Home

ଜମ୍ମୁ-କଶ୍ମୀରରେ ଶାହଙ୍କ ଶାନ୍ତି ପ୍ରୟାସ: ଯୁବବର୍ଗଙ୍କୁ ମିଳିବ ନିଯୁକ୍ତି

ଶ୍ରୀନଗର,୪।୭: ଜମ୍ମୁ-କଶ୍ମୀରରେ ଶାନ୍ତି ପାଇଁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆରମ୍ଭ କରିଛନ୍ତି ପ୍ରୟାସ। ଏହା ଅନ୍ତର୍ଗତ ସ୍ଥାନୀୟ ଯୁବବର୍ଗଙ୍କୁ ନିଯୁକ୍ତି ପ୍ରଦାନକୁ ସେ ଗୁରୁତ୍ୱ ଦେଉଛନ୍ତି। ସେହିପରି ଦୁର୍ନୀତିଗ୍ରସ୍ତ ବିଚ୍ଛିନ୍ନତାବାଦୀ ନେତାଙ୍କ ପର୍ଦ୍ଦାଫାଶ୍‌ କରିବାକୁ ଯୋଜନା ପ୍ରସ୍ତୁତ ହୋଇଛି। ଜମ୍ମୁ-କଶ୍ମୀରରେ…

ମ୍ୟାଚ୍‌ ଚାଲିଥିଲାବେଳେ ହଠାତ୍‌ ପଡିଆରେ ପଶି ଏମିତି କାଣ୍ଡ ରଚିଲେ ଏହି ବ୍ୟକ୍ତି

ଚେଷ୍ଟର-ଲି- ଷ୍ଟିଟ, ୪।୭: ଚଳିତ ଆଇସିସି ବିଶ୍ୱକପରେ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ସ୍ଥାନୀୟ ରିଭରସାଇଡ ଗ୍ରାଉଣ୍ଟରେ ଖେଳାଯାଉଥିବା ଏକ ମ୍ୟାଚ୍‌ବେଳେ ଏକ ନିଆରା ଘଟଣା ଦେଖିବାକୁ ମିଳିଥିଲା। ଦ୍ୱିତୀୟ ଇନିଂଶରେ ନ୍ୟୁଜିଲାଣ୍ଡ ଦଳ ବ୍ୟାଟିଂ କରୁଥିବାବେଳେ ହଠାତ୍‌ ଜଣେ ବ୍ୟକ୍ତି…

ଶାବର ଶ୍ରୀକ୍ଷେତ୍ରରେ ରଥ ଓ ପଥ ପ୍ରସ୍ତୁତ : ଅପେକ୍ଷା ରଥଟଣାକୁ

କୋରାପୁଟ,୪ା୭(ସ୍ବ.ପ୍ର.): ଶାବର ଶ୍ରୀକ୍ଷେତ୍ର କୋରାପୁଟରେ ରଥଯାତ୍ରା ନେଇ ତିନି ରଥ ଓ ପଥ ପ୍ରସ୍ତୁତ ହୋଇ ରହିଛି । ଅପେକ୍ଷା କେବଳ ରଥଟଣାକୁ। ଚଳିତବର୍ଷ ପ୍ରଥମ ଥର ପାଇଁ ୩ଟି ରଥ ମନ୍ଦିର ପରିଚାଳନା କମିଟି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ସୁଭଦ୍ରାଙ୍କ…

ପଡିଆରେ ଚାଲିଥିଲା ମ୍ୟାଚ୍‌: ଏହି ଖେଳାଳିଙ୍କ ନାକରୁ ଅଚାନକ ବାହାରିଲା ରକ୍ତ

ଚେଷ୍ଟର-ଲି- ଷ୍ଟିଟ, ୪।୭: ଚଳିତ ଆଇସିସି ବିଶ୍ୱକପରେ ଦୁଇ ଫେଭରାଇଟ ଦଳ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ମଧ୍ୟରେ କର ବା ମର ମ୍ୟାଚରେ ଇଂଲଣ୍ଡ ବାଜିମାତ୍‌ କରିଛି। ବୁଧବାର ସ୍ଥାନୀୟ ରିଭରସାଇଡ ଗ୍ରାଉଣ୍ଟରେ ଏହି ଦୁଇ ହାଇପ୍ରୋଫାଇଲ ଦଳ ସେମାନଙ୍କ ଅନ୍ତିମ…

ମାନହାନି ମାମଲାରେ କୋର୍ଟ ପହଞ୍ଚିଲେ ରାହୁଲ

ମୁମ୍ବାଇ,୪।୭: ଗୋଟିଏ ଦିନ ପୂର୍ବରୁ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିବା ରାହୁଲ ଗାନ୍ଧୀ ଗୁରୁବାର ଏକ ମାନହାନି ମାମଲାରେ ମୁମ୍ବାଇର ଏକ କୋର୍ଟରେ ପହଞ୍ଚିଛନ୍ତି। ସୂଚନାଯୋଗ୍ୟ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ପକ୍ଷରୁ ରାହୁଲଙ୍କ ନାଁରେ ଏକ ମାନହାନି ମାମଲା କାରାଯାଇଥିଲା। ସୂଚନାଯୋଗ୍ୟ,…

ଥରିଲା ଆଫଗାନୀସ୍ତାନ

କାବୁଲ,୪।୭: ଆଫଗାନୀସ୍ତାନ ହିନ୍ଦୁ କୁଶ ଅଞ୍ଚଳରେ ଗୁରୁବାର ସକାଳ ୯ଟା ୫୦ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ଥିଲା ବୋଲି ଆମେରିକା ଭୂବିଜ୍ଞାନ ସଂସ୍ଥା ପକ୍ଷରୁ କୁହାଯାଇଛି। ଭୂକମ୍ପ ହେବାରୁ ଲୋକେ ଭୟରେ ଘରୁ ବାହାରକୁ…

ପିତା କରିଥିଲେ ଆତ୍ମହତ୍ୟା, ଏବେ ପୁଅ ବିଶ୍ୱକପରେ ରଚିଲେ ଇତିହାସ

ଚେଷ୍ଟର-ଲି- ଷ୍ଟିଟ, ୪।୭:ଚଳିତ ଆଇସିସି ବିଶ୍ୱକପରେ ଆୟୋଜକ ଇଂଲଣ୍ଡ ତୃତୀୟ ଦଳ ଭାବେ ସେମିଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡର ଇନଫର୍ମ ଓପନର ବେୟାରଷ୍ଟୋ ୯୯ଟି ବଲର ସମ୍ମୁଖୀନ ହୋଇ ୧୫ ଚୌକା ଓ ୧ ଛକା ସହାୟତାରେ ୧୦୬ ରନର ଶତକୀୟ…

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ: ହାଫିଜ୍‌ ସଇଦ୍‌ଙ୍କ ବିରୋଧରେ ୨୩ ମାମଲା ଦାଏର କଲା ପାକିସ୍ତାନ

ଇସଲାମାବାଦ୍‌,୪।୭: ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟର ମାଇଣ୍ଡ କୁହାଯାଉଥିବା ଜମାତ୍‌-ଉଦ୍‌-ଦାଓ୍ବା ମୁଖ୍ୟ ହାଫିଜ୍‌ ସଇଦ୍‌ଙ୍କ ବିରୋଧରେ ପାକିସ୍ତାନ ସରକାର ୨୩ଟି ମାମଲା ଦାଏର କରିଛନ୍ତି। ଏସବୁ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅନ୍ତର୍ଗତ ଦାଏର ହୋଇଥିବା କୁହାଯାଉଛି। ତାଙ୍କ ନିର୍ଦ୍ଦେଶରେ ପରିଚାଳିତ ୫ଟି…

ଦାରୁଦିଅଁଙ୍କ ଘୋଷଯାତ୍ରା: ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ଧର୍ମେନ୍ଦ୍ର

ଭୁବନେଶ୍ୱର,୪।୭(ବ୍ୟୁରୋ): ପବିତ୍ର ରଥଯାତ୍ରା ଅବସରରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ତଥା ବିଶ୍ୱର ସମସ୍ତ ଜଗନ୍ନାଥପ୍ରେମୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ନିଜର ଟୁଇଟର ପୃଷ୍ଠାରେ ଏକ ବାର୍ତ୍ତା ଲେଖି ସେ କହିଛନ୍ତି, ଜଗତର ନାଥ ପ୍ରଭୁ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା…

ଅହମ୍ମଦାବାଦ୍‌ରେ ୧୪୨ତମ ରଥାଯାତ୍ରା: ଶାହ କଲେ ମଙ୍ଗଳ ଆରତି

ଅହମ୍ମଦାବାଦ୍‌,୪।୭: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଅବସରରେ ଗୁଜରାଟ ରାଜଧାନୀ ଅହମ୍ମଦାବାଦ୍‌ ଚଳଚଞ୍ଚଳ ହୋଇଉଠିଛି। ଏଠାରେ ଚଳିତ ବର୍ଷ ୧୪୨ତମ ରଥଯାତ୍ରା ପାଳିତ ହେଉଛି। ଏହି ଅବସରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ନିଜ ପରିବାର ସଦସ୍ୟଙ୍କ ସହିତ ଗୁରୁବାର ଭୋର୍‌ ୪ଟାରେ…

ଆରମ୍ଭ ହେଲା ଘୋଷଯାତ୍ରା: ଭକ୍ତମୟ ପୁରୀ; ପହଣ୍ଡି ବିଜେରେ ଆସିଲେଣି ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା, ପଛରେ ଆସୁଛନ୍ତି କାଳିଆ ସାଆନ୍ତ

ପୁରୀ ଅଫିସ,୪।୭: ରଥ ପ୍ରସ୍ତୁତ। ପଥ ପ୍ରସ୍ତୁତ। ଥିଲା ମହାପ୍ରଭୁଙ୍କୁ ଅପେକ୍ଷା। ଶେଷରେ ଅପେକ୍ଷାର ଅନ୍ତ ଘଟାଇ ଭକ୍ତମାନଙ୍କୁ ଦର୍ଶନ ଦେବାକୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସୁଛନ୍ତି ପ୍ରଭୁ ଜଗନ୍ନାଥ। ଗୁରୁବାର ପହଣ୍ଡି ବିଜେ ନୀତି ଆରମ୍ଭ ହେବା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି…

ଛେରା ପହଁରା କରନ୍ତି ଗାଁ ମୁଖିଆ

ଓଡ଼ିଶାର ଦ୍ୱିତୀୟ ଶ୍ରୀକ୍ଷେତ୍ର ବୋଲାଉଥିବା କୋରାପୁଟ ସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ପାଳିତ ହେଉଥିବା ରଥଯାତ୍ରାର ସ୍ବତନ୍ତ୍ରତା ରହିଛି । ଏହି ରଥଯାତ୍ରାରେ ଆଦିବାସୀ ସଂସ୍କୃତିର ମହାମିଳନ ଦେଖିବାକୁ ମିଳେ, ଯେଉଁଠି ଗ୍ରାମ ମୁଖିଆ ତଥା ନାୟକଙ୍କୁ ରାଜାର ସମ୍ମାନ ଦିଆଯାଇଥାଏ ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri