିବେ ତା’ଠାରୁ ଆଉ ଗୋଟିଏ…

୩ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ, ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ତେବେ ଏହା ମଧ୍ୟରେ ୩ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲାଗୁଡ଼ିକ ହେଲା କୋରାପୁଟ, ନବରଙ୍ଗପୁର ଓ ମାଳକାନଗିରି। ୨୪ ଘଣ୍ଟା ମଧ୍ୟରେ…

ପାଣ୍ଡିଆନଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ଆଇଏଏସ୍‌ ଅଫିସର ଭି.କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ମିଳିଲା ନୂୂଆ ଦାୟିତ୍ୱ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ସୋମବାର ନୂଆ ଦାୟିତ୍ୱ ମିଳିଛି। ମୁଖ୍ୟମନ୍ତ୍ରୀଙ୍କ ଟ୍ରାନ୍ସଫର୍ମେଶନ ଆଣ୍ଡ୍‌ ଇନିଶିଏଟିଭ୍‌ (୫ଟି) ସଚିବଭାବେ ତାଙ୍କୁ ନିଯୁକ୍ତ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ…

ବରଗଡ଼ ରେଳଷ୍ଟେଶନରୁ ଶିଶୁ ଉଦ୍ଧାର ଘଟଣା, ୩ ଦିନ ପରେ ମଧ୍ୟ ମିଳୁନି ପରିଚୟ

ବରଗଡ଼ ଅଫିସ, ୨୯।୭: ବରଗଡ଼ ରେଳଷ୍ଟେଶନ ପ୍ଲାଟଫର୍ମରୁ ଅସହାୟ ଅବସ୍ଥାରେ ବୁଲୁଥିବା ଜଣେ ଶିଶୁଙ୍କୁ ଗତ ୨୭ ତାରିଖରୁ ଆର୍‌ପିଏଫ୍‌ ପକ୍ଷରୁ ଉଦ୍ଧାର କରାଯାଇଥିଲା। ଉଦ୍ଧାର ପରେ ଶିଶୁକୁ ସ୍ଥାନୀୟ ଶିଶୁ କଲ୍ୟାଣ ସମିତିକୁ ହସ୍ତାନ୍ତର କରାଯାଇଛି। ମାତ୍ର ଶିଶୁଟି କିଛି…

ସମୁଦ୍ରର କୁଶଳୀ ଶିକାରୀ ଶାର୍କ ଉପରେ ବିପଦ: ୨୬ ଦେଶର ୧୫୦ରୁ ଅଧିକ ପ୍ରାଣୀବିଜ୍ଞାନୀ କରୁଛନ୍ତି ଗବେଷଣା

ନ୍ୟୁୟର୍କ,୨୯।୭: ସମୁଦ୍ରର କୁଶଳୀ ଶିକାରୀ ଶାର୍କ ମାଛ ଉପରେ ଏବେ ବିପଦ ଘନଉଛି। ଅତ୍ୟଧିକ ମାଛ ଧରିବା ଯୋଗୁ ଶାର୍କ ମାଛ ପାଇଁ ଖାଦ୍ୟର ଅଭାବ ଦେଖାଦେଇଛି। ଏନେଇ ୨୬ଟି ଦେଶର ୧୫୦ରୁ ଅଧିକ ପ୍ରାଣୀବିଜ୍ଞାନୀ ଉପଗ୍ରହ ସହାୟତାରେ ଶାର୍କଙ୍କ ପାଇଁ…

ଏସ୍‌ଟିଏଫ୍‌ ଅଭିଯାନ ପରେ ଚେତିଲା କମିଶନରେଟ୍‌ ପୋଲିସ: ହଳଦୀପଡ଼ିଆ ବସ୍ତିରେ ୬ ନିଶା ବ୍ୟବସାୟୀଙ୍କ ଘର ଭାଙ୍ଗିଲା

କଟକ ରୋଡ, ୨୯।୭(ଡି.ଏନ୍‌.ଏ.): ରାଜଧାନୀର ଲକ୍ଷ୍ମୀସାଗର ଥାନା ପଛପଟେ ଥିବା ହଳଦୀପଡ଼ିଆ ବସ୍ତିରେ ବେଧଡ଼କ ବ୍ରାଉନ୍‌ସୁଗାର ବ୍ୟବସାୟ ଚାଲିଛି। ଦୀର୍ଘ ୧୦ବର୍ଷ ଧରି ଏଭଳି ବେଆଇନ ବ୍ୟବସାୟ ବଢ଼ି ଚାଲିଥିବା ବେଳେ କମିଶନରେଟ ପୋଲିସ ଏହା ଉପରେ ରୋକ ଲଗାଇପାରୁ ନ…

ପାକିସ୍ତାନରେ ପ୍ରବଳ ବର୍ଷା: ୭ ମୃତ

ଇସଲାମାବାଦ୍‌,୨୯।୭: ପାକିସ୍ତାନରେ ପ୍ରବଳ ବର୍ଷା ଯୋଗୁ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଉପରମୁଣ୍ଡରେ ବର୍ଷା ହେବାରୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ପୁଣି ୨୪ ଘଣ୍ଟା ପରେ ପାକିସ୍ତାନର କେତେକ ଅଞ୍ଚଳରେ ପୁଣି…

ଓଡ଼ିଶା ରସଗୋଲାକୁ ଜିଆଇ ମାନ୍ୟତା

ନୂଆଦିଲ୍ଲୀ/ଭୁବନେଶ୍ୱର,୨୯।୭: ଓଡ଼ିଶା ରସଗୋଲାକୁ ଜିଆଇ (ଭୌଗୋଳିକ ସାଙ୍କେତିକ)ଟ୍ୟାଗ୍‌ ମାନ୍ୟତା ମିଳିଛି। ଏହାଅନୁସାରେ ରସଗୋଲା ଓଡ଼ିଶାର ଭୌଗୋଳିକ ସ୍ଥିତି ସହିତ ଜଡ଼ିତ ରହିଛି ବୋଲି ସ୍ବୀକୃତି ମିଳିଛି। ଓଡ଼ିଶାର ଶ୍ରୀଜଗନ୍ନାଥ ସଂସ୍କୃତି ସହିତ ରସଗୋଲାର ନିବିଡ଼ ସମ୍ପର୍କ ରହିଛି। ଓଡ଼ିଶାର ପରମ୍ପରା ସହିତ…

ପୂର୍ବ ପ୍ରେମିକ ହାର୍ଦ୍ଦିକଙ୍କ ସହ ସମ୍ପର୍କକୁ ନେଇ ଅଡ଼ୁଆରେ ଉର୍ବଶୀ, କହିଲେ ‘ମୋ ଛବିକୁ ଖରାପ କରା ନ ଯାଉ’

ମୁମ୍ବାଇ: ବଲିଉଡ ଅଭିନେତ୍ରୀଙ୍କ ସହ ଭାରତୀୟ କ୍ରିକେଟ ଖେଳାଳିଙ୍କ ନାମ ଯୋଡ଼ା ଯିବା ସାଧାରଣ କଥା। ମାତ୍ର ବେଳେବେଳେ ଏହା ଅଭିନେତ୍ରୀମାନଙ୍କ ବ୍ୟକ୍ତିଗତ ଜୀବନକୁ ପ୍ରଭାବିତ କରିଥାଏ। ଏଭଳି କିଛି ଘଟିଛି ଅଭିନେତ୍ରୀ ଉର୍ବଶୀ ରୌତେଲାଙ୍କ କ୍ଷେତ୍ରରେ। ଭାରତୀୟ କ୍ରିକେଟ ଦଳର…

ଆର୍‌ଏସ୍‌ଏସ୍‌ ଖୋଲିବ ସୈନିକ ସ୍କୁଲ

ନୂଆଦିଲ୍ଲୀ,୨୯।୭: ଆର୍‌ଏସ୍‌ଏସ୍‌ ପକ୍ଷରୁ ଉତ୍ତରପ୍ରଦେଶରେ ସୈନିକ ସ୍କୁଲ ଖୋଲାଯିବା ପାଇଁ ଯୋଜନା ପ୍ରସ୍ତୁତ କରାଯାଇଛି। ଏଠାରେ ଶିକ୍ଷାର୍ଥୀଙ୍କୁ ସେନା ଅଧିକାରୀ ହେବା ପାଇଁ ତାଲିମ୍‌ ଦିଆଯିବ। ଏହି ସ୍କୁଲର ନାମ ରଜ୍ଜୁ ଭୈୟା ସୈନିକ ବିଦ୍ୟାମନ୍ଦିର ରଖାଯିବ। ଏଠାରେ ପ୍ରଥମଠାରୁ ଦ୍ୱାଦଶ…

୧୫୦ ବର୍ଷ ପୁରୁଣା ବରଗଛର ରହିଛି ୨ ଶହ ଶାଖା: ଇଂରେଜ ଏଠାରେ କରୁଥିଲେ ନୀଳ ଚାଷ

ପାଟନା,୨୯।୭: ବିହାର ଗୋପାଳଗଞ୍ଜରେ ରହିଛି ୧୫୦ ବର୍ଷ ପୁରୁଣା ବରଗଛ। ଏହାର ୨ ଶହ ଶାଖା ରହିଛି। ବରଗଛ ଏକ ବିଘା ଅର୍ଥାତ୍‌ ୧୪ ହଜାର ୪ଶହ ବର୍ଗ ଫୁଟ ପରିମିତ ଅଞ୍ଚଳରେ ଏହାର ଶାଖା ମେଲାଇଛି। ସ୍ଥାନୀୟ ବୈକୁଣ୍ଠପୁର ଅଞ୍ଚଳର…

ଗୁଦୁରାପଡ଼ାରେ ଚେସ୍‌ ପ୍ରତିଯୋଗିତା: ବରିଷ୍ଠ ବିିଭାଗରେ ଅଭିଷେକ, କନିଷ୍ଠରେ ଚିରାଗ ବିଜେତା

ଜମନକିରା,୨୯।୭(ଡି.ଏନ୍‌.ଏ.):ସମ୍ବଲପୁର ଜିଲା ଜମନକିରା ବ୍ଲକ ଭୋଜପୁର ପଞ୍ଚାୟତ ଗୁଦୁରାପଡ଼ା ଆବାସିକ ବିଦ୍ୟାଳୟ ପରିସରରେ ଏକଦିବସୀୟ ଚେସ୍‌ ପ୍ରତିଯୋଗିତା ରବିବାର ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଚେସ୍‌ ବା ଇନ୍‌ଡୋର ଖେଳ ପ୍ରତି ଆଗ୍ରହ ସୃଷ୍ଟି ସହ ପ୍ରୋତ୍ସାହନ ଦେବା ସକାଶେ ଭୋଜପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?